ଗଜା ହେଉନି ଅଦା ବିହନ
ନୂଆପଡା ଅଫିସ,୨୯ା୬: ନୂଆପଡା ଜିଲାର ଜଳବାୟୁକୁ ଦୃଷ୍ଟିରେ ରଖି ଅଦା ଭଳି ଅର୍ଥକରୀ ଫସଲକୁ ପ୍ରୋତ୍ସାହିତ କରିବାକୁ ଜିଲା କୃଷି ବିଭାଗ ଅଣ୍ଟା ଭିଡିଛି। ତେବେ ଚାଷୀଙ୍କୁ ଯୋଗାଣ ହୋଇଥିବା ଅଦା ବିହନରୁ ୨୦ପ୍ରତିଶତ ଗଜା ହୋଇ ନ ଥିବା...
ଆଇଆଇସି, ବ୍ୟାଙ୍କ ଆକାଉଣ୍ଟାଣ୍ଟଙ୍କୁ କରୋନା: ବଡ଼ମ୍ବା ବ୍ଲକକୁ ୭୨ ଘଣ୍ଟା ପାଇଁ କଣ୍ଟେନମେଣ୍ଟ ଜୋନ ଘୋଷଣା
ବଡ଼ମ୍ବା,୨୮ା୬(ଡି.ଏନ୍.ଏ.)- କଟକ ଜିଲା ବଡ଼ମ୍ବା ଅଞ୍ଚଳରେ କରୋନା କାୟା ବିସ୍ତାର କରୁଛି। ଶନିବାର ରାତିରେ ବଡ଼ମ୍ବା ଥାନା ଆଇଆଇସି ଓ ରବିବାର ଜାତୀୟ ବ୍ୟାଙ୍କରେ କାର୍ଯ୍ୟରତ ଜଣେ ଆକାଉଣ୍ଟାଣ୍ଟ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏଥିସହ ବଡ଼ମ୍ବାସ୍ଥିତ କ୍ୱାରାଣ୍ଟାଇନ୍ କେନ୍ଦ୍ରରୁ ୪...
ବାହାଘରର କିଛି ଘଣ୍ଟା ପୂର୍ବରୁ ଜଙ୍ଗଲରୁ ମିଳିଲା ଯୁବକଙ୍କ ମୃତଦେହ
ବିନିକା,୨୮ା୬(ଡି.ଏନ.ଏ.)-ବାହାଘର ପାଇଁ ସବୁ ଆୟୋଜନ ସରିଥିଲା ା ଘରେ କୁଣିଆଙ୍କ ଭିଡ଼ ଜମିଥିଲା ା ହସଖୁସି ସାଙ୍ଗକୁ ଗହଳ ଚହଳ ଲାଗିଥିଲା ା ଆଉ କିଛି ଘଣ୍ଟା ପରେ ଯୁବକ ଜଣକ ବର ହୋଇ କନ୍ୟାଘରକୁ ଯାଇଥାନ୍ତେ ା ଏଥିପାଇଁ...
ତିରୁପତିରୁ ଫେରିଲେ ୧୨୧ ପ୍ରବାସୀ
ରାୟଗଡ଼ା ଅଫିସ, ୨୮ା୬: ତିରୁପତିରେ ଫସିଥିବା ୧୨୧ ପ୍ରବାସୀ ଓଡ଼ିଆଙ୍କୁ ନେଇ ଏକ ସ୍ବତନ୍ତ୍ର ଶ୍ରମିକ ଟ୍ରେନ୍ ରବିବାର ସକାଳେ ରାୟଗଡ଼ାରେ ପହଞ୍ଚିଛି। ଏମାନେ ସମସ୍ତେ ନବରଙ୍ଗପୁର ଜିଲାର। ଲକ୍ଡାଉନ୍ ଯୋଗୁ ଏମାନେ ଫେରିପାରି ନ ଥିଲେ। ରାୟଗଡ଼ା ଜିଲା...
ଅକ୍ଷୟଙ୍କ କଣ୍ଠଶ୍ୱରକୁ ଜୀବିତ କରିଛନ୍ତି ପ୍ରଦୀପ
ନୟାଗଡ ଅଫିସ,୨୮ା୬: ଆଧୁନିକ ସଙ୍ଗୀତର ବାଦ୍ଶାହା ଅକ୍ଷୟ ମହାନ୍ତି ସିନା ଏ ଦୁନିଆରେ ନାହାନ୍ତି, ହେଲେ ତାଙ୍କର ପ୍ରତ୍ୟେକଟି ଗୀତ ଆଜିବି ଶ୍ରୋତାଙ୍କ ମନରେ ଗୁଞ୍ଜରଣ ସୃଷ୍ଟି କରୁଛି। ଅନେକ କଣ୍ଠଶିଳ୍ପୀ, ଗୀତିକାର ଅକ୍ଷୟଙ୍କ ପଦାଙ୍କ ଅନୁସରଣ କରିଛନ୍ତି ସତ...
ସିଡିଏ ସେକ୍ଟର-୯ କଣ୍ଟେନ୍ମେଣ୍ଟ ଜୋନ୍: ବିପଦ ବଢ଼ାଇଲେ ଆକ୍ରାନ୍ତ ପୋଲିସ ଅଧିକାରୀ
କଟକ ଅଫିସ,୨୮ା୬-କଟକ ସିଡିଏ ସେକ୍ଟର-୯ରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ କଟକ ମହାନନଗର ନିଗମ (ସିଏମ୍ସି) ରବିବାର ଏହି ଅଞ୍ଚଳକୁ କଣ୍ଟେନ୍ମେଣ୍ଟ ଜୋନ୍ ଘୋଷଣା କରିଛି। ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ଅଞ୍ଚଳରେ ସମସ୍ତ ସରକାରୀ ଓ ବେସରକାରୀ...
କୋଭିଡ ଯୋଦ୍ଧାଙ୍କୁ କରୋନା: ଆଚାର୍ଯ୍ୟ ହରିହର କ୍ୟାନସର ହସ୍ପିଟାଲର ୨ ନର୍ସ କରୋନା ପଜିଟିଭ୍
କଟକ ଅଫିସ,୨୮।୬-କଟକ ଆଚାର୍ଯ୍ୟ ହରିହର କ୍ୟାନସର ହସ୍ପିଟାଲରୁ ରବିବାର ୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ହସ୍ପିଟାଲର ଜଣେ ପୁରୁଷ ଓ ଜଣେ ମହିଳା ନର୍ସ ରହିଛନ୍ତି। ଗଞ୍ଜାମର ଚିକିତ୍ସାଧୀନ ଜଣେ ରୋଗୀଙ୍କଠାରେ ପଜିଟିଭ ଥିବା ଚିହ୍ନଟ...
ବଲାଙ୍ଗୀର ରେଳ ଷ୍ଟେଶନରେ ପହଞ୍ଚିଲେ ୧୨୬୩ ପ୍ରବାସୀ
ବଲାଙ୍ଗୀର ଅଫିସ,୨୮ା୬-ସ୍ବତନ୍ତ୍ର ଟ୍ରେନ ଯୋଗେ ତିରୁପତିରୁ ବଲାଙ୍ଗୀର ରେଳ ଷ୍ଟେସନରେ ରବିବାର ୧୨୬୩ ପ୍ରବାସୀ ଶ୍ରମିକ ପହଞ୍ଚିଛନ୍ତି। ଜିଲା ପ୍ରଶାସନ ପକ୍ଷରୁ ସେମାନଙ୍କ ପାଇଁ ସେଠାରେ ପୂର୍ବରୁ ସମସ୍ତ ବ୍ୟବସ୍ଥା କରାଯାଇଥିଲା। ଜିଲା ସୂଚନା ଓ ଲୋକ ସମ୍ପର୍କ ବିଭାଗର...
ବୁଗୁଡ଼ାରେ ଶଟଡାଉନ୍ ପ୍ରଭାବ: ରାସ୍ତାଘାଟ ଶୂନଶାନ
ବୁଗୁଡ଼ା,୨୮।୬(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ କରୋନା ଅକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏ ନେଇ ଜିଲା ପ୍ରଶାସନ ପକ୍ଷରୁ ଜୁନ୍ ମାସ ପ୍ରତ୍ୟେକ ସପ୍ତାହର ଶନିବାର ଏବଂ ରବିବାର ସାରା ଜିଲାରେ ଶଟଡାଉନ୍ କରାଯାଉଛି। ରବିବାର ସକାଳେ...
ମାସ୍କ ପିନ୍ଧି ନ ଥିବା ୭୨ ଜଣଙ୍କଠାରୁ ୧୪ ହଜାରରୁ ଊର୍ଦ୍ଧ୍ୱ ଜରିମାନା ଆଦାୟ
ବ୍ରହ୍ମପୁର ଅଫିସ,୨୮।୬: ଗଞ୍ଜାମ ଜିଲାର ୪ ଦିନିଆ ଶଟଡାଉନର ଦ୍ୱିତୀୟ ଦିନରେ ଅମାନିଆଙ୍କୁ ପୋଲିସ ଅଟକାଇ ଯାଞ୍ଚ କରିବା ସହ ସେମାନଙ୍କ ଠାରୁ ଜରିମାନା ଆଦାୟ କରିଛି । ଏପରିକି ଜନସାଧାରଣଙ୍କୁ ମାସ୍କ ପିନ୍ଧିବାକୁ ନିର୍ଦ୍ଦେଶ ଦିଆଯିବା ସହ ଯାଞ୍ଚ...
ଦୁଇଶିଶୁଙ୍କ ଉପରେ ମାଡ଼ିଗଲା ସ୍କର୍ପିଓ: ଜଣଙ୍କ ଜୀବନ ଗଲା
ଛେଣ୍ଡିପଦା,୨୮ା୬(ସ୍ବ.ପ୍ର.): ଅନୁଗୋଳ ୬୩ ନଂ. ରାଜ୍ୟ ରାଜପଥର କଙ୍କରେଇ ନିକଟରେ ରବିବାର ଏକ ସ୍କର୍ପିଓ ଧକ୍କାରେ ଜଣେ ଶିଶୁର ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣେ ଗୁରୁତର ହୋଇଛି। ଏହା ସହ ଗାଡ଼ିର ଡ୍ରାଇଭର ମଧ୍ୟ ଆହତ ହୋଇଛନ୍ତି । ମିଳିଥିବା...
ବିନା ମାସ୍କରେ ବୁଲୁଥିବା ଲୋକଙ୍କଠାରୁ ୫୪, ୨୦୦ ଜରିମାନା ଆଦାୟ
ଛତ୍ରପୁର,୨୮।୬(ଡି.ଏନ୍.ଏ.): କରୋନା ନେଇ ଗଞ୍ଜାମ ପୋଲିସ ପକ୍ଷରୁ ଏନ୍ଫୋର୍ସମେଣ୍ଟ ଜାରି ରହିଛି। ଏ ନେଇ ଗତ ୨୪ ଘଣ୍ଟା ମଧ୍ୟରେ ବିଭିନ୍ନ ଥାନା ପକ୍ଷରୁ ମାସ୍କ ପିନ୍ଧି ନ ଥିବା ଲୋକଙ୍କଠାରୁ ୫୪ ହଜାର ୨୦୦ ଟଙ୍କା ଜରିମାନା ଆଦାୟ...
Archives


