ଆମ ଜିଲା ଖବର

ଆକ୍ରାନ୍ତ ପୋଲିସ ଅଧିକାରୀଙ୍କ ସ୍ତ୍ରୀ କରୋନା ପିଜିଟିଭ

କଟକ ଅଫିସ,୩୦।୬: କଟକ ସିଡିଏ ସେକ୍ଟର ୯ରୁ ପୂର୍ବରୁ ଜଣେ ପୋଲିସ ଅଧିକାରୀ କରୋନାରେ ସଂକ୍ରମିତ ହୋଇଥିଲେ। ଫଳରେ ପରିବାର ବର୍ଗଙ୍କ ସ୍ବାବ୍‌ ସଂଗ୍ରହ କରାଯାଇ ପରୀକ୍ଷା କରାଯାଇଥିଲା। ଏବେ ପୋଲିସ ଅଧିକାରୀଙ୍କ ସ୍ତ୍ରୀଙ୍କ ରିପୋର୍ଟ ପିଜିଟିଭ ଆସିଛି। ମଙ୍ଗଳବାର...

ଭଦ୍ରକରେ ୨୩୩ ଛୁଇଁଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭଦ୍ରକ ଅଫିସ,୩୦।୬: ଭଦ୍ରକ ଜିଲାରେ ମଙ୍ଗଳବାର ୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ପଜିଟିଭ୍‌ ସଂଖ୍ୟା ୨୩୩ ଛୁଇଁଛି। ଚିହ୍ନଟ ବ୍ୟକ୍ତିଙ୍କ ମଧ୍ୟରୁ ୩ ଜଣ ସଙ୍ଗରୋଧ କେନ୍ଦ୍ରର ହୋଇଥିବାବେଳେ ଗୋଟିଏ ଲୋକାଲ...

ଧାନ ବସ୍ତା ସହିତ ରାଜରାସ୍ତାକୁ ଓହ୍ଲାଇଲେ ଚାଷୀ

ସରଣ୍ଡା,୩୦।୬(ଡିଏନଏ): ରବି ଋତୁ ଯାଇ ଖରିଫ ଋତୁ ଆରମ୍ଭ ହୋଇଛି। ମାତ୍ର ବରଗଡ଼ ଜିଲାରେ ରବିଋତୁରେ ଅମଳ ଧାନକୁ ଚାଷୀ ବିକ୍ରି କରି ପାରି ନାହିଁ। ଅନ୍ୟପକ୍ଷରେ ଜିଲାରେ ଧାନ ସଂଗ୍ରହ ପ୍ରକ୍ରିୟାକୁ ବନ୍ଦ କରି ଦିଆଯାଇଛି। ସେହିପରି ଧାନବିକ୍ରି...

ସାନ ଭାଇ ଠେଙ୍ଗା ମାଡ଼ରେ ମଝିଆ ଭାଇର ଜୀବନଗଲା

ନିରାକାରପୁର,୩୦।୬(ଡି.ଏନ୍‌.ଏ): ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଅନ୍ତର୍ଗତ ସରପାରୀ ମଝିଆ ସାହିରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ସାମାନ୍ୟ ବଚସାରୁ ସାନ ଭାଇର ଠେଙ୍ଗା ମାଡ଼ରେ ମଝିଆ ଭାଇର ମୃତ୍ୟୁ ଘଟିଛି। ମୁତକ ହେଲେ ବିଜୟ ଅଧିକାରୀ...

ଛତ୍ରପୁର ୬ ଦିନିଆ ଶଟ୍‌ଡାଉନ: ହେବ ସମସ୍ତଙ୍କ ସ୍ବାସ୍ଥ୍ୟ ସ୍କ୍ରିନିଂ

ଛତ୍ରପୁର, ୩୦।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହେଡକ୍ୱାର୍ଟର ଛତ୍ରପୁର ଏନ୍‌ଏସିକୁ ୬ ଦିନ ସମ୍ପୂର୍ଣ୍ଣ ଶଟ୍‌ଡାଉନ କରାଯାଇଛି। ମଙ୍ଗଳବାର ପ୍ରଥମ ଦିନରେ ଛତ୍ରପୁର ସହର ଖାଁ ଖାଁ ଦେଖିବାକୁ ମିଳୁଛି। କେବଳ ଔଷଧ ଦୋକାନ ବ୍ୟତିତ ଅନ୍ୟ ସବୁ ଦୋକାନ ବନ୍ଦ...

ଆସନ୍ତା ୨ ସୁଦ୍ଧା ସରିବ ଶ୍ରୀମନ୍ଦିର ଗର୍ଭଗୃତ ମରାମତି କାମ: ଏଏସ୍‌ଆଇ

ପୁରୀ ଅଫିସ, ୩୦।୬: ଶ୍ରୀମନ୍ଦିର ଭିତରେ କୌଣସି ପ୍ରକାର ବିପଦ ନାହିଁ। ବିଶେଷଜ୍ଞମାନଙ୍କ ଯାଞ୍ଚ ପରେ ଯେଉଁସବୁ କାମ କରାଯିବା ଲାଗି ନିଷ୍ପତ୍ତି ହୋଇଥିଲା ତାହା କରାଯାଉଛି। ଏଏସ୍‌ଆଇ ଓ ପୂର୍ତ୍ତବିଭାଗ ମରାମତି କାର୍ଯ୍ୟ କରୁଛନ୍ତି। ଆସନ୍ତା ୨ ତାରିଖ...

ଦିବ୍ୟ କୃପା ଲାଭରୁ ବଞ୍ଚିିତ ହେବେ ଶ୍ରଦ୍ଧାଳୁ

ପୁରୀ ଅଫିସ,୩୦।୬: ଆଷାଢ ଶୁକ୍ଳ ଦ୍ୱିତୀୟାଠାରୁ ଆରମ୍ଭ ହୋଇଥିବା ଶୀଗୁଣ୍ଡିଚା ଯାତ୍ରାର ଅଷ୍ଟମ ଦିବସ ତଥା ନବମୀ ତିଥିରେ ଆଡ଼ପ ମଣ୍ଡପରେ ମହାପ୍ରଭୁଙ୍କର ସନ୍ଧ୍ୟା ଦର୍ଶନ ଅନୁଷ୍ଠିତ ହୋଇଥାଏ। ଯିବା ଦିନ ଓ ଆସିବା ଦିନକୁ ଛାଡ଼ି ଏକ ସପ୍ତାହ...

ଥାନାରେ ନାବାଳିକାଙ୍କୁ ରଖି ବଳାତ୍କାର ମାମଲା: କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଲେ ଡିଜିପି

କଟକ ଅଫିସ,୩୦।୬: ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନାରେ ଜଣେ ନାବାଳିକାଙ୍କୁ ରଖି ଥାନା ଅଧିକାରୀ ବଳାତ୍କାର କରିବା ଅଭିଯୋଗର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ। ମଙ୍ଗଳବାର ଏନେଇ ଡିଜିପିଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଏହି ଘଟଣାକୁ...

ହସ୍ପିଟାଲରେ ବଢୁଛି ସଂକ୍ରମଣ

କଟକ ଅଫିସ,୩୦।୬: ରୋଗୀଙ୍କୁ ଆରୋଗ୍ୟ କରୁଥିବା ହସ୍ପିଟାଲରେ ଏବେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। କେବଳ ରୋଗୀ ନୁହନ୍ତି, କରୋନା ଯୋଦ୍ଧା ମଧ୍ୟ କରୋନା ସଂକ୍ରମଣର ଶିକାର ହେଉଛନ୍ତି। ସୋମବାର ଗୋଟିଏ ଦିନରେ ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲ...

ଜୁଲାଇ ଶେଷରେ ମାଟ୍ରିକ୍‌ ପରୀକ୍ଷା ଫଳ

କଟକ ଅଫିସ,୩୦।୬: ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ଖାତାଦେଖା ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ଜୁନ ୩୦ରେ ଖାତାଦେଖା ଶେଷ ହେବ ବୋଲି ବୋର୍ଡ ସଭାପତି ରାମାଶିଷ ହାଜରା ସୂଚନା ଦେଇଛନ୍ତି। ବର୍ତ୍ତମାନ ସ୍ଥିତିରେ ଅଧିକାଂଶ...

ସକାଳ ୮ରେ ପହଣ୍ଡି, ମଧ୍ୟାହ୍ନରେ ରଥଟଣା

ପୁରୀ ଅଫିସ, ୩୦।୬: ଆସନ୍ତା ୧ତାରିଖରେ ବାହୁଡ଼ା ଯାତ୍ରା। ନବଦିନାତ୍ମକ ଯାତ୍ରା ଶେଷ କରି ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିବେ ଚତୁର୍ଦ୍ଧାବିଗ୍ରହ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଜୋରସୋର ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ବାହୁଡ଼ା ଯାତ୍ରା ନୀତି ନିର୍ଘଣ୍ଟ ପ୍ରକାଶ କରାଯାଇଛି। ଏବର୍ଷ...

୪୧ ବର୍ଷ ପରେ ବି ବିଦ୍ୟାଳୟକୁ ନାହିଁ ରାସ୍ତା

ଚମ୍ପୁଆ, ୩୦।୬ (ଡି.ଏନ.ଏ.) – ଦୀର୍ଘ ୪୧ ବର୍ଷ ପରେବି ବିଦ୍ୟାଳୟକୁ ରାସ୍ତା ନ ଥିବା ପରିତାପର ବିଷୟ ପାଲଟିଛି। ଦେଶର ଭବିଷ୍ୟତ ନିର୍ମାଣ କରୁଥିବା ଏହି ବିଦ୍ୟାଳୟ ପ୍ରତି ନା ପଡୁଛି ଏନଏସିର ନଜର ନା ପଡୁଛି ଶିକ୍ଷାବିଭାଗର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri