ଆମ ଜିଲା ଖବର

ବନ୍ଧୁକ ବେପାର କରୁଥିଲେ ଆଲବମ୍‌ ନିର୍ଦ୍ଦେଶକ

କଟକ ଅଫିସ,୫।୧୦: ଦୁର୍ଗା ପୂଜା ପୂର୍ବରୁ କମିଶନରେଟ ପୋଲିସ ପକ୍ଷରୁ କ୍ଲିନ କ୍ରାଇମ ଅଭିଯାନ ଆରମ୍ଭ ହୋଇଛି। ବନ୍ଧୁକ କାରବାର ଅଭିଯୋଗରେ ବାଦାମବାଡି ଥାନା ପୋଲିସ ମଙ୍ଗଳବାର ଜଣେ ଆଲବମ୍‌ ନିର୍ଦ୍ଦେଶକଙ୍କ ସମେତ ୪ ପେଶାଦାର ଅପରାଧୀଙ୍କୁ ଗିରଫ କରିଛି। ଅଭିଯୁକ୍ତମାନେ…

ପିପିଲି ନିର୍ବାଚନମଣ୍ଡଳୀର ବିକାଶ ହିଁ ମୋର ପ୍ରଥମ ଲକ୍ଷ୍ୟ: ରୁଦ୍ର

ଭୁବନେଶ୍ୱର,୫।୧୦(ବ୍ୟୁରୋ): ପିପିଲିର ନବନିର୍ବାଚିତ ବିଧାୟକ ରୁଦ୍ର ପ୍ରତାପ ମହାରଥି ଶପଥ ନେଇଛନ୍ତି। ମଙ୍ଗଳବାର ବିଧାନସଭାରେ ତାଙ୍କୁ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି। ଶପଥ ନେବା ପରେ ଅଞ୍ଚଳର ବିକାଶ ହିଁ ତାଙ୍କର ପ୍ରଥମ ଲକ୍ଷ୍ୟ…

ଖଜୁରିପଡ଼ା ଥାନାଧିକାରୀ ସସ୍‌ପେଣ୍ଡ

ଫୁଲବାଣୀ ଅଫିସ,୫ା୧୦-କନ୍ଧମାଳ ଜିଲା ଖଜୁରିପଡା ଥାନାଧିକାରୀ ରମାକାନ୍ତ ପାତ୍ରଙ୍କୁ ଡିଜିପି ଅଭୟ ମଙ୍ଗଳବାର ସସ୍‌ପେଣ୍ଡ କରିଛନ୍ତି। ଗତ ରବିବାର ସନ୍ଧ୍ୟାରେ ଥାନାଧିକାରୀ ପାତ୍ର ନିଜ କ୍ଷମତାର ଦୂରୁପଯୋଗ କରି ହାଟ କରିବାକୁ ଆସିଥିବା ଜଣେ ବ୍ୟବସାୟୀଙ୍କୁ ମାଡ଼ ମାରଥିଲେ। ଏହା ପ୍ରତିବାଦରେ…

ଧରାପଡିଲେ ହରିଆଣାର ଏଟିଏମ୍‌ ଲୁଟେରା ଗ୍ୟାଙ୍ଗ

ବଲାଙ୍ଗୀର ଅଫିସ,୫।୧୦: ବଲାଙ୍ଗୀର ଜିଲାରେ ସକ୍ରିୟ ଥିବା ହରିଆଣାର ତିନି ଜଣ ଏଟିଏମ୍‌ ଲୁଟେରାଙ୍କୁ ପୋଲିସ ଗିରଫ କରିଛି। ଏହି ଲୁଟେରାମାନେ ଅଭିନବ ଉପାୟରେ ଟଙ୍କା ଲୁଟ କରୁଥିଲେ। ସେମାନଙ୍କଠାରୁ ଦୁଇଟି ଏଟିଏମ୍‌ ସ୍କିମର ଓ କ୍ଲୋନିଂ ମେଶିନ ସହ ୩୭…

ଶପଥ ନେଲେ ପିପିଲି ବିଧାୟକ

ଭୁବନେଶ୍ୱର,୫।୧୦(ବ୍ୟୁରୋ): ପିପିଲିର ନବନିର୍ବାଚିତ ବିଧାୟକ ରୁଦ୍ର ପ୍ରତାପ ମହାରଥୀ ମଙ୍ଗଳବାର ଶପଥ ଗ୍ରହଣ କରିଛନ୍ତି। ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ବିଧାନସଭାରେ ତାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି । ଅଞ୍ଚଳର ବିକାଶ ମୋର ପ୍ରଥମ ଲକ୍ଷ୍ୟ । ଆଜି…

ପଥର ସନ୍ଧିରୁ ମିଳିଲା ନାବାଳିକାଙ୍କ ମୃତଦେହ

ସମ୍ବଲପୁର,୫।୧୦(ବ୍ୟୁରୋ): ସମ୍ବଲପୁର ଜିଲା ଦଲେଇପଡ଼ା ମହାନଦୀ ଘାଟରେ ସୋମବାର ଏକ ପରିବାର ୩ ଜଣ ସଦସ୍ୟ ଭାସିଯାଇଥିଲେ। ତେବେ ବାପା ଓ ପୁଅଙ୍କ ମୃତଦେହ ଉଦ୍ଧାର କରାଯାଇଥିବା ବେଳେ ନାବାଳିକା ଝିଅ ନିଖୋଜ ଥିଲେ। ମଙ୍ଗଳବାର ତାଙ୍କ ମୃତଦେହ ପ୍ରାୟ ୫୦…

ସିବିଆଇ ତଦନ୍ତ ଦାବିରେ ପିଟିଶନ

କଟକ ଅଫିସ,୫। ୧୦: ସହକାରୀ ବନ ସଂରକ୍ଷକ (ଏସିଏଫ୍‌) ସୌମ୍ୟ ରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ଘଟଣା ଉପରୁ ପରଦା ହଟାଇବାରେ ଓଡ଼ିିଶା ପୋଲିସ ବା କ୍ରାଇମବ୍ରାଞ୍ଚ ବିଫଳ ହୋଇଛନ୍ତି। ତେଣୁ ସ୍ବଚ୍ଛ ଓ ନିରପେକ୍ଷ ତଦନ୍ତ ପାଇଁ ସିବିଆଇ ବା କୋର୍ଟ…

ସିବିଆଇ ତଦନ୍ତ, ୫୦ ଲକ୍ଷ କ୍ଷତିପୂରଣ ଦାବି

କଟକ ଅଫିସ,୫। ୧୦: ବରଗଡ଼ ଟାଉନ ଥାନା ପୋଲିସ ମାଡ଼ରେ ଯୁବକଙ୍କ ମୃତ୍ୟୁ ଘଟଣାର ସିବିଆଇ ତଦନ୍ତ ସହ ମୃତକଙ୍କ ପରିବାରକୁ ୫୦ଲକ୍ଷ ଟଙ୍କା ଆର୍ଥିକ ସହାୟତା ଯୋଗାଇଦେବା ଦାବି ନେଇ ସୋମବାର ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ରୁଜୁ ହୋଇଛି।…

ଗଜପତି ମୋ’ ପାଇଁ ସ୍ବତନ୍ତ୍ର: ନବୀନ

ଭୁବନେଶ୍ୱର (ବ୍ୟୁରୋ)/ପାରଳାଖେମୁଣ୍ଡି (ଡି.ଏନ୍‌.ଏ.)୫। ୧୦: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଗଜପତି ଜିଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଗଜପତି ଜିଲା ସହ…

ଶିଳ୍ପ ଲାଗି ଜଳ ବିବାଦ

ଯାଜପୁର ଅଫିସ,୫। ୧୦: କେନ୍ଦ୍ରାପଡ଼ା ଜିଲାରେ ସମ୍ପ୍ରତି ନଦୀଜଳ ବିବାଦ ଉଗ୍ରରୂପ ପ୍ରଶାସନିକ ଅଧିକାରୀଙ୍କ ଅହେତୁକ କମ୍ପାନୀ ପ୍ରୀତି ଯୋଗୁ ଏଭଳି ପରିସ୍ଥିତି ସୃଷ୍ଟି ହୋଇଛି। ବୈତରଣୀ ନଦୀ ଜଳ ବ୍ୟବହାର କରି ଏକାଧିକ ସ୍ଲରିପାଇପ୍‌ ଲାଇନ ପ୍ରକଳ୍ପ ସମେତ ଧାମନଗର…

କନ୍ଧରା, ନନ୍ଦିନିଆ ହେବ ବାଘ କରିଡର

ଢେଙ୍କାନାଳ ଅଫିସ,୫ା୧୦ ଅନୁଗୋଳ ଜିଲା ସାତକୋଶିଆ ବନଖଣ୍ଡ ବାଘ କରିଡର ଢେଙ୍କାନାଳ ଜିଲାକୁ ସମ୍ପ୍ରସାରିତ ହେବ। ଢେଙ୍କାନାଳ ଜିଲା ବନଖଣ୍ଡ ଅଧୀନରେ ଥିବା ହିନ୍ଦୋଳ ରେଞ୍ଜ୍‌ର କନ୍ଧରା ଓ ନନ୍ଦିନିଆ ସଂରକ୍ଷିତ ଜଙ୍ଗଲକୁ ଏହି କରିଡରରେ ଅନ୍ତର୍ଭୁକ୍ତ କରିବା ପାଇଁ ସରକାରଙ୍କୁ…

ଗାନ୍ଧୀ ମାର୍ଗରେ ହେଉ ଗାନ୍ଧୀ ଭବନ

ଅନୁଗୋଳ ଅଫିସ, ୫ା୧୦ ଗାନ୍ଧୀଙ୍କ ସ୍ମୃତି ବହନ କରୁଛି ଅନୁଗୋଳର ଗାନ୍ଧୀ ମାର୍ଗ (୧୯୩୪ର ହୁଲୁରିସିଂହା ଛକରୁ ରାଣୀଗୁଡ଼ା ଆମ୍ବତୋଟା ରାସ୍ତା)। ସେତେବେଳେ ଏହି ପଥରେ ପଡ଼ିଥିଲା ମହାତ୍ମାଙ୍କ ପାଦ। ଏଠାରେ ସାଧାରଣ ସଭାକୁ ସମ୍ବୋଧିତ କରି ବାପୁ ଯାଇଥିଲେ ଢେଙ୍କାନାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?