ଆମ ଜିଲା ଖବର

ପୋଖରୀରୁ ମିଳିଲା କାର, ମୃତଦେହ: ସନ୍ଦେହରେ ଚାଲିଛି ଖୋଜାଖୋଜି

କେନ୍ଦୁଝର,୯।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ଥାନା ଜାମୁଡିହା ନିକଟ ଏନ୍‌ଏଚ୍‌-୪୯ରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ କାର କେନ୍ଦୁଝର ଆଡ଼କୁ ଆସୁଥିବା ବେଳେ ଭାରସାମ୍ୟ ହରାଇ ରାସ୍ତାକଡ଼ ପୋଖରୀରେ ଗଳିପଡ଼ିଥିଲା। ଖବର ପାଇ ପୋଲିସ ଓ ଦମକଳ ବାହିନୀ ପହଞ୍ଚତ୍…

ଦୁର୍ଗାପୂଜା ପାଇଁ ପଶ୍ଚିମବଙ୍ଗରୁ ଓଡ଼ିଶା ଆସୁଥିଲା ମଦ, ଅଧା ରାସ୍ତାରେ ବାନ୍ଧିଲା ପୋଲିସ

ବାଲେଶ୍ୱର ଅଫିସ,୯।୧୦: ୫୭ ନଂ ରାଜ୍ୟ ରାଜପଥ ବାଲେଶ୍ୱର ଜିଲା ବାଟଗ୍ରାମଠାରେ ଚଢ଼ାଉ କରାଯାଇ ଆନୁମାନିକ ୧୦ ଲକ୍ଷ ଟଙ୍କାର ମଦ ଜବତ କରାଯାଇଛି। ଦୁର୍ଗାପୂଜା ପାଇଁ ଏହି ନକଲି ମଦ ଭ୍ୟାନ୍‌ ଯୋଗେ ପଶ୍ଚିମବଙ୍ଗରୁ ଓଡ଼ିଶାକୁ ଆସୁଥିଲା। ଭୋଗରାଇ ତହସିଲଦାରଙ୍କ…

ବାପାଙ୍କୁ ଆଜୀବନ କାରାଦଣ୍ଡାଦେଶ

ସୁନ୍ଦରଗଡ଼,୯।୧୦(ଡି.ଏନ୍‌.ଏ.): ନାବାଳିକା ସାବତ ଝିଅକୁ ୪ବର୍ଷ ଧରି ବଳାତ୍କାର କରିବା ମାମଲାରେ ଅଭିଯୁକ୍ତ ସାବତ ବାପାଙ୍କୁ ସୁନ୍ଦରଗଡ଼ ପକ୍‌ସୋ ଅଦାଲତ ଶୁକ୍ରବାର ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ରାଉରକେଲାରେ ୨୦୧୩ ଅଗଷ୍ଟ ୬ରେ ହୋଇଥିବା ଏହି ମାମଲାର ବିଚାରକରି ସୁନ୍ଦରଗଡ଼ ଅତିରିକ୍ତ…

ବିସ୍ଥାପିତ ହେବେ ୪୧୦ ପରିବାର

ଅମ୍ବାଭୋନା,୯।୧୦(ଡି.ଏନ.ଏ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ କୁରୁମକେଲ ଗ୍ରାମରେ ବନ୍ୟପ୍ରାଣୀ ସଂରକ୍ଷଣ ପାଇଁ କେନ୍ଦ୍ର ସରକାରଙ୍କ ପୁନର୍ବାସ ଯୋଜନା ଅନୁଯାୟୀ ଶୁକ୍ରବାର ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଛି। ହୀରାକୁଦ ବନ୍ୟପ୍ରାଣୀ ସଂରକ୍ଷଣ ଡିଏଫ୍‌ଓ ଅଂଶୁପ୍ରଭା ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

ସିଆର୍‌ପିଏଫ୍‌ ଯବାନଙ୍କ ସନ୍ଦେହଜନକ ମୃତ୍ୟୁ

ସୋନପୁର,୯।୧୦:ସିଆର୍‌ପିଏଫ୍‌ରେ କାର୍ଯ୍ୟରତ ସୁବର୍ଣ୍ଣପୁର ସହର ମଝିପଡ଼ାର ପ୍ରତାପ କୁମାର ନାଏକଙ୍କ ସନ୍ଦେହଜନକ ଭାବେ ମୃତ୍ୟୁ ହୋଇଛି। ମାଆଙ୍କ ଶ୍ରାଦ୍ଧବାର୍ଷିକୀ ପାଇଁ ପ୍ରତାପ ନିଜ ଘରକୁ ଫେରୁଥିଲେ। ସେ ଗତ ୧ ତାରିଖରେ ନାଗାଲାଣ୍ଡରୁ ତିନିଶୁକିଆ-ବାଙ୍ଗାଲୋର ସୁପରଫାଷ୍ଟ ଟ୍ରେନ୍‌ରେ ଭୁବନେଶ୍ୱର ଅଭିମୁଖେ ବାହାରିଥିଲେ।…

ବେଧଡ଼କ ଚାଲିଛି ଗୋଚାଲାଣ

କୁଆମରା,୯।୧୦(ଡି.ଏନ.ଏ.): ମୟୂରଭଞ୍ଜ ଜିଲାର ବିଭିନ୍ନ ସାପ୍ତାହିକ ହାଟରୁ ପଡ଼ୋଶୀ ରାଜ୍ୟକୁ ଅବାଧରେ ଗୋରୁ ଚାଲାଣ କରାଯାଉଥିଲେ ମଧ୍ୟ ପ୍ରଶାସନ ନୀରବଦ୍ରଷ୍ଟା ସାଜିଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ଉଦଳା, ବାଲିଯୋଡ଼ା ପ୍ରଭୃତି ହାଟରୁ ସପ୍ତାହର ଦୁଇ ଦିନ ଗୋରୁଙ୍କୁ ପଶ୍ଚିମବଙ୍ଗ କଂସେଇଖାନାକୁ…

ଆଶାୟୀଙ୍କ ମଧ୍ୟରେ ହେଲାଣି ହଲ୍‌ଚଲ

କେନ୍ଦ୍ରାପଡ଼ା ଅଫିସ,୯।୧୦: ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶକ୍ରମେ ଆସନ୍ତା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ସଂରକ୍ଷିତ ସ୍ଥାନ ତାଲିକା ଶୁକ୍ରବାର ପ୍ରକାଶ ପାଇଛି। କେନ୍ଦ୍ରାପଡ଼ା ଜିଲାପାଳ ଅମୃତ ଋତୁରାଜ ଜିଲାର ୩,୬୯୮ ୱାର୍ଡ ସଭ୍ୟ, ୨୪୯ ପଞ୍ଚାୟତର ସରପଞ୍ଚ ଓ ସମିତିସଭ୍ୟ,…

୧୩୩୨ ହିତାଧିକାରୀଙ୍କୁ ୫୯.୨୩ କୋଟି ଋଣ

ବାଲେଶ୍ୱର ଅଫିସ, ୯।୧୦: ବାଲେଶ୍ୱର ବ୍ରିଟ୍‌ କଲ୍ୟାଣ ମଣ୍ଡପଠାରେ ଏକ ଋଣ ସଂଯୋଗୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଜିଲାର ୧୩୩୨ଜଣ ହିତାଧିକାରୀଙ୍କୁ ବିଭିନ୍ନ ବ୍ୟାଙ୍କ ତରଫରୁ ୫୯.୨୩ କୋଟି ଟଙ୍କାର ଋଣ ମଞ୍ଜୁର କରାଯାଇଛି। ଭାରତ ସରକାରଙ୍କ…

ଟିକାକରଣ କେନ୍ଦ୍ରରେ ଅବ୍ୟବସ୍ଥା

ବେତନଟୀ,୯।୧୦(ସ୍ବ.ପ୍ର.): ମୟୂରଭଞ୍ଜ ଜିଲା ବୈଶିଙ୍ଗା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରସ୍ଥିତ କୋଭିଡ୍‌ ଟିକାକରଣ କେନ୍ଦ୍ରରେ ବ୍ୟାପକ ଅବ୍ୟବସ୍ଥା ଦେଖିବାକୁ ମିଳିଛି। ବିଭାଗୀୟ କର୍ମଚାରୀଙ୍କ ଢିଲା ନୀତି, ପ୍ରିୟା ପ୍ରୀତି ତୋଷଣ ମନୋବୃତ୍ତିକୁ ନେଇ ଏହି ଟିକାକରଣ କେନ୍ଦ୍ରରେ ବାରମ୍ବାର ଉତ୍ତେଜନା…

ପ୍ରମାଣ ଅଭାବରୁ ସବ୍ୟସାଚୀ, ଆଜାଦ୍‌ ଦୋଷମୁକ୍ତ

ନୟାଗଡ଼ ଅଫିସ,୯।୧୦:ନୟାଗଡ଼ ଜିଲାରେ ୨୦୦୮ରେ ମାଓବାଦୀ ଆକ୍ରମଣ ଘଟଣାରେ ଦଶପଲ୍ଲା ଥାନା ଅଞ୍ଚଳରୁ ନଡ଼ିଆ ଟ୍ରକ ଅପହରଣ ସମ୍ପର୍କରେ ରାୟ ଜିଲା ଦୌରାଜଜ୍‌ଙ୍କ କୋର୍ଟରେ ଶୁକ୍ରବାର ପ୍ରକାଶ ପାଇଛି। ଜିଲା ଦୌରାଜଜ୍‌ ରୂପଶ୍ରୀ ଚୌଧୁରୀ ଏହି ମାମଲାର ବିଚାର କରି ମାଓବାଦୀ…

ଟାର୍ଗେଟ୍‌ରେ ବାହାର ରାଜ୍ୟ ଟ୍ରକ୍‌

ଅନୁଗୋଳ ଅଫିସ,୯ା୧୦ କୋଭିଡ୍‌ ସ୍ଥିତି ସୁଧୁରୁଥିବାରୁ ଜୋର୍‌ ଧରିଲାଣି ବ୍ୟବସାୟ। ଦୀର୍ଘଦିନ ଧରି ବନ୍ଦ ପଡ଼ିଥିବା ବିଭିନ୍ନ କାରଖାନାରୁ ଆରମ୍ଭ ହେଲାଣି ଉତ୍ପାଦନ। ଫଳରେ ଶିଳ୍ପବହୁଳ ଅନୁଗୋଳ ଜିଲାକୁ ଦୈନିକ ଆତଯାତ କରୁଛି ରାଜ୍ୟ ବାହାରର ସହସ୍ରାଧିକ ଟ୍ରକ୍‌। ଆଉ ରାତି…

ପୁରୀ ଜିଲାର ୮୮ ଗାଁ ସୁନାମିପ୍ରବଣ

ପୁରୀ ଅଫିସ, ୯।୧୦: ନୀଳାଦ୍ରି ବେଳାଭୂମିରେ ଶୁକ୍ରବାର ସୁନାମି ମୁକାବିଲା ପ୍ରସ୍ତୁତି ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏଥିରେ ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା ବିଶେଷଜ୍ଞ ଡ. ଭୋଳାନାଥ ମିଶ୍ର ଯୋଗଦେଇଥିଲେ। ସେ କହିଥିଲେ, ଉପକୂଳବର୍ତ୍ତୀ ଗଞ୍ଜାମ, ଗୋପାଳପୁର, ପୁରୀ, କୋଣାର୍କ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?