କୋଟିଆରେ ପୁଣି ପଶିଲେ ଆନ୍ଧ୍ର ଅଧିକାରୀ
କୋରାପୁଟ,୧୯। ୧୦ସ୍ବ.ପ୍ର.): କୋରାପୁଟ ଜିଲାର କୋଟିଆ ପଞ୍ଚାୟତରେ ଆନ୍ଧ୍ରର ଅଧିକାରୀମାନେ ପଶି ବିଭିନ୍ନ କାର୍ଯ୍ୟ କରୁଥିବା ଘଟଣା ନେଇ ଗତ ବୁଧବାର ଆନ୍ଧ୍ରର ପାର୍ବତୀପୁରମ ପିଓ ଆଇଟିଡିଏ କୋର୍ମନାଥ ଫଗୁଣସିନେରି ଗ୍ରାମରେ ପହଞ୍ଚତ୍ ଗ୍ରାମବାସୀଙ୍କ ସହ ଆଲୋଚନା କରୁଥିବା ବେଳେ ପଟ୍ଟାଙ୍ଗୀ…
ସ୍କୁଲ ଅଧ୍ୟକ୍ଷା ନିଖୋଜ: ସନ୍ଦେହରେ ମନ୍ତ୍ରୀ
ବଲାଙ୍ଗୀର ଅଫିସ/ଟିଟିଲାଗଡ ୧୯। ୧୦ (ଡି.ଏନ.ଏ.): କଳାହାଣ୍ଡି ଜିଲା କେଗଁା ଥାନା ଅନ୍ତର୍ଗତ ମହାଲିଙ୍ଗର ଏକ ଘରୋଇ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ନିଖୋଜ ଘଟଣାକୁ ୧୧ ଦିନ ବିତିଯାଇଥିଲେ ବି ତାଙ୍କର ପତ୍ତା ମିଳିନାହିଁ। ଏଭଳି ସ୍ଥଳେ ନିଖୋଜ ମାମଲାରେ…
ରେକର୍ଡ ଡ୍ୟାନ୍ସରେ ଯୁବକଙ୍କୁ ହାଣିଲେ
କୋକସରା,୧୮।୧୦(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ଥାନା ମାଝିଗୁଡା ଗ୍ରାମରେ ଚାଳିଥିବା ରେକର୍ଡ ଡ୍ୟାନ୍ସ ଦେଖିବାକୁ ଯାଇଥିବା କୋକସରା ଗ୍ରାମର ମୁରଲୀ ଖମାରି(୨୨)ଙ୍କୁ ସୋମବାର କିଛି ଯୁବକ ମରଣାତ୍ମକ ଆକ୍ରମଣ କରିଛନ୍ତି। ଏ ନେଇ ମୁରଲୀଙ୍କ ପରିବାର ଲୋକେ ଥାନରେ ଏକ ଅଭିଯୋଗ…
ନାକ ନଥିବା ଶିଶୁ ଜନ୍ମ
ବେତନଟୀ, ୧୮।୧୧(ସ୍ବ.ପ୍ର.): ମୟୂରଭଞ୍ଜ ଜିଲା ବେତନଟୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ସୋମବାର ମୁକ୍ତାପୁର ଅଞ୍ଚଳର ଜଣେ ଗର୍ଭବତୀ ମହିଳା ଏକ ଅଦ୍ଭୁତ ଶିଶୁ ଜନ୍ମ ଦେଇଛନ୍ତି। ଶିଶୁର ନାକ ନ ଥିବା ବେଳେ ଗୋଟିଏ ଜଗାରେ ଦୁଇଟି ଆଖି ରହିଛି। ଶିଶୁଟି ମୃତ…
କଇଁଫୁଲ ତୋଳିବାକୁ ଯାଇ…
ଝୁମ୍ପୁରୀ,୧୮ା୧୦(ଡି.ଏନ.ଏ.): ସୋମବାର ବୈତରଣୀ ନଦୀରେ ବୁଡ଼ି ୨ ନାବାଳକଙ୍କ ମୃତ୍ୟୁ ଘଟିଛିା ଗୁରୁତର ଅବସ୍ଥାରେ ଅନ୍ୟ ଜଣେ ନାବାଳକଙ୍କୁ ଉଦ୍ଧାର କରାଯାଇଛି । ମୃତକ ହେଲେ ଯାଜପୁର ଜିଲା ଦଶରଥପୁର ବ୍ଲକ ଡୋଭାବିଲ ଗ୍ରାମର ଶ୍ରୀକାନ୍ତ ଜେନାଙ୍କ ପୁଅ ବିଭୂତି ଭୂଷଣ(୧୨),…
ଏବେ ବି ବାପା ନିଖୋଜ
ରାୟଗଡ଼ା ଅଫିସ, ୧୮।୧୦: ରାୟଗଡ଼ାସ୍ଥିତ ନାଗାବଳୀ ନଦୀ ଝୁଲାପୋଲ ନିକଟରୁ ରବିବାର ଭାସିଯାଇଥିବା ବାପ ପୁଅଙ୍କ ମଧ୍ୟରୁ ସୋମବାର ପୁଅଙ୍କ ମୃତଦେହ ମିଳିଛି। ରାୟଗଡ଼ାରୁ ୩ କିଲୋମିଟର ଦୂର ବେହେରାଗୁଡ଼ାରୁ ଅଗ୍ନିଶମ ବାହିନୀ କେ. ଜିତେନ୍ଦ୍ରଙ୍କ ମୃତଦେହ ଜବତ କରିଛି। ତେବେ…
ପାଇଖାନା ଟାଙ୍କିରେ ଗଲା ୩ ଶ୍ରମିକଙ୍କ ଜୀବନ
ରାୟଗଡା ଅଫିସ/ଟିକିରି(ଡି.ଏନ୍.ଏ.), ୧୮।୧୦: ରାୟଗଡ଼ା ଜିଲା ଟିକିରି ଥାନା ଅଧୀନ ପଞ୍ଚାଳି ଗ୍ରାମରେ ପାଇଖାନା ଟାଙ୍କି କାମ କରିବା ବେଳେ ଶ୍ୱାସରୁଦ୍ଧ ହୋଇ ୩ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଅନ୍ୟ ଜଣେ ଗୁରୁତର ଅଛନ୍ତି। ମୃତକ ହେଲେ ପଣସପଦର ଗାଁର…
ଅଜାଙ୍କ ଘରେ ନାତୁଣୀର ଆତ୍ମହତ୍ୟା
ଲଙ୍ଗଳେଶ୍ୱର,୧୮।୧୦(ଡି.ଏନ.ଏ.): ମା’ଙ୍କ ସହ ଅଜା ଘରେ ରହୁଥିବା ଜଣେ ନାବାଳିକାଙ୍କ ଆତ୍ମହତ୍ୟା କରିଛନ୍ତି। ହେଲେ ନାବାଳିକାଙ୍କ ଆତ୍ମହତ୍ୟାକୁ ବାପ ଘର ଲୋକେ ଗ୍ରହଣ ନ କରି ହତ୍ୟା ଅଭିଯୋଗ ଆଣିଛନ୍ତି। ବାଲେଶ୍ୱର ଜିଲା ବସ୍ତା ଥାନା ଅର୍ନ୍ତଗତ ରେଣୁପଦା ଗ୍ରାମରେ ଏହି…
କେନ୍ଦୁଝର ବିଧାୟକଙ୍କୁ ଆକ୍ରମଣ ଘଟଣା: ମୁଖ୍ୟ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ
କେନ୍ଦୁଝର,୧୮।୧୦(ସ୍ବ.ପ୍ର): କେନ୍ଦୁଝର ସଦର ବିଧାୟକ ମୋହନ ଚରଣ ମାଝିଙ୍କ ଗାଡି ଉପରକୁ ବୋମାମାଡ଼ ଘଟଣାର ଅନ୍ୟତମ ମୁଖ୍ୟ ଅଭିଯୁକ୍ତ ରଘୁନାଥ ପଣ୍ଡା ଓରଫ (ରାଘବ )ଙ୍କୁ ଗିରଫ କରାଯାଇଛି। ରାଘବଙ୍କୁ ଟାଉନ ପୋଲିସ ଗିରଫ କରି କୋର୍ଟଚାଲାଣ କରିଛିି। ରାଘବ ନମୋଃ…
ଉତ୍ପାତ କରୁଛନ୍ତି ୨୬ ହାତୀ
କରଞ୍ଜିଆ,୧୮।୧୦: ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡରେ ପୁଣି ହାତୀପଲ ପଶି ବ୍ୟାପକ ଫସଲ ନଷ୍ଟ କରିଥିବା ଅଭିଯୋଗ ହୋଇଛି। ୧ ମାସର ବ୍ୟବଧାନ ପରେ ପୁଣି କରଞ୍ଜିଆ ବନଖଣ୍ଡକୁ ୨୬ଟି ହାତୀ ପଶିଛନ୍ତି। ହାତୀପଲ କେନ୍ଦୁଝର ଜିଲା ଚମ୍ପୁଆ ବନଖଣ୍ଡରୁ ବୈତରଣୀ…
ଝାରସୁଗୁଡ଼ାରେ ରେଳରୋକୋ: ଅଟକିଲା ଏକ୍ସପ୍ରେସ
ଝାରସୁଗୁଡ଼ା ଅଫିସ,୧୮।୧୦: ସଂଯୁକ୍ତ କିଷାନ ମୋର୍ଚ୍ଚା ପକ୍ଷରୁ ସୋମବାର ସାରାଦେଶରେ ଦିନିକିଆ ରେଳରୋକୋ ଡାକରା ଦିଆଯାଇଥିଲା। ଏହି ଅବସରରେ ଝାରସୁଗୁଡ଼ା ଜିଲା କଂଗ୍ରେସ କମିଟି ତରଫରୁ ସଭାପତି ଭରତ ଅଗସ୍ତୀଙ୍କ ନେତୃତ୍ୱରେ ଝାରସୁଗୁଡ଼ା ରେଲଷ୍ଟେଶନରେ ରେଳରୋକୋ କରାଯାଇଥିଲା। କେନ୍ଦ୍ର ସରକାରଙ୍କ ୩…
କେନ୍ଦୁଝରଗଡ଼ ଷ୍ଟେଶନରେ ରେଳରୋକୋ
କେନ୍ଦୁଝର,୧୮।୧୦(ଡି.ଏନ୍.ଏ.): କେନ୍ଦୁଝର ଜିଲା ସଂଯୁକ୍ତ କିଷାନ ମୋର୍ଚ୍ଚା ଆହ୍ବାନ କ୍ରମେ ସୋମବାର ସ୍ଥାନୀୟ କେନ୍ଦୁଝରଗଡ଼ ଷ୍ଟେଶନରେ ରେଳରୋକୋ କରାଯାଇଛି। ବିଭିନ୍ନ ସଙ୍ଗଠନ ପକ୍ଷରୁ ଏହି ଆନ୍ଦୋଳନ କରାଯାଇଛି । ଏଥିରେ ଏଆଇକେଏସ୍, ଏଆଇକେକେ ଏମଏସର ସଦସ୍ୟ ସମେତ କୃଷକ ଓ ଶ୍ରମିକ…

