ଆମ ଜିଲା ଖବର

ପୁଅ ଚିତା ନ ଲିଭୁଣୁ ଆଖି ବୁଜିଲେ ମା’

ପାତ୍ରପୁର,୨୦ା୧୦(ଡି.ଏନ.ଏ.): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ବାଦପୁର ଗ୍ରାମରେ ବୁଧବାର ଏକ ହୃଦୟ ବିଦାରକ ଘଟଣା ଘଟିଛି। ପୁଅର ଚିତା ଜଳୁଥିବା ବେଳେ ମା’ଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ମା’ ପଦ୍ମାବତୀ ପ୍ରଧାନ ଓ ତାଙ୍କର ପୁଅ ପୂର୍ଣ୍ଣଚନ୍ଦ୍ର। ୧୦…

ମନ୍ତ୍ରୀଙ୍କ ବାସଭବନକୁ ଅଣ୍ଡାମାଡ଼ କଲେ ମହିଳା ମୋର୍ଚ୍ଚା

ଭବାନୀପାଟଣା,୨୦।୧୦(ସ୍ବ.ପ୍ର.): କଳାହାଣ୍ଡି ଜିଲା କେଗାଁ ଥାନା ମହାଲିଙ୍ଗସ୍ଥିତ ଏକ ଘରୋଇ ସ୍କୁଲ ଅଧ୍ୟକ୍ଷା ମମିତା ମେହେରଙ୍କୁ ଅପହରଣ ଓ ହତ୍ୟା ଘଟଣା ନେଇ ବୁଧବାର ଜିଲା ଭାଜପା ପକ୍ଷରୁ କଳାହାଣ୍ଡି ବନ୍ଦ ପାଳନ କରାଯାଇଛି। ଏହି ପରିପ୍ରେକ୍ଷୀରେ ଭବାନୀପାଟଣାସ୍ଥିତ ଗୃହରାଷ୍ଟ୍ର ମନ୍ତ୍ରୀ…

ଗାଡ଼ି, ଟଙ୍କା ଛାଡ଼ି ପଳାଇଲେ ଲୁଟେରା

ଉଦଳା,୨୦ା୧୦(ଡି.ଏନ.ଏ.): ଜଣେ ବ୍ୟବସାୟୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଝାମ୍ପି ନେଇ ପଳାଉଥିବା ବେଳେ ଲୋକେ ପିଛା କରିବାରୁ ୨ ଦୁର୍ବୃତ୍ତ ଲୁଟ ଟଙ୍କା ଓ ଏକ ପଲସର ବାଇକ୍‌ ଛାଡ଼ି ଫେରାର ହୋଇଯିବା ଚର୍ଚ୍ଚାର ବିଷୟ ହୋଇଛି। ମୟୂରଭଞ୍ଜ ଜିଲା ଉଦଳା…

ବୌଦ୍ଧକୁ ଫେରିଲା କରୋନା, ଗୋଟିଏ ଦିନରେ ୧୮ ପଜିଟିଭ

ବୌଦ୍ଧ,୨୦ା୧୦(ସ୍ବ.ପ୍ର.): ବୌଦ୍ଧ ଜିଲାରେ ବୁଧବାର ୧୮ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ଜଣାପଡିଛି ା ଦୀର୍ଘ ଦିନ ପରେ ପୁଣି କରୋନା ଆକ୍ରାନ୍ତ ଚିହ୍ନଟ ହେବା ଜଣାପଡିବା ପରେ ଲୋକଙ୍କ ମଧ୍ୟରେ ଭୟ ସୃଷ୍ଟି ହୋଇଛି। ସୂଚନା ଓ ଲୋକସମ୍ପର୍କ ବିଭାଗ…

ଭାଜପା ଛାଡିଲେ ବିଶ୍ୱରଞ୍ଜନ

ଯାଜପୁର ଅଫିସ/ବରୀ, ୨୦।୧୦: ଯାଜପୁର ଜିଲାରେ ଭାଜପାର ସାଙ୍ଗଠନିକ ସ୍ଥିତି କ୍ରମଶଃ ଦୁର୍ବଳ ହେବାରେ ଲାଗିଛି। ଧର୍ମଶାଳା ନିର୍ବାଚନ ମଣ୍ଡଳୀର ଭାଜପା ବିଧାୟକ ପ୍ରାର୍ଥୀ ତୁଷାର ପରିଡ଼ା ବିଜେଡିରେ ଯୋଗଦାନ କରିବାର କିଛିଦିନ ପରେ ବୁଧବାର ବରୀ ନିର୍ବାଚନ ମଣ୍ଡଳୀର ଭାଜପା…

ଧାରଟଙ୍କାକୁ ନେଇ ବନ୍ଧୁଙ୍କୁ ହତ୍ୟା

ଖୋର୍ଦ୍ଧା ଅଫିସ,୨୦।୧୦: ଧାରଟଙ୍କା ପାଇଁ ବନ୍ଧୁ ନେଲେ ବନ୍ଧୁଙ୍କ ଜୀବନ। ମଙ୍ଗଳବାର ବିଳମ୍ବିତ ରାତିରେ ଖୋର୍ଦ୍ଧା ଉପକଣ୍ଠ ମୁକୁନ୍ଦପ୍ରସାଦ ଜଟଣୀ ବାଇପାସ ରାସ୍ତାରେ ଏହି ଅଭାବନୀୟ ଘଟଣା ଘଟିଛି। ଧାରୁଆ ଛୁରିରେ ଛାତି, ପେଟକୁ ଭୁଷି ହତ୍ୟା କରାଯାଇଛି। ମୃତକ ଜଣଙ୍କ…

ରିମାଣ୍ଡରେ ଯିବେ ଗୋବିନ୍ଦ: ଡିଆଇଜି

ବଲାଙ୍ଗୀର ଅଫିସ,୨୦ା୧୦: ଘରୋଇ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ନିଖୋଜ ଘଟଣାରେ ବଡ଼ଧରଣର ଖୁଲାସା ହୋଇଛି। ଯୋଜନାବଦ୍ଧ ଭାବେ ମମିତାଙ୍କୁ ଗୋବିନ୍ଦ ହତ୍ୟା କରିଥିବା ଡିଆଇଜି ଡା. ଦୀପକ କୁମାର ବୁଧବାର ଅପରାହ୍ନରେ ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ଗୋବିନ୍ଦ…

ଏସ୍‌ପି ଅଫିସ ସମ୍ମୁଖରେ ଗୃହମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ

ଝାରସୁଗୁଡା ଅଫିସ,୨୦।୧୦: ଶିକ୍ଷୟିତ୍ରୀ ମମିତା ମେହେରଙ୍କ ହତ୍ୟାକାଣ୍ଡ ପ୍ରତିବାଦରେ ଝାରସୁଗୁଡା ଜିଲା ଭାଜପା ମହିଳା ମୋର୍ଚ୍ଚା ତରଫରୁ ସଭାନେତ୍ରୀ ରୀନା ପଟେଲଙ୍କ ନେତୃତ୍ୱରେ ବୁଧବାର ଏସ୍‌ପି ଅଫିସ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ । ଘଟଣାରେ ଗୃହମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ସମ୍ପୃକ୍ତ…

ଝିଅ ସହ ଏମିତି କଲେ ବାପା…

ରାଉରକେଲା ଅଫିସ,୨୦।୧୦ : ଜନ୍ମ କଲା ଝିଅକୁ ବଳାତ୍କାର କରି ଗିରଫ ହୋଇଛନ୍ତି ବାପା। ଏଭଳି ଲଜ୍ଜାଜନକ ଘଟଣା ରାଉରକେଲାର ରେଲୱେ କଲୋନି ଅଞ୍ଚଳରେ ଘଟିଛି। ଚାଇଲ୍ଡଲାଇନ୍‌ ‘ଦିଶା’ ନାବାଳିକାକୁ ଉଦ୍ଧାର କରିଛି। ପ୍ଲାଣ୍ଟସାଇଟ ପୋଲିସ ରାଉରକେଲା ସରକାରୀ ହସ୍ପିଟାଲ (ଆଇଜିଏଚ୍‌)ରେ…

ଶ୍ରମିକ ନିଯୁକ୍ତିରେ ସନ୍ତୁଷ୍ଟି

ଯାଜପୁର ଅଫିସ,୨୦।୧୦:ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳରେ ଆଶାୟୀଙ୍କୁ ଠିକା ଶ୍ରମିକ ନିଯୁକ୍ତି ଦେଇ ସନ୍ତୁଷ୍ଟ କରାଯାଉଛି। ଏହି ପ୍ରକ୍ରିୟାରେ ୩୬୪ ଅଣଓଡ଼ିଆ ଏବଂ ୧୮୪ ଓଡ଼ିଆ ଠିକାସଂସ୍ଥା ବିପୁଳ ପରିମାଣରେ ଲାଭବାନ ହେଉଛନ୍ତି। ସୂଚନା ଅଧିକାର ଆଇନ ବଳରେ ମିଳିଥିବା ତଥ୍ୟରେ…

ମମିତା ମୃତ୍ୟୁ ମାମଲା: ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ କୋର୍ଟ ଚାଲାଣ

ବଲାଙ୍ଗୀର ଅଫିସ,୨୦ା୧୦: ମମିତା ମେହେର ଅପହରଣ ଓ ହତ୍ୟା ମାମଲାରେ ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କୁ ବୁଧବାର କୋର୍ଟ ଚାଲାଣ କରାଯାଇଛି। ତାଙ୍କୁ କଡ଼ା ସୁରକ୍ଷା ବ୍ୟବସ୍ଥା ଭିତରେ ବଲାଙ୍ଗୀର ଏସ୍‌ପି ଅଫିସରୁ ବଙ୍ଗୋମୁଣ୍ଡା ଜେଏମ୍‌ଏଫ୍‌ସିଙ୍କ କୋର୍ଟକୁ ନିଆଯାଇଛି। ମଙ୍ଗଳବାର କଳାହାଣ୍ଡି…

ନିଷିଦ୍ଧାଞ୍ଚଳରେ ମାଳ ମାଳ ଟ୍ରଲର

ମହାକାଳପଡ଼ା, ୨୦।୧୦(ଡି.ଏନ୍‌.ଏ.):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ନିଷିଦ୍ଧାଞ୍ଚଳରେ ବେଆଇନ ମାଛ ଧରା ଟ୍ରଲର ମାଳ ମାଳ ଦେଖିବାକୁ ମିଳିଛି। ଏମାନେ ସନ୍ଧ୍ୟା ବେଳେ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ଅଞ୍ଚଳକୁ ପ୍ରବେଶ କରି ପ୍ରଚୁର ମାଛ ଧରି ସକାଳ ସୁଦ୍ଧା ଲଙ୍ଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?