ଆମ ଜିଲା ଖବର

ଛାତ୍ରୀଙ୍କୁ ଦୁର୍ବ୍ୟବହାର : ୮ କୋର୍ଟ ଚାଲାଣ

ଖଇରା,୧୨।୯(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ମାଟିଆଳପଦା କଲେଜର ୩ ଛାତ୍ରୀଙ୍କୁ କମେଣ୍ଟ ମାରିବା ସହ ଦୁର୍ବ୍ୟହାର ଏବଂ ତାକୁ ବିରୋଧ କରୁଥିବା ଗ୍ରାମବାସୀଙ୍କ ସହ ଗଣ୍ଡଗୋଳ ଘଟାଇବା ଅଭିଯୋଗରେ ଖଇରା ପୋଲିସ ୮ଜଣଙ୍କୁ ସୋମବାର କୋର୍ଟ ଚାଲାଣ...

୯ ଚୋରି ଗାଡ଼ି ଜବତ, ଜଣେ ଗିରଫ

ବ୍ରହ୍ମପୁର,୧୧ା୯(ସୁବାସ ଚନ୍ଦ୍ର ପାଢ଼ୀ)-ବ୍ରହ୍ମପୁର ଜିଆରପି ଥାନା ପୋଲିସ ୯ଟି ଚୋରି ଗାଡ଼ି ଜବତ କରିିଛି। ଏ ସଂକ୍ରାନ୍ତରେ ଜଣେ ନାବାଳକଙ୍କୁ ଧରାଯାଇଥିବା ପୋଲିସ କହିଛି। ନାବାଳକଙ୍କୁ ସୋମବାର ମୁଖ୍ୟ ବିଚାର ବିଭାଗୀୟ ମାଜିଷ୍ଟ୍ରେଟଙ୍କ କୋର୍ଟରେ ହାଜର କରାଯାଇଥିଲା। ପରେ କୋର୍ଟ...

କନିଅର ମଞ୍ଜି ଖାଇ ଦମ୍ପତି ଗୁରୁତର

କେନ୍ଦୁଝର,୧୧ା୯ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଝୁମ୍ପୁରା ଥାନା ଖେଣ୍ଡେରା ଗ୍ରାମରେ ବିଷ (କନିଆ) ମଞ୍ଜି ଖାଇ ଦମ୍ପତ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଦମ୍ପତି ହେଲେ ଗ୍ରାମର ବ୍ରାହ୍ମଣୀ ପାତ୍ର (୫୫) ଓ ତାଙ୍କ ସ୍ବାମୀ ଗୋବିନ୍ଦ ପାତ୍ର...

ମହିଳାଙ୍କ ଝୁଲନ୍ତା ମୃତଦେହ ଜବତ: ହତ୍ୟା ଅଭିଯୋଗ ଆଣିଲେ ବାପା, ସ୍ବାମୀ ଅଟକ

ଜି.ଉଦୟଗିରି,୧୧ା୯(ଶିଶିର ପଟ୍ଟନାୟକ)-ଜି.ଉଦୟଗିରି ଥାନା ଅଧୀନ କଳିଙ୍ଗା ପଞ୍ଚାୟତର ନନ୍ଦଗିରି ଗ୍ରାମରୁ ପୋଲିସ ସୋମବାର ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ସେ ହେଲେ ଶୁଭଶ୍ରୀ ପ୍ରଧାନ (୨୨)। ଝିଅକୁ ହତ୍ୟା କରାଯାଇଥିବା ଶୁଭଶ୍ରୀଙ୍କ ବାପା ଜଳନ୍ଧର ପ୍ରଧାନ ଅଭିଯୋଗ...

ଇଥାନଲ ପ୍ଲାଣ୍ଟକୁ ବିରୋଧ

ବରଗଡ଼,୧୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବରଗଡ଼ ବ୍ଲକର ଏସ୍‌. ଡୁମ୍ବେରପାଲି ଏବଂ ସୋହେଲା ବ୍ଲକ ଅଧୀନ ଲେବିଡ଼ି ପଞ୍ଚାୟତରେ ନିର୍ମାଣାଧୀନ ଇଥାନଲ ପ୍ଲାଣ୍ଟକୁ ନେଇ ବିରୋଧ ତେଜିଛି। ଏନେଇ ସୋମବାର ଅଞ୍ଚଳବାସୀ ଜିଲାପାଳଙ୍କୁ ଫେରାଦ ହୋଇଛନ୍ତି। ଜିଲାପାଳ ମୋନିଷା ବାନାର୍ଜୀଙ୍କ...

ନାବାଳିକାଙ୍କୁ ବଳାତ୍କାର, ନାବାଳକ ଅଟକ

ଢେଙ୍କିକୋଟ,୧୧ା୯(ନୀଳମଣି ମଣ୍ଡଳ): କେନ୍ଦୁଝର ଜିଲା ଘଟଗାଁ  ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବିବାହ ପ୍ରଲୋଭନ ଦେଖାଇ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଘଟଣାରେ ପୋଲିସ ଜଣେ ନାବାଳକଙ୍କୁ ଅଟକ ରଖିଛି। ନାବାଳକ ଓ ନାବାଳିକା ଦୁହେଁ ଯୁକ୍ତ୨ରେ ପାଠ ପଢୁଥିବା...

୩ ଦଫା ଦାବିରେ ପ୍ରାଥମିକ ଶିକ୍ଷକଙ୍କ ଗଣଧାରଣା

 ରାୟଗଡ଼ା,୧୧।୯(ଭାଗ୍ୟଶ୍ରୀ ମିଶ୍ର): ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ଫେଡେରେଶନ ଓଡ଼ଶାଙ୍କ ନିର୍ଦ୍ଦେଶ କ୍ରମେ  ରାୟଗଡ଼ା ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ୩ ଦଫା ଦାବିରେ ଶିକ୍ଷୟତ୍ରୀ ଶିକ୍ଷକ ସୋମବାର ଠାରୁ   ଗଣ ଧାରଣା ଆରମ୍ଭ କରିଛନ୍ତି। ୧୧ଟି ବ୍ଲକର...

ଆନ୍ଦୋଳନରେ ପ୍ରାଥମିକ ଶିକ୍ଷକ

କୁଚିଣ୍ଡା,୧୧ା୯(ବିରଞ୍ଚତ୍ ଦର୍କା): ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ଫେଡେରେଶନର ଆହ୍ବାନ କ୍ରମେ କୁଚିଣ୍ଡା ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ ୩ଦଫା ଦାବିରେ ସୋମବାର କୁଚିଣ୍ଡା ବିଇଓ ଅଫିସ ସମ୍ମୁଖରେ ଧାରଣା ଦେଇଛନ୍ତି। ବ୍ଲକ ସଭାପତି ପ୍ରଶାନ୍ତ କୁମାର ଦାଶଙ୍କ ନେତୃତ୍ୱରେ...

ପଞ୍ଚାୟତ ଆଗରେ ଭାଜପାର ଆନ୍ଦୋଳନ

ମୋରଡ଼ା,୧୧।୯(ସ୍ମାରକ ମାଜୀ): ମୟୁରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ପଳାସମୁଣ୍ଡୁଳି ପଞ୍ଚାୟତ କାର୍ଯ୍ୟାଳୟ ଆଗରେ ସୋମବାର ଭାଜପା ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ପ୍ରଧାନମନ୍ତ୍ରୀ ଆବାସ ବଣ୍ଟନରେ ହେଉଥିବା ଦୁର୍ନୀତିକୁ ବନ୍ଦ କରିବାକୁ ଭାଜପା ପକ୍ଷରୁ ଦାବି କରାଯାଇଥିଲା। ଏପରି...

ଏକ୍ସପ୍ରେସ ଟ୍ରେନ ରହଣି ଦାବି ଜୋର ଧରିଲା

ଗଞ୍ଜାମ,୧୧।୯(ବିଦ୍ୟାଧର ସାହୁ ): ଗଞ୍ଜାମ ଷ୍ଟେସନରେ ଏକ୍ସପ୍ରେସ ଟ୍ରେନ ରହଣି ଦାବି ଜୋର ଧରିଛି l ପୂର୍ବରୁ ଷ୍ଟେଶନରେ ପୁରୀ-ତିରୁପତି ଏବଂ ଭୁବନେଶ୍ୱର-ଜଗଦଳପୁର ଏକ୍ସପ୍ରେସ ଟ୍ରେନ ରହି ଆସୁଥିଲା l କିନ୍ତୁ କରୋନା ମହାମାରୀ ଯୋଗୁ ଅନ୍ୟ ସମସ୍ତ ଟ୍ରେନ...

ଗାଈ ପଲଙ୍କ ଉପରେ ଟ୍ରେନ୍‌ ମାଡ଼ିଯିବା ଘଟଣାର ତଦନ୍ତ ଦାବି: ଗୋପ୍ରେମୀଙ୍କ ମଧ୍ୟରେ ଅସନ୍ତୋଷ

ଭବାନୀପାଟଣା,୧୧।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅଧୀନ ସିଂଝରଣ ଗାଁ ନିକଟ ରେଳ ଧାରଣାରେ ଏକ ଦୁର୍ଘଟଣା ଘଟିଛି। ଗାଈ ପଲ ରେଳ ଲାଇନ ପାର ହେଉଥିବା ବେଳେ ଏକ ଟ୍ରେନ୍‌ ମାଡି ଯିବାରୁ ୧୧...

ବ୍ଲକ କାର୍ଯ୍ୟାଳୟ ଆଗରେ ଗର୍ଜନ କଲା ଭଞ୍ଜସେନା

ମୋରଡ଼ା,୧୧ା୯(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ କାର୍ଯ୍ୟାଳୟ ଆଗରେ ଜିଲାର ଜାଗ୍ରତ ପ୍ରହରୀ ତଥା ଅଣରାଜନୈତିକ ସଂଗଠନ ଭଞ୍ଜସେନା ଧାରଣା ଦେବା ସହିତ ବିକ୍ଷୋଭ ପ୍ରଦର୍ଶନ କରିଛି। ସଂଗଠନର ପ୍ରତିଷ୍ଠାତା କଳିଙ୍ଗକେଶରୀ ଜେନାଙ୍କ ଆହ୍ବାନକ୍ରମେ ତଥା ଜିଲା କାର୍ଯ୍ୟକାରୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri