ବାଦାମବାଡ଼ିରେ ଫାଟିଲା ପାଇପ୍, ଉଠିଲା ୧୫ଫୁଟ ଉଚ୍ଚକୁ ପାଣି
କଟକ ଅଫିସ୍,୧୦।୧୦: କଟକ ବାଦାମବାଡ଼ି ଟ୍ରାଫିକ୍ ଛକରେ ରବିବାର ଅପରାହ୍ଣରେ ଭୂତଳ ପାଣି ପାଇପ୍ ଫାଟି ଯାଇଛି। ପ୍ରାୟ ୧୫ଫୁଟ ଉଚ୍ଚକୁ ପାଣି ଉଠି ରାସ୍ତା ଝଳମଗ୍ନ ହୋଇ ଯାଇଛି। ରାସ୍ତାଟି ଜନଗହଳି ପୂୂର୍ଣ୍ଣ ହୋଇଥିବାରୁ ଯାତାୟତରେ ବାଧା ଉପୁଜିଛି। ଘଟଣା…
ଏନ୍ଏଚ୍ ୪୯ ଅବରୋଧ
କେନ୍ଦୁଝର,୧୦।୧୦(ସ୍ବ.ପ୍ର.): କେନ୍ଦୁଝର ସଦର ବିଧାୟକ ମୋହନ ମାଝିଙ୍କ ଗାଡ଼ି ଉପରେ ବୋମା ମାଡ଼ ପ୍ରତିବାଦରେ କେନ୍ଦୁଝରରେ ଟାୟାର ଜାଳି ଭାଜପା ପକ୍ଷରୁ ରାସ୍ତାରୋକୋ କରାଯାଇଛି। ଏନ୍ଏଚ୍ ୪୯କୁ ଅବରୋଧ କରି ଆନ୍ଦୋଳନ ଚାଲିଥିବା ବେଳେ ଏହାକୁ ନେଇ ରାଜନୈତିକ ଉଷ୍ମତା ବୃଦ୍ଧି…
କନ୍ଧମାଳ ଏସ୍ପିଙ୍କ ନିକଟରେ ମାଓବାଦୀଙ୍କ ଆତ୍ମସମର୍ପଣ
ଫୁଲବାଣୀ ଅଫିସ,୧୦।୧୦: କନ୍ଧମାଳ ଏସ୍ପିଙ୍କ ନିକଟରେ ବିଜିଏନ୍ ଡିଭିଜନର ମାଓବାଦୀ ରାହୁଲ ମୂଷାକି(ପିଣ୍ଟୁ) ଆତ୍ମସମର୍ପଣ କରିଛନ୍ତି। ରାହୁଲଙ୍କ ଘର ଛତିଶଗଡ଼ ରାଜ୍ୟ ସୁକୁମା ଜିଲାର ଜେଗୁରୁମୁଣ୍ଡା ପଞ୍ଚାୟତ ତଳଟ ଗ୍ରାମରେ।୨୦୧୫ରୁ ରାହୁଲ ମାଓବାଦୀ ସଙ୍ଗଠନରେ ମିଶି କାର୍ଯ୍ୟ କରିଆସୁଥିଲେ। ତେବେ ରାଜ୍ୟ…
ନିରାଡ଼ମ୍ବର ପୂଜା ପାଇଁ ଆଇଆଇସିଙ୍କ ନିର୍ଦ୍ଦେଶ
ଦାରିଙ୍ଗବାଡ଼ି,୧୦।୧୦(ଡି.ଏନ୍.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ଏବଂ ଦାରିଙ୍ଗବାଡ଼ିରେ ଦଶହରା ପୂଜାକୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ କୋଭିଡ୍ ଗାଇଡ୍ଲାଇନ୍କୁ ଅଧିକ ଗୁରୁତ୍ୱ ଦିଆଯାଇଛି। ଶାନ୍ତି ଶୃଙ୍ଖଳାରେ ଏହାକୁ ପାଳନ କରାଯିବା ନେଇ ଆଲୋଚନା ହୋଇଛି। ଏଥିରେ…
ବିଧାୟକଙ୍କ ଗାଡ଼ି ଉପରକୁ ବୋମାମାଡ଼ ପ୍ରତିବାଦରେ ରାସ୍ତା ଅବରୋଧ
କେନ୍ଦୁଝର,୧୦ା୧୦(ସ୍ବ.ପ୍ର.): ସଦର ବିଧାୟକ ମୋହନ ମାଝିଙ୍କ ଗାଡ଼ି ଉପରେ ବୋମାମାଡ଼ ପ୍ରତିବାଦରେ କେନ୍ଦୁଝରରେ ଭାଜପା ପକ୍ଷରୁ ରାସ୍ତାରୋକୋ ଆରମ୍ଭ ହୋଇଛି। ଟାୟାର୍ ଜଳାଇ ଗାନ୍ଧୀ ଛକଠାରେ ଏନ୍ଏଚ୍ ୪୯କୁ ଅବରୋଧ କରି ଆନ୍ଦୋଳନ ଚାଲିଥିବା ବେଳେ ଏହାକୁ ନେଇ ରାଜନୈତିକ ଉଷ୍ଣତା…
କେନ୍ଦୁଝର ବିଧାୟକଙ୍କ ଗାଡ଼ି ଉପରକୁ ବୋମାମାଡ଼: ସହରରେ ଚାଞ୍ଚଲ୍ୟ
କେନ୍ଦୁଝର,୧୦।୧୦(ସ୍ବ.ପ୍ର):କେନ୍ଦୁଝର ଜିଲା ସଦର ବିଧାୟକ ମୋହନ ମାଝିଙ୍କ ଗାଡ଼ି ଉପରେ ରବିବାର ବୋମାମାଡ ହୋଇଛି। ଏହି ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଟାଉନ ଥାନା ମଣ୍ଡୁଆ ନିକଟରେ ୨ ଜଣ ଦୁର୍ବୃତ୍ତ ବାଇକରେ ଆସି ବୋମା ଫୋପାଡ଼ି ଫେରାର ହୋଇ…
ପ୍ରେମ କରି ଧରିଥିଲେ ହାତ: ତଣ୍ଟି କାଟି ଜୀବନ ନେଲେ ସ୍ବାମୀ
ଖୋର୍ଦ୍ଧା ଅଫିସ,୧୦।୧୦: ଶ୍ୱଶୁର ଘରେ ସ୍ତ୍ରୀଙ୍କ ତଣ୍ଟି କାଟି ହତ୍ୟା କଲେ ସ୍ବାମୀ। ଏଭଳି ଅଭାବନୀୟ ଘଟଣା ଘଟିଛି ଖୋର୍ଦ୍ଧା ଜିଲା ଗୁରୁଜଙ୍ଗରେ। ମୃତା ମହିଳା ହେଲେ ଇନ୍ଦିରା ପ୍ରିୟଦର୍ଶିନୀ ମହାନ୍ତି(୩୭)। ଶନିବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି। ହତ୍ୟା…
ଇଣ୍ଡିଆ ବୁକ ଅଫ ରେକର୍ଡସ୍ରେ ପ୍ରଥମେଶ
ଖଇରା, ୧୦।୧୦(ଡି.ଏନ.ଏ.): ମାତ୍ର ୧୬ସେକେଣ୍ଡରେ ଓଡ଼ିଶାର ୩୦ଟି ଜିଲାର ନାମ କହି ଇଣ୍ଡିଆ ବୁକ୍ ଅଫ ରେକର୍ଡସ୍ରେ ସ୍ଥାନ ପାଇଛନ୍ତି ବାଲେଶ୍ୱର ଜିଲା ଖଇରା ବ୍ଲକ ସାରକେଣା ଗ୍ରାମର ପ୍ରଥମେଶ ମହାପାତ୍ର। ସାରକୋଣା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଦ୍ୱିତୀୟ ଶ୍ରେଣୀର ପଢୁଥିବା…
ଘରେ ପହଞ୍ଚିବ ଭୋଗ, ବ୍ରତ, ଶଙ୍ଖା, ସିନ୍ଦୂର
କଟକ ଅଫିସ, ୧୦ା୧୦: ଦୁର୍ଗାପୂଜା ଆସିଲେ ଚଳଚଞ୍ଚଳ ହୋଇଉଠେ କଟକ ସହର। ପ୍ରାୟ ୧ ମାସ ପୂର୍ବରୁ ପ୍ରସ୍ତୁତି ଆରମ୍ଭ ହୋଇଥାଏ। କାରିଗରମାନେ ମୂର୍ତ୍ତି ଓ ମେଢ ତିଆରେ ଲାଗିପଡନ୍ତି। ବିଶେଷକରି ମା’ଙ୍କ ସୁନାମୁକୁଟ ଓ ଚାନ୍ଦୀମେଢ କରିବା ପାଇଁ କାରିଗରଙ୍କ…
ବଢୁଛି ଅଣ ପଞ୍ଜୀକୃତ ଠିକାଦାରଙ୍କ ସଂଖ୍ୟା
ଖୋର୍ଦ୍ଧା ଅଫିସ,୧୦ା୧୦: ଖୋର୍ଦ୍ଧା ଜିଲାରେ ଅଣ ପଞ୍ଜୀକୃତ ଠିକାଦାରଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏମାନେ ବାହାର ରାଜ୍ୟର କମ୍ପାନୀର ଏଜେଣ୍ଟ ଭାବେ କାର୍ଯ୍ୟ କରୁଛନ୍ତି। ନିଜକୁ ପଞ୍ଜୀକୃତ ଠିକାଦାର ବୋଲି ପରିଚୟ ଦେଇ ଗରିବ ଲୋକଙ୍କୁ ଅଧିକ ରୋଜଗାର ଆଶା ଦେଖାଇ…
ବଢ଼ିବ ମହିଳାଙ୍କ ଗୁରୁତ୍ୱ
ଢେଙ୍କାନାଳ ଅଫିସ, ୧୦।୧୦: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଲାଗି ଶୁକ୍ରବାର ବିଳମ୍ବିତ ରାତିରେ ଢେଙ୍କାନାଳ ଜିଲାର ସଂରକ୍ଷଣ ଚିଠା ତାଲିକା ପ୍ରକାଶ ପାଇଛି। ସଂରକ୍ଷଣ ପରିସଂଖ୍ୟାନରୁ ଚଳିତ ନିର୍ବାଚନରେ ମହିଳାଙ୍କୁ ଗୁରୁତ୍ୱ ଦିଆଯାଇଥିବା ସ୍ପଷ୍ଟ ହୋଇଛି। ଜିଲାର ମୋଟ୍ ୨୭ ଜିଲା…
ରାତିରେ ଚିଲିକା ବିଧାୟକଙ୍କୁ ଜେଲରେ ଭେଟିଲେ ନେତା, ଏସ୍ଓପିକୁ ଭୁଲିଗଲେ
ଖୋର୍ଦ୍ଧା ଅଫିସ,୧୦। ୧୦: ବାଲୁଗାଁ ଭାଜପା ମଣ୍ଡଳ ସଭାପତି ନିରଞ୍ଜନ ସେଠୀଙ୍କୁ ଆକ୍ରମଣ, ଗାଳିଗୁଳଜ ଘଟଣାରେ ଖୋର୍ଦ୍ଧା ଏଡିଜେ ଶୁକ୍ରବାର ଜାମିନ ଆବେଦନ ଖାରଜ କରିବା ପରେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଜେଲ ଯିବାକୁ ପଡ଼ିଛି। ତେବେ ସ୍ବାସ୍ଥ୍ୟଗତ ଅସୁସ୍ଥତା…

