ଆମ ଜିଲା ଖବର

୩ ଦିନ ଧରି ଚିଲିକାରେ ଜଳବନ୍ଦୀ ଥିଲେ ମତ୍ସ୍ୟଜୀବୀ ପରିବାର, ଆଜି ହେଲେ ଉଦ୍ଧାର

କୃଷ୍ଣପ୍ରସାଦ,୨୭ା୧୦(ଡି.ଏନ୍‌.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଚିଲିକା ଜେଟିରେ ୩ ଦିନ ଧରି ଏକ ମତ୍ସ୍ୟଜୀବୀ ପରିବାର ଜଳବନ୍ଦୀ ଭାବେ ରହିଥିବା ବେଳେ ସେମାନଙ୍କୁ ବୁଧବାର ଉଦ୍ଧାର କରାଯାଇଛି। ଚିଲିକାରେ ଆଉ ଏକ ଡଙ୍ଗା ଆଜି ଯାଉଥିବା ବେଳେ ଜଳବନ୍ଦୀ ଥିବା…

ଶ୍ରୀମନ୍ଦିର ପ୍ରବେଶ ପାଇଁ ଆସିବ ନୂଆ ଗାଇଡ୍‌ଲାଇନ

ପୁରୀ ଅଫିସ,୨୭।୧୦: ପୁରୀ ବାସୀଙ୍କ ପାଇଁ ଜଗା ଦର୍ଶନକୁ ନେଇ ବୁଧବାର ନୂଆ ଗାଇଡ୍‌ଲାଇନ୍‌ ଆସିବ। ମଧ୍ୟ୍ୟାହ୍ନ ୧୨ଟାରେ ଭର୍ଚୁଆଲ ଯୋଗେ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ତରଫରୁ ସୂଚନା ମିଳିଛି। ପ୍ରତ୍ୟେକ ଦିନ କୋଭିଡ ନେଗେଟିଭ…

ରୋଗୀ ନେଇ ଯାଉଥିବା ଆମ୍ବୁଲାନ୍ସ ପଶିଗଲା ଖାଲରେ

ଗଞ୍ଜାମ,୨୭ା୧୦(ଡି.ଏନ୍‌.ଏ.): ମଙ୍ଗଳବାର ବିଳମ୍ବିତ ରାତିରେ ଗୋଟିଏ ୧୦୮ ଆମ୍ବୁଲାନ୍ସ ରାସ୍ତା ପାର୍ଶ୍ୱ ଖାଲରେ ପଶି ଯାଇଥିଲା। ଡ୍ରାଇଭରଙ୍କ ବେପରୁଆ ଗାଡ଼ି ଚାଳନା ଯୋଗୁ ଏହି ଦୁର୍ଘଟଣା ଘଟିଥାଇ ପାରେ ବୋଲି ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ହେଉଛି। ମିଳିଥିବା ସୂଚନାନୁଯାୟୀ, ୧୦୮ ଆମ୍ବୁଲାନ୍ସଟି…

ଶ୍ରୀଜୀଉଙ୍କ ବନକଲାଗି ନୀତି; ଅପରାହ୍ନ ୪ଟାରୁ ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ ଅଫିସ,୨୭।୧୦: ଦୀର୍ଘଦିନର ବ୍ୟବଧାନ ପରେ ବୁଧବାର ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏହା ଏକ ଗୁପ୍ତ ସେବା । ଅପରାହ୍ନ ୪ଟାରୁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏ ନେଇ ମନ୍ଦିର ପ୍ରଶାସନ…

ଆନ୍ଧ୍ରରେ ବନ୍ଧା ୨ ହଜାର ବଣ୍ଡା

ମାଲକାନଗିରି,୨୭।୧୦: ମାଲକାନଗିରି ଜିଲା ଖଇରପୁଟ ବ୍ଲକ ବଣ୍ଡାଘାଟିରେ ରହୁଛନ୍ତି ବଣ୍ଡା ଆଦିବାସୀ। ଏହି ଆଦିମ ଜନଜାତିଙ୍କ ଜୀବନମାନରେ ଉନ୍ନତି ଆଣିବା ପାଇଁ ସରକାରୀ ଓ ଘରୋଇ ସଂସ୍ଥା ପକ୍ଷରୁ ଚେଷ୍ଟା ହୋଇଛି। କିନ୍ତୁ ତାହା ସମ୍ଭବ ହୋଇପାରିନାହିଁ। ଏହାର ମୁଖ୍ୟ କାରଣ…

ଆଶୀର୍ବାଦ ଯୋଜନା ପାଇଁ ଲାଞ୍ଚ

ନୟାଗଡ଼ ଅଫିସ,୨୭।୧୦: ଲାଞ୍ଚ ନ ଦେଲେ ଆଶୀର୍ବାଦ ଯୋଜନାରେ ନାମ ତାଲିକାଭୁକ୍ତ କରାଯାଉନାହିଁ। ଦାୟିତ୍ୱରେ ଥିବା କର୍ମଚାରୀଙ୍କୁ ୧ ହଜାର ଟଙ୍କା ନ ଦେଲେ ଦରଖାସ୍ତକୁ ଫେରାଇ ଦେଉଛନ୍ତି। ଯଦି କେହି ବାଧ୍ୟ କରି ଦରଖାସ୍ତ ଦେଉଛନ୍ତି ତାକୁ ଫିଙ୍ଗି ଦିଆଯାଉଥିବା…

‘ଦେଶ ପ୍ରଗତିର ପ୍ରତିବନ୍ଧକ ଦୁର୍ନୀତି’

ନବରଙ୍ଗପୁର, (ବି.ପ୍ର.)/ରାୟଗଡ଼ା ଅଫିସ, ୨୭।୧୦:ଦେଶର ଆର୍ଥିକ ରାଜନୈତିକ ଏବଂ ସାମାଜିକ ପ୍ରଗତି ପଥରେ ଦୁର୍ନୀତି ହିଁ ସବୁଠୁ ବଡ଼ ପ୍ରତିବନ୍ଧକ। ଦୁର୍ନୀତିର ମୂଳପ୍ଲାଟନ ନିମନ୍ତେ ସମସ୍ତ ଅଂଶୀଦାର ହେବା ଜରୁରୀ। ପ୍ରତ୍ୟେକ ନାଗରିକ ସବୁ ସମୟରେ ସତର୍କତା, ସାଧୁତା ଓ ସତ୍ୟନିଷ୍ଠାରେ…

୩୩ ମାଛର ଦାମ୍‌ ୧ କୋଟି

ଭୋଗରାଇ, ୨୭।୧୦(ଡି.ଏନ.ଏ.): ୩୩ଟି ମାଛର ଦାମ୍‌ ୧ କୋଟି ଟଙ୍କା। ଏହା ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। ଏହି ମାଛଗୁଡ଼ିକୁ ବଙ୍ଗୋପସାଗର ପଶ୍ଚିମବଙ୍ଗ ଦୀଘା ଉପକୂଳରୁ ଧରାଯାଇ ଟ୍ରଲର ଯୋଗେ ଦୀଘା ମାଛ ମାର୍କେଟ୍‌କୁ ଅଣାଯାଇ ବିକ୍ରି କରାଯାଇଛି। କୋଲକାତା…

୫ ଶ୍ରେଣୀ ପାଇଁ ଗୋଟିଏ କୋଠରି

ନାଉଗଁ। ,୨୭।୧୦(ସ୍ବ.ପ୍ର.):ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶିକ୍ଷକମାନଙ୍କୁ ବିଭିନ୍ନ ପ୍ରକାର ତାଲିମ୍‌ ଦିଆଯାଇ ପିଲାଙ୍କ ମାନସିକ,ବୈାଦ୍ଧିକ ବିକାଶ ଉପରେ ଗୁରୁତ୍ୱ ଦିଆଯାଉଛି। ମାତ୍ର ନାଉଗଁ। ବ୍ଲକ ଶିଖର ପଞ୍ଚାୟତ ଅନ୍ତର୍ଗତ ନଳାଙ୍ଗ ଗ୍ରାମର ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷା ବ୍ୟବସ୍ଥାକୁ ଦେଖିଲେ…

ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ସଂଶୋଧନ ସଂରକ୍ଷଣ ଚିଠା

କେନ୍ଦ୍ରାପଡ଼ା ଅଫିସ, ୨୭।୧୦: ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶକ୍ରମେ ଆସନ୍ତା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ସଂରକ୍ଷିତ ସଂଶୋଧନ ସ୍ଥାନ ତାଲିକା ମଙ୍ଗଳବାର ପ୍ରକାଶ ପାଇଛି। ଜିଲାପାଳ ଅମୃତ ଋତୁରାଜ କେନ୍ଦ୍ରାପଡ଼ା ଜିଲାର ୩୬୯୮ ୱାର୍ଡ ସଭ୍ୟ, ୨୪୯ ପଞ୍ଚାୟତର ସମିତି…

ଏଥର ତଦନ୍ତ, ନିଷ୍ପତ୍ତି ନେବ ଟିଏସି

ଯାଜପୁର ଅଫିସ,୨୭।୧୦:ଫସଲ ଉଜୁଡ଼ିଲେ ଚାଷୀ ଆଖିରୁ ଲୁହଝରେ। ଋଣ ଶୁଝି ନ ପାରି ସେ ଆମତ୍ହତ୍ୟା ଭଳି ପନ୍ଥା ଆପଣାଇବାକୁ ବାଧ୍ୟ ହୁଏ। ଚାଷ ପାଇଁ ଆବଶ୍ୟକ ହୁଏ ପାଣି । ସେଥିପାଇଁ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ ବ୍ୟାପକ…

୪ ନୂଆ ୱାର୍ଡ ଗଠନ ପାଇଁ ଯୋଜନା

ପୁରୀ ଅଫିସ,୨୭ ।୧୦:ପୁରୀ ପୌରାଞ୍ଚଳକୁ ୩୬ଟି ୱାର୍ଡ କରାଯାଇପାରେ। ଏନେଇ ଯୋଜନା ଚାଲିଛି। ସମ୍ପ୍ରତି ପୁରୀ ସହରରେ ୩୨ଟି ୱାର୍ଡ ରହିଛି। ତେବେ ୪ଟି ୱାର୍ଡକୁ ଭାଙ୍ଗି ସାନି ନୂଆ ୪ଟି ୱାର୍ଡ ଗଠନ ପାଇଁ ଯୋଜନା ହେଉଛି। ପୁରୀ ସହରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?