ଆମ ଜିଲା ଖବର

ନାଲସିଂହରେ ୧୫ ଟିକିଆ ହାତୀପଲ

ନିରାକାରପୁର,୧୭ା୧୦(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଟାଙ୍ଗୀ ବନାଞ୍ଚଳରେ ହାତୀ ଉପଦ୍ରବ ଲାଗି ରହିଛି। ଶୁକ୍ରବାର ରାତିରେ ପଟିଆରୁ ୧୫ ଟିକିଆ ହାତୀପଲ୍ଲ ଆସି ଅଚ୍ୟୁତପୁର ପଞ୍ଚାୟତ ନାଲସିଂହ ଜଙ୍ଗଲରେ ରହିଥିବା ଜଣାପଡ଼ିଛି। ଫଳରେ ସ୍ଥାନୀୟ ଗ୍ରାମବାସୀ ଭୟଭୀତ ଅବସ୍ଥାରେ ରହିଛନ୍ତି। ଏମାନଙ୍କୁ ଘଉଡାଇବା…

କିନ୍ନର ବେଶରେ ମାଗୁଥିଲେ ଚାନ୍ଦା

ରାଉରକେଲା ଅଫିସ,୧୭ା୧୦: ରାଉରକେଲା ସହରର ବିଭିନ୍ନ ସ୍ଥାନରେ କିଛି ଯୁବକ ନକଲି କିନ୍ନର ସାଜି ଭିକ୍ଷା ବୃତ୍ତି କରୁଥିବା ୧୫ ନଂ. ଥାନାରେ ଅଭିଯୋଗ ହୋଇଛି। ଏହି ଘଟଣାରେ ପୋଲିସ ୫ ଜଣ ନକଲି କିନ୍ନରଙ୍କୁ ଅଟକ ରଖି ତଦନ୍ତ ଜାରି…

ଜଙ୍ଗଲରେ କଲେଜ ଛାତ୍ରୀଙ୍କୁ ଗଣବଳାତ୍କାର

ବେତନଟୀ, ୧୬।୧୦(ସ୍ବ.ପ୍ର.): ବାଲେଶ୍ୱର-ବାରିପଦା ରାସ୍ତାର ୧୮ନଂ. ଜାତୀୟ ରାଜପଥର କଳମା ଛକ ନିକଟ ଜଙ୍ଗଲରେ ଜଣେ ଯୁକ୍ତ ୩ ଛାତ୍ରୀଙ୍କୁ ଗଣବଳାତ୍କାର କରାଯାଇଛି। ଛାତ୍ରୀଙ୍କ ସହ ଥିବା ଜଣେ ଯୁବକଙ୍କୁ ମଧ୍ୟ ପ୍ରବଳ ମାଡ ମାରିବା ପରେ ଗଛରେ ବାନ୍ଧି ଅଭିଯୁକ୍ତମାନେ…

ଗାଡ଼ିରେ ଡାକି ନେଇ ମହିଳାଙ୍କୁ ଗଣବଳାତ୍କାର

ବାରିପଦା ଅଫିସ, ୧୬ା୧୦: ମୟୂରଭଞ୍ଜ ଜିଲା ରରୁଆଁ ଥାନା ଅଞ୍ଚଳର ଜଣେ ମହିଳାଙ୍କୁ ଲିଫ୍ଟ ଦେବା ବାହାନାରେ ୨ଜଣ ଯୁବକ ନଦୀକୂଳକୁ ନେଇ ଗଣବଳାତ୍କାର କରିବା ଘଟଣା ଚର୍ଚ୍ଚା ସୃଷ୍ଟି କରିଛି। ମହିଳାଙ୍କ ଚିତ୍କାର ଶୁଣି ସ୍ଥାନୀୟ ଲୋକେ ଦମକଳବାହିନୀ ଯୋଗେ…

ବଡ଼ବାପା ମୋ ମା’ଙ୍କୁ ହାଣିଦେଲେ

ଆନନ୍ଦପୁର/ଘସିପୁରା,୧୬।୧୦(ସ୍ବ.ପ୍ର./ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଘସିପୁରା ଥାନା ଅଧୀନ ଅମାରଙ୍ଗ ଗ୍ରାମ ନିକଟ ବୈତରଣୀ ନଦୀରେ ଏକ ମୁଣ୍ଡ ବିହୀନ ମୃତଦେହ ମିଳିଛି। ଗ୍ରାମର କିଛି ଲୋକ ନଦୀ ପାର ହୋଇ ଅପରପାର୍ଶ୍ୱକୁ ଯିବା ସମୟରେ ପାଣିରେ ଏକ ମୁଣ୍ଡ ବିହୀନ ମୃତଦେହ…

ନିଖୋଜ ପରେ ଟ୍ରେନ ଲାଇନରୁ ମୃତଦେହ ଜବତ

କଣ୍ଟାବାଞ୍ଜି,୧୬ା୧୦(ଡି.ଏନ.ଏ.): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ରେଳ ଷ୍ଟେଶନର ଅନତି ଦୂରରେ ଜଣେ ଯୁବକଙ୍କ ମୃତଦେହ ରେଳ ଧାରଣାରୁ ଶନିବାର ଜିଆରପି ଜବତ କରିଛି । ମୃତକ ହେଲେ ସଇଁତଲା ଥାନା କୁଡାସିଂଘା ଗାଁର ଦୁର୍ଲଭ ପୁଟେଲ (୨୮)। ମୃତକ ଶୁକ୍ରବାର ରାତିରୁ…

ଦିବ୍ୟାଙ୍ଗ ଯୁବତୀଙ୍କୁ ଗଣବଳାତ୍କାର

ନୂଆଗାଁ,୧୬।୧୦(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ନୂଆଗାଁ ବ୍ଲକ ହାତୀବାରି ଥାନା ଅଞ୍ଚଳରେ ଜଣେ ଯୁବତୀ (୧୯)ଙ୍କୁ ବର୍ଷେ ଧରି ଗଣବଳାତ୍କାର କରାଯାଇଥିବା ନେଇ ବୁଧବାର ଅଭିଯୋଗ ହୋଇଛି। ଏହି ଘଟଣାରେ ତଦନ୍ତ କରି ପୋଲିସ ଗୁରୁବାର ୮ଯୁବକଙ୍କୁ ଗିରଫକରି କୋର୍ଟ ଚାଲାଣ କରିଛି।…

ସ୍ବାମୀ- ସ୍ତ୍ରୀ ମଧ୍ୟରେ ବଚସା: ବ୍ରିଜ ଉପରୁ ଡେଇଁପଡ଼ିଲେ ସ୍ତ୍ରୀ

କୋରାପୁଟ, ୧୬।୧୦(ସ୍ବ.ପ୍ର.): କୋରାପୁଟ ଜିଲା ପାଡୁଆ ଥାନା ଅଧୀନ ପାତାଳି ନଦୀ ବ୍ରିଜ ଉପରୁ ଡେଇଁ ଜଣେ ମହିଳାଙ୍କ ଶନିବାର ମୃତ୍ୟୁ ଘଟିଛି। ସେ ହେଲେ ପାଡୁଆ ଥାନା ଅଧୀନ କୁକୁଡ଼ାପକ୍ଷୀ ଗ୍ରାମର ଜଗବନ୍ଧୁ ଖରାଙ୍କ ସ୍ତ୍ରୀ ପଦ୍ମା ଖରା(୪୦)। ପ୍ରାପ୍ତ…

ବଚସାରୁ ଯୁବକଙ୍କୁ କରିଥିଲେ ହତ୍ୟା, ଗିରଫ ହେଲେ ୨ ଅଭିଯୁକ୍ତ

ବରଗଡ଼ ଅଫିସ୍‌,୧୬।୧୦: ବରଗଡ଼ ସହରର ୱାର୍ଡ଼ ନଂ-୫ ବିଚ୍‌ ରାସ୍ତାରେ ଗୁରୁବାର ବିଳମ୍ବିତ ରାତ୍ରିରେ ପଥରରେ ଛେଚି ହତ୍ୟା ଘଟଣାର ପର୍ଦ୍ଦାଫାଶ ହୋଇଛି । ଏହି ଘଟଣାରେ ପୋଲିସ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି । ସେମାନେ ହେଲେ, ବରଗଡ଼ କେଶବ…

ମୁଖ୍ୟମନ୍ତ୍ରୀଙ୍କ ୭୬ତମ ଜନ୍ମଦିନରେ ପାଟଣା ବିଜେଡି ପକ୍ଷରୁ ସ୍ବାସ୍ଥ୍ୟକେନ୍ଦ୍ର ସଫେଇ

ପାଟଣା,୧୬।୧୦(ସ୍ବ.ପ୍ର.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୭୬ତମ ଜନ୍ମଦିନ ଅବସରରେ ପାଟଣା ବିଜେଡି ପକ୍ଷରୁ ଶନିବାର ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରକୁ ସଫେଇ କରାଯାଇଛି। ପରେ ସ୍ବାସ୍ଥ୍ୟକେନ୍ଦ୍ର ଅନ୍ତେବାସୀମାନଙ୍କୁ ଫଳ ବଣ୍ଟନ କରାଯାଇଛି। ଏହି ଉପଲକ୍ଷେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ପାଟଣା…

କଟକରେ ଏନ୍‌କାଉଣ୍ଟର: ଦୁର୍ଦ୍ଦାନ୍ତ ଅପରାଧୀ ରାକା ଆହତ

କଟକସଦର,୧୬।୧୦(ଡି.ଏନ୍‌.ଏ.): ଜଗତ୍‌ସିଂହପୁର ଜିଲା କନ୍ଦରପୁର ଥାନା କାଠଯୋଡ଼ି ନଦୀବନ୍ଧ ଅଥଙ୍ଗା ନିକଟରେ ଶନିବାର ଏକ ଏନ୍‌କାଉଣ୍ଟର ହୋଇଛି। ଏନ୍‌କାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ରାକେଶ ଦାସ ଓରଫ ରାକା ଆହତ ହୋଇ କଟକ ବଡ଼ ମେଡିକାଲରେ ଚିକିତ୍ସାଧୀନ ଅଛନ୍ତି। ଏହି ଘଟଣାରେ କନ୍ଦରପୁର…

ଅଟା ଗୋଦାମରେ ନିଆଁ ଲାଗିଲା

ଗଞ୍ଜାମ,୧୫।୧୦(ଡି.ଏନ.ଏ.): ଗଞ୍ଜାମ ବ୍ଲକ ପାଳିବନ୍ଧ ଗ୍ରାମର ଶଙ୍କର ପଣ୍ଡାଙ୍କ ଅଟା ଗୋଦାମରେ ଶୁକ୍ରବାର ନିଆଁ ଲାଗି ଯାଇଛି। ଏଥିରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳି ଯାଇଛି। ଖବରପାଇ ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ l

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?