ଆମ ଜିଲା ଖବର

ବକେୟା ଦରମା ନ ମିଳିବାରୁ ପାଣିଟାଙ୍କି ଉପରେ ଚଢ଼ି ପୂର୍ବତନ କର୍ମଚାରୀଙ୍କ ଆତ୍ମହତ୍ୟା ଉଦ୍ୟମ

କଟକ ସଦର,୨୫ା୧୦: ବକେୟା ଦରମା ନ ମିଳିବାରୁ ପାଣିଟାଙ୍କି ଉପରେ ଚଢ଼ି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି ଗ୍ରାମ୍ୟ ଜଳ ଯୋଗାଣ ପ୍ରକଳ୍ପର ପୂର୍ବତନ କର୍ମଚାରୀ। ଏଭଳି ଘଟଣା ଘଟିଛି କଟକ ସଦର ବ୍ଲକ ଅରିଲୋ ପଞ୍ଚାୟତରେ। ତାଙ୍କ ନାଁ ଦୀପକ ରଞ୍ଜନ…

ସରକାରୀ ଅର୍ଥ ହରିଲୁଟ୍‌ ଅଭିଯୋଗ: ତଦନ୍ତ ଦାବିରେ ଆମରଣ ଅନଶନ

ବରୀ,୨୫ା୧୦(ଡି.ଏନ୍‌.ଏ.): ଯାଜପୁର ଜିଲା ବରୀ ବ୍ଲକ ଅଧିନସ୍ଥ ଇଶାଣପୁର ପଞ୍ଚାୟତରେ ୨୦୧୭ରୁ ୨୦୨୧ ମସିହା ପର୍ଯ୍ୟନ୍ତ ମନରେଗା ଯୋଜନା, ଚତୁର୍ଦ୍ଦଶ ଓ ଚତୁର୍ଥ ଅର୍ଥ କମିଶନ ଅନୁଦାନରେ ଅନିୟମିତତା କରାଯାଇଥିବା ଅଭିଯୋଗ ହୋଇଛି। ଏହି ପଞ୍ଚାୟତକୁ ଆସିଥିବା ସରକାରୀ ଅନୁଦାନକୁ ସରପଞ୍ଚ,…

ଭାଙ୍ଗିରୁଜି ଗଲାଣି ସରକାରୀ କ୍ୱାର୍ଟର୍ସ

ଗୋପ,୨୫।୧୦(ଡି.ଏନ୍‌.ଏ.): ଗୋପ ବ୍ଲକରେ ସରକାର ବିଭାଗର ଅଧିକାରୀ ଓ କର୍ମଚାରୀଙ୍କ ପାଇଁ ରହିଥିବା କ୍ୱାର୍ଟର୍ସଗୁଡ଼ିକରେ ଅଧିକାଂଶ ସମୟ କେହି ରହୁ ନ ଥିବା ଦେଖିବାକୁ ମିଳିଛି। ଫଳରେ ଦୀର୍ଘଦିନ ଧରି କ୍ୱାର୍ଟର୍ସ ସବୁ ଖାଲିପଡ଼ିଥିବାରୁ ଧୀରେ ଧୀରେ କୋଠାଗୁଡ଼ିକ ଭାଙ୍ଗିରୁଜି ଯିବା…

ମୁହଁ ଫେରାଉଛନ୍ତି ପର୍ଯ୍ୟଟକ

ଖୋର୍ଦ୍ଧା ଅଫିସ,୨୫ା୧୦: ଖୋର୍ଦ୍ଧା ଜିଲାର ପ୍ରମୁଖ ପର୍ଯ୍ୟଟନସ୍ଥଳଗୁଡ଼ିକ ମଧ୍ୟରୁ ବରୁଣେଇ ପୀଠ ଅନ୍ୟତମ। ଏବେ ଏହି ପୀଠ ଅବହେଳିତ ହୋଇପଡ଼ିଛି। ବରୁଣେଇ ଜଙ୍ଗଲ କ୍ଷୟ ହେଉଥିବାବେଳେ ରାସ୍ତା, ପାନୀୟଜଳ ପ୍ରଭୃତି ବିଭିନ୍ନ ସମସ୍ୟା ଲାଗିରହିଛି। ଏଠାକାର ସମସ୍ୟା ପ୍ରତି ଦୃଷ୍ଟି ଦିଆଯାଉ…

ଚଳଚଞ୍ଚଳ ହେଲାଣି ପକ୍ଷୀଙ୍କ ଭୂସ୍ବର୍ଗ

ଖୋର୍ଦ୍ଧା ଅଫିସ,୨୫ା୧୦: ଏସିଆ ମହାଦେଶର ସର୍ବବୃହତ ଲୁଣା ହ୍ରଦ ମରାଳ ମାଳିନୀ ନୀଳାମ୍ବୁ ଚିଲିକାକୁ ବିଦେଶାଗତ ପକ୍ଷୀଙ୍କ ଆଗମନ ହେଲାଣି। ଚଳିତ ବର୍ଷ ଅକ୍ଟୋବର ୨ୟ ସପ୍ତାହରୁ ଧୀରେ ଧୀରେ ପକ୍ଷୀ ଆସିବାରେ ଲାଗିଛନ୍ତି। କିଚିରି ମିଚିରି କଳରବରେ ଫାଟିପଡୁଛି ଚିଲିକା।…

ଟ୍ରାକ୍ଟର ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ

ପୋଲସରା,୨୫।୧୦(ଡି.ଏନ୍‌.ଏ): ଗଞ୍ଜାମ ଜିଲା ପୋଲସରା ସହରର ହାଇସ୍କୁଲ ଛକରେ ସୋମବାର ସକାଳେ ଏକ ଟ୍ରାକ୍ଟର ଦୁର୍ଘଟଣା ଘଟିଛି। ଏଥିରେ ଜଣଙ୍କର ମୃତ୍ୟୁ ହୋଇଛି। ମୃତକ ଜଣଙ୍କ ହେଲେ ପୋଲସରା ଥାନା ଚିରିକିପଡା ଶାସନ ଗ୍ରାମର ପ୍ରଫୁଲ୍ଲ ସାହୁଙ୍କ ପୁଅ ବସନ୍ତ ସାହୁ।…

ଅଘୋଷିତ ବିଦ୍ୟୁତ୍‌ କାଟ: ବଢୁଛି ଅସନ୍ତୋଷ

ଜଗତ୍‌ସିଂହପୁର ଅଫିସ, ୨୫ା୧୦: ଜଗତ୍‌ସିଂହପୁର ଜିଲାରେ ବିଦ୍ୟୁତ୍‌ କାଟ ଚିନ୍ତାର କାରଣ ପାଲଟିଛି। ପ୍ରତ୍ୟହ ଅଘୋଷିତ ବିଦ୍ୟୁତ୍‌ କାଟକୁ ନେଇ ଉପଭୋକ୍ତାଙ୍କ ମଧ୍ୟରେ ଅସନ୍ତୋଷ ବଢ଼ିବାରେ ଲାଗିଛି। ଏପରିକି ଜିଲା ମୁଖ୍ୟାଳୟରେ ବାରମ୍ବାର ଅଘୋଷିତ ବିଦ୍ୟୁତ କାଟକୁ ନେଇ ଚାପା ଉତ୍ତେଜନା…

ନକଲି ଟିପିରେ ବଢୁଛି ବାଲି ଲୁଟ୍‌

ଯାଜପୁର ଅଫିସ/ପାଣିକୋଇଲି (ଡି.ଏନ.ଏ.), ୨୫ା୧୦: ନଦୀନାଳ ଭରା ଯାଜପୁର ଜିଲାରେ ବେଆଇନ ବାଲି ଉତ୍ତୋଳନ ଚାଲିଥିଲେ ହେଁ ରାଜସ୍ବ ବିଭାଗର ନଜର ନ ପଡ଼ିବା ଦୁର୍ଭାଗ୍ୟର ବିଷୟ ହୋଇଛି। ବିଭାଗୀୟ କର୍ତ୍ତୃପକ୍ଷ ଏଥିପ୍ରତି ଉପଯୁକ୍ତ ପଦକ୍ଷେପ ଗ୍ରହଣ ନ କରିବା ଯୋଗୁ…

ଧାନ ଫସଲରେ ମାଟିଆ ପୋକ, ଚିନ୍ତାରେ ଚାଷୀ

କେନ୍ଦ୍ରାପଡ଼ା ଅଫିସ, ୨୫ା୧୦: ଚଳିତବର୍ଷର ଲଗାଣ ବର୍ଷା, ବନ୍ୟା ପରେ ସାର ଓ ରାସାୟନିକ ଔଷଧର ଅଭାବ ଚିନ୍ତାର କାରଣ ସାଜିଛି। ଧାନ ଫସଲରେ ମାଟିଆ ପୋକ ଯୋଗୁ ଗଛଗୁଡିକ ନଷ୍ଟ ହୋଇଯାଉଛି। ଫଳରେ ଜିଲାର ୮ ବ୍ଲକ ଅଞ୍ଚଳର ଖରିଫ…

ଆଜି ୧୨ ଘଣ୍ଟିଆ କଳାହାଣ୍ଡି ବନ୍ଦ

ଭବାନୀପାଟଣା,୨୫।୧୦(ସ୍ବ.ପ୍ର): ସୋମବାର ୧୨ ଘଣ୍ଟିଆ କଳାହାଣ୍ଡି ଜିଲା ବନ୍ଦ ଡାକରା ଦିଆଯାଇଛି। ପଛୁଆବର୍ଗ ଜାତି ସମୂହ ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି । ଜିଲାର ୧୩ଟି ବ୍ଲକର ୩୬ ଗୋଟି ଜିଲା ପରିଷଦ ସଦସ୍ୟ ପଦବୀ ପାଇଁ ଜଣେ ବି…

ଫେରାର ପଛରେ ଅନେକ ରହସ୍ୟ

ବଲାଙ୍ଗୀର ଅଫିସ, ୨୫ା୧୦: ଟିଟିଲାଗଡ ପୋଲିସ ବାରାକ୍‌ରୁ ଫେରାର ମମିତା ମେହେର ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କୁ ଗତ ୧୯ ତାରିଖ ଅପରାହ୍ନରେ ବଙ୍ଗୋମୁଣ୍ଡା ଥାନା ବୁଢ଼ୀପଦର ଗଁା ନିକଟ ଏକ ଆଖୁ କିଆରିରୁ ଗିରଫ କରାଯାଇଥିଲା। ଗୋବିନ୍ଦଙ୍କ ମୋବାଇଲ…

ସରକାରୀ ଅନୁଦାନର ବର୍ଷା

ଭବାନୀପାଟଣା,୨୫।୧୦(ସ୍ବ.ପ୍ର.): ମମିତା ମେହେର ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ବିଧାୟକ, ଏମ୍‌ପି ଓ ମନ୍ତ୍ରୀମାନଙ୍କୁ ପ୍ରଭାବିତ କରି ବିପୁଳ ସରକାରୀ ଅର୍ଥ ନିଜ ସ୍କୁଲ ଓ କଲେଜ ପାଇଁ ନେଇଥିବା ଜଣାପଡିଛି। ସ୍ଥାନୀୟ ବିଧାୟକଙ୍କ ବିନା ସୁପାରିସରେ ପଶ୍ଚିମ ଓଡ଼ିଶା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?