ଆମ ଜିଲା ଖବର

ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଖେଳାଳି, କାହିଁକି ଜାଣନ୍ତୁ…

ନୂଆପଡ଼ା,୪ା୯(ମକାରୁ ବେମାଲ): ନୂଆପଡ଼ା ଜିଲାରେ ଦିବ୍ୟାଙ୍ଗ କ୍ରିକେଟ ଖେଳର ବିକାଶ ପାଇଁ ଗୁରୁବାର ଜନସଂଘର୍ଷ ଦିବ୍ୟାଙ୍ଗ କ୍ରିକେଟ ଆସୋସିଏଶନ (ଜେଏସ୍‌ଡିସିଏ) ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛି। କୋଚ୍‌ କପିଳଦେବ ରାଉତଙ୍କ ନେତୃତ୍ୱରେ ଜିଲାର ସମସ୍ତ ଦିବ୍ୟାଙ୍ଗ କ୍ରିକେଟ ଖେଳାଳି ଅତିରିକ୍ତ ଜିଲାପାଳ ସୁବାସ…

ଗାଡ଼ିଚାଳକଙ୍କୁ ଗୋଲାପ ଦେଇ ସୁରକ୍ଷିତ ଯାତ୍ରାର ବାର୍ତ୍ତା ଦେଲା ପୁରୁଷୋତ୍ତମପୁର  ପୋଲିସ

ପୁରୁଷୋତ୍ତମପୁର, ୪।୮ (ସବିତା ମିଶ୍ର): ଗଞ୍ଜାମ ଜିଲ ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ଶୁକ୍ରବାର ସଡ଼କ ଦୁର୍ଘଟଣାଜନିତ ଶୂନ୍ୟ ମୃତାହତ ଲକ୍ଷ୍ୟରେ ସଚେତନତା ସପ୍ତାହ ପାଳିତ ହୋଇଯାଇଛି। ଆଇଆଇସି କୁଳମଣି ସେଠୀଙ୍କ ସଂଯୋଜନାରେ ଆୟୋଜିତ ଏହି ସଚେତନତା କାର୍ଯ୍ୟକ୍ରମରେ ତହସିଲଦାର ବିନୋଦ କୁମାର…

ମାଛଚାଷରେ ମାଇକ୍ରୋଆଲଗେ ବ୍ୟବହାର, ବାଣିଜ୍ୟ ସମ୍ଭାବନାକୁ ନେଇ…

ଭଞ୍ଜନଗର,୪ା୯(ବାବୁଲା ପ୍ରଧାନ): ମାଛଚାଷରେ ମାଇକ୍ରୋଆଲଗେର ବ୍ୟବହାର ଓ ଏହାର ବାଣିଜି୍ୟକ ସମ୍ଭାବନାକୁ ନେଇ ଭଞ୍ଜନଗର ନିକଟସ୍ଥ ଦୁବ ଫିସ ଫାର୍ମରେ ଏକ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି। ICAR (ନୂଆଦିଲ୍ଲୀ) ଏବଂ ICAR-CIFA (ଭୁବନେଶ୍ୱର)ର ମିଳିତ ଆନୁକୂଲ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମକୁ…

ପୂର୍ବତନ ବ୍ଲକ ଅଧ୍ୟକ୍ଷଙ୍କ ବିୟୋଗ, ଶେଷ ଦର୍ଶନ କଲେ ବିଧାୟକ

ଗଞ୍ଜାମ, ୪/୯ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ପୂର୍ବତନ ଅଧ୍ୟକ୍ଷ ତଥା ବରିଷ୍ଠ କଂଗ୍ରେସ ନେତା ସୁଧୀର ବିଶ୍ୱାଳ (୬୧)ଙ୍କ ବିୟୋଗ ଘଟିଛି। ତାଙ୍କ ବିୟୋଗରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ସେ ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ପଞ୍ଚାୟତର…

କୋରାପୁଟର ୮୮,୨୮୯ ଚାଷୀଙ୍କ ଖାତାକୁ ଗଲା ୧୭.୮୮ କୋଟି ଟଙ୍କା

କୋରାପୁଟ,୪ା୯(ଅମିତାଭ ବେହରା): ରବି ଋତୁରେ ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇଦେବା ଲକ୍ଷ୍ୟରେ ସିଏମ୍‌-କିଷାନ ଯୋଜନାର ୫ମ କିସ୍ତି ଶୁକ୍ରବାର ପ୍ରଦାନ କରାଯାଇଛି । ଭୁବନେଶ୍ୱରସ୍ଥିତ ଓୟୁଏଟି କୃଷି ଶିକ୍ଷା ସଦନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି କିସ୍ତିର ଶୁଭାରମ୍ଭ କରିଥିଲେ।…

ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ବଳିଦାନ ଦିବସରେ ହିନ୍ଦୁଧର୍ମର ଉଦାରତା ଉପରେ ଆଲୋକପାତ

ପାଟଣା,୪ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ ଶୁକ୍ରବାର କୃଷ୍ଣ ଜନ୍ମାଷ୍ଟମୀ, ବିଶ୍ୱ ହିନ୍ଦୁ ପରିଷଦ ପ୍ରତିଷ୍ଠା ଦିବସ ଓ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ବଳିଦାନ ଦିବସ ଅବସରରେ ବିଶାଳ ଶୋଭାଯାତ୍ରା ଆୟୋଜିତ ହୋଇଥିଲା। ପାଟଣା ମୁଖ୍ୟାଳୟସ୍ଥିତ…

କୋରାପୁଟ ଜିଲାର ୮୮,୨୮୯ ଚାଷୀଙ୍କୁ ୧୭.୮୮ କୋଟିର ସିଏମ୍‌-କିଷାନ ସହାୟତା

କୋରାପୁଟ, ୪।୯ (ଅମିତାଭ ବେହେରା): ରବି ଋତୁରେ ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇଦେବା ଲକ୍ଷ୍ୟରେ ସିଏମ୍‌-କିଷାନ ଯୋଜନାର ୫ମ କିସ୍ତି ଶୁକ୍ରବାର ପ୍ରଦାନ କରାଯାଇଛି। ଭୁବନେଶ୍ୱରସ୍ଥିତ ଓୟୁଏଟିର କୃଷି ଶିକ୍ଷା ସଦନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି କିସ୍ତିର ଶୁଭାରମ୍ଭ…

ଶ୍ରୀ ରାଧାକୃଷ୍ଣ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼

ଦିଗପହଣ୍ଡି,୪ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପାଇକ ସାହି ନିକଟ ଶ୍ରୀକୃଷ୍ଣ ଚୈତନ୍ୟ ଆଶ୍ରମ ପରିସରରେ ଥିବା ଶ୍ରୀ ରାଧା ବିନୋଦ ବିହାରୀଜୀଉ(ରାଧାକୃଷ୍ଣ) ମନ୍ଦିରରେ ଭାଦ୍ରବ କୃଷ୍ଣପକ୍ଷ ଅଷ୍ଟମୀ ତିଥି ଶୁକ୍ରବାର ଶ୍ରୀ କୃଷ୍ଣ ଜନ୍ମାଷ୍ଟମୀ ମହୋତ୍ସବ ଆଡମ୍ବର ସହକାରେ…

ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଜନ୍ମାଷ୍ଟମୀ, ଶ୍ରୀକୃଷ୍ଣ ମେଳା

ଛତ୍ରପୁର, ୪।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଉତ୍ସବ ଓ ଶ୍ରୀକୃଷ୍ଣ ମେଳା ବର୍ଣ୍ଣାଢ଼୍ୟ ପରିବେଶରେ ପାଳିତ ହୋଇଯାଇଛି। ଏହି ଅବସରରେ ଶିଶୁମାନଙ୍କ ମଧ୍ୟରେ ରାଧାକୃଷ୍ଣ ବେଶ ପ୍ରତିଯୋଗିତା, ମାତୃ ସମ୍ମିଳନୀ…

ଦୂରଶିକ୍ଷା ପାଇଁ ପାଟଣା ଆଞ୍ଚଳିକ ମହାବିଦ୍ୟାଳୟକୁ ଅନୁମତି

ପାଟଣା,୪ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟରେ ଚଳିତ ଶିକ୍ଷାବର୍ଷରୁ ରାଜ୍ୟ ମୁକ୍ତ ବିଶ୍ୱବିଦ୍ୟାଳୟ ଅଧୀନରେ ଦୂରଶିକ୍ଷାରେ ସ୍ନାତକ ଓ ସ୍ନାତକୋତ୍ତର ପାଠ୍ୟକ୍ରମ ପାଇଁ ଅନୁମତି ମିଳିଛି। ଫଳରେ ଅଞ୍ଚଳର ଛାତ୍ରୀଛାତ୍ର ଘର ପାଖରେ ରହି ୟୁଜି ଓ…

ଗଛରେ ପିଟହେଲା ଯାତ୍ରୀବାହୀ ବସ୍‌, ଚାଳକ ମୃତ, ୩୦ ଯାତ୍ରୀ ଆହତ, ୧୦ ଗୁରୁତର

ନୟାଗଡ଼,୪।୯(ଲୋକନାଥ ମିଶ୍ର): ନୟାଗଡ଼ ବ୍ଲକ ଇଟାମାଟି ଥାନା ବାଉଁଶିଆପଡ଼ା ଜହ୍ନିପଦା ଛକ ନିକଟ ୫୭ନମ୍ବର ଜାତୀୟ ରାଜପଥରେ ଶୁକ୍ରବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଯାତ୍ରୀବାହୀ ବସ୍‌ ଏକ ଗଛରେ ପିଟି ହେବାରୁ ଚାଳକଙ୍କ ମୃତ୍ୟୁ ଘଟିଥିବା ବେଳେ ୩୦ରୁ…

ଡେବ୍ରିଗଡ଼ ଅଭୟାରଣ୍ୟ: ବିରଳ ବନ୍ୟପ୍ରାଣୀଙ୍କ ସଂଖ୍ୟା ବଢୁଛି

ସାରା ଦେଶରେ ବିରଳ ତଥା ସଂରକ୍ଷିତ ଧାରା ‘ସିଡ୍ୟୁଲ-୧’ ଶ୍ରେଣୀଭୁକ୍ତ ବନ୍ୟପ୍ରାଣୀଙ୍କ ସଂଖ୍ୟା କମୁଥିବା ବେଳେ ଡେବ୍ରିଗଡ଼ ଅଭୟାରଣ୍ୟରେ ଏମାନଙ୍କ ସଂଖ୍ୟା ବୃଦ୍ଧି ପାଉଛି ବୋଲି ହୀରାକୁଦ ବନ୍ୟପ୍ରାଣୀ ଡିଏଫ୍‌ଓ ଅଂଶୁପ୍ରଜ୍ଞା ଦାସ କହିଛନ୍ତି। ବିଶେଷକରି ସମ୍ବଲପୁର ଜିଲାର ଏହି ଅଭୟାରଣ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?