ଆମ ଜିଲା ଖବର

ଗୋବିନ୍ଦଙ୍କ କୋଭିଡ୍‌ ରିପୋର୍ଟକୁ ନେଇ ବଢିଲା ଦ୍ୱନ୍ଦ୍ୱ

ଟିଟିଲାଗଡ଼, ୨୫।୧୦(ଡି.ଏନ.ଏ.): ମମିତା ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ଟିଟିଲାଗଡ ପୋଲିସ ବାରାକରୁ ଗତ ୧୭ ତାରିଖ ରାତିରେ ଫେରାର ହେବା ଦିନଠାରୁ ଭିନ୍ନ ଆଲୋଚନା ଜୋର ଧରିଛି। ଏଥର ଆଲୋଚନା ଗୋବିନ୍ଦଙ୍କ କରୋନା ଟେଷ୍ଟକୁ ନେଇ। ୧୭ତାରିଖ…

ହୀରାକୁଦରେ ଇକୋ-ରିଟ୍ରିଟ୍‌

ସମ୍ବଲପୁର,୨୫ା୧୦(ବ୍ୟୁରୋ): ସମ୍ବଲପୁର ହୀରାକୁଦ ଜଳଭଣ୍ଡାର ତଟ ବଲବସପୁର ଗ୍ରାମ ନିକଟରେ ଆସନ୍ତା ନଭେମ୍ବର ୧୫ରୁ ଇକୋ-ରିଟ୍ରିଟ ଆରମ୍ଭ ହେବ। ଏ ନେଇ ଜିଲାପାଳ ଶୁଭମ୍‌ ସକ୍‌ସେନା ସୂଚନା ଦେଇଛନ୍ତି। ଗତବର୍ଷ ଭଳି ୱାଟର ସ୍ପୋଟର୍‌ସ, ଜଳ କ୍ରୀଡ଼ା, ପର୍ଯ୍ୟଟନ ସ୍ଥଳରେ ଭ୍ରମଣ,…

ଚାକିରି ଦେବା ନାଁରେ ଲୁଟୁଥିଲେ ୩ଭଉଣୀ,ଭାଇ

ଝାରସୁଗୁଡ଼ା ଅଫିସ,୨୫ା୧୦: ସହଜ ଉପାୟରେ ଲକ୍ଷାଧିକ ଟଙ୍କା ରୋଜଗାର ପାଇଁ ୩ ଭଉଣୀଭାଇ ରଚିଥିଲେ ଯୋଜନା। ଜଣେ ଯୁବକଙ୍କୁ ରେଳବାଇରେ ଚାକିରି ଦେବା ନାମରେ ତାଙ୍କ ନିକଟରୁ ୧୪ଲକ୍ଷ ଟଙ୍କା ଠକିନେଇଥିଲେ। ଯୁବକଙ୍କ ଅଭିଯୋଗ ପରେ ଝାରସୁଗୁଡ଼ା ପୋଲିସ ତଦନ୍ତ କରି…

ଦରମା ନ ଦେବାରୁ ଚଢ଼ିଗଲେ ଟାଙ୍କି ଉପରେ

କଟକ ସଦର,୨୫।୧୦(ଡି.ଏନ୍‌.ଏ.): କଟକ ସଦର ବ୍ଲକ ଅଧୀନ ଅରିଲୋ ଗ୍ରାମର ଏକ ପାଣି ଟାଙ୍କି ଉପରେ ସୋମବାର ଜଣେ ଯୁବକ ହଠାତ ଚଢ଼ିଯାଇଥିଲେ। ୫ ବର୍ଷର ବକେୟା ଦରମା ନ ଦେଲେ ଅଭାବନୀୟ କାଣ୍ଡ ଘଟାଇବେ ବୋଲି ଚିତ୍କାର କରିଥିଲେ। ପାଟିଶୁଣିବା…

ପ୍ରେମିକାଙ୍କୁ ପ୍ରତାରଣା, ଜେଲ ଗଲେ ପ୍ରେମିକ

କୁତ୍ରା୨୫।୧୦(ଡି.ଏନ.ଏ): ପ୍ରେମିକାଙ୍କୁ ପ୍ରତାରଣା କରିଥିବା ସୁନ୍ଦରଗଡ଼ ଜିଲା କୁତ୍ରା ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ପରେ ପୋଲିସ ଝରେନ ଗ୍ରାମର ଜଣେ ଯୁବକଙ୍କୁ ଗିରଫ କରିଛି। ଅଭିଯୋଗ ମୁତାବକ, ଜଣେ ଯୁବତୀଙ୍କ ସହ ଯୁବକଙ୍କ ପ୍ରେମ ସମ୍ପର୍କ ଗଢିଉଠିଥିଲା। ପରେ ସେ…

ସରିଲା ରିମାଣ୍ଡ, କ’ଣ ପ୍ରମାଣ ମିଳିଲା ସୂଚନା ଦେଉନି ପୋଲିସ

ବଲାଙ୍ଗୀର ଅଫିସ,୨୫ା୧୦: ୫ ଦିନିଆ ରିମାଣ୍ଡରେ ଅଣାଯାଇଥିବା ମମିତା ମେହେର ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କୁ ବଲାଙ୍ଗୀର ପୋଲିସ ବଙ୍ଗୋମୁଣ୍ଡା ଜେଏମ୍‌ଏଫ୍‌ସି କୋର୍ଟ ଜଜ୍‌ଙ୍କ ଆବାସରେ ସୋମବାର ସକାଳ ପ୍ରାୟ ୮ଟାରେ ହାଜର କରିଥିଲା। ସେଠାରୁ ତାଙ୍କୁ କଣ୍ଟାବାଞ୍ଜି ଜେଲକୁ…

ବୁଦାରୁ ମିଳିଲା ମହିଳାଙ୍କ ମୃତଦେହ

ଯୋଡ଼ା,୨୫।୧୦(ଡି.ଏନ.ଏ.): କେନ୍ଦୁଝର ଜିଲା ବାମେବାରୀ ଥାନା ଅଧୀନ କମଳପୁର ଗ୍ରାମରେ ସୋମବାର ଏକ ବୁଦା ଭିତରୁ ଜଣେ ଅଚିହ୍ନା ମହିଳାଙ୍କ ମୃତଦେହ ପୋଲିସ ଜବତ କରିଛି। ମିଳିଥିବା ସୂଚନା ମୁତାବକ, କମଳପୁର ଗ୍ରାମ ନିକଟ ରାସ୍ତାରେ ବୁଦା ଭିତରେ ଜଣେ ମହିଳାଙ୍କ…

ସ୍ଥାୟୀ ଥଇଥାନ ଦାବିରେ ଭାଜପାର ୧୨ ଘଣ୍ଟିଆ ବନ୍ଦ ପାଳନ

ରାୟଗଡା ଅଫିସ, ୨୫।୧୦: ବସ୍ତି ବାସିନ୍ଦାଙ୍କ ସ୍ଥାୟୀ ଥଇଥାନ ଏବଂ ଜମି ପଟ୍ଟା ପ୍ରଦାନ ଦାବିରେ ସୋମବାର ରାୟଗଡ଼ା ଜିଲା ଭାଜପା ପକ୍ଷରୁ ୧୨ ଘଣ୍ଟା ବନ୍ଦ ପାଳନ କରାଯାଇଛିl ବସ୍ତି ବାସିନ୍ଦା ନ୍‌ଦୀର୍ଘ ଦିନରୁ ସହରରେ ଥିବା ବିଭିନ୍ନ ବସ୍ତିରେ…

ଏମିତି ବି ଆସେ ମୃତ୍ୟୁ, ଖାଇ ଶୋଇଥିଲେ ଫାଟିଲା ଫ୍ରିଜ୍‌

କେନ୍ଦୁଝର,୨୫।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ ବଳଦା ଗ୍ରାମରେ ଫ୍ରିଜ ଫାଟି ଗୋଟିଏ ପରିବାରର ୨ ଜଣଙ୍କ ମୃତ୍ୟୁ ଘଟିଛି। ଫ୍ରିଜ୍‌ ନିଆଁରେ ପୋଡ଼ି ହୋଇ ମା’ ବାପାଙ୍କ ମୃତ୍ୟୁ ଘଟିଥିବା ବେଳେ ଆଠ ବର୍ଷର ଶିଶୁ ଅଳ୍ପକେ ବର୍ତ୍ତି…

ଏଥର ଦୀପାବଳିରେ ଫୁଟିବନି ବାଣ…

କଟକ ଅଫିସ,୨୫।୧୦: ଦୀପାବଳିରେ ଗ୍ରୀନ କ୍ରାକର ବିକ୍ରି ଅନୁମତି ଦେବାକୁ ଆବେଦନ ହୋଇଥିଲା ଯାହାକୁ ସୋମବାର ହାଇକୋର୍ଟ ଖାରଜ କରିଛନ୍ତି। ଅଲ ଓଡିଶା ଫାୟାର ୱାର୍କର୍ସ ଡିଲର୍ସ ଆସୋସିଏଶନର ପକ୍ଷରୁ ଏହି ଆବେଦନ ହୋଇଥିଲା। ସେପ୍ଟେମ୍ବର ୩୦ରେ ରାଜ୍ୟ ସରକାର ଦୀପାବଳିରେ…

ମାଓବାଦୀ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟ: ୩ ମାଓବାଦୀ ମୃତ

ମାଲକାନଗିରି,୨୫।୧୦(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ବିଜାପୁର ଅଧୀନରେ ଥିବା ଟେକୁଲାଗୁଡେମ ସୀମାନ୍ତବର୍ତ୍ତୀ ଅଞ୍ଚଳରେ ମାଓବାଦୀ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ୩ ମାଓବାଦୀଙ୍କ ମୃତ୍ୟୁ ଘଟିଛି। ସେମାନଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଏହା ସହ ଘଟଣାସ୍ଥଳରେ ଗୋଟିଏ ଏକେ…

ଲାଞ୍ଚନେଇ ଭିଜିଲାନ୍ସ ଜାଲରେ ସିଡିପିଓ

ଭବାନୀପାଟଣା,୨୫।୧୦(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରର ସିଡିପିଓ ପୁଷ୍ପାଞ୍ଜଳି ରଥ ସୋମବାର ଲାଞ୍ଚନେଇ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ଏକ ଲକ୍ଷ ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ତାଙ୍କୁ କାବୁ କରିଛି। ର୍ବିସିଂ ମାଝିଙ୍କୁ ଅଙ୍ଗନଓ୍ବାଡି କର୍ମୀ କରାଇଦେବା ପାଇଁ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?