ପଦ୍ମନାଭପୁର ଗାଁକୁ ଶଟ୍ଡାଉନ୍ ଘୋଷଣା କଲେ ସରପଞ୍ଚ
ଦିଗପହଣ୍ଡି,୨୫ା୬(ଡି.ଏନ୍.ଏ.): କୋଭିଡ୍-୧୯ ପରିପ୍ରେକ୍ଷୀରେ ସାମାଜିକ ଦୂରତ୍ୱ ବଜାୟ ରଖିବା ଏବଂ ମାସ୍କ ପରିଧାନ କରିବା ନେଇ ପ୍ରଶାସନ କଡ଼ା ନଜର ରଖିଥିବା ବେଳେ ଗୁରୁବାର ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗାଁକୁ ସ୍ଥାନୀୟ ପ୍ରଶାସନର ଅନୁମତି କ୍ରମେ ପଞ୍ଚାୟତ ସରପଞ୍ଚ ବି....
ନୟାଗଡ଼ରେ ସୁନା ବ୍ୟବସାୟୀଙ୍କୁ କରୋନା: ଖବରଦାତା ସମ୍ମିଳନୀରେ ସୂଚନା ଦେଲେ ଜିଲାପାଳ
ନୟାଗଡ଼ ଅଫିସ,୨୫ା୬: ନୟାଗଡ଼ର ଜଣେ ସୁନା ବ୍ୟବସାୟୀ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବଢ଼ି ଚାଲିଛି। ସୁନା ବ୍ୟବସାୟୀଙ୍କ ଦୋକାନରେ ଥିବା ୧୦ ଜଣ ଏବେ ଆକ୍ରାନ୍ତ ହୋଇ ସାରିଲେଣି। ସହରର ଯଦୁମଣିନଗର, ଦେବୋତ୍ତରକଲୋନୀ ଓ...
ସୁସ୍ଥ ହୋଇ କାର୍ଯ୍ୟରେ ଯୋଗ ଦେଲେ ୨ କରୋନା ଯୋଦ୍ଧା
ଛତ୍ରପୁର,୨୫ା୬(ଡି.ଏନ୍.ଏ.): ଗଞ୍ଜାମ ପୋଲିସ ଅଧୀନ କାର୍ଯ୍ୟ କରୁଥିବା ୨ ଜଣ କରୋନା ଯୋଦ୍ଧା ଗୁରୁବାର ସୁସ୍ଥ ହୋଇଛନ୍ତି। ଏମାନେ ହେଲେ ଛତ୍ରପୁର ଏସ୍ଡିପିଓ ଓ ଥାନା ଆଇଆଇସି। ଉଭୟ ଅଧିକାରୀ କାର୍ଯ୍ୟରେ ଯୋଗ ଦେଇଥିବା ସମ୍ପର୍କରେ ଗଞ୍ଜାମ ଏସ୍ପି ବ୍ରିଜେଶ...
କଟକରେ ୫୦୦ ଡେଇଁଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା
କଟକ ଅଫିସ,୨୫।୬: କଟକ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫ଶହ ଡେଇଁଛି। ଗୁରୁବାର ସୁଦ୍ଧା ମୋଟ ସଂକ୍ରମିତଙ୍କ ସଂଖ୍ୟା ୫୧୦ରେ ପହଞ୍ଚିଛି। ସେଥିରୁ ୪୦୫ଜଣ ସୁସ୍ଥ ହୋଇଥିବା ବେଳେ ୧୦୧ଜଣ ଆକ୍ଟିଭ କେସ୍ ରହିଛି। ୪ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।...
ସାନିଟାଇଜ୍ ହେଲା ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ
ଛତ୍ରପୁର,୨୫ା୬(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତଗତିରେ ବୃଦ୍ଧି ପାଇବାରେ ଲାଗିଛି। ବରିଷ୍ଠ ଅଫିସରମାନେ ମଧ୍ୟ ସଂକ୍ରମିତ ହେଲେଣି। ୧୦ଦିନ ପାଇଁ ସମସ୍ତ ସରକାରୀ କାର୍ଯ୍ୟାଳୟକୁ ସର୍ବସାଧାରଣଙ୍କୁ ମନା ରହିଛି। ସମସ୍ତ ସରକାରୀ ଅଫିସକୁ ସାନିଟାଇଜ୍ କରାଯିବାକୁ ଥିବା...
ପୁରୀରେ ସେବାୟତଙ୍କ ହେଲା କରୋନା ଟେଷ୍ଟ
ପୁରୀ ଅଫିସ,୨୫ା୬: କୋଭିଡ୍ ଗାଇଡ୍ଲାଇନ୍କୁ କଡ଼ାକଡ଼ି ଭାବେ ପାଳନ କରାଯିବ। କରୋନା ସଂକ୍ରମଣ ଯେପରି ନ ବ୍ୟାପିବ ସେଥିପ୍ରତି ମଧ୍ୟ ଗୁରୁତ୍ୱ ରହିବ। ଏମିତି କିଛି ସର୍ତ୍ତ ରଖି ପୁରୀ ରଥଯାତ୍ରାକୁ ଅନୁମତି ଦେଇଛନ୍ତି ସୁପ୍ରିମକୋର୍ଟ। ମାତ୍ର ରଥଯାତ୍ରା ପହଣ୍ଡି...
ବାହାରିଲା ଆଡ଼ପ ଅବଢ଼ା
ପୁରୀ ଅଫିସ,୨୫ା୬: ମହାପ୍ରଭୁ ଜନ୍ମବେଦୀରେ ବିଜେ କରିବା ପରେ ଆଡ଼ପ ଅବଢ଼ା ପାଇବା ଲାଗି ଭକ୍ତଙ୍କ ମଧ୍ୟରେ ଏକପ୍ରକାର ଉତ୍କଣ୍ଠା ରହିଥାଏ। ଏବେ ଏହି ଉତ୍କଣ୍ଠାର ପରିସମାପ୍ତି ଘଟିଛି। ବାହାରିଛି ଆଡ଼ପ ଅବଢ଼ା। ମଙ୍ଗଳବାର ରାତିରେ ଚତୁର୍ଦ୍ଧା ବିଗ୍ରହ ଜନ୍ମବେଦୀକୁ...
ଧାନ ଉଠାଣ ଦାବିରେ ଜିଲାପାଳଙ୍କ ଅଫିସରେ ଗର୍ଜିଲେ ଚାଷୀ
ବରଗଡ଼ ଅଫିସ,୨୫।୬: ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାରେ ଧାନବିକ୍ରି ସମସ୍ୟା ଏକ ନିତିଦିନିଆ ଘଟଣାରେ ପରିଣତ ହୋଇଛି। ବିଭିନ୍ନ ଅବ୍ୟବସ୍ଥା ଯୋଗୁଁ ଏପର୍ଯ୍ୟନ୍ତ ଜିଲାର ଅନେକ ଚାଷୀ ସେମାନଙ୍କ କଷ୍ଟୋପାର୍ଜିତ ଧାନ ବିକ୍ରି କରିପାରିନାହାନ୍ତି। ଏହାର ପ୍ରତିବାଦରେ ଗୁରୁବାର...
ଗଞ୍ଜାମରେ ପୁଣି ୫୮ କରୋନା ପଜିଟିଭ୍, ଆକ୍ରାନ୍ତଙ୍କ ସଂଖ୍ୟା ୧୦୮୮କୁ ବୃଦ୍ଧି
ଛତ୍ରପୁର,୨୫ା୬(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ ଦ୍ରୁତଗତିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଗୁରୁବାର ଜିଲାରେ ୫୮ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଫଳରେ ବର୍ତ୍ତମାନ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୮୮କୁ ବୃଦ୍ଧି ପାଇଛି। ଆକ୍ରାନ୍ତଙ୍କ ମଧ୍ୟରୁ ୩୫୧ଜଣ...
କେନ୍ଦୁଝରରେ ଆଉ ୫ କରୋନା ପଜିଟିଭ୍ ଚିହ୍ନଟ: ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୫ରେ ପହଞ୍ଚିଲା
କେନ୍ଦୁଝର,୨୫।୬: (ସ୍ବ.ପ୍ର.) କେନ୍ଦୁଝର ଜିଲାରେ ଗୁରୁବାର ଆଉ ୫ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୫କୁ ବୃଦ୍ଧି ହୋଇଛି। ତେବେ ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଘଷିପୁରା ବ୍ଲକର...
ପୁରୁଷୋତ୍ତମପୁରରେ ବିଭିନ୍ନ ବଜାର, ବସ୍ଷ୍ଟାଣ୍ଡକୁ ସିଲ କଲା ଏନ୍ଏସି ପ୍ରଶାସନ
ପୁରୁଷୋତ୍ତମପୁର, ୨୫।୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ସାମାଜିକ ଦୂରତ୍ୱ ନିୟମ ଉଲ୍ଲଂଘନ କରିବା ଅଭିଯୋଗରେ ଗୁରୁବାର ବିଭିନ୍ନ ବଜାରକୁ ଏନ୍ଏସି ପ୍ରଶାସନ ପକ୍ଷରୁ ସିଲ୍ କରାଯାଇଛି। ବଡବଜାର, ପରିବା ମାର୍କେଟ ଓ ବସ୍ଷ୍ଟାଣ୍ଡରେ ପ୍ରବଳ ଜନଗହଳି ହେଉଥିବା ବେଳେ...
ସାହାରପଡା ବ୍ଲକରେ ଆଉ ୨ ନୂଆ ପଜିଟିଭ ଚିହ୍ନଟ: ୫ ଦିନ ଯାଏଁ ମାଛଗଡ଼ ପଞ୍ଚାୟତ ଶଟ୍ଡାଉନ
ପାଟଣା,୨୫।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ସାହାରପଡା ବ୍ଲକ ମାଛଗଡ଼ ପଞ୍ଚାୟତରେ ଗୁରୁବାର ଆଉ ୨ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ସାହାରପଡା ବ୍ଲକରେ ପଜିଟିଭ ସଂଖ୍ୟା ୭ରେ ପହଞ୍ଚିଛି। ତେବେ ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତ କ୍ୱାରାଣ୍ଟାଇନ୍ ସେଣ୍ଟରର...
Archives


