ଆମ ଜିଲା ଖବର

ପ୍ରାତଃଭ୍ରମଣ ହେଲା କାଳ: ୨ ମହିଳାଙ୍କ ଗଲା ଜୀବନ, ୨ ଗୁରୁତର

ନୂଆଗାଁ,୧୪।୧୦(ଡି.ଏନ୍‌.ଏ.): ନୟାଗଡ଼ ଜିଲା ନୂଆଗାଁ ଥାନା ସମ୍ପଡା ନୂଆସାହିଠାରେ ଗୁରୁବାର ଭୋର ସମୟରେ ଦୁର୍ଘଟଣା ଘଟିଛି। ପ୍ରାତଃଭ୍ରମଣରେ ଯାଉଥିବା ସମୟରେ ପିକ୍‌ଅପ୍‌ ଧକ୍କା ଦେବାରୁ ୨ ମହିଳାଙ୍କ ମୃତ୍ୟୁ ଘଟିଛି। ଅନ୍ୟ ଦୁଇଜଣ ମହିଳା ଗୁରୁତର ହୋଇ ଜିଲା ମୁଖ୍ୟ ଚିକିତ୍ସାଳୟରେ…

ଢେଙ୍କାନାଳ ଏଲ୍‌ଆଇସି ଅଫିସରେ ଚାଞ୍ଚଲ୍ୟ: ହଠାତ୍‌ ଫୁଟିଲା ଗୁଳି

ଢେଙ୍କାନାଳ ଅଫିସ,୧୪।୧୦: ଢେଙ୍କାନାଳ ସହରାଞ୍ଚଳସ୍ଥିତ ରଥଗଡ଼ା ଭାରତୀୟ ଜୀବନ ବୀମା ନିଗମ (ଏଲ୍‌ଆଇସି) କାର୍ଯ୍ୟାଳୟରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଏଲ୍‌ଆଇସି କାର୍ଯ୍ୟାଳୟରୁ ଆକ୍ସିସ ବ୍ୟାଙ୍କକୁ ଟଙ୍କା ଯାଉଥିଲା। ଏଥିପାଇଁ ସିଏମ୍‌ଏସ୍‌ ଭ୍ୟାନର କର୍ମଚାରୀମାନେ କାର୍ଯ୍ୟାଳୟରେ ଟଙ୍କା ଗଣୁଥିଲେ। ଏହି…

କୃତ୍ରିମ ଗୋଡ଼ ଲଗାଇବା ପାଇଁ ଆସିଥିଲେ ଦିବ୍ୟାଙ୍ଗ: ମିଳିଲା ମୃତଦେହ

କଣ୍ଟାପଡ଼ା, ୧୪।୧୦(ଡି.ଏନ୍‌.ଏ.)- କଟକ ଜିଲା ଓଲଟପୁରସ୍ଥିତ ଏସ୍‌.ଭି.ନିର୍‌ତାର ଦିବ୍ୟାଙ୍ଗ ସ୍ବାସ୍ଥ୍ୟ ଓ ଗବେଷଣା ପ୍ରତିଷ୍ଠାନରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ନିର୍ମାଣାଧୀନ ଏକ ୱାର୍ଡ ପଛପଟେ ଘର ରଙ୍ଗ ଦିଆଯାଇଯିବା ପାଇଁ ଥିବା ଶିଡ଼ିରେ ଜଣେ ଦିବ୍ୟାଙ୍ଗଙ୍କ ମୃତଦେହ ଝୁଲନ୍ତା…

ଏନ୍‌କାଉଣ୍ଟରରେ ୨ ଅଭିଯୁକ୍ତ ଗୁରୁତର

ରାଉରକେଲା, ୧୪।୧୦(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବିଶ୍ରା ଥାନା ଅନ୍ତର୍ଗତ ବିଶ୍ରା ମଣ୍ଡପ ନିକଟରେ ପୋଲିସ ଏନ୍‌କାଉଣ୍ଟରରେ ଦୁଇ ଅପରାଧୀ ଗୁରୁତର ହୋଇଛନ୍ତି। ଉଭୟଙ୍କୁ ଗୁରୁତର ଅବସ୍ଥାରେ ବୁର୍ଲା ସ୍ଥାନାନ୍ତର କରାଯାଇଛି। ଗୁରୁବାର ଭୋର ସମୟରେ ଏହି ଘଟଣା ଘଟିଛି। ତେବେ ଏହି…

ବାଲିଘାଟରୁ ନିଖୋଜ ବ୍ୟକ୍ତିଙ୍କ ମିଳିଲା ମୃତଦେହ

ବାରଙ୍ଗ,୧୪।୧୦(ଡି.ଏନ୍‌.ଏ.): କଟକ ଜିଲା ତ୍ରିଶୂଳିଆ ନରଣପୁର ବାଲିଘାଟ କୁଆଖାଇରୁ ଜଣେ ୬୫ ବର୍ଷୀୟ ବ୍ୟକ୍ତିଙ୍କ ମୃତଦେହ ଗୁରୁବାର ଉଦ୍ଧାର କରାଯାଇଛି। ମୃତକ ହେଲେ କୃଷ୍ଣଚନ୍ଦ୍ରପୁର ଗ୍ରାମର ବାଦଲ ସାମଲ। ସେ ଗତ ମଙ୍ଗଳବାରଠାରୁ ନିଖୋଜ ଥିବା ଗୋଡ଼ିସାହି ଫାଣ୍ଡିରେ ଅଭିଯୋଗ ହୋଇଥିଲା।…

ମୋରମ ଖୋଳିବା ବେଳେ ଦୁର୍ଘଟଣା, ଅତଡ଼ା ଧସି ମହିଳା ମୃତ

ରାୟଗଡ଼ା ଅଫିସ, ୧୪।୧୦: ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଦୁଲୁଣିଗୁଡ଼ାରେ ମୋରମ ଖୋଳିବାବେଳେ ଦୁର୍ଘଟଣା ଘଟିଛି। ଅତଡ଼ା ଧସି ପଡ଼ିବାରୁ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଜଣେ ଗୁରୁତର ଅଛନ୍ତି। ଖବର ଲେଖା ଯିବା ପର୍ଯ୍ୟନ୍ତ ସେମାନଙ୍କ ପରିଚୟ ମିଳି…

୨ଶହ ବର୍ଷର ଶକ୍ତିପୀଠ ମା’ ଜଳଙ୍ଗ ଚଣ୍ଡୀ

ଖଇରା, ୧୪।୧୦(ଡି.ଏନ.ଏ.) ବାଲେଶ୍ୱର ଜିଲା ଖଇରା ବ୍ଲକ ମାଣିତ୍ରୀ ପଞ୍ଚାୟତ ଅଧୀନ ଜଳଙ୍ଗ ଗ୍ରାମର ଅଧିଷ୍ଠାତ୍ରୀ ଦେବୀ ମା’ ଚଣ୍ଡୀଙ୍କର ପୂଜାର୍ଚ୍ଚନା କୋଭିଡ କଟକଣା ମଧ୍ୟରେ ଆରମ୍ଭ ହୋଇଛି। ବାଲେଶ୍ୱର ଜିଲାର ଅନ୍ୟତମ ପୁରାତନ ସାଂସ୍କୃତିକ ପୀଠ ଭାବେ ପରିଗଣିତ ଏହି…

ନିରାଡ଼ମ୍ବରକୁ ନେଇ ନିରାଶା

ବଇଣ୍ଡା,୧୪।୧୦(ଡି.ଏନ.ଏ.) ଆରମ୍ଭ ହୋଇଛି ମା’ ଦଶଭୁଜାଙ୍କ ପୂଜା। ହେଲେ ମଣ୍ଡପ ବାହାରକୁ ଶୁଭୁନି ବୈଦିକ ବ୍ରାହ୍ମଣଙ୍କ ବେଦଧ୍ୱନି। କୋଭିଡ୍‌ ସମୟ ହୋଇ ନ ଥିଲେ ଏତେବେଳେକୁ ସାଜସଜ୍ଜା, ସାଉଣ୍ଡ ଓ ଶ୍ରଦ୍ଧାଳୁଙ୍କ ଗହଳିରେ ଫାଟି ପଡ଼ୁଥାନ୍ତା ପୂଜାସ୍ଥାନ। ଉତ୍ସାହ, ଉଦ୍ଦୀପନାରେ ଉଛୁଳି…

ପାର୍ବଣର ଆକର୍ଷଣ ବାଡ଼ି ଖେଳ

ବାଲେଶ୍ୱର ଅଫିସ, ୧୪।୧୦: ଓଡ଼ିଶାର ବୀରତ୍ୱର ଗାଥା ପାଇକଙ୍କ ଯୁଦ୍ଧକଳାରୁ ପ୍ରତିପାଦିତ ହୋଇଛି। ପାଇକ ଆଖଡ଼ା ଏହି ଯୁଦ୍ଧକଳାର ଏକ ଅଙ୍ଗ। ଦୁର୍ଗାପୂଜାରେ ଆଖଡ଼ା ଖେଳ (ବାଡ଼ି ଖେଳ) ପ୍ରଦର୍ଶନ ଭଳି ଅନନ୍ୟ ପରମ୍ପରା କେବଳ ବାଲେଶ୍ୱର ବ୍ୟତୀତ ରାଜ୍ୟର ଅନ୍ୟ…

ଶ୍ରୀମନ୍ଦିରରେ ଡ୍ରେସ୍‌ କୋଡ୍‌କୁ ନେଇ ଚର୍ଚ୍ଚା

ପୁରୀ ଅଫିସ, ୧୪ା୧୦: ଶ୍ରୀମନ୍ଦିର ଭିତରକାଠ ଆଗକୁ ଯିବା ପାଇଁ ପ୍ର୍ରତ୍ୟେକ ବ୍ୟକ୍ତିଙ୍କୁ ପାରମ୍ପରିକ ବେଶପୋଷାକ ପରିଧାନ କରିବାକୁ ପଡ଼ିବ। ସେବାୟତ, ଶ୍ରୀମନ୍ଦିର କର୍ମଚାରୀ କିମ୍ବା ଶ୍ରଦ୍ଧାଳୁ ସମସ୍ତଙ୍କୁ ପାରମ୍ପରିକ ଡ୍ରେସ୍‌କୋର୍ଡ ଅର୍ଥାତ୍‌ ମଠା ଓ ପାଟ ପିନ୍ଧି ଭିତରକାଠ ଆଗକୁ…

୨୫ ଲକ୍ଷର ବ୍ରାଉନ୍‌ସୁଗାର ଜବତ, ୫ ଗିରଫ

ପୁରୀ ଅଫିସ, ୧୪ା୧୦: ପୁରୀ ସହରରେ ବ୍ରାଉନସୁଗାର କାରବାର ବଢିଚାଲିଛି। ବିଶେଷକରି ଯୁବପିଢ଼ି ଏହି କାରବାରରେ ସମ୍ପୃକ୍ତ ହେଉଥିବାବେଳେ ଖୋର୍ଦ୍ଧା ଓ ଭୁବନେଶ୍ୱରରୁ ଏଠାକୁ ଧଳାଜହର ଆସୁଛି। ମଙ୍ଗଳବାର ରାତିରେ ପୁରୀ ପୋଲିସର ସ୍ପେଶାଲ ଟାସ୍କ ଫୋର୍ସ ଟିମ୍‌ ବ୍ରାଉନ ସୁଗାର…

ଶ୍ରୀଜଗନ୍ନାଥ ଷ୍ଟାଡିୟମ୍‌ କାର୍ଯ୍ୟ ଦେଖିଲେ ୫-ଟି ସଚିବ

ପୁରୀ ଅଫିସ,୧୪।୧୦: ପୁରୀ ପେଣ୍ଠକଟାସ୍ଥିତ ଶ୍ରୀଜଗନ୍ନାଥ କ୍ରିକେଟ୍‌ ଷ୍ଟାଡିୟମ୍‌ ନିର୍ମାଣ କାର୍ଯ୍ୟର ସ୍ଥିତି ସମୀକ୍ଷା କରିଛନ୍ତି ୫-ଟି ସଚିବ ଭି.କେ. ପାଣ୍ଡିଆନ୍‌। ବୁଧବାର ୫-ଟି ସଚିବ ପାଣ୍ଡିଆନ୍‌ ପୁରୀ ଆସି ନିର୍ମାଣାଧୀନ ଶ୍ରୀଜଗନ୍ନାଥ କ୍ରିକେଟ୍‌ ଷ୍ଟାଡିୟମ୍‌ ଅଞ୍ଚଳ ବୁଲି କାର୍ଯ୍ୟ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?