ଆମ ଜିଲା ଖବର

ହାତୀ ଉପଦ୍ରବ, ଲୋକେ ଆତଙ୍କିତ

କେନ୍ଦୁଝର,୩ା୧୦(ସ୍ବ.ପ୍ର.): କେନ୍ଦୁଝର ବନଖଣ୍ଡ ଚମ୍ପୁଆ ରେଞ୍ଜ ଅନ୍ତର୍ଗତ ବାଲିବନ୍ଧ ସେକ୍ସନର ବିଭିନ୍ନ ଜଙ୍ଗଲରେ ୬୦ ଟି ହାତୀ ବୁଲୁଥିବାରୁ ସ୍ଥାନୀୟ ଅଞ୍ଚଳର ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ହାତୀପଲ ଦିନରେ ଜଙ୍ଗଲରେ ଲୁଚି ରହୁଛନ୍ତି ଓ ରାତି ହେଲେ ବାହାରକୁ ବାହାରି ଉପଦ୍ରବ…

ପିପିଲି ଉପନିର୍ବାଚନ: ବିଜୟ ମୁହାଁ ବିଜେଡି

ପୁରୀ ଅଫିସ୍‌,୩।୧୦: ପିପିଲି ଉପନିର୍ବାଚନ ଫଳାଫଳ ସ୍ପଷ୍ଟ ହେବାରେ ଲାଗିଛି। ଆଉ ମାତ୍ର କିଛି ଘଣ୍ଟା ମଧ୍ୟରେ ଫଳାଫଳ ଘୋଷଣା ହେବ। ଏପର୍ଯ୍ୟନ୍ତ ୧୫ ରାଉଣ୍ଡ ସୁଦ୍ଧେ ବିଜେଡି ପାର୍ଥୀ ରୁଦ୍ର ମହାରଥୀ ୧୬,୪୪୦ ଖଣ୍ଡ ଭୋଟ୍‌ରେ ଆଗୁଆ ଅଛନ୍ତି। ପିପିଲି…

ଡିଜିପିଙ୍କ ନିକଟରେ ୨ ମହିଳା ମାଓବାଦୀଙ୍କ ଆତ୍ମସମର୍ପଣ

କୋରାପୁଟ,୩।୧୦(ସ୍ବ.ପ୍ର.): ପୋଲିସ ମହାନିର୍ଦ୍ଦେଶକ ଅଭୟ ରବିବାର କୋରାପୁଟ ଗସ୍ତରେ ଯାଇଥିବା ବେଳେ ୨ ଜଣ ମହିଳା ମାଓବାଦୀ ତାଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି। ଏହି ଦୁଇ ଜଣଙ୍କ ମଧ୍ୟରୁ ଜଣେ ଏସିଏମ୍‌ କ୍ୟାଡ୍‌ରର ଥିଲେ। ସେହିଭଳି ଅନ୍ୟ ଜଣଙ୍କ ମିଲିଟାରୀ ଗ୍ରୁପରେ…

ପଞ୍ଚାୟତ କାର୍ଯ୍ୟାଳୟରୁ ୫ ଲକ୍ଷ ଟଙ୍କାର କୋଭିଡ୍‌ ସାମଗ୍ରୀ ଚୋରି

ପରଜଙ୍ଗ,୩।୧୦(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମହାବିରୋଡ଼ ଫାଣ୍ଡି ଅନ୍ତର୍ଗତ ପଙ୍ଗାତିରା ପଞ୍ଚାୟତ କାର୍ଯ୍ୟାଳୟରୁ ବିପୁଳ ପରିମାଣର କୋଭିଡ ସାମଗ୍ରୀ ଚୋରି ହୋଇଛି। ଏନେଇ ଥାନାରେ ଏତଲା ମଧ୍ୟ ହୋଇଛି। ଚୋରି ସାମଗ୍ରୀର ଆନୁମାନିକ ମୂଲ୍ୟ ପ୍ରାୟ ୫ ଲକ୍ଷ ଟଙ୍କା…

୧୨ ଫୁଟର ଅଜଗର ଉଦ୍ଧାର

ପରଜଙ୍ଗ,୩।୧୦(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରୁ ଏକ ୧୨ ଫୁଟ ଲମ୍ବର ଅଜଗର ସାପ ଉଧାର ହୋଇଛି। ତେବେ ସାପଟିକୁ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କରାଯାଇଥିବା ଜଣାପଡିଛି। ସୂଚନାଯୋଗ୍ୟ, ଶନିବାର ରାତିରେ ସାପଟି ବ୍ଲକ କାର୍ଯ୍ୟାଳୟ…

ପୋଖରୀରୁ ମିଳିଲା ଅଜଣା ମହିଳାଙ୍କ ମୃତଦେହ: ହତ୍ୟା ସନ୍ଦେହ

କେନ୍ଦୁଝର,୩।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ଟାଉନ ଥାନା ଅନ୍ତର୍ଗତ ନରଣପୁର ଗ୍ରାମ ନିକଟସ୍ଥ ପୋଖରୀରେ ଜଣେ ମହିଳାଙ୍କ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି। ତେବେ ତାଙ୍କ ପରିଚୟ ମିଳିପାରି ନାହିଁ। ପାରିପାର୍ଶ୍ୱିକ ସ୍ଥିତିକୁ ଦେଖିଲେ ସେ ବିବାହିତା ବୋଲି ଜଣାପଡ଼ୁଛି। ତାଙ୍କୁ କେହି…

ପାଣି ପିଇବା ବାହାନାରେ ନାବାଳିକାଙ୍କୁ ଅସଦାଚରଣ : ଯୁବକ କୋର୍ଟଚାଲାଣ

ପଦ୍ମପୁର,୩।୧୦(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ଅସଦାଚରଣ ଅଭିଯୋଗରେ ପୋଲିସ ଜଣଙ୍କୁ ଗିରଫ କରିଛି। ସେ ହେଲେ ସମିଆ ଛକ ଗ୍ରାମର ସେକ୍‌ ମୌସଦ। ସେକ୍‌ ଶନିବାର ଅପରାହ୍ନରେ ନାବାଳିକାଙ୍କୁ ପିଇବା ପାଇଁ ପାଣି ମାଗି ଅସଦାଚରଣ…

ୟୁରିଆ ଅଭାବ ଉଜାଡ଼ିବ ଚାଷ

ଗଁଦିଆ, ୩।୧୦: ଚଳିତ ବର୍ଷ ଖରିଫ ଧାନ ଉପରେ ଘନେଇବାରେ ଲାଗିଛି ବିପଦ। ପ୍ରଥମେ ସ୍ବଳ୍ପବୃଷ୍ଟି, ଏହାପରେ ଲଘୁଚାପଜନିତ ଲଗାଣ ବର୍ଷା ଏବଂ ଏବେ ଧାନ ଗଛ ବଢ଼ିବା ବେଳକୁ ଦେଖାଦେଇଛି ୟୁରିଆର ଉତ୍କଟ ଅଭାବ। ଠିକ୍‌ ସମୟରେ ସାର ପ୍ରୟୋଗ…

ମହିଳାଙ୍କ ଫୋନ୍‌ ପେ’ରୁ ୩ଲକ୍ଷ ୫୦ହଜାର ଲୁଟ୍‌

ସୋର, ୩।୧୦(ଡି.ଏନ.ଏ.)-ଜଣେ ମହିଳାଙ୍କ ଫୋନ୍‌ ପେରୁ ୩ଲକ୍ଷ ୫୦ହଜାର ଟଙ୍କା ଲୁଟ୍‌ ହୋଇଥିବା ନେଇ ଶୁକ୍ରବାର ସୋର ଥାନାରେ ଅଭିଯୋଗ ହୋଇଛି। ବାହାନଗା ବ୍ଲକ ଅଧୀନ ଗଣ୍ଡସ୍ତପୁର ଗ୍ରାମର ଜୟନ୍ତୀ କୁଅଁର ନାମ୍ନୀ ମହିଳା ଭେଷ୍ଟିଜ ନାମକ ଏକ ପ୍ରଡକ୍ଟ କମ୍ପାନୀରେ…

୨୪ ଦିନ ପରେ ପାସେଞ୍ଜର ରେଳଭଡ଼ା ଦ୍ୱିଗୁଣିତ; ଜଳେଶ୍ୱରରେ ଉତ୍ତେଜନା

ଜଳେଶ୍ୱର, ୩।୧୦(ଡି.ଏନ.ଏ.): ଖଡ଼ଗପୁର-ଭଦ୍ରକ ମଧ୍ୟରେ ସବୁ ପାସେଞ୍ଜର ଟ୍ରେନ ଚଳାଚଳ ଲାଗି ପ୍ରବଳ ଦାବି ହେଉଥିବା ବେଳେ ତାଲା ବନ୍ଦ ପରେ ଚଳାଚଳ ଆରମ୍ଭ ହୋଇଥିବା ପାସେଞ୍ଜର ଟ୍ରେନ୍‌ର ଭଡ଼ା ଶନିବାରଠାରୁ ଦ୍ୱିଗୁଣିତ ହୋଇଛି। ଫଳରେ ବାଲେଶ୍ୱର ଜିଲା ଜଳେଶ୍ୱରରେ ଉତ୍ତେଜନା…

ପିପିଲି ଉପନିର୍ବାଚନ: ଦ୍ୱିତୀୟ ରାଉଣ୍ଡରେ ବି ବିଜେଡି ଆଗରେ

ପୁରୀ ଅଫିସ,୩ା୧୦: ପିପିଲି ଉପନିର୍ବାଚନ ଭୋଟ ଗଣତି ଜାରି ରହିଛି। ପ୍ରଥମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ଆଗୁଆ ଥିବା ବେଳେ ଦ୍ୱିତୀୟ ରାଉଣ୍ଡରେ ବି ବିଜେଡି ଆଗୁଆ ରହିଥିବା ସୂଚନା ମିଳିଛି। ଦ୍ୱିତୀୟ ରାଉଣ୍ଡରେ ବିଜେଡି ୨୪୪୧ ଖଣ୍ଡ ଭୋଟ୍‌ରେ…

ଜମି ଦେଇ ପଟ୍ଟା କଥା ଭୁଲିଗଲା ସିଡିଏ; ଚିନ୍ତାରେ ଅଭିନବ ବିଡ଼ାନାସୀବାସୀ

କଟକ ଅଫିସ, ୩ା୧୦: ଅଭିନବ ବିଡ଼ାନାସୀ ହେଉଛି ରାଜ୍ୟ ସରକାରଙ୍କ ଏକ ଉଚ୍ଚ ଆକାଂକ୍ଷିତ ପ୍ରକଳ୍ପ। ଯେହେତୁ ପୁରୁଣା କଟକ ଯୋଜନା ମୁତାବକ ତଥା ସୁବ୍ୟବସ୍ଥିତ ଢଙ୍ଗରେ ହୋଇନାହିଁ ଏବଂ ଏଠାରେ ନାନା ସମସ୍ୟା ରହିଛି ତେଣୁ ଅଭିନବ ବିଡ଼ାନାସୀ ପ୍ରକଳ୍ପର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?