ଆମ ଜିଲା ଖବର

ବୃଦ୍ଧାଙ୍କୁ ଶୁଣ୍ଢରେ ଟେକି କଚାଡ଼ି କଚାଡ଼ି ମାରିଲା ଦନ୍ତା

ରିଆମାଳ,୧୯ା୪(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ଫରେଷ୍ଟ ରେଞ୍ଜରେ କୁଣ୍ଢେଇଗୋଳା ସେକ୍ସନ ଅନ୍ତର୍ଗତ ଆଉଁଳି କୁଡ଼ାସାହିର ମହିଆ ଜଙ୍ଗଲରେ ଦନ୍ତାହାତୀ ଆକ୍ରମଣରେ ଜଣେ ବୃଦ୍ଧାଙ୍କର ମୃତ୍ୟୁ ଘଟିଛି। ମୃତକ ହେଉଛନ୍ତି ଆଉଁଳି ଗ୍ରାମର କମାର ପ୍ରଧାନଙ୍କ ସ୍ତ୍ରୀ ପାତି ପ୍ରଧାନ (୬୫)।…

ଟ୍ରେନ୍‌ ଟ୍ରାକ୍‌ରେ ପଡ଼ିଛି ରୋଷେୟାଙ୍କ ମୃତଦେହ, ହାତରେ ରହିଛି…

ବଲାଙ୍ଗୀର,୧୯ା୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଖୁଜେନପାଲି ରେଳ ଫାଟକ ମୁନସିନଗର ନିକଟରେ ରବିବାର ଜଣେ ବ୍ୟକ୍ତିଙ୍କ କ୍ଷତାକ୍ତ ମୃତଦେହ ପଡ଼ିଥିବା ଦେଖାଯାଇଛି। ମୃତକ ଜଣକ ହେଲେ ଜନାର୍ଦ୍ଦନ ଦେବତା(୫୪)। ସେ ଖୁଜେନପାଲି ମୁନସିନଗରର ବୋଲି ଜଣାପଡ଼ିଛି। ସେ ରୋଷେୟା କାମ କରନ୍ତି। ଜନାର୍ଦ୍ଦନ…

ଚୋରା କାଠ ବୋଝେଇ ଗାଡ଼ି ଯାଉଥିବା ଜାଣି ପିଛା କରିଥିଲେ: ମାଡ଼ଖାଇ ଫରେଷ୍ଟ ଡ୍ରାଇଭର ଗୁରୁତର

ସିମୁଳିଆ,୧୯।୪(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା କୁପାରି ଫରେଷ୍ଟ ଡ୍ରାଇଭର ଆତ୍ମାରାମ ଷେଣ୍ଢ(୨୯) ରବିବାର ଦୁବୃର୍ତ୍ତମାନଙ୍କ ଆକ୍ରମଣରେ ଗୁରୁତର ହୋଇଛନ୍ତି। ତାଙ୍କୁ ସିମୁଳିଆ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ତାଙ୍କ ଘର ଖଇରା ବ୍ଲକ ମାନପୁର ପଞ୍ଚାୟତ ସାଉଣ୍ଡିଆ ଅଞ୍ଚଳରେ ।…

ପିଲାଙ୍କ ପ୍ୟାଣ୍ଟ ଭିତରେ ବିଛୁଆତି ପୂରାଇ ଦେଲେ ପ୍ରଧାନଶିକ୍ଷକ: ସ୍କୁଲରେ ହାଇଡ୍ରାମା 

କଳିଙ୍ଗନଗର,୧୯।୪(ଶୁଭାଶିଷ ରାଉତ ):ପିଲାଙ୍କ ପ୍ୟାଣ୍ଟ ଭିତରେ ପ୍ରଧାନଶିକ୍ଷକ ପୂରାଇ ଦେଲେ ବିଛୁଆତି। ଅଭିଭାବକ ମାନେ ଏହା ଜାଣିବା ପରେ ସ୍କୁଲରେ ହୋଇଥଲା ହାଇଡ୍ରାମା। ସ୍କୁଲକୁ ଆସି ପ୍ରଧାନଶିକ୍ଷକଙ୍କୁ ପଚାରିବା ସହ ହୋହଲ୍ଲା କରିଥିଲେ । ଏଭଳି ଏକ ଅଭାବନୀୟ ଘଟଣା ଘଟିଛି…

ଶ୍ୱଶୁରଘରେ ଜ୍ୱାଇଁଙ୍କ ସନ୍ଦେହଜନକ ମୃତ୍ୟୁ: ଅଞ୍ଚଳରେ ଚାଞ୍ଚଲ୍ୟ

କଲ୍ୟାଣସିଂହପୁର,୧୯।୪ (ଦୀପକ କୁମାର ପରିଡା ): ଶ୍ୱଶୁରଘରେ ଜ୍ୱାଇଁଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍‌ ପାର୍ସାଲି ପଞ୍ଚାୟତ ଅନ୍ତର୍ଗତ ଗୁମ୍ମା ଗାଁରେ ଶନିବାର ଏହି ଅଭାବନୀୟ ଘଟଣା ଘଟିଛି। ମୃତକ ହେଲେ ସୁରେନ୍ଦ୍ର ବିଭର (୨୫)। ମୃତ୍ୟୁର…

ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଯାଉଥିଲେ: ଧକ୍କା ହେଲା ୨ ବାଇକ୍, ଶିକ୍ଷକ ମୃତ

ଟିକିରି,୧୯।୪(ପ୍ରଫୁଲ୍ଲ କୁମାର ବେହେରା): ରାୟଗଡା ଜିଲା କାଶୀପୁର ବ୍ଲକ ଟିକିରି ଥାନା ଅନ୍ତର୍ଗତ ନୂତନ ମେଡିକାଲ ସାମ୍ନାରେ ଅପରାହ୍ନ ପ୍ରାୟ ୪ଟାରେ ଏକ ବାଇକ୍‌କୁ ପଛପଟୁ ଆଉ ଏକ ବାଇକ୍‌ ଧକ୍କା ଦେବାରୁ ଜଣେ ଶିକ୍ଷକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ…

ଗାଁରେ ପଶି ଘର ଭାଙ୍ଗିଲା, ଚାଉଳ ଖାଇଲା ଦନ୍ତା 

ଦେବଗଡ,୧୯।୪(ଶଶାଙ୍କ ଶେଖର ଝାଙ୍କର): ଜଙ୍ଗଲୀ ଦନ୍ତାହାତୀ ରିଆମାଳ ବନାଂଚଳ କୁଣ୍ଢେଇଗୋଳା ଫରେଷ୍ଟ ସେକ୍ସନ ଅନ୍ତର୍ଗତ ଜଳଗହଳିପୂର୍ଣ୍ଣ ସଙ୍ଘାପୋଶି ଗ୍ରାମରେ ପଶି ଆତଙ୍କରାଜ ଚଲାଇବାସହ ଏକ ଘର ଭାଙ୍ଗି ତହିଁରୁ ଚାଉଳ ଖାଇ ଦେଇଥିବା ଜଣାପଡିଛି । ସୂଚନା ଅନୁଯାୟୀ ଶନିବାର ସଂଧ୍ୟା…

ଅସହ୍ୟ ତାତି, ଜନଜୀବନ କଲବଲ: ଛାତ୍ରୀଛାତ୍ରଙ୍କୁ ଗ୍ରୀଷ୍ମକଷ୍ଟ, ବଢ଼ୁଛି ଅସନ୍ତୋଷ

ବରଗଡ଼,୧୯।୪(ପ୍ରେମାନନ୍ଦ ଖମାରୀ): ତାତି ବଢୁଛି। ଗୁଳୁଗୁଳି ବି ହେଉଛି। ସକାଳ ୯ଟାରୁ ତାତିର ପ୍ରକୋପ ବଢ଼ିବାରେ ଲାଗିଛି। ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଲାଗି ରହିଛି। ଏହା ଅସହ୍ୟ ହୋଇ ପଡୁଥିବାରୁ ଜୀବନ ଦହଗଞ୍ଜ ହୋଇ ପଡ଼ିଛି। ବରଗଡ଼ ଜିଲାରେ ବର୍ତ୍ତମାନ ଏଭଳି…

ଚାଷୀଙ୍କ ଦୁଃଖ: ମିଳିଲାନି ଟୋକନ, ଚିକିତ୍ସା ପାଇଁ କମ୍ ଦରରେ ଧାନ ବିକିଲେ ଚାଷୀ

ବରଗଡ଼,୧୯।୪(ପ୍ରେମାନନ୍ଦ ଖମାରୀ) : ଧାନବିକ୍ରି ପଞ୍ଜିକରଣରୁ ବାଦ୍ ପଡିଥିବା ଯୋଗୁଁ ବରଗଡ ଜିଲାର ଅନେକ ଚାଷୀ ଏପର୍ଯ୍ୟନ୍ତ ଗତବର୍ଷ ଖରିଫରେ ଅମଳ ଧାନ ବିକ୍ରି କରି ପାରି ନାହାନ୍ତି । ଏହାକୁ ନେଇ ସମ୍ପୃକ୍ତ ଚାଷୀଙ୍କ ଦୂଃଖ ବଢି ଚାଲିଛି। ଗତ…

ସଂଗ୍ରାମ କେଶରୀ ସେନାପତିଙ୍କ ପ୍ରଥମ ଓଡ଼ିଆ ଉପନ୍ୟାସ ‘ସିଗାରେଟ’ ଉନ୍ମୋଚିତ

ଭୁବନେଶ୍ୱର,୧୯।୪: ଟାଇମ୍‌ପାସ୍‌ ପ୍ରକାଶନ ସଂସ୍ଥା ଦ୍ୱାରା ଭୁବନେଶ୍ୱର ବୁଦ୍ଧ ମନ୍ଦିର ଠାରେ ଆୟୋଜିତ ବହି ବିଷୁବ କାର୍ଯ୍ୟକ୍ରମରେ ସଂଗ୍ରାମ କେଶରୀ ସେନାପତିଙ୍କ ପ୍ରଥମ ଓଡ଼ିଆ ଉପନ୍ୟାସ ‘ସିଗାରେଟ’ ଉନ୍ମୋଚିତ ହୋଇଯାଇଛି । ମୁଖ୍ୟ ଅତିଥି କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାରପ୍ରାପ୍ତ ଓଡ଼ିଆ…

ଚଢ଼ାଉ ବେଳେ ଟ୍ରାକ୍ଟର ଚଢ଼ାଇ ଦେଲେ: ତହସିଲଦାର ଗୁରୁତର

ଯାଜପୁର/ବ୍ୟାସନଗର (ହର୍ଷବର୍ଦ୍ଧନ ବେହେରା/ ପବିତ୍ର ରଞ୍ଜନ ମହାନ୍ତି), ୧୯ା୪ : ମାଟି ଚୋରାଚାଲାଣ ଖବର ପାଇ ଚଢ଼ାଉ କରିବାକୁ ଯାଇଥିବା ଯାଜପୁର ଜିଲା ବ୍ୟାସନଗର ତହସିଲଦାର ପ୍ରଶାନ୍ତ କୁମାର ପଣ୍ଡାଙ୍କ ଉପରକୁ ଟ୍ରାକ୍ଟର ଚଢ଼ାଇ ଦିଆଯାଇଛି। କୋରେଇ ଥାନା ଅନ୍ତର୍ଗତ ମୀନାବଜାର…

ଅନିୟମିତତା ଅଭିଯୋଗ ପ୍ରମାଣିତ ହେଲେ ବନ୍ଦ ହେବ ଅଧିକାରୀଙ୍କ ଦରମା

ଦିଗପହଣ୍ଡି,୧୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ଶନିବାର ବ୍ଲକସ୍ତରୀୟ ସାମାଜିକ ସମୀକ୍ଷା ଏବଂ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶା ସାମାଜିକ ସମୀକ୍ଷା ଉତ୍ତରଦାୟିତ୍ୱ ଓ ସ୍ବଚ୍ଛତା ସମିତି ଆନୁକୂଲ୍ୟରେ ଆୟୋଜିତ ଶିବିରରେ ଅତିରିକ୍ତ ଜିଲାପାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?