ବଦଳିଲେ ବିଧାୟକ ରାମଚନ୍ଦ୍ର କାଡାମଙ୍କ ପ୍ରତିନିଧି, ଏହି ବ୍ୟକ୍ତିଙ୍କୁ ମିଳିଲା ଦାୟିତ୍ୱ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା
ପଟ୍ଟାଙ୍ଗି,୨୭।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ନିମନ୍ତେ ବିଧାୟକ ରାମଚନ୍ଦ୍ର କାଡାମଙ୍କ ପ୍ରତିନିଧି ଭାବେ ଗୁପ୍ତ ଶଙ୍କର ପଟ୍ଟନାୟକଙ୍କୁ ବିଧାୟକ କାଡାମ ମନୋନୀତ କରିଛନ୍ତି। ଏନେଇ ବ୍ଲକ ପ୍ରଶାସନକୁ ଚିଠି ନଂ ୧୧୦/CLP/୨୬ ପ୍ରକାରେ ଅବଗତ କରାଯାଇଛି। ସୂଚନା…
ସରପଞ୍ଚ, ସମିତି ସଭ୍ୟଙ୍କ ପ୍ରତିନିଧିଙ୍କୁ ଅଟକ ପ୍ରତିବାଦ: ଧାରଣାରେ ବସିଲେ ପୂର୍ବତନ ଏମପି
ଲୋଇସିଂହା,୨୭।୩(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ରାମପୁର ଗ୍ରାମରେ ରାମନବମୀ ଉପଲକ୍ଷେ ଅନୁଷ୍ଠିତ ଷୋହଳ ପ୍ରହର ନାମ ଯଜ୍ଞରେ ଶୁକ୍ରବାର ସ୍ବାସ୍ଥ୍ୟ ମନ୍ତ୍ରୀ ଯୋଗଦାନ କାର୍ଯ୍ୟକ୍ରମ ରହିଥିଲା। କିନ୍ତୁ ସାସ୍ଥ୍ୟ ମନ୍ତ୍ରୀଙ୍କ ଫଟୋ ପୋଷ୍ଟର ହଟାଇବା ଅଭିଯୋଗରେ ଗୁରୁବାର…
ମୁନିସିପେଣ୍ଠ ସ୍ବାସ୍ଥ୍ୟ କେନ୍ଦ୍ର ପରିଦର୍ଶନ କଲେ ଆନ୍ଧ୍ରର ୩୦ ବିଡ଼ିଓ
ଛତ୍ରପୁର,୨୭।୩(ଦିଲ୍ଲୀପ ସାମଲ): ଛତ୍ରପୁର ବ୍ଲକ ମୁନିସିପେଣ୍ଠ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଆନ୍ଧ୍ରପ୍ରଦେଶ ରାଜ୍ୟରୁ ୩୦ ଜଣିଆ ଗୋଷ୍ଠୀ ଉନ୍ନୟନ ଅଧିକାରୀ ପରିଦର୍ଶନ କରିଛନ୍ତି। ଉପସ୍ଥିତ ଥିବା ଅତିଥିଙ୍କ ମଧ୍ୟରୁ ମୁଖ୍ୟ ପରିଚାଳନା ଦାୟିତ୍ୱରେ ଛତ୍ରପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ ସମ୍ବିତ୍ ସଂଗ୍ରାମଜିତ…
ରାମନବମୀରେ ନନ୍ଦପୁର ଚଳଚଞ୍ଚଳ: ରାମ-ସୀତାଙ୍କ ବିବାହ ନୀତି ପରେ…
ନନ୍ଦପୁର,୨୭ା୩(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳ ରାମନବମୀ ପାଳନ ପାଇଁ ଚଳଚଞ୍ଚଳ ହୋଇପଡ଼ିଛି। ନନ୍ଦପୁର ଗଉଡ଼ ସାହି ସ୍ଥିତ ଐତିହାସିକ ରାମମନ୍ଦିର ଓ ରାମଲୀଳା ମଣ୍ଡପରେ ଭକ୍ତଙ୍କ ପ୍ରବଳ ସମାଗମ ହୋଇଛି। ବିଧି ମୁତାବକ ରାମ-ସୀତା ବିବାହ ସମ୍ପନ୍ନ…
ଗଞ୍ଜାମ ଆସୁଛନ୍ତି ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଡ. ପ୍ରବୀଣ ଭାଇ ତୋଗଡ଼ିଆ: ଦେବେ ଉଦ୍ବୋଧନ
ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ଗଞ୍ଜାମ ସହରକୁ ପ୍ରଥମ ଥର ପାଇଁ ଆସୁଛନ୍ତି ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧ୍ୟକ୍ଷ ତଥା ଅଗଣିତ ହିନ୍ଦୁ ମାନଙ୍କ ହୃଦୟର ମଣିଷ ଡ. ପ୍ରବୀଣ ଭାଇ ତୋଗଡ଼ିଆ। ଶ୍ରୀରାମ ନବମୀ ଉପଲକ୍ଷେ ଅନ୍ତଃ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ…
ଚିକିତ୍ସା ପାଇଁ ଯାଉଥିଲେ ହେଲେ ରାସ୍ତାରେ ଜୀବନ ନେଲା ଦୁର୍ଘଟଣା : ଆଖିବୁଜିଲେ…
ସିମୁଳିଆ,୨୭।୩(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନା ବାଲିଖଣ୍ଡ-ରାଣିତାଲ ରାସ୍ତାର ଗୌରଗଡି ନିକଟରେ ଅଟୋ(ଓଡି ୨୨ଇ ୪୦୭୬) ଓଲଟି ପଡ଼ିବାରୁ ଘଟଣାସ୍ଥଳରେ ରତ୍ନମଣୀ ପୃଷ୍ଟି(୪୫) ନାମକ ଜଣେ ମହିଳାଙ୍କ ମୃତ୍ୟୁଘଟିଛି । ତାଙ୍କ ଘର ସ୍ଥାନୀୟ କାଞ୍ଚପଡା ପଞ୍ଚାୟତ ଅଧୀନ…
ବିଦ୍ୟୁତ୍ ମରାମତି କରୁଥିବାବେଳେ ଜଳିଗଲେ, ଖୁଣ୍ଟରେ ଲାଖି ରହିଛି ମୃତଦେହ
ଦେବଗଡ଼,୨୭ା୩(ଶଶାଙ୍କ ଶେଖର ଝାଙ୍କର): ବିଦ୍ୟୁତ୍ ମରାମତି କରୁଥିବାବେଳେ ୧୧ କେଭି ତାରରେ ଲାଗି ଜଣଙ୍କର ଜୀବନ ଚାଲିଯାଇଛି। ବିଦ୍ୟୁତ୍ ଖୁଣ୍ଟ ଉପରେ ଲାଖି ରହିଛି ମୃତଦେହ। ଏମିତି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିଛି ଦେବଗଡ଼ ଥାନା ପୁରୁକୁଣ୍ଡା ଗ୍ରାମରେ। ମୃତକ …
ସଠିକ୍ ହିସାବ ଦେଇପାରିଲେନି SDO, ବାନ୍ଧିଲା ଭିଜିଲାନ୍ସ
ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ): ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଗଞ୍ଜାମ ଜିଲା ଡହ ଜଳସମ୍ପଦ ବିଭାଗ ଏସଡିଓ ପଞ୍ଚୁ ବେହେରାଙ୍କୁ ଶୁକ୍ରବାର ଗିରଫ କରିଛି ଭିଜିଲାନ୍ସ ବିଭାଗ । କାଗଜପତ୍ର ପ୍ରସ୍ତୁତି ସରିବା ପରେ ତାଙ୍କୁ ବ୍ରହ୍ମପୁର ସ୍ଵତନ୍ତ୍ର ଭିଜିଲାନ୍ସ ଅଦାଲତରେ…
ଭୁବନେଶ୍ୱରରେ ଚିକିତ୍ସିତ ହେଉଛନ୍ତି ବୈକୁଣ୍ଠ, ଘରେ ପୁଅ,ବୋହୂଙ୍କୁ ବାଡ଼େଇ…
ନୟାଗଡ଼,୨୭।୩(ଲୋକନାଥ ମିଶ୍ର): ନୟାଗଡ଼ ସଦର ବଲଭଦ୍ରପୁର ଗାଁର ବୈକୁଣ୍ଠ ସାହୁଙ୍କ ଘରୁ ଗୁରୁବାର ରାତିରେ ଚୋରି ହୋଇଛି। ଚୋରମାନେ ଗ୍ରୀଲ ଓ କବାଟ ଭାଙ୍ଗି ୭ ଲକ୍ଷରୁ ଊର୍ଦ୍ଧ୍ୱ ସୁନା ଅଳଙ୍କାର, ନଗଦ ୩ ଲକ୍ଷ ଟଙ୍କା ଏପରି ମୋଟରେ ୧୦…
ଆଉ ଶୁଭିବନି ଲକ୍ଷ୍ମଣ ମାଷ୍ଟ୍ରେଙ୍କ ତବଲା ଶବ୍ଦ, ଝୁରୁଛନ୍ତି ଅଞ୍ଚଳବାସୀ
ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ତବଲା ମାଷ୍ଟର ଲକ୍ଷ୍ମଣ କୁମାର ତରାଇଙ୍କ ଦେହାନ୍ତ ହୋଇଛି । ସମଗ୍ର ଭାରତ ବର୍ଷରେ ପବିତ୍ର ଶ୍ରୀରାମ ନବମୀ ପାଳନ ହେଉଥିବା ବେଳେ ରାତି ସାଢେ ତିନିଟା ସମୟରେ ୭୨…
ବେଧଡକ ବାଲି ଉଠାଣ: ଆଗକୁ ଘନୀଭୂତ ହେବ ଜଳ ସଙ୍କଟ
ଲୋଇସିଂହା,୨୭।୩(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଯୋଗୀସର୍ଡା ପଞ୍ଚାୟତରେ ପାଇପ ଜଳ ଯୋଗାଣରେ ବାଧାପ୍ରାପ୍ତ ସୃଷ୍ଟି ହୋଇଛି। ପଞ୍ଚାୟତ ଅଧୀନ ଛେଲବାହାଲ ସୁକତେଲ ନଦୀ ପଠା ପାନୀୟଜଳ ପ୍ରକଳ୍ପର ଗ୍ୟାଲେରୀ ଉପରୁ ବେଧଡକ ଭାବେ ବାଲି ଉଠାଣ ଯୋଗୁ ପାନୀୟ…
ଚନ୍ଦ୍ରଗିରି ଯାଉଥିବା ବେଳେ ଟ୍ରକକୁ ପଛପଟୁ ଧକ୍କା ଦେଲା ଆକ୍ଟିଭା
ମୋହନା, ୨୭ା୩(ମନ୍ମଥ ମିଶ୍ର): ରାସ୍ତା ପାର୍ଶ୍ୱରେ ଠିଆ ହୋଇଥିବା ଏକ ଟ୍ରକରେ ଦ୍ରୁତ ଗତିରେ ଆସୁଥିବା ଏକ ଆକ୍ଟିଭା (ଓଆର ୦୭ଏନ-୪୯୬୫) ପଛପଟୁ ଧକ୍କା ଦେଇଥିଲା। ଫଳରେ ଚ଼ାଳକ ମୋହନା ଥାନା ଅନ୍ତର୍ଗତ ପି. ଗୋବିନ୍ଦପୁର ଗ୍ରାମର ଶକ୍ତି ବେହେରା(୧୭) ଗୁରୁତର…
Archives


