ଜିଲା କଂଗ୍ରେସ ପକ୍ଷରୁ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ
ବଲାଙ୍ଗୀର ଅଫିସ,୨୧।୧୦: ମମିତା ମେହେର ଅପହରଣ ଓ ହତ୍ୟା ପ୍ରତିବାଦରେ ଜିଲା କଂଗ୍ରେସ କମିଟି ପକ୍ଷରୁ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ ସହ ପ୍ରତିବାଦ କରାଯାଇଛି । ମମିତା ହତ୍ୟାକାଣ୍ଡ ପାଇଁ ମୁଖ୍ୟମନ୍ତ୍ରୀ ଓ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର…
ସୁଲଭ ଶୌଚାଳୟରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ
ବଲାଙ୍ଗୀର ଅଫିସ,୨୧ା୧୦: ବଲାଙ୍ଗୀର ସରକାରୀ ବସ୍ଷ୍ଟାଣ୍ଡ ନିକଟରେ ଥିବା ସୁଲଭ ଶୌଚାଳୟରୁ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ମିଳିଛି। ଘଟଣାସ୍ଥଳରେ ଟାଉନ ଥାନା ପୋଲିସ ପହଞ୍ଚି ମୃତଦେହ ଜବତ କରିଛି । ସେ ଶୌଚ ହେବା ପାଇଁ ଯାଇଥିବା ବେଳେ ତାଙ୍କର…
ଆଜି ବଲାଙ୍ଗୀର ବନ୍ଦ
ବଲାଙ୍ଗୀର ଅଫିସ,୨୧ା୧୦: ବଲାଙ୍ଗୀର ବନ୍ଦ ଡାକରା ପରେ ଗୁରୁବାର ସକାଳୁ ଭାଜପା ପକ୍ଷରୁ ବିଭିନ୍ନ ଅଫିସ ସମ୍ମୁଖରେ ପିକେଟିଂ କରାଯାଇଛି। ଜିଲାପାଳ କାର୍ଯ୍ୟାଳୟ, ସିଭିଲ କୋର୍ଟ, ପ୍ରଧାନ ଡାକଘର, ଡିଆରଡିଏ ଅଫିସ ସମ୍ମୁଖରେ ପିକେଟିଂ କରିଛନ୍ତି । ସକାଳୁ ବନ୍ଦର ପ୍ରଭାବ…
କୋଇଲା ଲୋଡିଂ ଜାଲିଆତିରେ ୭ ଗିରଫ
ପାରାଦୀପ, ୨୧।୧୦(ସ୍ବ.ପ୍ର.): ପାରାଦୀପ ବନ୍ଦର ନିଷିଦ୍ଧାଞ୍ଚଳରେ ପୁଣି ଏକ ବଡ ଧରଣର ଜାଲିଆତି ଘଟଣା ଚଳିତ ମାସରେ ଘଟିଛି। ଏହି ଘଟଣା ପ୍ରଥମେ କୋର୍ଟ ଓ ପରେ ପାରାଦୀପ ଆଦର୍ଶ ଥାନାକୁ ଆସିଛି। ଉକ୍ତ ଘଟଣାରେ ବୁଧବାର ପୋଲିସ ୭ ଜଣଙ୍କୁ…
ଚିଲିକାରେ ବଢୁଛି ବିଦେଶୀ ପକ୍ଷୀଙ୍କ ସମାଗମ
ବାଲୁଗାଁ,୨୧।୧୦(ଡି.ଏନ୍.ଏ.): ବାୟୁମଣ୍ଡଳକୁ ଶୀତ ସ୍ପର୍ଶ ନ କରୁଣୁ ଏସିଆର ସର୍ବବୃହତ ଲବଣାକ୍ତ ହ୍ରଦ ଚିଲିକାକୁ ବିଦେଶୀ ପକ୍ଷୀଙ୍କ ସୁଅ ଛୁଟିବା ଆରମ୍ଭ ହୋଇଛି। ଗତ ୨ସପ୍ତାହରୁ ବୁଧବାର ସୁଦ୍ଧା ସମଗ୍ର ଚିଲିକାକୁ ପ୍ରଥମ ପର୍ଯ୍ୟାୟରେ ୬୨ପ୍ରଜାତିର ୨୨ହଜାରରୁ ଊର୍ଦ୍ଧ୍ୱ ପକ୍ଷୀଙ୍କ ସମାଗମ…
ବଢୁଛି ଦାଦାବଟି ଆଦାୟ ଘଟଣା
ପୁରୀ ଅଫିସ, ୨୧।୧୦: ପୁରୀ ସହରରେ ଦାଦାବଟି ଆଦାୟ ଘଟଣା ବଢ଼ିବାରେ ଲାଗିଛି। ଦାଦାବଟି ପାଇଁ ବ୍ୟବସାୟୀ, ହୋଟେଲ ମାଲିକ, ନୂଆ ଘର ମାଲିକଙ୍କୁ ଟାର୍ଗେଟ କରାଯାଉଛି। ନୂଆଘର ବାବଦକୁ ଏକକାଳୀନ କିଛି ଟଙ୍କା ମଗାଯାଉଥିବା ବେଳେ ସମୁଦ୍ରକୂଳ ଅଞ୍ଚଳରେ ଥିବା…
ସଂଖ୍ୟା ବୃଦ୍ଧିରୁ ସମସ୍ୟା
ରତନ ନାୟାର ଢେଙ୍କାନାଳ ଅଫିସ, ୨୧।୧୦: ଢେଙ୍କାନାଳ ଜିଲା କପିଳାସ ପ୍ରାଣୀ ଉଦ୍ୟାନରେ ହରିଣଙ୍କ ସଂଖ୍ୟା ବୃଦ୍ଧି ଯଦିଓ ସକାରାତ୍ମକ ବାର୍ତ୍ତା ଦେଉଛି, ତେବେ ସୀମିତ ଜାଗାରେ ଏମାନଙ୍କୁ ରଖିବା ଏବେ ସବୁଠାରୁ ବଡ଼ ପ୍ରଶ୍ନ ପାଲଟିଛି। ହରିଣଙ୍କୁ ପର୍ଯ୍ୟାୟକ୍ରମେ ଅଭୟାରଣ୍ୟରେ…
ଓରେଡା ଉପରେ ପୁଣି ଭରସା
ଯାଜପୁର ଅଫିସ,୨୧।୧୦: ସୌରଶକ୍ତି ଚାଳିତ ପାନୀୟ ଜଳ ପ୍ରକଳ୍ପର ମରାମତି ଏବଂ ନିର୍ମାଣ ପାଇଁ ପୁଣିଥରେ ଓରେଡାକୁ ଦାୟିତ୍ୱ ଦିଆଯାଉଛି। ଓରେଡାର ଅଫିସର ଅନ୍ ସ୍ପେଶାଲ ଡ୍ୟୁଟି କେ.ପି. କୋନେରଙ୍କ ପତ୍ର ଆଧାରରେ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ଅଧୀକ୍ଷଣ ଓ…
କ୍ୟାସ୍ଭ୍ୟାନ୍ରୁ ଟଙ୍କା ଲୁଟ୍ ଘଟଣା: ଆଉ ୩ ଗିରଫ
ଆଠଗଡ଼, ୨୧।୧୦(ସ୍ବ.ପ୍ର.) : କଟକ ଜିଲା ଆଠଗଡ଼ ଥାନା ଅଞ୍ଚଳରେ ଗତ ୧୦ ତାରିଖରେ କ୍ୟାସଭ୍ୟାନରେ ଟଙ୍କା ଏଟିଏମ୍ରେ ଭର୍ତ୍ତି ପାଇଁ ଯାଉଥିଲା। ଭ୍ୟାନରୁ ଟଙ୍କା ଲୁଟ୍ ଘଟଣାରେ ପୂର୍ବରୁ ୩ ଅଭିଯୁକ୍ତ ଗିରଫ ହୋଇଥିଲେ। ଏଥିରେ ସମ୍ପୃକ୍ତ ଅନ୍ୟ ୩…
ଦୁଇଦିନରେ ଦୁଇ ଶିଶୁ ସମେତ ୧୨ଜଣଙ୍କୁ ଡେଙ୍ଗୁ
ବ୍ରହ୍ମପୁର ଅଫିସ,୨୧।୧୦: ଜିଲାରେ ଦିନକୁ ଦିନ ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ପୁଣିଥରେ ଗତ ଦୁଇ ଦିନରେ ଦୁଇ ଶିଶୁ ସମେତ ୧୨ ଜଣଙ୍କ ରକ୍ତ ନମୁନା ପଜିଟିଭ ଆସିଛି। ସେମାନଙ୍କ ମଧ୍ୟରୁ ୪ ଜଣ ବ୍ରହ୍ମପୁର ମହାନଗର ନିଗମ…
ଅଧା ବୁଲାଇ ପର୍ଯ୍ୟଟକଙ୍କୁ ଛାଡ଼ିଦେଲା ବ୍ୟାଟେରି ଗାଡ଼ି
ବାରଙ୍ଗ,୨୧।୧୦(ଡି.ଏନ୍.ଏ.): ନନ୍ଦନକାନନର ବ୍ୟାଟେରି ଚାଳିତ ଗାଡ଼ିକୁ ନେଇ ବୁଧବାର ପର୍ଯ୍ୟଟକଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ୨୫ଜଣ ବଙ୍ଗୀୟ ପର୍ଯ୍ୟଟକ ନନ୍ଦନକାନନ ବୁଲିବାକୁ ଆସିଥିବାବେଳେ ଏକକାଳୀନ ବ୍ୟାଟେରି ଅଟୋରେ ଯିବା ଓ ସଫାରି ବୁଲିବା ପାଇଁ ଟିକେଟ କାଟିଥିଲେ। କିନ୍ତୁ ଅଧା ବୁଲାଇ…
ଜୁଆରେ ହାରି ବନ୍ଧା ପଡ଼ିିଲେ ମହାପ୍ରଭୁ
ପୁରୀ ଅଫିସ, ୨୧।୧୦: ଶ୍ରୀମନ୍ଦିରରେ ବୁଧବାର କୁମାର ପୂର୍ଣ୍ଣିମା ନୀତି ପାଳିତ ହୋଇଛି। ଏହି ଅବସରରେ ମହାପ୍ରଭୁ ଶ୍ରୀଜଗନ୍ନାଥ ଜୁଆଖେଳରେ ହାରି ମହାଲକ୍ଷ୍ମୀଙ୍କ ନିକଟରେ ୭ଦିନ ପାଇଁ ବନ୍ଧାପଡ଼ିଛନ୍ତି। ଶ୍ରୀମନ୍ଦିରରେ ସନ୍ଧ୍ୟାଧୂପ ପରେ ମହାପ୍ରଭୁଙ୍କ ପ୍ରତିନିଧି ଭାବେ ଶ୍ରୀମଦନ ମୋହନ ମହାଲକ୍ଷ୍ମୀ…

