ବାଲେଶ୍ୱରରେ ପୁଣି ୭ କରୋନା ପଜିଟିଭ୍: ଆକ୍ରାନ୍ତଙ୍କ ସଂଖ୍ୟା ୩୩୨ରେ ପହଞ୍ଚିଲା
ବାଲେଶ୍ୱର ଅଫିସ,୨୬ା୬: ଶୁକ୍ରବାର ବାଲେଶ୍ୱର ଜିଲାରୁ ଆଉ ୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୩୩୨ରେ ପହଞ୍ଚିଛି। ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତମାନେ ବସ୍ତା ଏବଂ ବାହାନଗା ବ୍ଲକର କ୍ୱାରାଣ୍ଟାଇନ୍ ସେଣ୍ଟରରେ ଥିଲେ।...
ଗଞ୍ଜାମରେ ପୁଣି ୫୦ କରୋନା ପଜିଟିଭ୍: ଆକ୍ରାନ୍ତଙ୍କ ସଂଖ୍ୟା ୧୧୩୮କୁ ବୃଦ୍ଧି
ଛତ୍ରପୁର,୨୬ା୬(ଡି.ଏନ୍.ଏ.) : ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଶୁକ୍ରବାର ଜିଲାରେ ଦିନକରେ ୫୦ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ଜିଲା ପ୍ରଶାସନ ସୂଚନା ଦେଇଛି। ଏହି ଆକ୍ରାନ୍ତଙ୍କ ମଧ୍ୟରେ...
ବୃଦ୍ଧାଙ୍କୁ ଦଳିଦେଲା ହାତୀ
ସୁନ୍ଦରଗଡ଼,୨୬ା୬(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲାର ହେମଗିରି ରେଞ୍ଜ ପୋବାହାଲ ଗାଁରେ ଶୁକ୍ରବାର ଜଣେ ବୃଦ୍ଧାଙ୍କୁ ହାତୀ ଦଳି ମାରି ଦେଇଛି। କେନ୍ଦୁ ପଞ୍ଚାୟତ ଅନ୍ତର୍ଗତ ପୋବାହାଲ ଗାଁର ମିନି ଉରମାଲ(୭୭) ଆଜି ସକାଳୁ ଶୌଚ ପାଇଁ ଯାଉଥିବା ବେଳେ ହାତୀ ହାବୁଡ଼ରେ...
ନେଗେଟିଭ ରିପୋର୍ଟଧାରୀ ସେବାୟତ କରିବେ ନୀତିକାନ୍ତି
ପୁରୀ ଅଫିସ,୨୬।୬:ସବୁ ସେବାୟତଙ୍କର ଦୁଇରାଉଣ୍ଡ କୋଭିଡ୍ ଟେଷ୍ଟ କରାଯିବ। ଗୁରୁବାରଠାରୁ ଏହି ଟେଷ୍ଟିଂ ଆରମ୍ଭ ହୋଇଛି। ପ୍ରଥମ ଦିବସରେ ୬୮୮ ଜଣଙ୍କ ସ୍ବାବ୍ ସଂଗ୍ରହ ହୋଇଛି। ଯେଉଁମାନଙ୍କର ରଥଯାତ୍ରା ପୂର୍ବରୁ ଟେଷ୍ଟ କରାଯାଇଥିଲା ସେମାନଙ୍କର ଆଉଥରେ ପରୀକ୍ଷା କରାଯିବ। କେବଳ...
ପିପିଲିକୁ ଗଡ଼ିଲା ‘ମୋ ବସ୍’
ଭୁବନେଶ୍ୱର,୨୬।୬(ବ୍ୟୁରୋ)/ ପିପିଲି (ସ୍ବ.ପ୍ର.): ଦୀର୍ଘଦିନର ପ୍ରତୀକ୍ଷାପରେ ଭୁବନେଶ୍ୱରରୁ ପିପିଲିକୁ ଆରମ୍ଭ ହୋଇଛି ‘ମୋ ବସ୍’ ସେବା। ଗୁରୁବାର ସକାଳେ ପିପିଲିଠାରେ ବିଧାୟକ ପ୍ରଦୀପ ମହାରଥୀ ପତାକା ଦେଖାଇ ଏହି ସେବାର ଶୁଭାରମ୍ଭ କରିବା ସହ ପ୍ରଥମେ ଟିକେଟ କାଟି ସେଥିରେ...
ଶ୍ରୀମନ୍ଦିରରେ ଯାଞ୍ଚ ସରିଲା: ଗର୍ଭଗୃହ କାନ୍ଥରେ ଧଳା ଆସ୍ତରଣ
ପୁରୀ ଅଫିସ,୨୬।୬: ଗର୍ଭଗୃହରେ ମଇଶ୍ଚର ହୋଇଛି। କାନ୍ଥରେ ଫିମ୍ପି ଭଳି ଧଳାର ଆସ୍ତରଣ ଜମିଯାଇଛି। ଏହାକୁ ସଫା କରାଯାଇ ରାସାୟନିକ ପ୍ରଲେପ ଦିଆଯିବ। ରୋଷଘର, ଭୋଗମଣ୍ଡପର ଚଟାଣ କାମ ହେବ। ନାଟମଣ୍ଡପ ଚଟାଣର କେତେକ ପଥର ନଷ୍ଟ ହୋଇଯାଇଛି। ତାହାକୁ...
ଦେଶୀ ଆମ୍ବର ମିଳୁନି ଉଚିତ୍ ମୂଲ୍ୟ
କେନ୍ଦୁଝର, ୨୬ା୬ (ସ୍ବ.ପ୍ର.)- ବଣ ପାହାଡ଼ ଘେରା କେନ୍ଦୁଝର ଜିଲାର ଆଦିବାସୀମାନେ ଜଙ୍ଗଲରୁ ବିଭିନ୍ନ ଫଳ ସଂଗ୍ରହ କରି ଖାଇବା ସହ ବଳକା ହାଟବଜାରରେ ବିକି ଗୁଜୁରାଣ ମେଣ୍ଟାଉଛନ୍ତି। ଚଳିତ ବର୍ଷ ଜଳବାୟୁରେ ପରିବର୍ତ୍ତନ ଯୋଗୁଁ ଦେଶୀ ଆମ୍ବର ଉପତ୍ାଦନ...
ରାସ୍ତା ମରାମତି କଲେ ଗାଁ ଲୋକେ
ବନ୍ତ, ୨ା୬(ଡି.ଏନ୍.ଏ./ସ୍ବ.ପ୍ର.)-ଭଦ୍ରକ ଜିଲା ବନ୍ତ ବ୍ଲକ ଆଡିଆ ପଞ୍ଚାୟତ ଜିରିଣା ଛକ ଠାରୁ ବରଗଢିଆ ଗ୍ରାମକୁ ଯାଇଥିବା ୮ ଶହ ମିଟର ରାସ୍ତା ଦୀର୍ଘ ୧୫ ବର୍ଷ ହେବ ମରାମତି ଅଭାବରୁ ମରଣଯନ୍ତା ପାଲଟିଛି। ରାସ୍ତାରେ ମେଟାଲ ଉଠିବା ସହ...
ସଙ୍ଗରୋଧରେ ଗଲେ ଜଣେ ଇନ୍ସପେକ୍ଟରଙ୍କ ସମେତ ୮ କର୍ମଚାରୀ
ବ୍ରହ୍ମପୁର ଅଫିସ,୨୬ା୬- ବ୍ରହ୍ମପୁର ମଣ୍ଡଳ କାରାଗାରରେ ପୁଣି ଜଣେ ଅନ୍ତେବାସୀ କରୋନା ପଜିଟିଭ ହୋଇଛନ୍ତି। ତେଣୁ ଅଭିଯୁକ୍ତଙ୍କ ସଂସ୍ପର୍ଶରେ ଆସିଥିବା ବଡବଜାର ଥାନା ଇନ୍ସପେକ୍ଟରଙ୍କ ସମେତ ୮ ପୋଲିସ କର୍ମଚାରୀଙ୍କୁ ଗୃହ ସଙ୍ଗରୋଧରେ ରହିବାକୁ ବ୍ରହ୍ମପୁର ଏସ୍ପି ପିନାକ ମିଶ୍ର...
ପାର୍କିଂ ଫି ଆଦାୟ କରିବେ କିନ୍ନର, ଜୁଲାଇରେ ନେବେ ତାଲିମ
ବ୍ରହ୍ମପୁର ଅଫିସ,୨୬।୬- ବ୍ରହ୍ମପୁର ମହାନଗର ନିଗମ(ବିଏମ୍ସି) ପକ୍ଷରୁ ଚିହ୍ନଟ ପାର୍କିଂ ସ୍ଥଳରେ କିନ୍ନର ମାନେ ପାର୍କିଂ ଫି ଆଦାୟ କରିବେ। ଏନେଇ ଗୁରୁବାର ବିଏମ୍ସି ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଅଞ୍ଚଳରେ କିନ୍ନରଙ୍କୁ ନେଇ ଗଠିତ ୨ ସ୍ବୟଂ ସହାୟକ ଗୋଷ୍ଠୀ(ଏସ୍ଏଚ୍ଜି)କୁ...
୨୭ରୁ ବ୍ରହ୍ମପୁର ୪ଦିନିଆ ଶଟ୍ଡାଉନ୍
ଛତ୍ରପୁର,୨୬ା୬(ଡି.ଏନ୍.ଏ.)- ଗଞ୍ଜାମ ଜିଲା ବ୍ରହ୍ମପୁର ସହରରେ କରୋନା ପଜିଟିଭ ସଂଖ୍ୟା ବଢିବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଆସନ୍ତା ୨୭ରୁ ୩୦ ତାରିଖ (୪ଦିନ) ପର୍ଯ୍ୟନ୍ତ ବ୍ରହ୍ମପୁର ମହାନଗର ସମ୍ପୂର୍ଣ୍ଣ ଶଟ୍ଡାଉନ୍ ରହିବ। ଏହି ସମୟରେ କେବଳ ସ୍ବାସ୍ଥ୍ୟସେବା ଓ କ୍ଷୀର...
ଓଟିପିସିଏଲ କାମକୁ ବିରୋଧ
କାମାକ୍ଷାନଗର, ୨୬।୬(ଡି.ଏନ.ଏ.) ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ କୁସୁମଯୋଡ଼ି ପଞ୍ଚାୟତରେ ଚାଲିଥିବା ଓଟିପିସିଏଲ କାମକୁ ବିରୋଧ କରିଛନ୍ତି ମରିଚକଣ ଏବଂ ନୂଆଙ୍ଗବିଲ ଗ୍ରାମର ବିସ୍ଥାପିତ ପ୍ରଜା। କ୍ଷତିଗ୍ରସ୍ତଙ୍କ ତାଲିକା ସଂଶୋଧନ ନ କରି ମନଇଚ୍ଛା କାମ କରାଯାଉଥିବା ଅଭିଯୋଗ କରି...
Archives


