ଆମ ଜିଲା ଖବର

ଷଡ଼ଙ୍ଗୀ ରେଞ୍ଜରେ ହାତୀ ମୃତ

ଢେଙ୍କାନାଳ ଅଫିସ,୨୩।୧୦: ଢେଙ୍କାନାଳ ଜିଲା ଷଡ଼ଙ୍ଗୀ ରେଞ୍ଜ ଗନ୍ଦିଆରେ ଏକ ୭ ବର୍ଷିଆ ହାତୀର ମୃତ୍ୟୁ ଘଟିଛି। ହାତୀଟି ସେଫ୍ଟିସେମିଆ ରୋଗରେ ପୀଡିତ ଥିଲା ବୋଲି ଏସିଏଫ୍‌ ରଶ୍ମିରଞ୍ଜନ କହିଛନ୍ତି। ଗତ ଦୁଇ ଦିନ ଧରି ହାତୀଟି ସାତକୋଶିଆ ଏବଂ କପିଳାସ…

ନିଷ୍କାସନ ହୋଇପାରୁନି ବର୍ଷାଜଳ: ଡ୍ରେନ୍‌ ନିର୍ମାଣ ଦାବି

ଗଞ୍ଜାମ,୨୩।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁଇଁତଳା ନୂଆ ସାହିରେ ଗତ କିଛି ଦିନ ତଳେ ହୋଇଥିବା ଲଘୁଚାପ ଜନିତ ବର୍ଷାପାଣି ଏବେବି ଜମି ରହିଥିବା ଦେଖିବାକୁ ମିଳିଛି। ଡ୍ରେନ ନ ଥିବା ଯୋଗୁ ଉକ୍ତ ବର୍ଷାଜଳ ନିଷ୍କାସିତ ହୋଇପାରୁନି। ତେଣୁ ଡ୍ରେନ୍‌ ନିର୍ମାଣ…

ଏଥର ବି ଭକ୍ତଙ୍କୁ ଦର୍ଶନ ଦେବେନି ବାବା ଧବଳେଶ୍ୱର

ଆଠଗଡ଼,୨୩।୧୦(ଡି.ଏନ୍‌.ଏ.): କାର୍ତ୍ତିକ ମାସ ପ୍ରଥମ ସୋମବାର ଆଉ ମାତ୍ର ଗୋଟିଏ ଦିନ ବାକି। ଏହି ମାସର ପ୍ରତ୍ୟେକ ସୋମବାରରେ ବାବା ଧବଳେଶ୍ୱରଙ୍କ ପୀଠରେ ବହୁତ ଭିଡ଼ ହୁଏ। ବର୍ଷକର ପ୍ରତୀକ୍ଷା ପରେ କାର୍ତ୍ତିକ ସୋମବାରରେ ବାବାଙ୍କ ଦର୍ଶନ କରି ପୁଣ୍ୟ ଅର୍ଜନ…

ସବୁଜିମାରେ ଭରିଲା ଲଣ୍ଡା ପାହାଡ଼

ସମ୍ବଲପୁର,୨୩।୧୦(ବ୍ୟୁରୋ): ମହିଳାଙ୍କ ଆର୍ଥିକ ଓ ସାମାଜିକ ସ୍ଥିତିର ଉନ୍ନତି କରିବା ପାଇଁ ରାଜ୍ୟ ସରକାର ବିଭିନ୍ନ ଯୋଜନା କରିଛନ୍ତି। ସରକାରଙ୍କ ବିଭିନ୍ନ ବିଭାଗର ସହଭାଗିତାରେ ଯୋଜନାଗୁଡିକ କାର୍ଯ୍ୟକାରୀ କରାଯାଉଛି। ଏହି ସହଭାଗିତା ଯୋଜନାର ସଫଳ ରୂପାୟନ ଦେଖିବାକୁ ମିଳିଛି ସମ୍ବଲପୁର ଜିଲା…

ସମଲେଶ୍ୱରୀ ମନ୍ଦିର ଛାତ ଭୁଶୁଡ଼ିଲା

ବଲାଙ୍ଗୀର ଅଫିସ, ୨୩।୧୦: ବଲାଙ୍ଗୀର ସମଲେଶ୍ୱରୀ ମନ୍ଦିରରେ ଶୁକ୍ରବାର ଅପରାହ୍ଣ ପ୍ରାୟ ୪ଟା ସମୟରେ ଛାତ ଭୁଶୁଡି ପଡିଥିବା ଜଣାପଡିଛି। ମନ୍ଦିର ମୁଖଶାଳାର ଡାହାଣ ପଟ ଛାତର ଅଧା ଅଂଶ ଖସି ପଡିଥିଲା। ଏହି ସମୟରେ ମନ୍ଦିର ଭିତରେ ଶ୍ରଦ୍ଧାଳୁଙ୍କ ଭିଡ…

ବଲାଙ୍ଗୀରରେ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା

ବଲାଙ୍ଗୀର ଅଫିସ, ୨୨ା୧୦: ବହୁଚର୍ଚ୍ଚିତ ମମିତା ମେହେର ଅପହରଣ ଓ ହତ୍ୟା ଘଟଣାର ତଦାରଖ କରିବାକୁ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ଡ. ମିନତି ବେହେରାଙ୍କ ନେତୃତ୍ୱରେ ୪ ଜଣିଆ ଟିମ୍‌ ଶୁକ୍ରବାର ଅପରାହ୍ନରେ ବଲାଙ୍ଗୀରରେ ପହଞ୍ଚତ୍ଥିଲେ। ଏଠାରେ ପହଁଞ୍ଚତ୍ବା ପରେ…

ନକଲି ନମ୍ବର ଟ୍ରେଲରକୁ ଖସାଇଦେଲେ

ଯାଜପୁର ଅଫିସ/କଳିଙ୍ଗନଗର (ଡି.ଏନ.ଏ.),୨୩।୧୦:ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳରେ ୩ଟି ନକଲି ନମ୍ବର ଥିବା ଟ୍ରେଲରକୁ ପୋଲିସ ଓ ଚଣ୍ଡିଖୋଲ ଆଞ୍ଚଳିକ ପରିବହନ ବିଭାଗ(ଆର୍‌ଟିଓ) ଅଧିକାରୀ ସଲାସୁତୁରା କରି ଖସେଇ ଦେଇଥିବା ଅଭିଯୋଗ ହେଉଛି। ଗତ ୧୨ ତାରିଖରେ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ନୀଳାଚଳ…

ପୂର୍ବତନ ମନ୍ତ୍ରୀଙ୍କ ଜବରଦଖଲରେ ସରକାରୀ ଜମି

ବାଲେଶ୍ୱର ଅଫିସ, ୨୩।୧୦: ପୂର୍ବତନ ମନ୍ତ୍ରୀ ତଥା ବର୍ତ୍ତମାନର ଭୋଗରାଇ ବିଧାୟକ ଅନନ୍ତ ଦାସଙ୍କ ଜବରଦଖଲରେ ରହିଛି ବାଲେଶ୍ୱର ଜିଲା ସଦର ତହସିଲ ଅଧୀନସ୍ଥ ପଢୁଆଁପଦା ଅଞ୍ଚଳର ଅନାବାଦୀ କିସମ ଜମି। ଏହାକୁ ବିରୋଧ କରି ସହରର କେତେଜଣ ବୁଦ୍ଧିଜୀବୀ ଜିଲାପାଳଙ୍କଠାରେ…

୫ ଲକ୍ଷ ଟଙ୍କାର କଫ ସିରପ୍‌, ବ୍ରାଉନସୁଗାର ଜବତ

ଖୋର୍ଦ୍ଧା ଅଫିସ,୨୩।୧୦: ଖୋର୍ଦ୍ଧା ଜିଲାରେ ନିଶା କାରବାର ଦିନକୁ ଦିନ ବଢ଼ିବାରେ ଲାଗିଛି। ଏସ୍‌ଟିଏଫ, ପୋଲିସ ଏବଂ ଅବକାରୀ ବିଭାଗ ପକ୍ଷରୁ ବାରମ୍ବାର ଚଢ଼ାଉ ସତ୍ତ୍ୱେ ଏହି କାରବାର କମୁନାହିଁ। ଏଥିସହ ଆପରାଧିକ କାର୍ଯ୍ୟକଳାପ ବୃଦ୍ଧି ପାଉଛି। ଯୁବକ, କଲେଜ ଛାତ୍ର…

ଦିବ୍ୟଶଙ୍କରଙ୍କ ବାସଭବନକୁ ଅଣ୍ଡା ମାଡ଼

ଭବାନୀପାଟଣା,୨୩।୧୦(ସ୍ବ.ପ୍ର.): ଅଧ୍ୟକ୍ଷା ମମିତା ମେହେର ହତ୍ୟା ଘଟଣାରେ ନ୍ୟାୟ ଓ ଗୃହ ରାଷ୍ଟ୍ରମନ୍ତ୍ରୀ କ୍ୟାପଟେନ୍‌ ଦିବ୍ୟ ଶଙ୍କର ମିଶ୍ରଙ୍କ ବହିଷ୍କାର ଓ ଗିରଫ ଦାବିରେ ଶୁକ୍ରବାର ଯୁବ ଓ ଛାତ୍ର କଂଗ୍ରେସ ହୋହଲ୍ଲା କରିଥିବା ଦେଖିବାକୁ ମିଳିଛି। ଭବାନୀପାଟଣାସ୍ଥିତ ମନ୍ତ୍ରୀ ଦିବ୍ୟ…

ନିଶା ବେପାରୀଙ୍କ ଘରେ ସାଢ଼େ ୮ କେଜି ସୁନା

ଖଲ୍ଲିକୋଟ(ଡି.ଏନ୍‌.ଏ.)/ବ୍ରହ୍ମପୁର ଅଫିସ,୨୩।୧୦: ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ପୋଲିସ ଖୋଜାପଲି ବଡ଼ଦାଣ୍ଡସାହିର ଜଣେ ନିଶା ବେପାରୀଙ୍କ ଘରେ ଗୁରୁବାର ରାତିରେ ଚଢ଼ାଉ କରିଥିଲା। ସେଠାରୁ ୩୪ କେଜି ୯୪ ଗ୍ରାମ୍‌ ଗଞ୍ଜେଇ, ୧୦ କେଜି ୧୦ ଗ୍ରାମ୍‌ ଅଫିମ ସହ ୮…

ଏସ୍‌ପି ଅଫିସ ସମ୍ମୁଖରେ କଂଗ୍ରେସର ଗଣଧାରଣା

ଭବାନୀପାଟଣା,୨୩।୧୦(ସ୍ବ.ପ୍ର.): ମମିତା ମେହେରଙ୍କୁ ନ୍ୟାୟ ଦାବିରେ ଗୃହରାଷ୍ଟ୍ର ମନ୍ତ୍ରୀ କ୍ୟାପଟେନ୍‌ ଦିବ୍ୟ ଶଙ୍କର ମିଶ୍ରଙ୍କୁ ବହିଷ୍କାର ଓ ଗିରଫ ପାଇଁ ଶୁକ୍ରବାର ଭବାନୀପାଟଣାସ୍ଥିତ ଏସ୍‌ପି ଅଫିସ ସମ୍ମୁଖରେ ଗଣଧାରଣା ଦେଇଛି ଜିଲା କଂଗ୍ରେସ। ଏହି ଘଟଣାରେ ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?