ପୋଲ ଥାଇ ବି ବାଉଁଶ ଚାର ଭରସା
ବନ୍ତ,୨୫।୧୦(ସ୍ବ.ପ୍ର.)-ଭଦ୍ରକ ଜିଲା ବନ୍ତ ବ୍ଲକ ବଡ଼ମହିଷଗୋଠ ପଞ୍ଚାୟତର ଟିକିରା-ଶ୍ରୀରାମପୁର ଗ୍ରାମକୁ ସଂଯୋଗୀକରଣ ନିମନ୍ତେ ସାଳନ୍ଦୀ ନଦୀ ଉପରେ ନିର୍ମିତ ବିଜୁ ସେତୁ ଲୋକଙ୍କ କାମରେ ଆସୁନି। ଅବଧି ସରିବା ପରେ ବହୁ ବିଳମ୍ବରେ ସେତୁ ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଥିଲା। କିନ୍ତୁ…
କୂଅରୁ ଉଦ୍ଧାର ପରେ ଛୁଆକୁ ନେଉନି ମା’ ହାତୀ
ଚମ୍ପୁଆ/ଯୋଡ଼ା,୨୪ା୧୦(ଡି.ଏନ.ଏ.): କେନ୍ଦୁଝର ଜିଲା ଚମ୍ପୁଆ ରେଞ୍ଜ ଅଧୀନ ବସନ୍ତପୁର ପଞ୍ଚାୟତର ନେଧିଗୋଠରେ ଗତ ଶନିବାର କୂଅରେ ପଡ଼ିଯାଇଥିବା ହାତୀ ଛୁଆକୁ ବନ ବିଭାଗ ଜେସିବି ସହାୟତାରେ ୩ ଘଣ୍ଟା ପରିଶ୍ରମ କରି ଉଦ୍ଧାର କରିଥିଲା। ଦିନସାରା ବନ ବିଭାଗ ହାତୀ ଛୁଆକୁ…
ଯୁବତୀଙ୍କୁ ଘରୁ ଡାକିନେଇ ବଳାତ୍କାର ପରେ ହତ୍ୟା
କେନ୍ଦୁଝର,୨୪ା୧୦(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ଜଣେ ଶିଶୁ କନ୍ୟାଙ୍କ ଗଳିତ ମୃତଦେହ ଜବତ ହେବାର ଦିନକ ପରେ ପୁଣି ଜଣେ ଯୁବତୀଙ୍କୁ ଘରୁ ଡାକିନେଇ ହତ୍ୟା କରାଯିବା ଘଟଣା ଆଲୋଡ଼ନ ସୃଷ୍ଟି କରିଛି। ରବିବାର ଏକ ପରିତ୍ୟକ୍ତ ସ୍ଥାନରୁ ହାତଗୋଡ଼ ବନ୍ଧା ଅବସ୍ଥାରେ…
ଜଳିଗଲା କିରୋସିନି ବୋଝେଇ ଅଟୋ
ଭଦ୍ରକ ଅଫିସ, ୨୪।୧୦: ଭଦ୍ରକ ଜିଲା ଧାମନଗର-ଚୁଡ଼ାକୁଟି ରାସ୍ତାର ପଣ୍ଡୁବଜାର ଛକ ନିକଟରେ ରବିବାର ଏକ କିରୋସିନ ବୋଝେଇ ଅଟୋ (ନଂ. ଓଡି ୨୨ ଡି ୮୯୩୫) ଜଳିଯାଇଛି। ହେଲେ ଗାଡି ଡ୍ରାଇଭର ଅଳ୍ପକେ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…
ଟଙ୍କା ପାଇଁ ଭାରୋତ୍ତୋଳକ ସାଜିଲେ ଦିନମଜୁରିଆ
ମାଲକାନଗିରି,୨୪ା୧୦ (ଡି.ଏନ.ଏ.): ଦିନେ ରାଜ୍ୟ ତଥା ଜିଲା ପାଇଁ ଗୌରବ ଆଣିଥିବା ଯୁବକ ଆଜି ପାଲଟିଛନ୍ତି ଦିନ ମଜୁରିଆ । ଅର୍ଥାଭାବରୁ ତାଙ୍କ ପ୍ରତିଭା ଅନ୍ଧାରରେ ହଜିଯାଉଛି। ପ୍ରତିଭା ଥିବା ସତ୍ତ୍ୱେ ଅଭାବ ତାଙ୍କ ବାଟ ଓଗାଳିଛି। ସେ ପାଲଟି ଯାଇଛନ୍ତି…
ନାଳ ପାର୍ ହେଉଥିବା ବେଳେ ବୁଡ଼ିଗଲେ
ଠାକୁରମୁଣ୍ଡା,୨୪।୧୦(ଡି.ଏନ.ଏ.): ନାଳ ପାର୍ ହେଉଥିବା ବେଳେ ଜଣେ ବ୍ୟକ୍ତି ବୁଡ଼ିଯାଇ ପ୍ରାଣ ହରାଇଛନ୍ତି। ମୃତକ ହେଲେ ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ଅଧୀନ ଚମ୍ପାଝର ପଞ୍ଚାୟତ କିରିକିଚିପାଳ ଗ୍ରାମର ଦାମୁ ବିନ୍ଧାଣି। ସୂଚନା ଅନୁଯାୟୀ, ସେ କୌଣସି କାମରେ ଶନିବାର ରାତି…
ଯାଜପୁରରେ ନକଲି ଜର୍ଦ୍ଦା କାରଖାନାରେ ଚଢ଼ାଉ
ଛତିଆ,୨୪।୧୦(ଡି.ଏନ୍.ଏ.): ଯାଜପୁର ଜିଲା ଛତିଆ ବିଦ୍ୟାଧରପୁରରେ ଚାଲିଥିବା ଏକ ନକଲି ଜର୍ଦ୍ଦା କାରଖାନା ଉପରେ ରବିବାର ଅଚାନକ ଚଢାଉ ହୋଇଛି। ଏଥିରେ ବିପୁଳ ପରିମାଣରେ ନକଲି ଜର୍ଦ୍ଦା ଜବତ ହେବା ସହ ୨ ଜଣଙ୍କୁ ଅଟକ ରଖାଯାଇଛି। ଖବରପାଇ ସ୍ପେସିଆଲ ସ୍କ୍ବାଡ…
ପାଓ୍ବାରଟିଲରକୁ ଧକ୍କା ଦେଲା ବାଇକ୍
ହିଞ୍ଜିଳିକାଟୁ,୨୪।୧୦(ଡି.ଏନ୍.ଏ.): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ସମରଝୋଳ ଛକ ନିକଟରେ ଶନିବାର ବିଳମ୍ବିତ ରାତିରେ ଦୁର୍ଘଟଣା ଘଟିଛି। ରାସ୍ତା ପାଶର୍ବରେ ଥିବା ଏକ ପାଓ୍ବାରଟିଲରକୁ ଏକ ବାଇକ ଧକ୍କା ଦେବାରୁ ବାଇକ ଚାଳକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ହିଞ୍ଜିଳି ଥାନା…
ନିର୍ବନ୍ଧରେ ଯୋଗଦେବାକୁ ଯାଉଥିଲା ବେଳେ କାର୍ ଉପରେ ପଡ଼ିଲା ବାସି ତୋରାଣି, ଆଉ ତା’ ପରେ…
ଗଞ୍ଜାମ,୨୪।୧୦(ଡିଏନ୍.ଏ.): ଗଞ୍ଜାମ ସହରସ୍ଥିତ ପୁରୁଣା ଜାତୀୟ ରାଜପଥ ବଡବଜାରସ୍ଥିତ ଏକ ଜଳଖିଆ ଦୋକାନ ପାର୍ଶ୍ୱରେ ଏକ କାର ଉପରକୁ ବାସି ତୋରାଣି ଫିଙ୍ଗିବା ଚର୍ଚ୍ଚାର ବିଷୟ ପାଲଟିଛି। ଏ ନେଇ ଗାଡି ମାଲିକ ଗଞ୍ଜାମ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ମିଳିଥିବା…
ମନ୍ତ୍ରୀଙ୍କ ଗିରଫ ଦାବିରେ କଂଗ୍ରେସର ଗଣଧାରଣା
କେସିଙ୍ଗା,୨୪।୧୦(ଡି.ଏନ୍.ଏ.): ବହୁ ଚର୍ଚ୍ଚିତ ମମିତା ମେହେରଙ୍କ ହତ୍ୟା ଘଟଣା ପ୍ରତିବାଦରେ କଳାହାଣ୍ଡି ଜିଲା କେସିଙ୍ଗା ନଗର ଓ ବ୍ଲକ କଂଗ୍ରେସ ପକ୍ଷରୁ ଆଦର୍ଶ ଥାନା ସମ୍ମୁଖରେ ଗଣଧାରଣା ଦିଆଯାଇଛି। ଗୃହମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଗିରଫ ଓ ବହିଷ୍କାର ଦାବି ଶତାଧିକ କଂଗ୍ରେସ…
ଭଙ୍ଗା କୁଡ଼ିଆରେ ଅସହାୟ ଅବସ୍ଥାରେ ଗୁରୁ
ମାଲକାନଗିରି,୨୪।୧୦(ଡି.ଏନ୍.ଏ.): ବୟସର ଅପରାହ୍ନରେ ପରିବାର ଲୋକଙ୍କ ସ୍ନେହ ଓ ସେବା ଲୋଡ଼ାହୁଏ। ଶେଷ ସମୟରେ ନିଜର ଲୋକେ ନ ପଚାରିଲେ ଜୀବନ ଜିଇଁବା କଷ୍ଟକର ହୋଇପଡ଼େ। ମାଲକାନଗିରି ପୌରାଞ୍ଚଳର ୧ନମ୍ବର ଓ୍ବାର୍ଡ ଅନ୍ତର୍ଗତ ମୁଣ୍ଡାଗୁଡ଼ାଠାରେ ଜଣେ ବୃଦ୍ଧ ଏଭଳି ଅସହାୟ ଅବସ୍ଥାରେ…
ଆଜି ସରୁଛି ଗୋବିନ୍ଦଙ୍କ ରିମାଣ୍ଡ ଅବଧି
ଭବାନୀପାଟଣା,୨୪।୧୦(ଡି.ଏନ୍.ଏ.): କଳାହାଣ୍ଡି ଜିଲା କେଗାଁ ଥାନା ମହାଲିଙ୍ଗ ଘରୋଇ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କ ରିମାଣ୍ଡ ଅବଧି ଆଜି ସରିବ। ଜେରା ସରିବା ପରେ ଜେଲ ଯିବେ ଗୋବିନ୍ଦ। ମଧ୍ୟାହ୍ନ ୧୨ଟାରୁ ୧…

