ଆମ ଜିଲା ଖବର

ସାଧାରଣ ବଣ୍ଟନ ବ୍ୟବସ୍ଥାରେ ଅନିୟମିତତା: ଜିଲା ଯୋଗାଣ ଅଫିସ ଘେରାଉ

ବଲାଙ୍ଗୀର ଅଫିସ,୧୮ା୧୦: ସାଧାରଣ ବଣ୍ଟନ ବ୍ୟବସ୍ଥାରେ ଦୁର୍ନୀତି ପ୍ରତିବାଦରେ ନଗର କଂଗ୍ରେସ ସଭାପତି ବୁଲୁ ଦାନୀଙ୍କ ନେତୃତ୍ୱରେ ସୋମବାର ଜିଲା ଯୋଗାଣ ଅଧିକାରୀଙ୍କ ଅଫିସ ଘେରାଉ ହୋଇଛି। ପିଡିଏସ ଚାଉଳ ବଣ୍ଟନରେ ଅନିୟମିତତା,ବଲାଙ୍ଗୀର ସହର ୨୧ଟି ଓ୍ବାର୍ଡରେ ରହୁଥିବା ଗରିବ ଲୋକଙ୍କୁ…

ସ୍ବାମୀଙ୍କ ବେକରେ ଗାମୁଛା ଭିଡ଼ି ହତ୍ୟା କଲେ ସ୍ତ୍ରୀ

ଝାରବନ୍ଧ,୧୮ା୧୦(ଡି.ଏନ୍‌.ଏ.): ବରଗଡ଼ ଜିଲା ଝାରବନ୍ଧ ଥାନା ଅନ୍ତର୍ଗତ କୁସୁମଦର୍ହା ଗ୍ରାମରେ ରବିବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଉକ୍ତ ଗ୍ରାମର ସମାରୀ ବରିହା(୩୨) ଘରେ ସ୍ବାମୀ ସଦାଶିବଙ୍କ ବେକରେ ଗାମୁଛା ଭିଡ଼ି ହତ୍ୟା କରିବା ଘଟଣା ଚାଞ୍ଚଲ୍ୟ ଖେଳାଇ…

କଡ଼ାକଡ଼ି ପାଳନ ହେଉ କଟକଣା

ଅନୁଗୋଳ ଅଫିସ,୧୮ା୧୦: ଦୀର୍ଘ ମାସ ପରେ ଶ୍ରେଣୀଗୃହକୁ ଫେରିବେ ଅଷ୍ଟମ ଶ୍ରେଣୀ ପିଲା। ନବମ ଓ ଦଶମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ପରି ସେମାନେ ମଧ୍ୟ କୋଭିଡ୍‌ ସମୟରେ ସ୍କୁଲ ଆସିବେ। ଏ ନେଇ ରାଜ୍ୟ ସରକାର ଘୋଷଣା କରିବା ପରେ ଅନୁଗୋଳ…

୪୧୩ ଗାଁ ପ୍ରଭାବିତ, ୧୦୭୩୯ ହେକ୍ଟର ଚାଷ ନଷ୍ଟ

ବାଲେଶ୍ୱର ଅଫିସ, ୧୮।୧୦-ବାଲେଶ୍ୱର ଜିଲାରେ ଗତ ସେପ୍ଟେମ୍ବରରେ ହୋଇଥିବା ଦୁଇଟି ଲଘୁଚାପଜନିତ ବର୍ଷା ଓ ବନ୍ୟାରେ ୩୦କୋଟିର କ୍ଷୟକ୍ଷତି ହୋଇଥିବା ନେଇ ଜିଲା ପ୍ରଶାସନ ରାଜ୍ୟ ସରକାରଙ୍କୁ ରିପୋର୍ଟ ପ୍ରଦାନ କରିଛି। ସୁବର୍ଣ୍ଣରେଖା, ବୁଢ଼ାବଳଙ୍ଗ ଓ ଜଳକା ନଦୀରେ ବନ୍ୟା ଆସି…

ଭତ୍ତା ପାଇଁ ୩ କି.ମି. ଚାଲିଲେ ବୃଦ୍ଧା

ଚମ୍ପୁଆ,୧୮।୧୦ (ଡି.ଏନ.ଏ.)-ଭତ୍ତା ଟଙ୍କା ପାଇଁ ଗୁଲ ପ୍ରଧାନ ନାମ୍ନୀ ଜଣେ ବୃଦ୍ଧାଙ୍କୁ ୩ କି.ମି. ଚାଲିବାକୁ ପଡ଼ିଛି। ବାଡ଼ି ଖଣ୍ଡକୁ ସାହାରା କରି ଚାଲି ଚାଲି ଯାଇ ସେ ପଞ୍ଚାୟତ କାର୍ଯ୍ୟାଳୟରେ ପହଞ୍ଚିଥିଲେ। କେନ୍ଦୁଝର ଜିଲା ଚମ୍ପୁଆ ବ୍ଲକ ବଡନଈ ପଞ୍ଚାୟତରେ…

ପୁରୀରେ ମିଳିବ ନିରବଚ୍ଛିନ୍ନ ବିଦ୍ୟୁତ୍‌ ସେବା

ପୁରୀ ଅଫିସ,୧୮।୧୦: ବଡ଼ଦାଣ୍ଡକୁ ସଂଯୋଗ କରୁଥିବା ପ୍ରମୁଖ ରାସ୍ତାରେ ଭୂତଳ ବିଦ୍ୟୁତ୍‌ କେବୁଲ୍‌ ବିଛାଯିବ। ଫଳରେ ପୁରୀ ବାସିନ୍ଦାଙ୍କୁ ୨୪ ଘଣ୍ଟିଆ ନିରବଚ୍ଛିନ୍ନ ବିଦ୍ୟୁତ୍‌ ସେବା ମିଳିବା ସହ ରାସ୍ତାରେ ଯାତାୟତ ସହଜ ହେବ। ଭୂତଳ କେବୁଲ୍‌ ବିଛାର ପ୍ରଥମ ପର୍ଯ୍ୟାୟ…

ଦିବ୍ୟାଙ୍ଗଙ୍କ ଭ୍ରାମ୍ୟମାଣ ଦୋକାନ

ଭଦ୍ରକ ଅଫିସ,୧୮ା୧୦: ୨୦ ବର୍ଷ ତଳେ ଏକ ଦୁର୍ଘଟଣାରେ ଡାହାଣ ଗୋଡ଼ ହରାଇ ବସିଥିଲେ। ଆଉ ସେହି ଦୁର୍ଘଟଣା ପରଠାରୁ ବଦଳିଗଲା ତାଙ୍କ ଜୀବନର ମୋଡ଼। ତଥାପି ସେ ହାର୍‌ ମାନି ନାହାନ୍ତି। ବଞ୍ଚିବା ପାଇଁ ସଂଘର୍ଷ ଜାରି ରଖିଛନ୍ତି। ଏକ…

ମୟୂରଭଞ୍ଜରେ ସର୍ବାଧିକ ମାମଲା

ବାରିପଦା ଅଫିସ,୧୮ା୧୦: ରାଜ୍ୟର ସର୍ବବୃହତ ଆଦିବାସୀ ଅଧ୍ୟୁଷିତ ମୟୂରଭଞ୍ଜ ଜିଲାରେ ଦିନକୁ ଦିନ ବଢ଼ି ଚାଲିଛି ନାରୀ ନିର୍ଯାତନା ା ଗଣବଳାତ୍କାର, ନାବାଳିକା ବଳାତ୍କାର, ବଧୂ ନିର୍ଯାତନା ଭଳି ବହୁ ଲଜ୍ଜାଜନକ ଘଟଣା ଘଟୁଛି। ୩ବର୍ଷର ଶିଶୁଙ୍କଠାରୁ ଆରମ୍ଭ କରି ୫୦ବର୍ଷରୁ…

କାଜୁ ଜଙ୍ଗଲରୁ ମୋରମ ଚାଲାଣ

କଳିଙ୍ଗନଗର,୧୮ା୧୦(ଡି.ଏନ.ଏ.): ଯାଜପୁର ଜିଲା ଦାନଗଦି ତହସିଲ ମାନତୀରା ରାଜସ୍ବ ସର୍କଲ ଅଞ୍ଚଳର ଏକ କାଜୁ ଜଙ୍ଗଲରୁ ଗତ ଏକ ସପ୍ତାହ ଧରି ମୋରମ ଚାଲାଣ ଜାରି ରହିଛି। ଏକ ଗୋଷ୍ଠି ପ୍ରଶାସନକୁ କରାୟତ କରି ଲୁଟ ଚଳାଇ ଥିବା ବେଳେ ସ୍ଥାନୀୟ…

ପାଣି ଆଶା: ମିଳୁଛି ଦୁର୍ଦ୍ଦଶା

ଯାଜପୁର ଅଫିସ,୧୮ା୧୦: ପାନୀୟ ଜଳ ପାଇଁ ଘୋର ଦୁର୍ଦ୍ଦଶା ଭୋଗୁଥିବା ଲୋକଙ୍କ କଥା ଭାବିଲେ ଯାଜପୁର ଜିଲା ବଡ଼ଚଣା ବ୍ଲକ ସିହା ଏବଂ କୋରେଇ ବ୍ଲକ ବଡ଼ଅନ୍ଧାରୀ ଗ୍ରାମକୁ ଉଦାହରଣ ଭାବେ ନିଆଯାଇପାରେ। ସିହା ଗ୍ରାମର ଅଧିବାସୀ ଖରାଦିନେ ଭୋଗୁଥିବା ପାନୀୟ…

୩ ପୋଲିସ କର୍ମଚାରୀ ନିଲମ୍ବିତ

ବଲାଙ୍ଗୀର ଅଫିସ,୧୮ା୧୦: କଳାହାଣ୍ଡି ଜିଲା ମହାଲିଙ୍ଗ ଗ୍ରାମର ଏକ ଘରୋଇ ସ୍କୁଲ ଅଧ୍ୟକ୍ଷା ନିଖୋଜ ଘଟଣାରେ ଅଟକ ଥିବା ସ୍କୁଲ ମାଲିକ ଗୋବିନ୍ଦ ସାହୁ ଟିଟିଲାଗଡ଼ ପୋଲିସ ହେପାଜତରୁ ଚମ୍ପଟ ମାରିବା ଘଟଣାରେ ସୋମବାର ୩ ପୋଲିସ କର୍ମଚାରୀ ନିଲମ୍ବିତ ହୋଇଛନ୍ତି।…

ପେଟ ପାଇଁ ଜୀବନ ବିପଦମୁହାଁ

ମହାକାଳପଡ଼ା, ୧୮ା୧୦ (ଡି.ଏନ୍‌.ଏ.): ପାରାଦୀପ ବନ୍ଦରକୁ ଟ୍ରେନ୍‌ ଯୋଗେ କୋଇଲା ଆସିଥାଏ। ପରେ ଏହି କୋଇଲାକୁ ବିଦେଶକୁ ରପ୍ତାନି ହେଉଥିବା ଜାହାଜରେ ଭର୍ତ୍ତି ସମୟରେ ଗୁଣ୍ଡସବୁ ବର୍ଷା ପାଣିରେ ଗଡି ଗଡି ନିକଟ ନଦୀଜଳରେ ମିଶି ସମୁଦ୍ରକୁ ବୋହି ଯାଇଥାଏ। ପେଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?