ନନ୍ଦନକାନନରେ ଗାଇଡ୍ଙ୍କୁ କାମୁଡ଼ିଲା ଭାଲୁ
ବାରଙ୍ଗ,୨୮।୧୦(ଡି.ଏନ୍.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନରେ ବୁଧବାର ଏକ ଅଘଟଣ ଦେଖିବାକୁ ମିଳିଛି। ଅପରାହ୍ନ ସମୟରେ ଭାଲୁ ସଫାରିରେ ଯାଇଥିବା ଜଣେ ଗାଇଡ୍ ଭାଲୁକୁ ଖାଦ୍ୟ ଦେଉଥିବାବେଳେ ହଠାତ ଭାଲୁଟି ଗାଇଡ୍ଙ୍କ ହାତକୁ କାମୁଡ଼ି ଦେଇଛି। ସୌଭାଗ୍ୟବଶତଃ ଗାଇଡ୍ ଜଣଙ୍କ ବଞ୍ଚତ୍ୟାଇଥିଲେ ମଧ୍ୟ…
ଚିକିତ୍ସାଳୟରୁ ବାଇକ୍ରେ ବୁହାହେଲା ମୃତଦେହ
ବାଙ୍କୀ, ୨୮।୧୦ (ସ୍ବ.ପ୍ର.): କଟକ ଜିଲା ବାଙ୍କୀ ଉପଖଣ୍ଡ ଚିକିତ୍ସାଳୟରେ ବୁଧବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ଭିନ୍ନକ୍ଷମ ଯୁବକଙ୍କ ମୃତ୍ୟୁ ପରେ ତାଙ୍କୁ ଘରେ ପହଞ୍ଚାଇବାକୁ ମହାପ୍ରୟାଣ ଗାଡି ଯୋଗା ନ ଯିବାରୁ ବାଇକ୍ରେ ପରିବାର ଲୋକେ…
ରାଜ୍ୟ ସରକାର, ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡକୁ ନୋଟିସ
କଟକ ଅଫିସ, ୨୮।୧୦: ହାଇକୋର୍ଟରେ ବାଣ ବିକ୍ରି ମାମଲାର ଶୁଣାଣି ବୁଧବାର ହୋଇଥିଲା। ମୁଖ୍ୟ ବିଚାରପତି ଏସ୍. ମୁରଲୀଧର ଓ ଜଷ୍ଟିସ ବି.ପି. ରାଉତରାୟଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରି ରାଜ୍ୟ ସରକାର ଓ ପ୍ରଦୂଷଣ ନିୟନ୍ତ୍ରଣ…
ଷଡ଼ଯନ୍ତ୍ର ଉପରୁ ପରଦା ହଟୁନି
ବଲାଙ୍ଗୀର ଅଫିସ,୨୮।୧୦: ପରକୀୟା ପ୍ରୀତି ପ୍ରଘଟ ଭୟରେ କଳାହାଣ୍ଡି ଜିଲା ମହାଲିଙ୍ଗ ଘରୋଇ ସ୍କୁଲର ପରିଚାଳନା ସଭାପତି ଗୋବିନ୍ଦ ସାହୁ ଅଧ୍ୟକ୍ଷା ମମିତା ମେହେରଙ୍କୁ ହତ୍ୟା କରିଥିଲେ ବୋଲି ଉତ୍ତରାଞ୍ଚଳ ପୋଲିସ ଡିଆଇଜି ଦୀପକ କୁମାର ଖବରଦାତା ସମ୍ମିଳନୀରେ କହିଥିଲେ। ମମିତାଙ୍କୁ…
ଅଜ୍ଞାତ ସ୍ଥାନରେ ଚାଲିଛି ମାଓବାଦୀ କମାଣ୍ଡର ହିଡ଼ମାଙ୍କ ଚିକିତ୍ସା
ମାଲକାନଗିରି,୨୭ା୧୦(ଡି.ଏନ୍.ଏ.): ହାର୍ଡକୋର ମାଓବାଦୀ କମାଣ୍ଡର ହିଡ଼ମା ଅସୁସ୍ଥ ହୋଇପଡ଼ିଛନ୍ତି। ଏକ ଅଜ୍ଞାତ ସ୍ଥାନରେ ତାଙ୍କର ଚିକିତ୍ସା କରାଯାଉଥିବା ଜଣାପଡ଼ିଛି। କେନ୍ଦ୍ରୀୟ ଗୋଇନ୍ଦା ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ମାଓବାଦୀ କମାଣ୍ଡର ହିଡ଼ମା ଅସୁସ୍ଥ ହୋଇପଡ଼ି ଆନ୍ଧ୍ର ପ୍ରଦେଶ କିମ୍ବା ତେଲଙ୍ଗାନାର…
ଘରେ ପହଞ୍ଚିବ ମାଇଗ୍ରେଶନ ସାର୍ଟିଫିକେଟ
ସମ୍ବଲପୁର,୨୭ା୧୦(ବ୍ୟୁରୋ): ମାଇଗ୍ରେଶନ ସାର୍ଟିଫିକେଟ ପାଇଁ ଛାତ୍ରୀଛାତ୍ରଙ୍କୁ ଆଉ ବିଶ୍ୱବିଦ୍ୟାଳୟ ଆସି ଧାଡ଼ିରେ ଛିଡା ହୋଇ ଆବେଦନ କରିବାକୁ ପଡ଼ିବ ନାହିଁ। ଅନ୍ଲାଇନରେ ଆବେଦନ କରିବା ପରେ ସେମାନଙ୍କ ଘରେ କିମ୍ବା ଦିଆଯାଇଥିବା ଠିକଣାରେ ସାର୍ଟିଫିକେଟ ପହଞ୍ଚିିବ। ସମ୍ବଲପୁର ବିଶ୍ୱବିଦ୍ୟାଳୟ (ଏସ୍ୟୁ) ପରିସରରେ…
ମାସ୍କ ଚେକିଂ ବେଳେ ୧.୩୦ କୋଟି ଟଙ୍କାର ବ୍ରାଉନସୁଗାର ଜବତ
ଭଦ୍ରକ ଅଫିସ, ୨୭।୧୦: ଭଦ୍ରକ ଗ୍ରାମାଞ୍ଚଳ ପୋଲିସ ବୁଧବାର ମାସ୍କ ଚେକିଂ ସମୟରେ ରାନ୍ଦିଆ ନିକଟରୁ ୧ କିଲୋ ୩୦ ଗ୍ରାମ୍ ବ୍ରାଉନସୁଗାର ଜବତ କରିଛି। ଏଥିରେ ସମ୍ପୃକ୍ତ ୨ ଜଣଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ…
ସପ୍ତମ ଶ୍ରେଣୀ ଛାତ୍ରୀ ଗର୍ଭବତୀ
ଫୁଲବାଣୀ ଅଫିସ,୨୭ା୧୦: କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ଗୋଚ୍ଛାପଡା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଗର୍ଭବତୀ କରିବା ଅଭିଯୋଗରେ ସମ୍ପୃକ୍ତ ଯୁବକଙ୍କୁ ପୋଲିସ ଗିରଫ କରି ବୁଧବାର କୋର୍ଟ ଚାଲାଣ କରିଛି। ପ୍ରକାଶ ଯେ, ସପ୍ତମ ଶ୍ରେଣୀରେ ପଢ଼ୁଥିବା ନାବାଳିକାଙ୍କ ସହ…
ନାବାଳିକାଙ୍କୁ ଅପହରଣ
ବୈଶିଙ୍ଗା,୨୭ା୧୦(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳର ଜନୈକା ୧୭ ବର୍ଷୀୟା ନାବାଳିକା ଗ୍ରାମ ପୋଖରୀକୁ ପାଣି ଆଣିବାକୁ ଯାଇ ଘରକୁ ଫେରିନାହାନ୍ତି। ପରିବାର ଲୋକେ ବହୁ ଖୋଜାଖୋଜି ପରେ ନିରାଶ ହୋଇ ତାଙ୍କୁ କେହି ଅପହରଣ କରି ନେଇଥିବା ଥାନାରେ…
ବଳାତ୍କାରୀ ନାବାଳକଙ୍କୁ ୧୦ ବର୍ଷ ଦଣ୍ଡାଦେଶ
କେନ୍ଦୁଝର,୨୭।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡବିଲ ଥାନା ଅଞ୍ଚଳରେ ଗତ ୩୦ ନଭେମ୍ବର ୨୦୧୭ରେ ଜଣେ ୧୩ ବର୍ଷର ନାବାଳିକାକୁ ବଳାତ୍କାର କରାଯାଇଥିବା ତାଙ୍କ ପରିବାର ଲୋକେ ଅଭିଯୋଗ କରିଥିଲେ। ଏହି ଘଟଣାରେ ଅଭିଯୁକ୍ତ ୧୭ ବର୍ଷ ବୟସ୍କ ନାବାଳକଙ୍କୁ ବୁଧବାର ସ୍ଥାନୀୟ…
ବଣୁଆ ହାତୀ ତାଣ୍ଡବ: ବୃଦ୍ଧଙ୍କୁ ଦଳି ମାରିଲା
ନିଶ୍ଚିନ୍ତକୋଇଲି,୨୭।୧୦(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ କଟିକଟା ପଞ୍ଚାୟତ ରାମରାଙ୍ଗ ଗ୍ରାମରେ ଏକ ବଣୁଆ ହାତୀ ଆକ୍ରମଣରେ ଜଣଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଭାଗବତ ବେହେରା (୭୦)। ଭାଗବତ ଘାସ କାଟୁଥିବା ବେଳେ ହାତୀ ଅଚାନକ ବଗିଚା ଭିତରକୁ ପଶି…
ସିଲଭର୍ ସିଟିରେ ଇ-ଟଏଲେଟ ବ୍ୟବସ୍ଥା; ଟଙ୍କାଏ ଦେଲେ ଖୋଲିବ କବାଟ
କଟକ ଅଫିସ, ୨୭।୧୦: ସିଲଭର୍ ସିଟିରେ ଆରମ୍ଭ ହେଲା ଇ-ଟଏଲେଟ ବ୍ୟବସ୍ଥା। ବୁଧବାର ମଧୁପାଟଣା ଏବଂ ଓଏମ୍ପି ଛକରେ ଏହି ବ୍ୟବସ୍ଥା ଆରମ୍ଭ ହୋଇଛି। ମାତ୍ର ୧ ଟଙ୍କା ଦେବା ମାତ୍ରେ ଏହି ଶୌଚାଳୟର କବାଟ ଖୋଲିବ। ରାଜ୍ୟ ତଥା ରାଜ୍ୟ…

