ଆମ ଜିଲା ଖବର

ଆମ ଗାଁକୁ ରାସ୍ତା ନାହିଁ ତ ଭୋଟ ନାହିଁ

କେନ୍ଦ୍ରାପଡ଼ା ଅଫିସ,୮।୧୦: ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ବାଚନ ପ୍ରକ୍ରିୟାକୁ ଆକଳନ କଲେ ଆସନ୍ତାବର୍ଷ ଫେବୃୟାରୀରେ ରାଜ୍ୟରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ହେବ। ଏଥିପାଇଁ କେନ୍ଦ୍ରାପଡ଼ା ଜିଲାରେ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ସଙ୍ଗଠନକୁ ମଜଭୁତ ପାଇଁ ରଣକୌଶଳ ଆରମ୍ଭ ହୋଇଛି। କରୋନା…

ଶ୍ରୀମନ୍ଦିରରେ ଗୁପ୍ତ ଗୁଣ୍ଡିଚା ନୀତି ଆରମ୍ଭ

ପୁରୀ ଅଫିସ,୮।୧୦: ମୂଳାଷ୍ଟମୀଠାରୁ ଶ୍ରୀମନ୍ଦିରରେ ମା’ ବିମଳାଙ୍କ ଷୋଡ଼ଶ ଦିନାମତ୍କ ପୂଜା ଆରମ୍ଭ ହେବା ସହ ଦୁର୍ଗାମାଧବ ଉପାସନା ଚାଲିଛି। ତେବେ ଏହି ପରିପ୍ରେକ୍ଷୀରେ ଗୁରୁବାର ଶ୍ରୀକ୍ଷେତ୍ରରେ ଆରମ୍ଭ ହୋଇଛି ଗୁପ୍ତ ଗୁଣ୍ଡିଚା। ଶ୍ରୀମନ୍ଦିର ମା’ ବିମଳାଙ୍କ ପୀଠରୁ ଦୁର୍ଗାମାଧବ ରଥାକୃତି…

‘ଦେଶରେ ଅଧିକ ବ୍ଲୁ ଫ୍ଲାଗ ବିଚ୍‌ କରାଯିବ’

ପୁରୀ ଅଫିସ,୮।୧୦: ସାଗର ତଟ ଅଭିଯାନ ଓ ୭୫ତମ ଆଜାଦି କା ଅମୃତ ମହୋତ୍ସବ ଗୁରୁବାର ବ୍ଲୁ ଫ୍ଲାଗ ବିଚ୍‌ରେ ଅନୁଷ୍ଠିତ ହୋଇଯାଇଛି। ଦେଶର ୧୦ଟି ବେଳାଭୂମିରେ ଏକକାଳୀନ ଏହି କାର୍ଯ୍ୟକ୍ରମ କରାଯାଇ ସଚେତନତା ବାର୍ତ୍ତା ପ୍ରଦାନ କରାଯାଇଛି। ପୁରୀ କାର୍ଯ୍ୟକ୍ରମରେ…

ପୋଲିସ ଉପରକୁ ଗୁଳି ଫୁଟାଇ ଅପରାଧୀ ଫେରାର

ଦିଗପହଣ୍ଡି(ଡି.ଏନ୍‌.ଏ.)/ବ୍ରହ୍ମପୁର ଅଫିସ,୮।୧୦: ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଚଢେୟାଗରଦ ଗ୍ରାମ ନିକଟ କେରାଣ୍ଡିମାଳ ଜଙ୍ଗଲରେ ଦୁର୍ଦ୍ଦାନ୍ତ ଅପରାଧୀ କୁନା ବେହେରା ଲୁଚିଥିବା ପୋଲିସକୁ ଖବର ମିଳିଥିଲା। ତାଙ୍କୁ ଧରିବାକୁ ପୋଲିସ ଯୋଜନା କରିଥିଲା। ବ୍ରହ୍ମପୁର ଏସ୍‌ପି ପିନାକ ମିଶ୍ରଙ୍କ ନେତୃତ୍ୱରେ ପୋଲିସର…

ସାଇବର ଅପରାଧରେ ବେନାମୀ ସିମ୍‌

ଅନୁଗୋଳ ଅଫିସ, ୮ା୧୦ ଠକେଇ ପାଇଁ ଇଣ୍ଟରନେଟ୍‌କୁ ମାଧ୍ୟମ କରୁଛନ୍ତି ଠକ। କେତେବେଳେ ମୋବାଇଲ ଆପ୍‌ ତ ଆଉ କେତେବେଳେ ଗିଫ୍ଟ ଲୋଭ ଦେଖାଇ ଲୋକଙ୍କ ଆକାଉଣ୍ଟରୁ ଚଳୁ କରୁଛନ୍ତି ଟଙ୍କା। ଏପରି କି ପ୍ରତିଷ୍ଠିତ ବ୍ୟକ୍ତିଙ୍କ ନାମରେ ସାମାଜିକ ଗଣମାଧ୍ୟମରେ…

ମହାମାରୀ ବେଳେ ମୂର୍ତ୍ତି ଗଢ଼ି ସ୍ୱାବଲମ୍ବୀ

କେନ୍ଦୁଝର, ୮।୧୦ (ସ୍ବ.ପ୍ର.): କୋଭିଡ୍‌ ସମୟରେ ରୋଜଗାର ସମ୍ପୂର୍ଣ୍ଣ ଠପ୍‌ ହୋଇଯାଇଥିଲା। କଣ କରିବେ କିଛି ମୁଣ୍ଡକୁ ଢୁକୁ ନ ଥିଲା। ଅର୍ଥ ରୋଜଗାର ଚିନ୍ତାରେ ପଡିଥିବା କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ ଓସ୍ତପଙ୍ଗା ଗ୍ରାମର ନିତ୍ୟାନନ୍ଦ ନାୟକ ଶେଷରେ ନିଜର…

‘ସଫଳତା ଲାଗି ଆତ୍ମବିଶ୍ୱାସ ଲୋଡ଼ା’

ବନ୍ତ,୮।୧୦(ଡି.ଏନ.ଏ.)-ରୁଚି ଥିବା ଖେଳକୁ ଛାଡ଼ିବା ଠିକ୍‌ ନୁହେଁ। ଖେଳରେ ଉତ୍‌ଥାନ ପତନ ଲାଗି ରହିଥାଏ। ଆତ୍ମବିଶ୍ୱାସ ରଖି ଧୈର୍ଯ୍ୟର ସହ ଆଗକୁ ଗଲେ ଭବିଷ୍ୟତରେ ଜଣେ ଭଲ କ୍ରୀଡ଼ାବିତ୍‌ ହୋଇପାରିବେ ବୋଲି କହନ୍ତି ଭଦ୍ରକ ଜିଲା ବନ୍ତ ବ୍ଲକ ଗଣିଜାଙ୍ଗ ଗ୍ରାମର…

ବିବାହ, ଶୁଦ୍ଧିକ୍ରିୟା ପାଇଁ ୨୦୦ ଲୋକଙ୍କୁ ଅନୁମତି

କଟକ ଅଫିସ,୮।୧୦: ଆସୁଛି ଶୀତଋତୁ। ଏହି ସମୟରେ ବିବାହ, ବ୍ରତ, ଶୁଦ୍ଧିକ୍ରିୟା ପାଇଁ କଟକ ମହାନଗର ନିଗମ (ସିଏମ୍‌ସି) ପକ୍ଷରୁ ଗୁରୁବାର ନୂତନ ଗାଇଡଲାଇନ ଜାରି କରାଯାଇଛି। ଏଥିରେ ଉଲ୍ଲେଖ ରହିଛି, ବିବାହ, ବ୍ରତ, ଶୁଦ୍ଧିକ୍ରିୟା, ବୈଠକ ଆଦି କାର୍ଯ୍ୟକ୍ରମରେ ୨୦୦…

ପୂଜାମଣ୍ଡପରେ ସୁରକ୍ଷା ବ୍ୟବସ୍ଥା କରାଯିବ

କଟକ ଅଫିସ,୮।୧୦: କଟକର ୩ଟି ଥାନା ପକ୍ଷରୁ ଦୁର୍ଗାପୂଜା ପ୍ରସ୍ତୁତି ବୈଠକ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ପୁରୀଘାଟ ଥାନା ପକ୍ଷରୁ ସ୍ଥାନୀୟ ଟାଉନ ହଲଠାରେ ଆୟୋଜିତ ବୈଠକରେ ଡିସିପି ପ୍ରତୀକ୍‌ ସିଂ ସଭାପତିତ୍ୱ କରି ରାଜ୍ୟ ସରକାରଙ୍କ ଗାଇଡ୍‌ଲାଇନ ପାଳନ ପୂର୍ବକ…

ଡ୍ୟୁଟିରେ ଶୋଇପଡ଼ିଲେ ଡାକ୍ତର

ଢେଙ୍କାନାଳ ଅଫିସ,୮।୧୦: ଡ୍ୟୁଟିରେ ଥାଇ ନିଘୋଡ଼ ନିଦରେ ଶୋଇପଡ଼ିଲେ ଡାକ୍ତର। ତାଙ୍କୁ ଉଠାଇବାକୁ ସହକର୍ମୀ ଏବଂ ସୁରକ୍ଷାକର୍ମୀଙ୍କୁ କରିବାକୁ ପଡ଼ିଲା ବେଶ୍‌ କିଛି ସମୟ କସରତ, ତଥାପି ଡାକ୍ତରଙ୍କ ନିଦ ଭାଙ୍ଗିଲାନି କି ଅପେକ୍ଷାରତ ରୋଗୀଙ୍କୁ ମିଳିଲାନି ଚିକିତ୍ସା ପରାମର୍ଶ। ଢେଙ୍କାନାଳ…

ଉତ୍ତମ ସ୍ବାସ୍ଥ୍ୟସେବା ଆମର ଲକ୍ଷ୍ୟ: ନବୀନ

ପୁରୀ ଅଫିସ/ବ୍ରହ୍ମିଗିରି(ଡି.ଏନ୍‌.ଏ),୮।୧୦: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ପୁରୀ ଜିଲା ବ୍ରହ୍ମଗିରି ଗସ୍ତ କରି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ହିତାଧିକାରୀଙ୍କୁ ସ୍ବାସ୍ଥ୍ୟ ବୀମା ସ୍ମାଟ କାର୍ଡ ବଣ୍ଟନ କରିଛନ୍ତି। ଏଥିସହ ବିଭିନ୍ନ ଜନକଲ୍ୟାଣକାରୀ ପ୍ରକଳ୍ପର ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ…

ସୁନାଦୋକାନ ଉପରେ ୨୨ ଲକ୍ଷ ଜରିମାନା

ଜୟପୁର, ୮ା୧୦ (ନି.ପ୍ର.): ଜୟପୁର ସହରର ମୁଖ୍ୟ ରାସ୍ତାରେ ଥିବା ଏକ ସୁନା ଦୋକାନ ଉପରେ ଚଢ଼ାଉ କରି ୨୨ ଲକ୍ଷ ୪୨ ହଜାର ଟଙ୍କା ଜରିମାନା କରିଛି ଜିଏସ୍‌ଟି ଏନ୍‌ଫୋର୍ସମେଣ୍ଟ ସ୍କ୍ବାଡ୍‌। ସୁନା କିଣାବିକାରେ ହେରଫର ଯୋଗୁ ମୟୂରୀ ସୁନାଦୋକାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?