ଆମ ଜିଲା ଖବର

କାର୍ଯ୍ୟରେ ଲାଗୁନି କ୍ରେଚ୍‌

ବଅଁରପାଳ, ୮।୪ : ଅନୁଗୋଳ ଜିଲା ନାଲ୍‌କୋରେ ଶ୍ରମିକ ଭାବେ କାର୍ଯ୍ୟ କରୁଥିବା ମହିଳାମାନେ ଯେପରି ସେମାନଙ୍କ ଶିଶୁଙ୍କ ଠାରୁ ଅଧିକ ସମୟ ଦୂରେଇ ନ ରହିବେ ସେଥିପାଇଁ ପ୍ଲାଣ୍ଟ କର୍ତ୍ତୃପକ୍ଷ ଶିଶୁପାଳନ ଗୃହ (କ୍ରେଚ୍‌) ନିର୍ମାଣ କରିଥିଲେ। ହେଲେ ଯେଉଁ ଉଦ୍ଦେଶ୍ୟରେ…

ଭଙ୍ଗାଗଲା ୭୪ ବାସଗୃହ, ୨ ଦୋକାନ

କଟକ ଅଫିସ, ୮ା୪: କଟକ ମହାନଗର ନିଗମ(ସିଏମ୍‌ସି) ପକ୍ଷରୁ ବୁଧବାର ମହାନଦୀ ହାଡିଆପଠାରେ ଜବରଦଖଲ ଉଚ୍ଛେଦ କରାଯାଇଥିଲା। ଏହି ଉଚ୍ଛେଦବେଳେ ୭୪ଟି ବାସଗୃହ, ଦୁଇଟି ଗୁହାଳ ଓ ଦୁଇଟି ଦୋକାନ ଭଙ୍ଗା ଯାଇଥିଲା। ତେବେ ଏହି ଉଚ୍ଛେଦରେ ପ୍ରଭାବିତଙ୍କୁ ଜଗତ୍‌ପୁରର ଲଖନପୁରଠାରେ…

ଟୋଲ୍‌ଗେଟ୍‌କୁ ନେଇ ବଢ଼ିଲା ଅସନ୍ତୋଷ

ବାରିପଦା ଅଫିସ,୮।୪- ମୟୂରଭଞ୍ଜ ଜିଲା ଦେଇ ଯାଇଥିବା ୧୮ ଓ ୪୯ନଂ. ଜାତୀୟ ରାଜପଥର ୩ଟି ସ୍ଥାନରେ ଟୋଲଗେଟ୍‌ ନିର୍ମାଣ ପରେ ଶୁଳ୍କ ଆଦାୟ ଆରମ୍ଭ ହୋଇଛି। ଜିଲାବାସୀ ଉକ୍ତ ରାଜପଥ ଦେଇ ମୁଖ୍ୟାଳୟକୁ ଆସିବାକୁ ହେଲେ ଦୁଇଟି ଗେଟରେ ଶୁଳ୍କ…

କ୍ୟାବିନ୍‌ ଗୃହ ଉଦ୍‌ଘାଟନକୁ ନେଇ ଉତ୍ତେଜନା

ସଜନାଗଡ଼, ୮।୪(ଡି.ଏନ.ଏ.)- ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଚିକିତ୍ସାଳୟରେ ବୁଧବାର କ୍ୟାବିନ୍‌ ଗୃହ ଉଦ୍‌ଘାଟନକୁ ନେଇ ଉତ୍ତେଜନା ଦେଖାଦେଇଛି। ସ୍ଥାନୀୟ ଟ୍ରକ୍‌ ମାଲିକ ସଂଘ ପକ୍ଷରୁ ମେଡିକାଲ ପରିସରରେ ୪ଟି କ୍ୟାବିନ୍‌ ନିର୍ମାଣ କରାଯାଇଥିଲା। ବୁଧବାର ପୂର୍ବାହ୍ନରେ ଏହି କ୍ୟାବିନ୍‌ ଗୃହ…

ପାନୀୟ ଜଳ ସଙ୍କଟ, କାର୍ଯ୍ୟକାରୀ ହେଉନି ପ୍ରକଳ୍ପ

ଆରଡ଼ି, ୮।୪ (ଡି.ଏନ.ଏ.)-ଗ୍ରୀଷ୍ମଋତୁ ଆରମ୍ଭରୁ ହ୍ରାସ ପାଇଛି ଭୂତଳ ଜଳସ୍ତର। ଗାଁରେ ବସିଥିବା ନଳକୂପରୁ ଆଉ ପାଣି ବାହାରୁ ନାହିଁ। ଫଳରେ ଲୋକେ ହତାଶ ହୋଇ ପୂର୍ବପରି ପୋଖରୀ ଓ ନଦୀ ପାଣିକୁ ଭରସା କରୁଛନ୍ତି। ଭଦ୍ରକ ଜିଲା ଧାମନଗର ବ୍ଲକ…

କୋଟିଆରେ ସବୁ ଦଳର ନେତା

ପଟ୍ଟାଙ୍ଗୀ,୮ା୪(ଡି.ଏନ.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ କୋଟିଆ ପଞ୍ଚାୟତର ନେରେଡିବାଲସା ଗ୍ରାମରେ ଆନ୍ଧ୍ର ସରକାର ଜିଲା ପରିଷଦ ଓ ସମିତିସଭ୍ୟ ନିର୍ବାଚନ ଚଳାଇଥିଲେ। ଉକ୍ତ ନିର୍ବାଚନ ଉପରେ ମଙ୍ଗଳବାର ଆନ୍ଧ୍ର ହାଇକୋର୍ଟ ରହିତାଦେଶ ଜାରି କରିଥିଲେ। ଏହି ସୁଯୋଗର ସଦ୍‌ବ୍ୟବହାର କରିବା…

ମହାନଦୀ ଶଯ୍ୟା ଅନୁଧ୍ୟାନ କଲା ଏନ୍‌ଜିଟି ଟିମ୍‌

କଟକ ଅଫିସ, ୮ା୪: ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ(ଏନ୍‌ଜିଟି)ଙ୍କ ନିର୍ଦ୍ଦେଶରେ ଗଠିତ ୫ଜଣିଆ କମିଟି ବୁଧବାର ମହାନଦୀ ଶଯ୍ୟା ସମେତ ହାଡ଼ିଆ ପଠା ପରିଦର୍ଶନ କରିଛନ୍ତି। ଏହି କମିଟି ଅପରାହ୍ନ ୩.୩୦ରେ ସ୍ଥାନୀୟ ମ୍ୟାରିଟାଇମ୍‌ ମ୍ୟୁଜିୟମ ସମ୍ମୁଖରେ ନିର୍ମିତ ହୋଇଥିବା ବୁରୁଜ ଉପରକୁ…

୧.୮୨ ଲକ୍ଷ ଚାଷୀ ବୀମାରାଶି ପାଇବାରୁ ବଞ୍ଚିତ

ଯାଜପୁର ଅଫିସ,୮ା୪: ରାଜ୍ୟରେ ବିଭିନ୍ନ ତ୍ରୁଟି ଓ ବୀବାଦୀୟ କାରଣରୁ ୨୦୧୯ ଖରିଫ ଓ ୨୦୧୯-୨୦ ରବି ଋତୁରେ ୧,୮୨,୨୭୦ ଚାଷୀ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ବୀମାରାଶି ପାଇବାରୁ ବଞ୍ଚିତ ରହିଛନ୍ତି। ବାରମ୍ବାର ପ୍ରାକୃତିକ ବିପର୍ଯ୍ୟୟ ତଥା ମରୁଡ଼ି, ବାତ୍ୟା,…

କେନ୍ଦ୍ରମନ୍ତ୍ରୀଙ୍କ ନାଁ ନ ଥିବାରୁ ଭାଙ୍ଗିଲେ ଫଳକ

ସଜନାଗଡ଼, ୮ା୪(ଡି.ଏନ.ଏ.): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଚିକିତ୍ସାଳୟରେ ବୁଧବାର କ୍ୟାବିନ୍‌ ଗୃହ ଉଦ୍‌ଘାଟନକୁ ନେଇ ଉତ୍ତେଜନା ଦେଖାଦେଇଛି। ସ୍ଥାନୀୟ ଟ୍ରକ୍‌ ମାଲିକ ସଂଘ ପକ୍ଷରୁ ମେଡିକାଲ ପରିସରରେ ୪ଟି କ୍ୟାବିନ୍‌ ନିର୍ମାଣ କରାଯାଇଥିଲା। ବୁଧବାର ପୂର୍ବାହ୍ନରେ ଏହି କ୍ୟାବିନ୍‌ ଗୃହ…

ଧାମନଗରରେ ୭ ଦୋକାନ ସିଲ୍‌

ଭଦ୍ରକ ଅଫିସ, ୮।୪-କରୋନା ସଂକ୍ରମଣର ଦ୍ୱିତୀୟ ଲହର ଏବେ ଦ୍ରୁତଗତିରେ ବଢ଼ି ଚାଲିଛି। ଏହାକୁ ଲକ୍ଷ୍ୟ ରଖି ଭଦ୍ରକ ପୋଲିସ ପ୍ରଶାସନ ପକ୍ଷରୁ ସହରରେ କଡ଼ାକଡ଼ି ଚେକିଂ କରାଯାଉଛି। ଭଦ୍ରକ ଏସ୍‌ଡିପିଓ ସାର୍ଥକ ରାୟଙ୍କ ନେତୃତ୍ୱରେ ଏକ ଏନ୍‌ଫୋର୍ସମେଣ୍ଟ ଟିମ୍‌ ଏହି…

ପୋଲିସ ପକ୍ଷରୁ କରୋନା ସଚେତନତା ଶୋଭାଯାତ୍ରା

ବୁଗୁଡ଼ା,୮।୪: ରାଜ୍ୟ ତଥା ଜିଲାରେ ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି କରୋନା ମୁକାବିଲା ପାଇଁ ବୁଧବାର ବୁଗୁଡ଼ା ସହରରେ ସ୍ଥାନୀୟ ପୋଲିସ ପକ୍ଷରୁ ଏକ ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ ହୋଇଛି। ଜିଲାପ୍ରଶାସନର ନିର୍ଦ୍ଦେଶକ୍ରମେ…

ଦାଦନ ଶ୍ରମିକଙ୍କୁ ନିସ୍ତୁକ ମାଡ଼

ବଲାଙ୍ଗୀର ଅଫିସ, ୮ା୪: ରାଜ୍ୟ ବାହାରକୁ ଚାଲାଣ ହେଉଥିବା ଦାଦନ ଶ୍ରମିକଙ୍କ ନିର୍ଯାତନା ଥମୁନାହିଁ। ରାଜ୍ୟ ବାହାରେ ଇଟାଭାଟିରେ କାମ କରିବାକୁ ଯାଇଥିବା ଦୁଇଜଣ ଦାଦନ ଶ୍ରମିକଙ୍କୁ ଦାଦନ ସର୍ଦ୍ଦାର ଏକ ପାଇପ ଯୋଗେ ନିସ୍ତୁକ ମାଡ଼ ମାରୁଥିବା ଓ ଅଶ୍ଳୀଳ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri