ଆମ ଜିଲା ଖବର

ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ

ଭୁବନେଶ୍ୱର,୧୯।୯: ଭୁବନେଶ୍ବର ଏୟରଫିଲ୍ଡ ଥାନା ଅଧୀନ ସୁନ୍ଦରପଦା ଅଞ୍ଚଳରେ ଥିବା ଏକ ରେଷ୍ଟୁରାଣ୍ଟରେ ଶନିବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ରେଷ୍ଟୁରାଣ୍ଟରେ ପୋଡି ଯାଇଥିବା ବେଳେ ଲକ୍ଷାଧିକ ଟଙ୍କାର କ୍ଷତି ହୋଇଥିବା ଅନୁମାନ କରାଯାଉଛି। ଅନ୍ୟପକ୍ଷେ ନିଆଁ ଲାଗିବାର ପ୍ରକୃତ କାରଣ…

୨୦ ବର୍ଷରେ ପାଦ ଥାପିବ ଟାଉନ ଦୁର୍ଗାପୂଜା କମିଟି, ବଂଶଧାରା ନଦୀତଟରେ ପୂଜାର୍ଚ୍ଚନା

ଗୁଡ଼ାରି,୧୯ା୯(ପ୍ରମୋଦ କୁମାର ପତି): ପବିତ୍ର ରାଧାଷ୍ଟମୀ ଅବସରରେ ଶନିବାର ଗୁଡ଼ାରି ଟାଉନ ଦୁର୍ଗାପୂଜା କମିଟି ପକ୍ଷରୁ ଦୁର୍ଗାପୂଜା ନିମନ୍ତେ ମୃତ୍ତିକା ପୂଜା ଅନୁଷ୍ଠିତ ହୋଇଯାଇଛି। ପବିତ୍ର ବଂଶଧାରା ନଦୀ ତଟରେ ମୃର୍ତ୍ତିକା ପୂଜା ଓ ଗଙ୍ଗା ପୂଜା ପରେ ସ୍ଥାନୀୟ ଭଣ୍ଡାରଘରଣୀ…

ସମୁଦ୍ର ତଟକୁ ସ୍ବଚ୍ଛ ରଖିବା ପାଇଁ ପ୍ରୟାସ, ବରୁଣ ଦେବତାଙ୍କୁ ବନ୍ଦାପନା କରି…

ମହାକାଳପଡ଼ା,୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୁରାଣରେ ବର୍ଣ୍ଣିତ ସମୁଦ୍ରକୂ ବରୁଣ ଦେବତା ରୂପେ ପୂଜା କରାଯାଏ। ଶନିବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଶାସନ ପେଟାଠାରେ ଅନ୍ତଃରାଷ୍ଟ୍ରୀୟ ତଟ ସ୍ବଚ୍ଛତା ଦିବସ ପାଳିତ ହୋଇଛି। ଏହି ଅବସରରେ ସାଗର…

ଡିଜେ ସାଉଣ୍ଡରେ ଅସ୍ତବ୍ୟସ୍ତ ଜନଜୀବନ:ରୋଗୀଙ୍କ ଚିକିତ୍ସାରେ ବାଧା

ବାଲିଗୁଡ଼ା, ୧୯/୯ (ସଞ୍ଜୟ କୁମାର ପାଣିଗ୍ରାହୀ): ପୂଜା, ପର୍ବପର୍ବାଣି ଓ ବିଭିନ୍ନ ଉତ୍ସବ ଅବସରରେ ଡିଜେ ସାଉଣ୍ଡର ଅତ୍ୟଧିକ ବ୍ୟବହାର ଏବେ ସାଧାରଣ ଲୋକଙ୍କ ପାଇଁ ଅସୁବିଧାର କାରଣ ପାଲଟିଛି। ଉଚ୍ଚଶବ୍ଦରେ ଦୀର୍ଘ ସମୟ ଧରି ଡିଜେ ବାଜିବା ଯୋଗୁଁ ବୟସ୍କ,…

ବଟେଶ୍ୱର ବେଳାଭୂମିରେ ‘ସ୍ୱଚ୍ଛ ସାଗର, ସୁରକ୍ଷିତ ସାଗର

ଗଞ୍ଜାମ, ୧୯/୯ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ ଅନ୍ତର୍ଗତ କଣ୍ଟିଆଗଡ଼ସ୍ଥିତ ବଟେଶ୍ୱର ବେଳାଭୂମିଠାରେ ଶନିବାର ‘ସ୍ୱଚ୍ଛ ସାଗର, ସୁରକ୍ଷିତ ସାଗର’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବ୍ରହ୍ମପୁର ଡିଏଫ୍‌ଓ ଶନି ଖୋଖୋରଙ୍କ ତତ୍ତ୍ୱାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବେଳାଭୂମିକୁ ସ୍ୱଚ୍ଛ…

ଗାଈକୁ ବଞ୍ଚାଇବାକୁ ଯାଇ ଓଲଟିଲା ଟୁରିଷ୍ଟ ବସ୍: ୧୫ରୁ ଊର୍ଦ୍ଦ୍ବ ଗୁରୁତର

ନୀଳଗିରି, ୧୯।୯, (ପ୍ରଶାନ୍ତ କୁମାର ବିଶ୍ବାଳ): ଶେରଗଡ଼ ନୀଳଗିରି ଦେଇ ମୟୁରଭଞ୍ଜକୁ ସଂଯୋଗ କରୁଥିବା ୧୯ନଂ ରାଜ୍ୟ ରାଜପଥର ଗୁହିରା ଏବଂ ଛତ୍ରପୁର ମଝି ରାସ୍ତା ଭୁଡୁରୁବଣି ଠାରେ ପଶ୍ଚିମବଙ୍ଗ ରୁ ଆସିଥିବା ଏକ ତୀର୍ଥଯାତ୍ରୀ ବସ ଦୁର୍ଘଟଣାଗ୍ରସ୍ତ। ୩୫ରୁ ଅଧିକ…

ଦୁଇ ମୋଟରସାଇକେଲ ମୁହାଁମୁହିଁ, ଶିକ୍ଷକ ଗୁରୁତର ହୋଇ…

ପଟ୍ଟାଙ୍ଗି,୧୯ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ପଡାଲଗୁଡ଼ା ଛକ ନିକଟରେ ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ ବିଦ୍ୟାଳୟକୁ ଯାଉଥିବା ଶିକ୍ଷକ ଗୁରୁତର ହୋଇ ଚିକିତ୍ସାଧୀନ ରହିଥିବା ବେଳେ ପୋଲିସ ସ୍ବାସ୍ଥ୍ୟକେନ୍ଦ୍ର ପହଞ୍ଚି ଆରମ୍ଭ କରିଛି…

ଘରେ ଶୋଇଥିଲେ ମହିଳା, ଚୋଟ ମାରିଲା ସାପ, ଆଉ ତା’ ପରେ…

ପୁରୁଷୋତ୍ତମପୁର,୧୯ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କେଏନପୁର ଗ୍ରାମରେ ଶନିବାର ସାପ କାମୁଡ଼ି ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଭାସି ବେହେରା (୪୮)। ଶୁକ୍ରବାର ରାତିରେ ସେ ଘରେ ଶୋଇଥିବାବେଳେ ଏକ ବିଷଧର ସାପ ତାଙ୍କୁ…

‘ସଚେତନତା ବଢ଼ିଲେ ରୋକି ହେବ ଏଡ୍‌ସ ମହାମାରୀ’

ଭଞ୍ଜନଗର,୧୯ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶନିବାର ଏଡ୍‌ସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌) କୋ-ୟୁନିଟ, ମହିଳା ଶାଖା, ଯୁବ ରେଡ୍‌କ୍ରସ ଓ ଏନ୍‌ସିସିର ମିଳିତ ଆନୁକୂଲ୍ୟରେ ଏହି…

ପ୍ରେମୀଯୁଗଳଙ୍କୁ ଗଛରେ ବାନ୍ଧି ମାଡ଼: ଲୁଚିକି ମହିଳାଙ୍କ ଘରକୁ ଆସିଥିବାବେଳେ ଘଟିଲା…

ବାରିପଦା/ ଝାରପୋଖରିଆ,୧୯ା୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ/ସୁଧୀର କୁମାର ମହାନ୍ତ):ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଞ୍ଚଳରେ ପ୍ରେମ ସମ୍ପର୍କରୁ ନେଇ ଏକ ଅଶୋଭନୀୟ ଘଟଣା ଘଟିଛି। ଜଣେ ବିବାହିତା ମହିଳାଙ୍କ ଘରକୁ ଆସିଥିବା ଯୁବକଙ୍କୁ ସ୍ଥାନୀୟ ଲୋକେ ଗଛରେ ବାନ୍ଧି ମାଡ଼ ମାରିବା…

ବିଶ୍ୱକର୍ମା ପୂଜା ମଣ୍ଡପରେ ଛତ୍ରପୁର ବିଧାୟକ

ଛତ୍ରପୁର, ୧୮।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରସ୍ଥିତ ବିଦ୍ୟୁତ୍‌ ବିଭାଗ କାର୍ଯ୍ୟାଳୟ ପରିସରରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ମହାଆଡ଼ମ୍ବରରେ ଦେବଶିଳ୍ପୀ ଭଗବାନ ବିଶ୍ୱକର୍ମାଙ୍କ ପୂଜା ପାଳିତ ହୋଇଛି। ଆକର୍ଷଣୀୟ ତୋରଣ ଓ ଆଲୋକସଜ୍ଜାରେ ପୂଜାମଣ୍ଡପ…

ବିଧାୟକ ନିରଞ୍ଜନ ପୂଜାରୀଙ୍କ କାର୍‌କୁ ଅଣ୍ଡାମାଡ଼

ସୋନପୁର,୧୯ା୯(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ କାର୍‌ ଉପରକୁ ଶୁକ୍ରବାର ସନ୍ଧ୍ୟାରେ ଅଣ୍ଡାମାଡ଼ ହୋଇଛି। ପ୍ରଥମେ ତରଭା ବ୍ଲକର ଦେଉଳପଦର ଛକରେ ଓ ପରେ ତରଭା ସହରରେ କେତେଜଣ ଯୁବକ ବିଧାୟକ ବସିଥିବା କାର୍‌କୁ ଲକ୍ଷ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?