ମାସ୍କ ପିନ୍ଧି ନ ଥିବା ୨୫୦୦ ଜଣଙ୍କଠାରୁ ୧୨ ଲକ୍ଷ ଜରିମାନା ଆଦାୟ: ଏସ୍ପି
ଛତ୍ରପୁର,୧।୭(ଡି.ଏନ୍.ଏ.): କୋଭିଡ-୧୯ ଗାଇଡଲାଇନ୍କୁ କାର୍ଯ୍ୟକାରୀ କରିବା ଆଗାମୀ ଦିନରେ ଗଞ୍ଜାମ ପୋଲିସ ପାଇଁ ଚ୍ୟାଲେଞ୍ଜ ରହିଛି। ମାସ୍କ ପିନ୍ଧିବା, ସାମାଜିକ ଦୂରତ୍ୱ, ଘରେ ରହିବା, ମେଡିକାଲ ବ୍ୟତୀତ ଅନ୍ୟ କାର୍ଯ୍ୟ ପାଇଁ ବାଇକ ବ୍ୟବହାର ନ କରିବା ଏବଂ ସରକାରଙ୍କ...
ପଦୋନ୍ନତି ପରେ ଗଞ୍ଜାମ ବିଡିଓଙ୍କୁ ପୁନଃ ଅବସ୍ଥାପିତ ଲାଗି ଜିଲାପାଳଙ୍କୁ ସ୍ମାରକପତ୍ର ଦେଲେ ଜନପ୍ରତିନିଧି
ଗଞ୍ଜାମ,୧।୭(ଡି.ଏନ୍.ଏ.): ଗଞ୍ଜାମ ବିଡିଓ ଜ୍ୟୋତି ଶଙ୍କର ରାୟଙ୍କୁ ଡିଆରଡିଏ ଏପିଡି ଭାବେ ପଦୋନ୍ନତି ମିଳିଛି। ଏହାକୁ ବିଭିନ୍ନ ପଞ୍ଚାୟତର ଜନ ପ୍ରତିନିଧି ସହଜରେ ଗ୍ରହଣ କରିପାରୁ ନାହାନ୍ତି। ରାୟଙ୍କୁ ପୁନଃ ବିଡିଓ ଭାବେ ବ୍ଲକରେ ଅବସ୍ଥାପିତ କରିବା ନେଇ ବୁଧବାର...
ଗଞ୍ଜାମରେ ଆକ୍ରାନ୍ତ ହେଲେଣି ୨୯ କରୋନା ଯୋଦ୍ଧା
ଛତ୍ରପୁର,୧ା୭(ଡି.ଏନ୍.ଏ.): ଗଞ୍ଜାମ ପୋଲିସ ଜିଲାରେ ବର୍ତ୍ତମାନ ସୁଦ୍ଧା ୨୯ଜଣ ପୋଲିସ ଅଧିକାରୀ ଓ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏଥିରୁ ୧୫ ଜଣ ସୁସ୍ଥ ହୋଇ ସାରିଥିବା ବୁଧବାର ଗଞ୍ଜାମ ଏସ୍ପି ବ୍ରିଜେଶ କୁମାର ରଏ ଏ ସମ୍ପର୍କରେ ସୂଚନା...
ଗୋଟିଏ ଦିନରେ ୧୦୨ କରୋନା ପଜିଟିଭ ଚିହ୍ନଟ: ଗଞ୍ଜାମରେ ଆକ୍ରାନ୍ତଙ୍କ ସଂଖ୍ୟା ୧୪୭୨କୁ ବୃଦ୍ଧି
ଛତ୍ରପୁର,୧।୭(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ ବୁଧବାର ଗୋଟିଏ ଦିନରେ ୧୦୨ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୪୭୨ରେ ପହଞ୍ଚିଛି। ଏଥି ମଧ୍ୟରୁ ୯୯୩ ଜଣ ସୁସ୍ଥ ହୋଇଥିବା ବେଳେ ୪୬୪ ଆକ୍ରାନ୍ତ...
ଇ-ଅଫିସ ଆରମ୍ଭ କଲା ଗଞ୍ଜାମ ପୋଲିସ: ଲୋକଙ୍କୁ ମିଳିବ ଉତ୍ତମ ସେବା
ଛତ୍ରପୁର,୧ା୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୋଲିସ ପକ୍ଷରୁ ବୁଧବାର ଇ-ଅଫିସର ଶୁଭାରମ୍ଭ ହୋଇଛି। ଏହାଫଳରେ ଜନସାଧାରଣଙ୍କୁ ଖୁବ୍ଶୀଘ୍ର ଉତ୍ତମ ସେବା ମିଳିପାରିବ ବୋଲି ଏକ ଖବରଦାତା ସମ୍ମିଳନୀରେ ଗଞ୍ଜାମ ଏସ୍ପି ବ୍ରିଜେଶ କୁମାର ରଏ କହିଛନ୍ତି। ରାଜ୍ୟ ସରକାରଙ୍କ ୫-ଟି ଓ...
ଜିଲାପାଳଙ୍କ ଗଞ୍ଜାମ ବ୍ଲକ ଗସ୍ତ : ମେଡିଶିନଷ୍ଟୋର, ହୋଟଲ ସିଲ୍
ଗଞ୍ଜାମ,୧।୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ଛତ୍ରପୁର ଅଞ୍ଚଳକୁ ଶଟ୍ଡାଉନ୍ ପରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ନଜର ଏବେ ଗଞ୍ଜାମ ସହର ଉପରେ। ବୁଧବାର ଜିଲାପାଳ କୁଲାଙ୍ଗେ ଗଞ୍ଜାମ ବ୍ଲକ ଗ୍ରସ୍ତ କରି ବିଭିନ୍ନ ପଞ୍ଚାୟତର ସରପଞ୍ଚ ଓ ସମିତିସଭ୍ୟଙ୍କ ସହ...
ପ୍ରଶାସନର ଅନୁରୋଧ ପରେ ଶେରଗଡ଼ରେ ଆରମ୍ଭ ହେଲା ଅସ୍ଥାୟୀ ପରିବା ବଜାର
ଶେରଗଡ଼,୧ା୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକରେ କରୋନା ସ୍ଥିତି ଦିନକୁ ଦିନ ବିଗିଡ଼ି ଚାଲିଛି। ମଙ୍ଗଳବାର ସନ୍ଧ୍ୟା ସୁଦ୍ଧା ବ୍ଲକରେ ମୋଟ୍ ୮୨ ଜଣ କରୋନାରେ ଆକ୍ରାନ୍ତ ହୋଇଥିବା ବ୍ଲକ ସୂତ୍ରରୁ ପ୍ରକାଶ। ଏଥି ମଧ୍ୟରୁ ସ୍ଥାନୀୟ ସଂକ୍ରମିତ ୫ଜଣ...
ବୁଗୁଡ଼ାରେ ଜ୍ୟୋତି ଏକ୍ସରେ ପାଥୋଲୋଜିକୁ ସିଲ୍ କଲା ପ୍ରଶାସନ
ବୁଗୁଡା, ୧।୭(ଡି.ଏନ୍.ଏ.)- ଗଞ୍ଜାମ ଜିଲା ବୁଗୁଡା ସହରରେ ଥିବା ଜ୍ୟୋତି ଏକ୍ସରେ ପାଥୋଲୋଜିକୁ ମଙ୍ଗଳବାର ବିଳମ୍ବିତ ରାତିରେ ଏନ୍ଏସି ପ୍ରଶାସନ ପକ୍ଷରୁ ସିଲ୍ କରାଯାଇଛି। ଏଠାରେ ଜଣେ କରୋନା ଆକ୍ରାନ୍ତ ରକ୍ତ ପରୀକ୍ଷା କରାଇଥିବାରୁ ପାଥୋଲୋଜିର ମାଲିକଙ୍କୁ ହୋମ୍ କ୍ବାରେଣ୍ଟାଇନରେ...
ଓକିଲ ସଂଘ କାର୍ଯ୍ୟାଳୟକୁ ମହକିଲଙ୍କୁ ମନା
କଟକ ଅଫିସ,୧।୭: କରୋନା ସଂକ୍ରମଣକୁ ରୋକିବା ପାଇଁ କଟକ ଓକିଲ ସଂଘ ପକ୍ଷରୁ କେତେକ ନିଷ୍ପତ୍ତି ନିଆଯାଇଛି। ବିଶେଷକରି ସଂଘ କାର୍ଯ୍ୟାଳୟ ପରିସରକୁ ମହକିଲଙ୍କ ପ୍ରବେଶକୁ ବାରଣ କରାଯାଇଛି। ସେହିଭଳି ଆଇନଜୀବୀମାନେ ସାଙ୍ଗରେ ପାଣି ବୋତଲ ଆଣି ଆସିବେ। କୌଣସି...
ପୋଲିସ ଅଧିକାରୀ, ତାଙ୍କ ସ୍ତ୍ରୀ କରୋନା ପିଜିଟିଭ୍ ଚିହ୍ନଟ ଘଟଣା: ସିଡିଏ ସେକ୍ଟର-୯ରେ ଚାଲିଛି ସ୍ବାସ୍ଥ୍ୟ ପରୀକ୍ଷା, ସ୍ବାବ ସଂଗ୍ରହ
କଟକ ଅଫିସ,୧।୭: କଟକ ସହରର ସିଡିଏ ସେକ୍ଟର-୯କୁ କଟକ ମହାନଗର ନିଗମ ପକ୍ଷରୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି। ଜଣେ ପୋଲିସ ଅଧିକାରୀ ଏବଂ ତାଙ୍କ ସ୍ତ୍ରୀ ପିଜିଟିଭ୍ ଚିହ୍ନଟ ପରେ ଏହି ନିଷ୍ପତ୍ତି ନିଆଯାଇଛି। ଅପରପକ୍ଷରେ କଣ୍ଟେନମେଣ୍ଟ ଅଞ୍ଚଳରେ...
କ୍ୱାରାଣ୍ଟାଇନ ସେଣ୍ଟରରେ ମହିଳାଙ୍କ ମୃତ୍ୟୁ
ପଟ୍ଟାଙ୍ଗି,୧।୭(ଡି.ଏନ୍.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମାସ୍ଥିତ ଗାଙ୍ଗେଶ୍ୱରୀ କଲେଜ ପରିସରରେ ଥିବା କ୍ୱାରାଣ୍ଟାଇନ ସେଣ୍ଟରରେ ବୁଧବାର ଜଣେ ମହିଳାଙ୍କର ଅଚାନକ ମୃତ୍ୟୁ ଘଟିଛି। ଖବର ପାଇ ସଦର ପଞ୍ଚାୟତ ସରପଞ୍ଚ ଭଗବାନ ଖରା, ଗୋଷ୍ଠୀ ଉନ୍ନୟନ ଅଧିକାରୀ...
ବୀରମିତ୍ରପୁରରେ ପୁଣି ନାବାଳିକାଙ୍କୁ ଅସଦାଚରଣ: ଅଭିଯୁକ୍ତ ଗିରଫ
କୁଆଁରମୁଣ୍ଡା,୧।୭(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନାରେ ନାବାଳିକାଙ୍କୁ ବଳାତ୍କାର ଘଟଣା ସାରା ରାଜ୍ୟରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଏହି ଘଟଣାକୁ କେଇଟାଦିନ ପୁରି ନ ଥିବା ବେଳେ ପୁଣି ସେହି ଥାନା ଅନ୍ତର୍ଗତ ଡି.ଦାସ ଦଫେଇରେ ଆଉ ଏକ ନାବାଳିକାଙ୍କୁ...
Archives


