୨ ଯୁବତୀଙ୍କ ସହ ବାଇକ୍ରେ ଯାଉଥିଲେ ଯୁବକ, ସାମ୍ନାପଟୁ ଧକ୍କାଦେଲା ହାଇଓ୍ବା, ଆଉ ତା’ ପରେ…
ଥୁଆମୂଳ ରାମପୁର,୧୮ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ଶ୍ରୀମସ୍କା ଛକଠାରେ ଶନିବାର ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଯାଇଛି। ଗ୍ରାମ ଭିତରୁ ମୁଖ୍ୟ ରାସ୍ତାକୁ ବାଇକ୍ ଯୋଗେ ଆସୁଥିବା ଜଣେ ଯୁବକ ଏବଂ ୨ ଜଣ ଯୁବତୀଙ୍କୁ…
ଏକତରଫା ପ୍ରେମକୁ ନେଇ ତୁମୁଳକାଣ୍ଡ: ଝିଅର ବାପାଙ୍କୁ ଭୁଜାଲି ମାଡ଼ କରି…
ବାଲେଶ୍ୱର,୧୮ା୪(ବାଞ୍ଛାନିଧି ଦେ): ଏକତରଫା ପ୍ରେମକୁ ନେଇ ଝିଅର ବାପାଙ୍କୁ ମାରଣାସ୍ତ୍ରରେ ଆକ୍ରମଣ କରିଛନ୍ତି ଜଣେ ଯୁବକ। ଗୁରୁତର ଅବସ୍ଥାରେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଝିଅର ବାପାଙ୍କୁ ଭର୍ତ୍ତି କରାଯାଇଛି। ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ଖଡ଼ିକାପଦା ଅଞ୍ଚଳରେ ଏକତରଫା ପ୍ରେମ…
ଭେଷଜ ବିଶେଷଜ୍ଞ ଡାକ୍ତର ପି.ସି ଦାସଙ୍କ ପରଲୋକ
କେନ୍ଦୁଝର,୧୮।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାର ପ୍ରତିଷ୍ଠିତ ଭେଷଜ ବିଶେଷଜ୍ଞ ଡାକ୍ତର ପି.ସି ଦାସଙ୍କ ଶନିବାର ପରଲୋକ ହୋଇଯାଇଛି। ତାଙ୍କୁ ୮୬ ବର୍ଷ ବୟସ ହୋଇଥିଲା। ତାଙ୍କ ମୃତ୍ୟୁ ଖବର ପ୍ରଚାରିତ ହେବା ପରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି।…
୨୦ରୁ ୨୨ ବନ୍ଦ ରହିବ ଏହି ଜିଲାର ସମସ୍ତ ସରକାରୀ-ବେସରକାରୀ ସ୍କୁଲ, ଜିଲାପାଳ କହିଲେ ଆଗକୁ ଆହୁରି…
ସମ୍ବଲପୁର,୧୮ା୪(ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ଜାରି ପ୍ରବଳ ଗ୍ରୀଷ୍ମ ପ୍ରବାହ ଏବଂ ଗୁଳୁଗୁଳିକୁ ଦୃଷ୍ଟିରେ ରଖି ଛାତ୍ରୀଛାତ୍ରଙ୍କ ସୁରକ୍ଷା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ସମ୍ବଲପୁର ଜିଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି କରାଯାଇଥିବା…
ଘରେ ପଶି ନେଇଥିଲେ ନଗଦ ଟଙ୍କା,ସୁନା ଛାଡ଼ି ନଥିଲେ ବି ଲୁଗା: ଘଟଣାର ୪ ମାସ ପରେ ପର୍ଦ୍ଦାଫାଶ
ଦିଗପହଣ୍ଡି,୧୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ଗ୍ରାମର ଏନ. ରାଜିୟା ରେଡ୍ଡୀଙ୍କ ଘରେ ପଶି ନଗଦ ୬୦ ହଜାର ଟଙ୍କା, ୩୦ଟି ଲୁଗା,ମୋବାଇଲ ଫୋନ ଏବଂ ସୁନା ଅଳଙ୍କାର ଚୋରି ଘଟଣାରେ ଦିଗପହଣ୍ଡି ପୋଲିସ…
ଅତିରିକ୍ତ ଜିଲାପାଳ ତଦାରଖ କଲେ ଜନଗଣନା କାର୍ଯ୍ୟ: ଘର ଘର ବୁଲି କଲେ…
ଗଞ୍ଜାମ,୧୮।୪(ବିଦ୍ୟାଧର ସାହୁ ): ଜନଗଣନା ଚାଲିଥିବାବେଳେ ଗଞ୍ଜାମ ବିଜ୍ଞାପିତ ଅଞ୍ଚଳରେ ମଧ୍ୟ ଏହା ଜାରି ରହିଛି l ଏଥିରେ ସ୍କୁଲ ଶିକ୍ଷୟିତ୍ରୀ/ଶିକ୍ଷକମାନେ ନିୟୋଜିତ ଅଛନ୍ତି। ଠିକ ଭାବେ ଏହି ଜନଗଣନା କାର୍ଯ୍ୟ ଚାଲିଛି କି ନାହିଁ ଶନିବାର ଅତିରିକ୍ତ ଜିଲାପାଳ (ଏଡିଏମ…
କାମ କରୁଥିବା ବେଳେ ପଡ଼ିଲେ ତଳେ: ଅଂଶୁଘାତରେ ମୃତ୍ୟୁ ସନ୍ଦେହ
ସମ୍ବଲପୁର,୧୮।୪(ପ୍ରମୋଦ ବହିଦାର): ସମ୍ବଲପୁର ସହର ସମେତ ସମଗ୍ର ଜିଲାରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଶନିବାର ଜଣେ ବ୍ୟକ୍ତିଙ୍କ ମୃତ୍ୟୁକୁ ନେଇ ଅଂଶୁଘାତ ସନ୍ଦେହ କରାଯାଉଛି। ମୃତକ ଜଣକ ହେଉଛନ୍ତି ସମ୍ବଲପୁର ସଦର ଥାନା ଅନ୍ତର୍ଗତ ଝାଁକରପାଲି (ରସିଆପାଲି) ଅଞ୍ଚଳର…
ବନ୍ତରୁ ଉଦ୍ଧାର ହେଲା ଅତି ବିରଳ ସାପ: ଚିକିତ୍ସା ପାଇଁ ଯିବ ନନ୍ଦନକାନନ
ବନ୍ତ,୧୮।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ବ୍ଲକ ଛୟାଳସିଂ ହରିଜନ ସାହିରୁ ଏକ ଅତି ବିରଳ ରଙ୍ଗର ସାପକୁ ଶୁକ୍ରବାର ଅପରାହ୍ନରେ ଉଦ୍ଧାର କରାଯାଇଛି। ହଳଦିଆ ଓ ଧଳା ରଙ୍ଗର ଏହି ସାପଟିକୁ ଦେଖିବା ପାଇଁ ସ୍ଥାନୀୟ ଅଞ୍ଚଳରେ ଲୋକଙ୍କ…
ମାଙ୍କଡ଼ ଆତଙ୍କ: ସିଧା ଆସି ଧରିଲା ଅଣ୍ଟାକୁ …
ବନ୍ତ,୧୮।୦୪(କିଶୋର କୁମାର ସେଠୀ): ମାଙ୍କଡ଼ ଆକ୍ରମଣରେ ଜଣେ ବୃଦ୍ଧ ଗୁରୁତର ହୋଇଛନ୍ତି। ଆହତ ବ୍ୟକ୍ତିଜଣକ ଭଦ୍ରକ ଜିଲା ବନ୍ତ ବ୍ଲକ ଟିଲୋ ତାଳପଦା ଗ୍ରାମର ଦାମୋଦର ବାରିକ (୫୮) । ମିଳିଥିବା ସୂଚନା ମୁତାବକ, ଶୁକ୍ରବାର ଦିନ ଦାମୋଦର ନିଜ ଗ୍ରାମର…
ପଥରରେ ଛେଚି ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ: ଥାନାରେ ପହଞ୍ଚି ସତ ବଖାଣିଲେ ପୁଅ
ସୁନ୍ଦରଗଡ,୧୮।୪(ଜୟ ନାରାୟଣ ମେଣ୍ଡୁଳି): ପାରିବାରିକ କଳହକୁ କେନ୍ଦ୍ର କରି ପଥରରେ ଛେଚି ସ୍ତ୍ରୀକୁ ହତ୍ୟା କଲେ ସ୍ବାମୀ। ଏପରି ଏକ ହତ୍ୟାକାଣ୍ଡ ଘଟିଛି ସୁନ୍ଦରଗଡ ଜିଲା ତଳସରା ଥାନା ଅନ୍ତର୍ଗତ ଡମକୁଡା ଗ୍ରାମରେ। ପୋଲିସ ସୂଚନା ମୁତାବକ ,ଶୁକ୍ରବାର ରାତିରେ ପାରିବାରିକ…
ହୋଟେଲ ଉପରେ ଅତର୍କିତ ଚଢ଼ାଉ: ମୁଖ୍ୟ ସଡ଼କରୁ ଜବରଦଖଲ ଉଚ୍ଛେଦ
ଭଞ୍ଜନଗର,୧୮।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ଆସନ୍ତା ୨୬ ତାରିଖରୁ ଆରମ୍ଭ ହେଉଛି। ଯାତ୍ରା ସମୟରେ ଟ୍ରାଫିକ ନିୟନ୍ତ୍ରଣ କରିବା ଏବଂ ହୋଟେଲ ଗୁଡିକରେ ଯେଭଳି ଭଲ ଖାଦ୍ୟ ମିଳିବ, ସେଥିପାଇଁ ପ୍ରଶାସନ, ପୋଲିସ, ମ୍ୟୁନିସିପାଲଟି ପକ୍ଷରୁ ମିଳିତ…
ବିଜେଡିର ୧୨ଘଣ୍ଟିଆ ମୟୂରଭଞ୍ଜ ବନ୍ଦ ଡାକରା: ଗାଡି ଚଳାଚଳ, ଶିକ୍ଷାନୁଷ୍ଠାନ ସବୁ ବନ୍ଦ, କଂଗ୍ରେସର ସମର୍ଥନ
ବାରିପଦା,୧୮।୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ବ୍ଲକ କାକବନ୍ଧ ଆଶ୍ରମରେ ବିଷାକ୍ତ ଖାଦ୍ୟ ଖାଇ ଜଣେ ଛାତ୍ରୀ ମୃତ୍ୟୁ ଓ ୧୪୬ରୁ ଅଧିକ ଅସୁସ୍ଥ ଘଟଣାରେ ଶନିବାର ବିଜେଡି ପକ୍ଷରୁ ୧୨ଘଣ୍ଟିଆ ମୟୂରଭଞ୍ଜ ବନ୍ଦ ଡାକରା ଦିଆଯାଇଛି। ଫଳରେ ସମଗ୍ର…

