ଆମ ଜିଲା ଖବର

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୨୯ କରୋନା ଆକ୍ରାନ୍ତ: ଗଞ୍ଜାମରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୪।୭(ବ୍ୟୁରୋ)-ରାଜ୍ୟରେ ଶନିବାର ଆଉ ୨୨୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମର ୯୧ ଜଣଥିବା ବେଳେ ଖୋର୍ଦ୍ଧାର୨୯, ଗଜପତିର ୨୬, ଝାରସୁଗୁଡାରୁ ୧୫, ବଲାଙ୍ଗୀରର ୧୨, ଜଗତସିଂପୁରର୧୧, ମୟୂରଭଞ୍ଜର ୧୧, ଯାଜପୁରର ୮, କେନ୍ଦ୍ରାପଡାରୁ...

କୋରାପୁଟରେ ପୁଣି ୫ କରୋନା ପଜିଟିଭ୍‌: ଆକ୍ରାନ୍ତଙ୍କ ସଂଖ୍ୟା ୫୭କୁ ବୃଦ୍ଧି

କୋରାପୁଟ,୪ା୭(ସ୍ବ.ପ୍ର.): କୋରାପୁଟ ଜିଲାରେ ଶନିବାର ପୁଣି ୫ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨ ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୩ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଜିଲାର ପଟ୍ଟାଙ୍ଗି ବ୍ଲକର କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ...

ମାସ୍କ ନ ପିନ୍ଧି ୮୯,୪୦୦ ଟଙ୍କା ଜରିମାନା ଦେଲେ ଅମାନିଆ

ଛତ୍ରପୁର,୪ା୭(ଡି.ଏନ୍‌.ଏ.): ଗଞ୍ଜାମ ପୋଲିସ ଜିଲା ଅଧୀନ ବିଭିନ୍ନ ଥାନା ପକ୍ଷରୁ ମାସ୍କ ପିନ୍ଧି ନ ଥିବା କିଛି ଅମାନିଆଙ୍କଠାରୁ ଜରିମାନା ଆଦାୟ କରାଯାଇଛି। ବାରମ୍ବାର ସଚେତନ କରାଯାଉଥିଲେ ମଧ୍ୟ ଏହାକୁ କିଛି ଲୋକ ଅମାନ୍ୟ କରିଚାଲିଛନ୍ତି। ଫଳସ୍ବରୁପ ଏହି କୋଭିଡ୍‌...

ଛତ୍ରପୁରରେ ଶଟ୍‌ଡାଉନର ପଞ୍ଚମ ଦିନ: ନିୟମରେ ଖିଲାପ ହେଲେ ନିଆଯିବ କାର୍ଯ୍ୟାନୁଷ୍ଠାନ

ଛତ୍ରପୁର,୪।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହେଡକ୍ୱାର୍ଟର ଛତ୍ରପୁର ଏନ୍‌ଏସିରେ ୬ ଦିନିଆ ଶଟଡାଉନ ଜାରି ରହିଛି। ଶନିବାର ଶଟଡାଉନର ପଞ୍ଚମ ଦିନରେ ପୋଲିସ ଓ ପ୍ରଶାସନ ପକ୍ଷରୁ ଛତ୍ରପୁର ସହରରେ ସାଇରନ ବଜାଇ ଲୋକଙ୍କୁ ଘରେ ରହିବାକୁ କୁହାଯାଇଛିା ଏହାର ଖିଲାପ...

କଟକ ସହର ଶଟ୍‌ଡାଉନ୍‌ ଘୋଷଣା

କଟକ ଅଫିସ, ୪।୭: କରୋନା ଆକ୍ରାନ୍ତ ସଂଖ୍ୟା ବୃଦ୍ଧି ପାଇବା ପରେ କଟକ ସହରକୁ ଶନିବାର ଶଟ୍‌ଡାଉନ୍‌ ଘୋଷଣା କରାଯାଇଛି। ୮ ତାରିଖ ମଧ୍ୟରାତ୍ର ଯାଏ ଏହି ନିୟମ ବଳବତ୍ତର ରହିବ ବୋଲି କଟକ ମହାନଗର ନିଗମ(ସିଏମ୍‌ସି) ପକ୍ଷରୁ କୁହାଯାଇଛି।...

କରୋନା ପରିଚାଳନା ଲାଗି ୬ ଓଏଏସ୍‌ ଗଞ୍ଜାମ ପାଇଁ ନିଯୁକ୍ତ

ଭୁବନେଶ୍ୱର,୪।୭(ବ୍ୟୁରୋ): ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। କରୋନା ପରିଚାଳନା ଲାଗି ୨ ଆଇଏଏସ୍‌ଙ୍କ ସହ ୬ ଓଏଏସ୍‌ ଗଞ୍ଜାମ ଜିଲା ପାଇଁ ନିଯୁକ୍ତି ହୋଇଛନ୍ତି। ସେମାନେ ଜିଲା ପ୍ରଶାସନ ନିର୍ଦ୍ଦେଶରେ କାର୍ଯ୍ୟ କରିବେ।...

ଭଣଜା ଠେଙ୍ଗା ମାଡ଼ରେ ମାମୁଙ୍କ ଜୀବନଗଲା: ଭଉଣୀ ଦେଲେ ଏତଲା

ଡାବୁଗାଁ,୪।୭(ଡି.ଏନ୍‌.ଏ): ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ରେଭିନ୍ୟୁଗୁଡାରେ ଶୁକ୍ରବାର ଅପରାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ଭଣଜା ଠେଙ୍ଗା ମାଡ଼ରେ ମାମୁଙ୍କ ମୃତ୍ୟୁ ଘଟିଛି। ମୃତ ମାମୁ ହେଲେ ଗୌରଚନ୍ଦ୍ର ଗୌଡ(୫୦)। ସୂଚନାଯୋଗ୍ୟ, ଗୌରଚନ୍ଦ୍ର ଓ ସ୍ତ୍ରୀ ବୁଡ଼ୁଙ୍କ ମଧ୍ୟରେ...

କରୋନା ଜାଲରେ କଟକ ସହର: ଚିହ୍ନଟ ହେଲେ ଆଉ ୧୧ ଆକ୍ରାନ୍ତ

କଟକ ଅଫିସ, ୪।୭: କଟକରେ ଶନିବାର ଆଉ ୧୧ ନୂଆ କରୋନା ପଜିଟିଭ୍‌ କେସ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ସହରରେ ମୋଟ ଆକ୍ରାନ୍ତ ସଂଖ୍ୟା ୧୧୬ ହୋଇଛି। ସେଥିରୁ ୨୨ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨ଜଣଙ୍କ...

ଗଞ୍ଜାମ ଜିଲା ପାଇଁ ୨ ସ୍ପେଶାଲ ଏଡିଏମ୍‌ ନିଯୁକ୍ତ

ଭୁବନେଶ୍ୱର,୪।୭(ବ୍ୟୁରୋ): ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏ ନେଇ ୨ ଆଇଏଏସ୍‌ ଅଫିସର କରୋନା ପରିଚାଳନା ପାଇଁ ଜିଲାକୁ ଯିବେ। ସରକାର ଉକ୍ତ ଜିଲା ପାଇଁ ୨ ସ୍ପେଶାଲ ଏଡିଏମ୍‌ଙ୍କୁ ନିଯୁକ୍ତି କରିଛନ୍ତି।...

ହାତବାନ୍ଧି ବସିଛନ୍ତି ଅଟୋ ଚାଳକ: ଭଡା ପାଇଁ ବାହାରିଲେ ପୋଲିସ ପାହାରକୁ ଡର

ଗଞ୍ଜାମ,୪।୭(ଡି.ଏନ୍‌.ଏ): କରୋନା ସଂକ୍ରମଣକୁ ରୋକିବା ପାଇଁ ସରକାର ଓ ଜଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଲକ୍‌ଡାଉନ, ଶଟ୍‌ଡାଉନ ସହ ବିଭିନ୍ନ କଟକଣା ଜାରି କରାଯାଇଛି । ତେବେ ଏଥିରେ ବିଶେଷ ଭାବେ ପ୍ରଭାବିତ ହେଉଛନ୍ତି ଅଟୋ ଚାଳକ। ଭଡା ପାଇଁ...

ଭଦ୍ରକରେ ୨୪୬ ଛୁଇଁଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭଦ୍ରକ ଅଫିସ,୪।୭: ଭଦ୍ରକ ଜିଲାରେ ଶନିବାର ୧୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୪୬କୁ ବୃଦ୍ଧି ପାଇଛି। ଚିହ୍ନଟଙ୍କ ମଧ୍ୟରୁ ୧୧ ଜଣ ସାଙ୍ଗରୋଧ କେନ୍ଦ୍ରର ଓ ଜଣେ ସ୍ଥାନୀୟ...

କଟକ ସହର ମାଳିସାହି କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା

କଟକ ଅଫିସ,୪।୭: କଟକ ସହର ରାଣୀହାଟସ୍ଥିତ ମାଳିସାହି ବସ୍ତିରୁ ଶୁକ୍ରବାର ୧୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ। ଏ ନେଇ ଉକ୍ତ ବସ୍ତିକୁ ଶନିବାର କଟକ ମହାନଗର ନିଗମ ପକ୍ଷରୁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରାଯାଇଛି। ମାଳିସାହି ଅଞ୍ଚଳକୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri