ପ୍ରତିଶ୍ରୁତି ଦେଇ ପ୍ରଶାସନ ପାର୍
ଅନୁଗୋଳ ଅଫିସ, ୪ା୧୦: ଅନୁଗୋଳରେ ଗାନ୍ଧୀଙ୍କ ସ୍ମୃତି ରକ୍ଷା ପାଇଁ ଜାଗା ଖଣ୍ଡେ ପାଉନି ଜିଲା ପ୍ରଶାସନ। ଗାନ୍ଧୀ ଜୟନ୍ତୀରେ ସତ୍ୟାଗ୍ରହରେ ବସିବା ପୂର୍ବରୁ ସର୍ବୋଦୟ ନେତ୍ରୀ କୃଷ୍ଣା ମହାନ୍ତିଙ୍କ ନିକଟରେ ପହଞ୍ଚି ପ୍ରଶାସନର ବରିଷ୍ଠ ଅଧିକାରୀମାନେ ପଦକ୍ଷେପ ପାଇଁ ପ୍ରତିଶ୍ରୁତି…
ଦୁର୍ଦ୍ଦଶା ଭୋଗୁଛନ୍ତି ୩ଗାଁର ଲୋକେ
ରୂପସା, ୪ା୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲା ବସ୍ତା ବ୍ଲକ ଅଧୀନ ନଟାକଟା ପଞ୍ଚାୟତର ଅମର୍ଦ୍ଦାରୋଡ଼ ରେଳପଥ କଡ଼ ରାସ୍ତା ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ଫଳରେ ଏହା ଉପରେ ନିର୍ଭର କରୁଥିବା ବେଲା, ଖଣ୍ଡପସା ଓ ପଞ୍ଚବାଟିଆ ଗ୍ରାମର ୩ହଜାର ଲୋକ ବହୁତ ହଇରାଣ ହେଉଛନ୍ତି।…
ଜେଜେମା’ଙ୍କ ଭରସାରେ ୪ ଅନାଥ ଭଉଣୀ
ଠାକୁରମୁଣ୍ଡା,୪ା୧୦(ଡି.ଏନ.ଏ.)- ମା’ ବାପା ଆରପାରିରେ। ଜେଜେମା’ଙ୍କ ଭରସାରେ ଅସହାୟ ଜୀବନ ବିତାଉଛନ୍ତି ୪ ଅନାଥ ଭଉଣୀ। ମାସକୁ ୩୫ କିଲୋ ଚାଉଳ ଓ ୫୦୦ ଟଙ୍କା ଭତ୍ତାରେ ଚଳୁଛନ୍ତି ୫ ପ୍ରାଣୀ। ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ଅନ୍ତର୍ଗତ ମହୁଲଡ଼ିହା ପଞ୍ଚାୟତର…
ମନ ମୋହୁଛି ମନୋଜଙ୍କ ନିଆରା କଳାକୃତି
କଟକ ଅଫିସ, ୪ା୧୦: ସେ ପାଠ ପଢ଼ିବା ପାଇଁ କଟକ ଆସିଥିଲେ। ଟ୍ୟୁଶନ କରି ପାଠ ପଢ଼ୁଥିଲେ। ହଠାତ କୋଭିଡ୍ ସ୍ଥିତି ଯୋଗୁ ଲକ୍ଡାଉନ୍ ଘୋଷଣା ହେଲା। ଏହି ସମୟରେ ଟ୍ୟୁଶନ ବନ୍ଦ ହୋଇଗଲା। ତେଣୁ କ’ଣ କରିବେ ସେନେଇ ଚିନ୍ତାରେ…
ଚଳଚଞ୍ଚଳ ହେଉଛି ସାନଘାଗରା
କେନ୍ଦୁଝର, ୪ା୧୦ (ସ୍ବ.ପ୍ର.): କୋଭିଡ କଟକଣା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ସାନଘାଗରା ଜଳପ୍ରପାତ ପର୍ଯ୍ୟଟନ କେନ୍ଦ୍ର ଖୋଲିବା ପରେ ଧୀରେ ଧୀରେ ଅବସ୍ଥା ସ୍ବାଭାବିକ ହେବାକୁ ଲାଗିଛି। ଯଦିଓ ପର୍ଯ୍ୟଟନ ଋତୁ ଆସି ଗଲାଣି ତେବେ ଆଗଭଳି…
୨୧ରୁ ୟୁଜି ପ୍ରଥମ ସେମିଷ୍ଟର ପରୀକ୍ଷା
କଟକ ଅଫିସ,୪ା୧୦: ଆସନ୍ତା ୨୧ ତାରିଖରୁ ରେଭେନ୍ଶା ବିଶ୍ୱବିଦ୍ୟାଳୟରେ ସ୍ନାତକ(ୟୁଜି) ପ୍ରଥମ ସେମିଷ୍ଟର ପରୀକ୍ଷା ଆରମ୍ଭ ହେବ। ଏ ନେଇ ବିଶ୍ୱବିଦ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ରେଗୁଲାର ଏବଂ ବ୍ୟାକ୍ ଛାତ୍ରୀଛାତ୍ରମାନେ ଅନ୍ଲାଇନ୍ରେ ପରୀକ୍ଷା ଦେବେ। ୨୧ ଏବଂ ୨୩ ତାରିଖ…
ଦବୁଛି ପୂର୍ତ୍ତ ବିଭାଗ ରାସ୍ତା, ମରାମତି ଦାବି
ନାଉଗାଁ,୪ା୧୦(ସ୍ବ.ପ୍ର): ନାଉଗାଁ ବ୍ଲକ କାର୍ଯ୍ୟାଳୟରୁ ଗାରୋଇକୁ ସଂଯୋଗ କରୁଥିବା ପୂର୍ତ୍ତ ବିଭାଗ ରାସ୍ତା ଶୋଚନୀୟ ହୋଇଯାଇଛି। କିଛି ସ୍ଥାନରେ ଏହା ଦବିଯିବା ସହ ରାସ୍ତା ପାର୍ଶ୍ୱରୁ ଅତଡା ଖସିଯାଇଛି। ଏହାକୁ ମରାମତି କରାଯାଉ ନ ଥିବା ବେଳେ ଅତଡା ଖସିଥିବା ସ୍ଥାନକୁ…
ଦୁର୍ଦ୍ଦିନରେ ପଥର ଶିଳ୍ପୀ
ଯାଜପୁର ଅଫିସ,୪ା୧୦: କୁଟୀର ଶିଳ୍ପ ପାଇଁ ପ୍ରତିବର୍ଷ ଯୋଜନା ପରେ ଯୋଜନା ପ୍ରଣୟନ କରାଯାଉଛି।ହେଲେ ଗ୍ରାମାଞ୍ଚଳର କାରିଗରଙ୍କ ନିକଟରେ ଯୋଜନାର ସୁଫଳ ପହଞ୍ଚି ପାରୁନାହିଁ। ଫଳରେ ଯୋଜନା ମାଧ୍ୟମରେ କର୍ମନିଯୁକ୍ତି ସୃଷ୍ଟି ହେବା ତ ଦୂରର କଥା କ୍ରମଶଃ ଏହା ସଙ୍କୁଚିତ…
ଦୁର୍ନୀତିଖୋର ଅଧିକାରୀଙ୍କୁ ସୁରକ୍ଷା: ୧୫ ସୁଦ୍ଧା ରିପୋର୍ଟ ଦାଖଲ ନିର୍ଦ୍ଦେଶ
ଯାଜପୁର ଅଫିସ,୪ା୧୦: ଯାଜପୁର ଜିଲା ଯୋଗାଣ ବିଭାଗ କର୍ତ୍ତୃପକ୍ଷ ଅଡିଟ୍ ରିପୋର୍ଟର ଅନୁପାଳନ କରିବାରେ କୁନ୍ଥକୁନ୍ଥ ହେଉଛନ୍ତି। ବିପୁଳ ପରିମାଣର ସରକାରୀ ଅର୍ଥ ହରିଲୁଟ କରିଥିବା ମିଲର୍ସଙ୍କ ବିରୋଧରେ ସାର୍ଟିଫିକେଟ କେସ୍ ଏବଂ ସମ୍ପୃକ୍ତ ଅଧିକାରୀଙ୍କ ନାମରେ ବିଭାଗୀୟ କାର୍ଯ୍ୟବିଧି ଗ୍ରହଣ…
ପଞ୍ଚାୟତ ନିର୍ବାଚନକୁ ସ୍କୁଲ ମିଶ୍ରଣ ଅଡୁଆ
କେନ୍ଦ୍ରାପଡ଼ା ଅଫିସ, ୪ା୧୦: ରାଜ୍ୟ ସରକାରଙ୍କ ନିଷ୍ପତ୍ତି କ୍ରମେ କେନ୍ଦ୍ରାପଡ଼ା ଜିଲାର ୨୧୭ଟି ସ୍କୁଲରେ କମ୍ ଶିକ୍ଷାର୍ଥୀ ଥିବା ଦର୍ଶାଇ ନିକଟସ୍ଥ ଅନ୍ୟ ସ୍କୁଲରେ ଏହାକୁ ମିଶ୍ରଣ କରାଯାଇଛି। ଏହି ମିଶ୍ରଣକୁ ବିରୋଧ କରି ଜିଲାର ଅଭିଭାବକମାନେ ବହୁବାର ଜିଲା ପ୍ରଶାସନର…
ଚାଷୀଙ୍କୁ କରଜ ଶୁଝିବା ଚିନ୍ତା ଘାରିଛି
ପାଟକୁରା,୪ା୧୦(ଡି.ଏନ.ଏ.): ଲଗାଣ ବର୍ଷା ହେବାର ୨୨ ଦିନ ବିତିଯାଇଥିଲେ ସୁଦ୍ଧା ଖାଲ ପାଟ ଜମିରୁ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଭାବେ ପାଣି ଛାଡି ନାହିଁ। ପାଣିରେ ଦୀର୍ଘଦିନ ବୁଡି ରହିଥିବା ଶାରଦ ଧାନ ଫସଲ ଖରା ତାତିରେ ପଚିବାକୁ ଆରମ୍ଭ କଲାଣି। ଧାର…
୮୩୧ ଭୋଟରଙ୍କୁ ପସନ୍ଦ ଆସିଲେନି କେହି
ପୁରୀ ଅଫିସ,୪।୧୦: ପିପିଲି ଉପନିର୍ବାଚନରେ ୧ ଲକ୍ଷ ୮୦ ହଜାର ୯୯ ଜଣ ଭୋଟର ମତଦାନ କରିଛନ୍ତି। ତନ୍ମଧ୍ୟରୁ ବିଜେଡିକୁ ୯୬ ହଜାର ୯୭୨ ଓ ଭାଜପାକୁ ୭୬ ହଜାର ୫୬ ଖଣ୍ଡ ଭୋଟ ମିଳିଛି। ତେବେ ଚଳିତ ନିର୍ବାଚନରେ ନୋଟାରେ…

