ରଦ୍ଦ ହେଲା ବିକ୍ରମ ସାହୁଙ୍କ ମଦ ଲାଇସେନ୍ସ
ଅନୁଗୋଳ ଅଫିସ, ୨୭।୬ – ଲକ୍ଡାଉନ ବେଳେ ସିଲ୍ ହୋଇଥିବା ଅନୁଗୋଳ କରଡାଗାଡିଆସ୍ଥିତ ମଦ ଭାଟିରେ ଚୋରା କାରବାର ଅଭିଯୋଗରେ ଗତ ଏପ୍ରିଲ୍ ୨୩ ବିଳମ୍ବିତ ରାତିରେ ଗିରଫ ହୋଇଥିବା ସହରର ଜଣାଶୁଣା ମଦ ବ୍ୟବସାୟୀ ବିକ୍ରମ କେଶରୀ ସାହୁଙ୍କ...
ଠିକା କିରାଣିଙ୍କ ବହିଷ୍କାର ଦାବିକଲା ଭାଜପା
ଅନୁଗୋଳ ଅଫିସ, ୨୭।୬: ଜିଲା ପ୍ରଶାସନ ଦେଇଥିବା ନିର୍ଦ୍ଦେଶକୁ ଠିକ୍ ଭାବେ ପାଳନ କରା ନ ଯିବା ଓ ଜେନେରାଲ ଇଲେକ୍ଟ୍ରିକ ଡିଭିଜନ୍ (ଜିଇଡି)ଠାରୁ ସ୍ଥିରୀକୃତ କରା ନ ଯାଇ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ୩୮ଟି ଏସି ଲଗାଯାଇଥିଲେ...
କଲମ ହାତରେ କୋଡ଼ି କୋଦାଳ
ଖମାର,୨୭ା୬ – କୋଡି କୋଦାଳ ଧରି ମାଟି ହାଣିବା ପରି ଶରୀର ହୋଇନି। ମୂଲ ଖଟିବାର ବୟସ ଆସିନାହିଁ। ପରିବାର ବୋଝ ଉଠାଇବାର ସମୟ ମଧ୍ୟ ନୁହେଁ। ହେଲେ ସେକଥା ଭାବିବାକୁ ବେଳ ନାହିଁ ଅନୁଗୋଳ ଜିଲା ପାଲଲହଡ଼ା ବ୍ଲକ...
କୋଭିଡ ନିୟମ ନ ମାନି ବାହାଘର ଭୋଜି, ୧୮ ହଜାର ଜରିମାନା ଆଦାୟ୍
ବୁଗୁଡ଼ା,୨୭ା୬(ଡି.ଏନ୍.ଏ.)- ବୁଗୁଡ଼ା ଥାନା ଅନ୍ତର୍ଗତ ୪ ସ୍ଥାନରେ କୋଭିଡ ନିୟମ ଉଲ୍ଲଂଘନ କରି ବାହାଘର ଭୋଜି ଚାଲିଥିବାବେଳେ ସେମାନଙ୍କ ଠାରୁ ୧୮ ହଜାର ଟଙ୍କା ଜରିମାନା ଆଦାୟ କରାଯାଇଛି। ଗୋଲିଆ ଗ୍ରାମର ୩ଟି ସ୍ଥାନରେ ଗୁରୁବାର ଲକ୍ଡାଉନ ତଥା କୋଭିଡ୍...
ବାରାକ୍ ସାହି କଣ୍ଟେନମେଣ୍ଟ ଜୋନ୍ ଘୋଷଣା
ଛତ୍ରପୁର,୨୭ା୬(ଡି.ଏନ୍.ଏ.)-ଛତ୍ରପୁର ଏନ୍ଏସି ବାରାକ ସାହିରେ ୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ ଟ୍ରେସିଂ ପାଇଁ ବାରାକ୍ ସାହିକୁ ପ୍ରଶାସନ ପକ୍ଷରୁ ଶୁକ୍ରବାର ସନ୍ଧ୍ୟାରେ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଛି। ସେହିପରି ଶଙ୍କରମଠ ସାହି, ରିକାପଲ୍ଲି...
ଆମ୍ବପିଛୁଳା-ସୁଡ଼ସୁଡ଼ିଆ ବାଲିଘାଟରେ ୧୪୪ ଧାରା ଜାରି
କପ୍ତିପଦା,୨୭ା୬(ଡ଼ି.ଏନ୍.ଏ)- ମୟୂରଭଞ୍ଜ ଜିଲା କପ୍ତିପଦା ତହସିଲ ବଡ଼ଖଲାଡ଼ି ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟ ଅଧୀନରେ ଥିବା ବଡ଼ଖଲାଡ଼ି ମୌଜାର ଆମ୍ବପିଛୁଳା ଶୁଣ୍ଢଳ ବାଲିଘାଟରେ ଚୋରା ବାଲି ଚାଲାଣକୁ ରୋକିବା ପାଇଁ କପ୍ତିପଦା ଉପ ଜିଲାପାଳ ଭଗବାନ ବେହେରାଙ୍କ ନିର୍ଦ୍ଦେଶକ୍ରମେ ୧୪୪ ଧାରା...
ଟ୍ରେନ ଅଟକାଇ ବସ୍ତା ଷ୍ଟେଶନରେ ଓହ୍ଲାଇଲେ ପ୍ରବାସୀ ଓଡ଼ିଆ
ବସ୍ତା, ୨୭ା୬(ଡି.ଏନ.ଏ.)-ବସ୍ତା ରେଳଷ୍ଟେଶନରେ ଶୁକ୍ରବାର ଏକ ସ୍ପେଶାଲ ଟ୍ରେନକୁ ଅଟକାଇ ପ୍ରବାସୀ ଓଡ଼ିଆମାନେ ଓହ୍ଲାଇଛନ୍ତି। ବାଙ୍ଗାଲୋରରୁ ହାଓ୍ବଡ଼ା ଯାଉଥିବା ଏକ ସ୍ପେଶାଲ ଟ୍ରେନ ବସ୍ତାରେ ଅଟକିଥିଲା। ସେଥିରୁ ୪୫ଜଣ ପ୍ରବାସୀ ଓଡ଼ିଆ ଓହ୍ଲାଇଥିଲେ। ସେମାନେ ଓହ୍ଲାଇବା ପରେ ଏନେଇ ବସ୍ତା...
ପାରିବାରିକ କଳହ ହେଲା କାଳ: ବିଷ ପିଇ ମା’ ସହ ଦୁଇପୁଅଙ୍କ ଆତ୍ମହତ୍ୟା
ବରଗଡ଼ ଅଫିସ୍,୨୬।୬-ବରଗଡ଼ ସଦର ଥାନା ଅନ୍ତର୍ଗତ ଖୁଣ୍ଟପାଲି ନିକଟ ଚାରପାଲି ଗ୍ରାମର ଗୋପୀନାଥ ବନଛୋରଙ୍କ ପରିବାରରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ପାରିବାରିକ କଳହକୁ ନେଇ ଉକ୍ତ ପରିବାରର ମା’ଙ୍କ ସମେତ ଦୁଇ ପୁଅ ବିଷ ପିଇ ଆତ୍ମହତ୍ୟା...
ବଜ୍ରପାତରେ ଜଣେ ମୃତ, ୨ ଗୁରୁତର
ପରଜଙ୍ଗ,୨୬।୬(ଡି.ଏନ.ଏ.)-ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମାଣିକମରା ପଞ୍ଚାୟତ ଜକା ଗ୍ରାମର ବିଜୟ ସାହୁଙ୍କ ପ୍ରଥମ ସ୍ତ୍ରୀ ଅଞ୍ଜନା ସାହୁ (୩୯) ଶୁକ୍ରବାର ବଜ୍ରପାତରେ ପ୍ରାଣ ହରାଇଛନ୍ତି। ଏଥିସହିତ ବିଜୟଙ୍କ ଦ୍ୱିତୀୟ ସ୍ତ୍ରୀ ଦମୟନ୍ତି ସାହୁ ଏବଂ ଉକ୍ତ ଗ୍ରାମର ଉଷା...
ଚାଲାଣ ପାଇଁ ହେଉଥିଲା ଠୁଳ: ୨ଟନ୍ ଗଞ୍ଜେଇ ଜବତ, ୨ ମାଫିଆ ଗିରଫ
ଫିରିଙ୍ଗିଆ,୨୬ା୬- କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ଗୋଚ୍ଛାପଡା ପୋଲିସ ପାହିରାଜୁ ପଞ୍ଚାୟତ ଡ୍ରେସରୁ ଗ୍ରାମରେ ଚଢାଉ କରି ୨ଟନ୍ରୁ ଊର୍ଦ୍ଧ୍ୱ ଗଞ୍ଜେଇ ଜବତ କରିବା ସହ ୨ ଜଣଙ୍କୁ ଗିରଫ କରିଛି। ଗିରଫମାନେ ହେଲେ ଡ୍ରେସରୁର ବି. କେ. କହଁର(୨୫)...
୮୦ ହଜାର ଲାଞ୍ଚ ନେବାବେଳେ ମାଡି ବସିଲା ଭିଜିଲାନ୍ସ
ମାଲକାନଗିରି,୨୬ା୬(ଡି.ଏନ୍.ଏ.)-ସରକାରୀ ଜାଗାରେ ଘର କରିବା ନେଇ ହୋଇଥିବା ମାମଲାକୁ ଉଠାଇଦେବାକୁ କହି ଜଣେ ବ୍ୟକ୍ତିଙ୍କଠାରୁ ଉପଜିଲାପାଳଙ୍କ କାର୍ଯ୍ୟାଳୟର ଜଣେ ବରିଷ୍ଠ କିରାଣି ୮୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଶୁକ୍ରବାର ଭିଜିଲାନ୍ସ ହାତରେ ଧରା ପଡିଛନ୍ତି। ତାଙ୍କ ନାମ...
ଘରୁ ବାହାରିଲେ ମାଳ ମାଳ ନାଗ ସାପ
ଭଦ୍ରକ ଅଫିସ,୨୬।୬-ଗୋଟିଏ କି ଦୁଇଟି ନୁହିଁ। ଏକାବେଳେ ୪୦ରୁ ଊର୍ଦ୍ଧ୍ୱ ସାପ ଉଦ୍ଧାର ହୋଇଛି। ଏଭଳି ଘଟଣା ଭଦ୍ରକ ବ୍ଲକ କଲେଇ ପଞ୍ଚାୟତ ରଙ୍ଗରାଜପୁର ଗ୍ରାମରେ ଶୁକ୍ରବାର ଦେଖିବାକୁ ମିଳିଛି। ଗ୍ରାମର ବିଜୟ ବିଶ୍ୱାଳଙ୍କ ଘରୁ ଭଦ୍ରକର ସ୍ନେକ ହେଲଫ...
Archives


