ଆମ ଜିଲା ଖବର

ଜଗନ୍ନାଥଙ୍କ ଭଡ଼ାଘରେ କ୍ରାଇମ୍‌ବ୍ରାଞ୍ଚ ଯାଞ୍ଚ

ପୁରୀ ଅଫିସ,୧୮।୧୨: ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ କୁମାର ଦାସବର୍ମାଙ୍କ ବ୍ୟକ୍ତିଗତ ସହାୟକ ଚିତ୍ତରଞ୍ଜନ ପଲେଇ ହତ୍ୟାକାଣ୍ଡ ମାମଲାରେ କ୍ରାଇମବ୍ରାଞ୍ଚ ପକ୍ଷରୁ ତଦନ୍ତ ଜାରି ରହିଛି। ଶୁକ୍ରବାର ଦ୍ୱିତୀୟ ଦିନରେ କ୍ରାଇମବ୍ରାଞ୍ଚ ଅଧିକାରୀମାନେ ଚିତ୍ତରଞ୍ଜନଙ୍କ ସହଯୋଗୀ ତଥା ଅଭିଯୁକ୍ତ ଜଗନ୍ନାଥ…

ଶାଶୁଘର ଆଗରେ ପୁଣି ବସିଲେ ତପସ୍ବିନୀ

ବ୍ରହ୍ମପୁର ଅଫିସ,୧୮ା୧୨: ବହୁଚର୍ଚ୍ଚିତ ଡା. ସୁମିିତ ସାହୁ- ତପସ୍ବିନୀ ଦାଶ ପାରିବାରିକ ମାମଲା ତୁଟିବା ନାଁ ଧରୁନି। ଦିନକୁ ଦିନ ଏହା ଜଟିଳ ହେବାରେ ଲାଗିଛି। ଶୁକ୍ରବାର ତପସ୍ବିନୀ କୋର୍ଟରୁ ନ୍ୟାୟ ପାଇବେ ବୋଲି ଆଶା ରଖିଥିଲେ। ହେଲେ ଶୁଣାଣି ଘୁଞ୍ଚିବାରୁ…

ଆଉ ଏକ ବିଦ୍ରୋହ ପାଇଁ ବାଜିଲା ବୀର ଧ୍ୱନି

ଭୁବନେଶ୍ୱର, (ବ୍ୟୁରୋ)/ଖୋର୍ଦ୍ଧା ଅଫିସ, ୧୮ା୧୨: ୧୮୧୭ ମସିହା ପାଇକ ବିଦ୍ରୋହକୁ ଭାରତର ପ୍ରଥମ ସ୍ବାଧୀନତା ସଂଗ୍ରାମ ମାନ୍ୟତା ପ୍ରଦାନ ଓ ପାଇକ ସ୍ମାରକୀ ନିର୍ମାଣ ଦାବିରେ ରାଜରାସ୍ତାକୁ ଓହ୍ଲାଇଛି ଓଡ଼ିଶା ବୀର ମହାସଂଘ। ରାଜ୍ୟର ପାଇକଙ୍କୁ ଏକାଠି କରିବା ସହ ଆଉଏକ…

ପୁଣି ଶାଶୁଘର ଆଗରେ ବସିଲେ ତପସ୍ବିନୀ

ବ୍ରହ୍ମପୁର ଅଫିସ,୧୭।୧୨: ବହୁଚର୍ଚ୍ଚିତ ଡା. ସୁମିିତ ସାହୁ- ତପସ୍ବିନୀ ଦାଶ ପାରିବାରିକ ମାମଲା ତୁଟିବା ନାଁ ଧରୁନି। ଦିନକୁ ଦିନ ଏହା ଜଟିଳ ହେବାରେ ଲାଗିଛି। ଶୁକ୍ରବାର ତପସ୍ବିନୀ କୋର୍ଟରୁ ନ୍ୟାୟ ପାଇବେ ବୋଲି ଆଶା ରଖିଥିଲେ। ହେଲେ ଶୁଣାଣି ଘୁଞ୍ଚିବାରୁ…

ଓଲଟିଲା ମାଲବାହୀ ଟ୍ରେନ ବଗି

କୋରାପୁଟ/ଜୟପୁର,୧୭ା୧୨(ନି.ପ୍ର.): କେ-କେ ଲାଇନରେ ଶୁକ୍ରବାର ମାଲବାହୀ ଟ୍ରେନ ଲାଇନଚ୍ୟୁତ ହୋଇ ଓଲଟି ପଡିଛି। ଫଳରେ କିରଣ୍ଡୁଲ-କୋରାପୁଟ ମଧ୍ୟରେ ଯାତ୍ରୀବାହୀ ଟ୍ରେନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଏପରିକି ଏହି ଲାଇନରେ ଯାଉଥିବା ସମସ୍ତ ଯାତ୍ରୀବାହୀ ଟ୍ରେନ ଚଳାଚଳକୁ ରେଳ ବିଭାଗ ବାତିଲ କରିଛି।…

ଟିକା ନେବା ପରେ ଗଲା ୨ ଜୀବନ

କୁଳିଅଣା,୧୭ା୧୨(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଚାନ୍ଦୁଆ ଥାନା ଅଧୀନ କେଶରପୁର ବିଦ୍ୟାଳୟ ଟିକାକରଣ କେନ୍ଦ୍ରରେ ଗୁରୁବାର ପ୍ରଥମ ଡୋଜ୍‌ କୋଭିସିଲ୍ଡ ଟିକା ନେବାର କିଛି ସମୟ ପରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ବିପିନ ମହାନ୍ତ। ଟିକା ନେଇ ଘରକୁ…

ସୁରକ୍ଷାବଳର ଗୁଳି ମାଡ଼ରେ ଛତ୍ରଭଙ୍ଗ ଦେଲେ ମାଓବାଦୀ

ନୂଆପଡ଼ା ଅଫିସ,୧୭।୧୨: ଓଡ଼ିଶା-ଛତିଶଗଡ଼ ସୀମାନ୍ତ ନୂଆପଡ଼ା ଜିଲା ସିନାପାଲି ଥାନା ଝୋଲାପଡ଼ା ଗାଁ ପାଟଦର୍ହା ସଂରକ୍ଷିତ ଜଙ୍ଗଲରେ ମାଓବାଦୀଙ୍କ ଏବଂ ଯବାନ ମଧ୍ୟରେ ଗୁଳି ବିନିମୟ ହୋଇଛି। ଯବାନଙ୍କ ପାଲଟା ଗୁଳିରେ ମାଓବାଦୀମାନେ ଘଟଣା ସ୍ଥଳରୁ ଛତ୍ରଭଙ୍ଗ ଦେଇଛନ୍ତି। ନୂଆପଡ଼ା ଏସ୍‌ପିଙ୍କ…

ହାତ ଛାଡ଼ି ଶଙ୍ଖ ଧରିଲେ ଧର୍ମରାଜ

ଗୋପାଳପୁର,୧୭।୧୨(ଡି.ଏନ.ଏ.): କଂଗ୍ରେସର ପୂର୍ବତନ ବିଧାୟକ ପ୍ରାର୍ଥୀ ଏସ୍‌.ଧର୍ମରାଜ ରେଡ୍ଡୀ ଓ ତାଙ୍କର ସମର୍ଥକ ଶୁକ୍ରବାର ହାତ ଛାଡ଼ି ଶଙ୍ଖ ଧରିଛନ୍ତି। କାର୍ଯ୍ୟକ୍ରମରେ ଅନୁସୂଚିତ ଜାତି ଓ ଜନଜାତି ବିକାଶ ମନ୍ତ୍ରୀ ଜଗନ୍ନାଥ ସାରକା, ବିଜେଡିର ସାଙ୍ଗଠନିକ ସମ୍ପାଦକ ତଥା ଯାଜପୁର ବିଧାୟକ…

କୁକୁରଙ୍କ କବଳରୁ କୁଟୁରା ଉଦ୍ଧାର

ଆର.ଉଦୟଗିରି,୧୭।୧୨(ଡି.ଏନ.ଏ.): ଖାଦ୍ୟ ଅନ୍ବେଷଣରେ ଶୁକ୍ରବାର ଗଜପତି ଜିଲା ଆର୍‌.ଉଦୟଗିରି ବସ୍ତି ଅଞ୍ଚଳକୁ ଏକ କୁଟୁରା ଚାଲି ଆସିଥିଲା। କୁଟୁରାକୁ ଦେଖି କେତେକ ବୁଲା କୁକୁର ଗୋଡାଇଥିଲେ। ଏହା ଦେଖି ସ୍ଥାନୀୟ ଅଞ୍ଚଳବାସୀ କୁକୁରଙ୍କ କବଳରୁ କୁଟୁରାକୁ ଉଦ୍ଧାର କରି ବନ ବିଭାଗକୁ…

ଏସ୍‌ପି ଅଫିସ ଘେରାଉ କଲା ଯୁବ କଂଗ୍ରେସ

କେନ୍ଦୁଝର,୧୭ା୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଯୁବ କଂଗ୍ରେସ କମିଟି ପକ୍ଷରୁ ସଭାପତି ସୁନେଶ ଧୀରଙ୍କ ନେତୃତ୍ୱରେ ଶୁକ୍ରବାର କଂଗ୍ରେସ ଭବନଠାରୁ ଏକ ଶୋଭାଯାତ୍ରା କରାଯାଇଛି। କଂଗ୍ରେସ କର୍ମୀମାନେ ବିଜେଡି ସରକାରଙ୍କ ବିରୋଧରେ ନାରାବାଜି କରିବା ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିକୁ ଏକ…

ଖରସ୍ରୋତାରେ ଭାସିଗଲେ ଯୁବକ

ସିଂହପୁର,୧୭ା୧୨(ଡି.ଏନ୍‌.ଏ.): ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ଓଳେଇ ଚନ୍ଦନପୁର ପଞ୍ଚାୟତ ଚନ୍ଦନପୁର ଗ୍ରାମର ରବିନ୍ଦ୍ର ସାମଲଙ୍କ ପୁଅ ସୌମେନ୍ଦ୍ର (୨୬) ଶୁକ୍ରବାର ସକାଳେ ନଦୀରେ ଗାଧୋଉଥିବା ବେଳେ ନଦୀର ପ୍ରଖର ସ୍ରୋତରେ ଭାସି ଯାଇଥିଲେ। ସଙ୍ଗେ ସଙ୍ଗେ ସ୍ଥାନୀୟ ଲୋକେ…

ଜଙ୍ଗଲରେ ବନ୍ଦୀ ୩୦ ହଜାର ଗ୍ରାମବାସୀ

ଢେଙ୍କାନାଳ ଅଫିସ୍‌/ଗଁଦିଆ, ୧୭ା୧୨: ଅଭୟାରଣ୍ୟ ଏବଂ ବନ୍ୟଜନ୍ତୁଙ୍କ ସୁରକ୍ଷା ଦ୍ୱାହି ଦେଇ ବନ ବିଭାଗ ବନ୍ଦ କରିଦେଇଛି ସବୁଦିନିଆ ଜଙ୍ଗଲ ରାସ୍ତା। ଫଳରେ ଜଙ୍ଗଲ ତଳି ଅଞ୍ଚଳରେ ବାସ କରୁଥିବା ୩୦ ଗ୍ରାମର ୨୫ ହଜାର ବାସିନ୍ଦା ଏକପ୍ରକାର ବନ୍ଦୀ ହୋଇପଡ଼ିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?