ଆମ ଜିଲା ଖବର

ସାରଳା ଦାସଙ୍କ ମହାଭାରତ ବାସ୍ତବିକ ଅନନ୍ୟ: ଉପରାଷ୍ଟ୍ରପତି

କଟକ ଅଫିସ,୩।୪: ଆଦିକବି ସାରଳା ଦାସ ହେଉଛନ୍ତି ଆଧୁନିକ ଓଡ଼ିଆ ଭାଷାର ଜନକ। ପଞ୍ଚଦଶ ଶତାବ୍ଦୀରେ ପ୍ରଚଳିତ ଭାଷାକୁ ବ୍ୟବହାର କରି ଓଡ଼ିଆ ସାହିତ୍ୟକୁ ଲୋକାଭିମୁଖୀ କରିବାରେ ସାରଳା ଦାସ ଥିଲେ ଅଗ୍ରଦୂତ। ମହାଭାରତରେ ସେ ଯେଉଁ ଶବ୍ଦାବଳୀ ପ୍ରୟୋଗ କରିଛନ୍ତି…

ପୋଲିସ ଟୋପି ପିନ୍ଧି ଫଟୋ ଭାଇରାଲ: ଥାନାକୁ ଟଣାହେଲେ ଯନ୍ତ୍ରୀ

ମାଲକାନଗିରି,୩।୪ (ଡି.ଏନ୍‌.ଏ.): ମାଲକାନଗିରି ଜିଲା ବାଲିମେଳା ବିଜ୍ଞାପିତ ଅଞ୍ଚଳ ପରିଷଦର କନିଷ୍ଠ ଯନ୍ତ୍ରୀ ସୁଶୀଲ କୁମାର ବେହେରା ପୋଲିସ ଟୋପି ପିନ୍ଧି ହଟହଟା ହୋଇଛନ୍ତି। ଟୋପିର ଅପବ୍ୟବହାର ଏବଂ ଅବମାନନା କରିଥିବାରୁ ତାଙ୍କୁ ଥାନାକୁ ଯିବାକୁ ପଡ଼ିଥିଲା। ବିଜ୍ଞାପିତ ଅଞ୍ଚଳ ପରିଷଦ…

ବିଜେଡି, କଂଗ୍ରେସର ଷ୍ଟାର କ୍ୟାମ୍ପେନର ତାଲିକା

ଭୁବନେଶ୍ୱର,୩।୪(ବ୍ୟୁରୋ): ପିପିଲି ଉପନିର୍ବାଚନ ପାଇଁ ବିଜେଡି ଓ କଂଗ୍ରେସ ଶୁକ୍ରବାର ନିଜର ଷ୍ଟାର କ୍ୟାମ୍ପେନର ତାଲିକା ପ୍ରକାଶ କରିଛନ୍ତି। ପୂର୍ବରୁ ଭାଜପା ନିଜର ଷ୍ଟାର କ୍ୟାମ୍ପେନର ତାଲିକା ପ୍ରକାଶ କରିସାରିଛି। ବିଜେଡି ଷ୍ଟାର କ୍ୟାମ୍ପେନର ତାଲିକାର ମୁଖ୍ୟ ଆକର୍ଷକ ଭାବେ ମୁଖ୍ୟମନ୍ତ୍ରୀ…

ଦଶମ ଶ୍ରେଣୀ ଫାଇନାଲ ପ୍ରାକ୍ଟିସ୍‌ ଟେଷ୍ଟ କାର୍ଯ୍ୟସୂଚୀ ପ୍ରକାଶିତ

କଟକ ଅଫିସ,୩।୪: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ଦଶମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ଫାଇନାଲ ପ୍ରାକ୍ଟିସ ଟେଷ୍ଟର କାର୍ଯ୍ୟସୂଚୀ ଗୁରୁବାର ପ୍ରକାଶ ପାଇଛି। ଆସନ୍ତା ୧୫ରେ ପ୍ରଥମ ପର୍ଯ୍ୟାୟରେ ପ୍ରଥମ ଭାଷା ଓଡ଼ିଆ ଓ ଦ୍ୱିତୀୟ ପର୍ଯ୍ୟାୟରେ ସାମାଜିକ ବିଜ୍ଞାନ ପରୀକ୍ଷା ହେବ।…

ପିପିଲି ଉପନିର୍ବାଚନ: ଭାଜପା-ବିଜେଡି କର୍ମୀ ମୁହାଁମୁହିଁ

ପିପିଲି, ୩।୪(ଡି.ଏନ୍‌.ଏ/ସ୍ବ.ପ୍ର.): ଆସନ୍ତା ୧୭ତାରିଖରେ ହେବାକୁ ଥିବା ପିପିଲି ଉପନିର୍ବାଚନ ପାଇଁ ବିଭିନ୍ନ ଦଳ ପକ୍ଷରୁ ପ୍ରଚାର ଚାଲିଥିବାବେଳେ ଶୁକ୍ରବାର ରାଇଗୁରପୁର ଗ୍ରାମରେ ପ୍ରାକ୍‌ ନିର୍ବାଚନୀ ହିଂସା ଘଟିଛି। ଜଣେ ଭାଜପା କର୍ମୀଙ୍କୁ ବିଜେଡି ସମର୍ଥକ ଆକ୍ରମଣ କରିବା ସହ ତାଙ୍କୁ…

ସରୁନି ୱାଲ୍‌ ପେଣ୍ଟିଂ: ପଡ଼ି ରହିଛି ଲକ୍ଷାଧିକ ଟଙ୍କା

ବାଲେଶ୍ୱର ଅଫିସ,୩।୪-କରୋନା ସମୟରେ ସରକାର ସହରାଞ୍ଚଳରେ ବସବାସ କରୁଥିବା ଚିତ୍ରଶିଳ୍ପୀ, କାରିଗର ଓ ମହିଳାଗୋଷ୍ଠୀମାନଙ୍କୁ ରୋଜଗାର ଯୋଗାଇଦେବା ପାଇଁ ନୂଆ ନୂଆ ଯୋଜନା ପ୍ରଣୟନ କରିଥିଲେ। ସେଗୁଡିକ ମଧ୍ୟରେ ସହରାଞ୍ଚଳ ଶ୍ରମଭିତ୍ତିକ କର୍ମନିଯୁକ୍ତି ଯୋଜନା ଅନ୍ୟତମ। ଏହାର ସଫଳ ରୂପାୟନ ପାଇଁ…

ପାଠପଢ଼ା ବୟସରେ ପରିବାର ଚିନ୍ତା

ସିମୁଳିଆ, ୩।୪(ଡି.ଏନ.ଏ.)-ଯେଉଁ ବୟସରେ ପାଠ ପଢାପଢି ସହ ସାଙ୍ଗସାଥୀମାନଙ୍କ ସହ ଦିନ କାଟିବା କଥା, ତାହା ବଦଳରେ ଘାରିଛି ପରିବାର ବୋଝ। ତଥାପି ଭାଙ୍ଗି ନ ପଡି ଭବିଷ୍ୟତରେ ନିଜେ କିଛି କରିବା ସହ ଭଉଣୀଭାଇଙ୍କ ମଣିଷ କରିବାକୁ ଦୃଢ ନିଷ୍ପତ୍ତି…

ଶିମିଳିପାଳ ଅଭୟାରଣ୍ୟ:୫୧ ସ୍ଥାନରେ ଲାଗିଛି ନିଆଁ

ବାରିପଦା ଅଫିସ,୩।୪-ଜାତୀୟ ଉଦ୍ୟାନ ଶିମିଳିପାଳ ଅଭୟାରଣ୍ୟରେ ଦିନକୁ ଦିନ ନିଆଁ ବଢିବାରେ ଲାଗିଛି। ଏକ ମାସ ଧରି ଅଭୟାରଣ୍ୟ ଜଳୁଥିବା ବେଳେ ଏହାକୁ ଆୟତ୍ତ କରିବାରେ ବନବିଭାଗର ଉଦ୍ୟମ ଫେଲ୍‌ ମାରିଛି ା ଶୁକ୍ରବାର ୫୧ଟି ସ୍ଥାନରେ ନିଆଁ ଲାଗିଥିବା ଜଣାପଡିବା…

ସରୁନି ଆନିମଲ ଅଣ୍ଡରପାସ୍‌ କାମ

କେନ୍ଦୁଝର, ୩।୪(ଡି.ଏନ.ଏ.): କେନ୍ଦୁଝର ଜିଲା ଦେଇ ଯାଇଥିବା ଜାତୀୟ ରାଜପଥ ୨୦ର ପାଣିକୋଇଲିଠାରୁ ରିମୁଳି ପଯର୍‌ୟନ୍ତ ଅନେକ ସ୍ଥାନରେ ସଂରକ୍ଷିତ ଜଙ୍ଗଲ ରହିଛି। ଏହି ଜଙ୍ଗଲଗୁଡିକରେ ଐତିହ୍ୟ ପ୍ରାଣୀ ହାତୀ ସାଙ୍ଗକୁ ଅନ୍ୟାନ୍ୟ ଜୀବଜନ୍ତୁ ବସବାସ କରୁଛନ୍ତି। ସଂରକ୍ଷିତ ଜଙ୍ଗଲ ମଧ୍ୟ…

ନାଟ କରିବେନି ଦଣ୍ଡ କଳାକାର

ଆଠମଲ୍ଲିକ,୩ା୪(ଡି.ଏନ.ଏ.) ଆଠମଲ୍ଲିକ ଅଞ୍ଚଳରେ ଗଡ଼ଜାତ ଅମଳରୁ ଚାଲିଆସିଥିବା ବହୁ ପୁରାତନ ଲୋକନୃତ୍ୟ ଦଣ୍ଡ ନାଟ ଚଳିତବର୍ଷ କୋଭିଡ୍‌ କଟକଣା ପାଇଁ ହେବନାହିଁ। ସରକାର ଏହି ପାରମ୍ପରିକ ନାଟ ଉପରେ ରୋକ୍‌ ଲଗାଇଛନ୍ତି। ତେବେ କେବଳ ପରମ୍ପରା ଅନୁସାରେ ଦଣ୍ଡନାଟ ନୀତିକାନ୍ତିରେ ହିଁ…

ସାକାର ହେଉନି ଚାଷୀଙ୍କ ସ୍ବପ୍ନ

ବଇଣ୍ଡା,୩ା୪(ପରିକ୍ଷିତ ସାହୁ) ଜଳସେଚନ ପ୍ରକଳ୍ପ ନିର୍ମାଣ ହେଲେ ହସି ଉଠିବ ଜମି। ବର୍ଷ ସାରା ଫଳିବ ସୁନାର ଫସଲ। ଦୂର ହେବ ଚାଷୀଙ୍କ ଦୁରବସ୍ଥା। ଦୀର୍ଘବର୍ଷ ହେଲା ୫ଟି ଜଳସେଚନ ପ୍ରକଳ୍ପକୁ ନେଇ ଏପରି ସ୍ବପ୍ନ ଦେଖି ଆସୁଛନ୍ତି ଅନୁଗୋଳ ଜିଲା…

ପୋଲିସକୁ ନ ଜଣାଇ ଜାଳିଦେଲେ ଛାତ୍ରୀଙ୍କ ମୃତଦେହ

ଚିକିଟି,୨ା୪: ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଧାନଘର ଫାଣ୍ଡି ଡାଳପଲଙ୍କ ଅଞ୍ଚଳର ଜଣେ ଦଶମ ଛାତ୍ରୀ ଶୁକ୍ରବାର ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ଆତ୍ମହତ୍ୟାର କାରଣ ଜଣାପଡି ନାହିଁ। ହେଲେ ପ୍ରେମ ସମ୍ପର୍କକୁ ନେଇ ଏଭଳି ଘଟଣା ଘଟିଥିବା ଅନୁମାନ କରାଯାଉଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri