ଆମ ଜିଲା ଖବର

ବଜ୍ରପାତରେ ଜଣେ ମୃତ, ୨ ଗୁରୁତର

ପରଜଙ୍ଗ,୨୬।୬(ଡି.ଏନ.ଏ.)-ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମାଣିକମରା ପଞ୍ଚାୟତ ଜକା ଗ୍ରାମର ବିଜୟ ସାହୁଙ୍କ ପ୍ରଥମ ସ୍ତ୍ରୀ ଅଞ୍ଜନା ସାହୁ (୩୯) ଶୁକ୍ରବାର ବଜ୍ରପାତରେ ପ୍ରାଣ ହରାଇଛନ୍ତି। ଏଥିସହିତ ବିଜୟଙ୍କ ଦ୍ୱିତୀୟ ସ୍ତ୍ରୀ ଦମୟନ୍ତି ସାହୁ ଏବଂ ଉକ୍ତ ଗ୍ରାମର ଉଷା...

ଚାଲାଣ ପାଇଁ ହେଉଥିଲା ଠୁଳ: ୨ଟନ୍‌ ଗଞ୍ଜେଇ ଜବତ, ୨ ମାଫିଆ ଗିରଫ

ଫିରିଙ୍ଗିଆ,୨୬ା୬- କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ଗୋଚ୍ଛାପଡା ପୋଲିସ ପାହିରାଜୁ ପଞ୍ଚାୟତ ଡ୍ରେସରୁ ଗ୍ରାମରେ ଚଢାଉ କରି ୨ଟନ୍‌ରୁ ଊର୍ଦ୍ଧ୍ୱ ଗଞ୍ଜେଇ ଜବତ କରିବା ସହ ୨ ଜଣଙ୍କୁ ଗିରଫ କରିଛି। ଗିରଫମାନେ ହେଲେ ଡ୍ରେସରୁର ବି. କେ. କହଁର(୨୫)...

୮୦ ହଜାର ଲାଞ୍ଚ ନେବାବେଳେ ମାଡି ବସିଲା ଭିଜିଲାନ୍ସ

ମାଲକାନଗିରି,୨୬ା୬(ଡି.ଏନ୍‌.ଏ.)-ସରକାରୀ ଜାଗାରେ ଘର କରିବା ନେଇ ହୋଇଥିବା ମାମଲାକୁ ଉଠାଇଦେବାକୁ କହି ଜଣେ ବ୍ୟକ୍ତିଙ୍କଠାରୁ ଉପଜିଲାପାଳଙ୍କ କାର୍ଯ୍ୟାଳୟର ଜଣେ ବରିଷ୍ଠ କିରାଣି ୮୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଶୁକ୍ରବାର ଭିଜିଲାନ୍ସ ହାତରେ ଧରା ପଡିଛନ୍ତି। ତାଙ୍କ ନାମ...

ଘରୁ ବାହାରିଲେ ମାଳ ମାଳ ନାଗ ସାପ

ଭଦ୍ରକ ଅଫିସ,୨୬।୬-ଗୋଟିଏ କି ଦୁଇଟି ନୁହିଁ। ଏକାବେଳେ ୪୦ରୁ ଊର୍ଦ୍ଧ୍ୱ ସାପ ଉଦ୍ଧାର ହୋଇଛି। ଏଭଳି ଘଟଣା ଭଦ୍ରକ ବ୍ଲକ କଲେଇ ପଞ୍ଚାୟତ ରଙ୍ଗରାଜପୁର ଗ୍ରାମରେ ଶୁକ୍ରବାର ଦେଖିବାକୁ ମିଳିଛି। ଗ୍ରାମର ବିଜୟ ବିଶ୍ୱାଳଙ୍କ ଘରୁ ଭଦ୍ରକର ସ୍ନେକ ହେଲଫ...

ଥାନା ଭିତରେ ନାବାଳିକାଙ୍କୁ ବଳାତ୍କାର ପରେ ଗର୍ଭପାତ ଘଟଣା: ଥାନା ଅଧିକାରୀ ନିଲମ୍ବିତ

ସୁନ୍ଦରଗଡ଼, ୨୬।୬(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନାରେ ରଖି ଜଣେ ନାବାଳିକାଙ୍କୁ କ୍ରମାଗତ ବଳାତ୍କାର କରିବା ଏବଂ ସମ୍ପୃକ୍ତ ନାବାଳିକାଙ୍କ ଗର୍ଭପାତ କରାଇବା ଘଟଣାରେ ଥାନା ଅଧିକାରୀ ଆନନ୍ଦ ଚନ୍ଦ୍ର ମାଝୀଙ୍କୁ ଶୁକ୍ରବାର କାର୍ଯ୍ୟରୁ ନିଲମ୍ବନ କରାଯାଇଛି। ରାଜ୍ୟ ପୋଲିସ...

୧୦୭ ଛୁଇଁଲା କେନ୍ଦୁଝରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା

କେନ୍ଦୁଝର,୨୬।୬(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ଶୁକ୍ରବାର ୨ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୭ରେ ପହଞ୍ଚିଛି। ଚିହ୍ନଟ ୨ ଜଣ ଘଷିପୁରା ବ୍ଲକ ବୋଲି ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଦୁଇ...

ଗଞ୍ଜାମରେ କରୋନା ଯୋଦ୍ଧାଙ୍କ ପାଇଁ ଚିନ୍ତା: ୯ ଦିନରେ ସଂକ୍ରମିତ ହେଲେଣି ୯୪ ଜଣ

ଛତ୍ରପୁର, ୨୬।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାକୁ ବର୍ତ୍ତମାନ ପର୍ଯ୍ୟନ୍ତ ୨ ଲକ୍ଷ ୧୬ ହଜାର ୮୨୦ ଜଣ ପ୍ରବାସୀ ଫେରିଛନ୍ତି। ଏ ନେଇ ଜିଲାରେ କରୋନା ପଜିଟିଭଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୂର୍ବରୁ କେବଳ ପ୍ରବାସୀମାନେ ସଂକ୍ରମିତ...

ଆସନ୍ତା ୨୮ରୁ ୩୦ ପର୍ଯ୍ୟନ୍ତ ପାରଳାଖେମୁଣ୍ଡି, ୩ ବ୍ଲକ ଶଟ୍‌ଡାଉନ

ଗଜପତି, ୨୬।୩(ସ୍ବ.ପ୍ର.): ଗଜପତି ଜିଲା ପାରଳାଖେମୁଣ୍ଡି ସହର ସମେତ ଜିଲାର ଗୁମ୍ମା, ଗୋଷାଣୀ ଏବଂ କାଶୀନଗର ବ୍ଲକ୍‌କୁ ଆସନ୍ତା ୨୮ରୁ ୩୦ ତାରିଖ ପର୍ଯ୍ୟନ୍ତ ୩ଦିନ ଶଟ୍‌ଡାଉନ ଘୋଷଣା କରାଯାଇଛି। ଜରୁରୀ ସ୍ବାସ୍ଥ୍ୟ ସେବା ଓ ଖିର ଯୋଗାଣକୁ ବାଦ୍‌...

ଟ୍ରକ୍‌କୁ ପଛରୁ ଧକ୍କା ଦେଇ ତଳକୁ ଖସିଲା ଟ୍ରକ୍‌: ଲାଗିଲା ନିଆଁ

ଛତ୍ରପୁର,୨୬।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧୀନ ଟାଟା ପ୍ରକଳ୍ପ ସମ୍ମୁଖ ଜାତୀୟ ରାଜପଥରେ ଶୁକ୍ରବାର ଏକ ଟ୍ରକ୍‌ ପଛରୁ ଅନ୍ୟ ଏକ ଟ୍ରକ୍‌ ଧକ୍କା ଦେଇଛି। ପଶ୍ଚିମବଙ୍ଗରୁ ଆନ୍ଧ୍ର ଯାଉଥିବା ଟ୍ରକ୍‌କୁ ଭୁବନେଶ୍ୱରରୁ ବ୍ରହ୍ମପୁର ଯାଉଥିବା ଏକ ଟ୍ରକ୍‌...

ତ୍ୱରାନ୍ବିତ ହେବ ଏସ୍‌ସିବି ମେଡିକାଲ ସମ୍ପ୍ରସାରଣ

କଟକ ଅଫିସ,୨୬।୬: କଟକ ଏସ୍‌ସିବି ମେଡିକାଲ କଲେଜ ଏବଂ ହସ୍ପିଟାଲର ସମ୍ପ୍ରସାରଣ ଓ ଉନ୍ନତିକରଣ କାର୍ଯ୍ୟର ସମୀକ୍ଷା ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ମେଡିକାଲ କ୍ୟାମ୍ପସ ପରିସରରେ ରହିଥିବା ଆଉକିଛି ସରକାରୀ କ୍ବାର୍ଟର୍ସ ଖୁବଶୀଘ୍ର ଖାଲି କରାଯିବ। ଏଥିସହିତ ସମ୍ପ୍ରସାରଣ...

ଖୋର୍ଦ୍ଧାରେ ଯାଞ୍ଚ ହେଲା ନର୍ସିଂ ହୋମ

ଖୋର୍ଦ୍ଧା ଅଫିସ, ୨୬।୬: ରାଜଧାନୀ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରୁ କରୋନା ପଜିଟିଭ ଚିହ୍ନଟ ହେବା ପରେ ସରକାରଙ୍କ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି । ରାଜ୍ୟର ସମସ୍ତ ଜିଲାରେ ଥିବା ନର୍ସିଂହୋମ, ହସ୍ପିଟାଲରେ କୋଭିଡ୍‌-୧୯ ଯାଞ୍ଚ ଲାଗି ସରକାର...

ଚାକିରି ଜୀବନ ଆରମ୍ଭ ନ ହେଉଣୁ ଜେଲ୍‌ ଗଲେ ଲାଞ୍ଚୁଆ ପୋଲିସ

ବ୍ରହ୍ମପୁର ଅଫିସ,୨୬।୬: ଚାକିରି ଜୀବନ ଆରମ୍ଭ ନ ହେଉଣୁ ଲାଞ୍ଚ ନେଇ ଗୁରୁବାର ଭିଜିଲାନ୍ସ ହାତରେ ଧରାପଡ଼ି ଗିରଫ ହୋଇଥିଲେ ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନାରେ ତାଲିମ ନେଉଥିବା ଏସ୍‌ଆଇ ସିଦ୍ଧାର୍ଥ କୁମାର ଗୌଡ଼। ତେବେ ଶୁକ୍ରବାର ଜାମିନ ଆବେଦନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri