ଆମ ଜିଲା ଖବର

ପରିସ୍ରା କରିବାକୁ ରାସ୍ତାରେ ଅଟକାଇଥିଲେ ଗାଡ଼ି, ବନ୍ଧୁକ ଦେଖାଇ ଲୁଟିନେଲେ ଟଙ୍କା

ଖୋର୍ଦ୍ଧା ଅଫିସ,୨।୧୦: ଦିବାଲୋକରେ ବନ୍ଧୁକ ମୁନରେ ଲୁଟିନେଲେ ଲକ୍ଷାଧିକ ଟଙ୍କା। ଏଭଳି ଏକ ଘଟଣା ଘଟିଛି ଖୋର୍ଦ୍ଧା ଜିଲାରେ। ଜିତେନ୍ଦ୍ର କୁମାର ଗୁରୁ ନାମକ ଜଣେ ବ୍ୟକ୍ତି ଲୁଟ୍‌ର ଶିକାର ହୋଇଛନ୍ତି। ତାଙ୍କ ଠାରୁ ଦୁର୍ବୃତ୍ତମାନେ ୧ଲକ୍ଷ ୪୬ ହଜାର ଟଙ୍କା…

ଆସ ଶୁଣିବା ଗାନ୍ଧୀ କଥା ବିଚାର ମଞ୍ଚ ପକ୍ଷରୁ ଗାନ୍ଧୀ ଜୟନ୍ତୀ ପାଳିତ

କେନ୍ଦୁଝର,୨।୧୦(ସ୍ବ.ପ୍ର.): ଆସ ଶୁଣିବା ଗାନ୍ଧୀ କଥା ବିଚାର ମଞ୍ଚ ତେଲକୋଇ ବ୍ଲକ ବନବିହାରୀପୁର ଗ୍ରାମରେ ଆରଭିଡିଓ ପକ୍ଷରୁ ଶନିବାର ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗାନ୍ଧୀ ଦର୍ଶନରେ ଅନୁପ୍ରାଣିତ ହେବା ଲାଗି ଆଲୋଚନା ହୋଇଥିଲା। କୃଷ୍ଣଚନ୍ଦ୍ର ବାରିକଙ୍କ ଅଧ୍ୟକ୍ଷତାରେ…

ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ସାମିଲ ହେବ ସନ୍ଥକବି ଭୀମଭୋଇଙ୍କ ଜୀବନୀ

ଭୁବନେଶ୍ୱର,୨ା୧୦(ବ୍ୟୁରୋ): ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ସାମିଲ ସନ୍ଥକବି ଭୀମ ଭୋଇଙ୍କ ଜୀବନୀ ସାମିଲ ହେବ। ସମ୍ବଲପୁର ରେଢ଼ାଖୋଲ ଗସ୍ତବେଳେ ଏନେଇ ସୂଚନା ଦେଇଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏହି ଅବସରରେ ସେ କହିଛନ୍ତି, ଭୀମ ଭୋଇଙ୍କ ସାହିତ୍ୟ, ଦର୍ଶନ ଉପରେ ଯେତିକି…

ଦୁର୍ଘଟଣାରେ ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର

ଖୋର୍ଦ୍ଧା ଅଫିସ,୨।୧୦: ୧୬ନଂ. ଜାତୀୟ ରାଜପଥରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ସ୍ତ୍ରୀ ମୃତ୍ୟୁବରଣ କରିଥିବା ବେଳେ ସ୍ବାମୀ ଗୁରୁତର ଆହତ ହୋଇଛନ୍ତି। ସେମାନେ ହେଲେ ବେଗୁନିଆ ଥାନା ଅନ୍ତର୍ଗତ ଡିଙ୍ଗର ଗ୍ରାମର ସନାତନ ଦାସ ଏବଂ…

ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

ଖୋର୍ଦ୍ଧା ଅଫିସ,୨।୧୦: ଜିଲା ସୂଚନା ଓ ଲୋକସମ୍ପର୍କ ବିଭାଗ ଏବଂ ଓଡ଼ିଆ ଭାଷା ସାହିତ୍ୟ ସଂସ୍କୃତି, ଖୋର୍ଦ୍ଧା ଆନୁକୂଲ୍ୟରେ ଜିଲାସ୍ତରୀୟ ମହାତ୍ମା ଗାନ୍ଧୀ ଓ ଲାଲବାହାଦୁର ଶାସ୍ତ୍ରୀଙ୍କ ଜୟନ୍ତୀ ସଂସ୍କୃତି ଭବନ ପରିସରରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ସନତ ମହାନ୍ତି…

ଦୁର୍ଘଟଣାରେ ପୂର୍ବତନ ଛାତ୍ର ସଂସଦ ସଭାପତି ଆହତ, ମେଡିକାଲରେ ଉତ୍ତେଜନା

ଗଞ୍ଜାମ,୨।୧୦(ଡି.ଏନ୍‌.ଏ.): ଋଷିକୂଲ୍ୟା ପୋଲଠାରେ ଶୁକ୍ରବାର ଏକ ଦୁର୍ଘଟଣା ଘଟିଛି। ଗଞ୍ଜାମ କଲେଜର ପୂର୍ବତନ ଛାତ୍ର ସଂସଦ ସଭାପତି ଅନିଲ କୁମାର ପରିଡ଼ା ବ୍ରହ୍ମପୁରରୁ ନିଜ ଗ୍ରାମକୁ ଫେରୁଥିବା ବେଳେ ଦୁର୍ଘଟଣାରେ ଗୁରୁତର ଆହତ ହୋଇଥିଲେ। ରାତି ସାଢ଼େ ୯ଟା ସମୟରେ ଏହି…

ନଦୀ ପଠାଜମିକୁ ବେଆଇନ ଲିଜ୍‌

କୁଜଙ୍ଗ, ୨।୧୦(ଡି.ଏନ୍‌.ଏ.): କୁଜଙ୍ଗ ତହସିଲ ଦେଇ ପ୍ରବାହିତ ସାହାରାପେଣ୍ଠ ମତ୍ସ୍ୟଦିଆ ସଇରାତର ଶାମୁକାତିମୁଣ୍ଡା ନଦୀ ପଠା ଜମିକୁ ବେଆଇନଭାବେ ଲିଜ୍‌ ଆକାରରେ ଦିଆଯାଇଛି। ଏନେଇ କୈର୍ବତ୍ତ୍ୟମାନଙ୍କ ତରଫରୁ ଶୁକ୍ରବାର କୁଜଙ୍ଗ ଥାନା ଓ ତହସିଲଦାରଙ୍କ ନିକଟରେ ଲିଖିତ ଅଭିଯୋଗ ହୋଇଛି। କବୈର୍ତ୍ତ୍ୟ…

ଜିଲାରେ ବଢୁଛି ସମସ୍ୟା, ସମାଧାନ ନାହିଁ

କେନ୍ଦ୍ରାପଡ଼ା ଅଫିସ, ୨।୧୦: କେନ୍ଦ୍ରାପଡ଼ା ଜିଲା ଗଠନକୁ ଇତିମଧ୍ୟରେ ୨୭ ବର୍ଷ ପୂରିଛି। ଖଣି, ଶିଳ୍ପ ବିହୀନ ଜିଲାରେ ଚାଷ ଓ ମାଛ ଜୀବନ ଜୀବିକା ହୋଇଛି। ମାନବ ସମ୍ବଳର ଉପଯୋଗ ପାଇଁ ସ୍ବତନ୍ତ୍ର ଯୋଜନା ନାହିଁ। କର୍ମନିଯୁକ୍ତି ପାଇଁ ଯୁବବର୍ଗଙ୍କୁ…

ଯାଜପୁର ସିମେଣ୍ଟ କାରଖାନାରେ ଉତ୍ତେଜନା

କଳିଙ୍ଗନଗର, ୨।୧୦(ଡି.ଏନ.ଏ.): କଳିଙ୍ଗନଗର ଶଳ୍ପାଞ୍ଚଳର ଯାଜପୁର ସିମେଣ୍ଟ (ସାଗର ସିମେଣ୍ଟ୍‌) କାରଖାନାରେ ଶୁକ୍ରବାର ଉତ୍ତେଜନା ପ୍ରକାଶ ପାଇଛି। ୩ ମାସର ବକେୟା ଦରମା ଦାବିରେ ଶ୍ରମିକ ଓ କର୍ମଚାରୀ ସକାଳ ୭ଟାରୁ ଆନ୍ଦୋଳନକୁ ଓହ୍ଲାଇଥିଲେ। ଅପରାହ୍ନ ୪ଟାରେ ପୋଲିସ ପହଞ୍ଚତ୍ କାରଖାନା…

ସେବା ଯୋଗାଣ କେନ୍ଦ୍ରରେ ଶୋଷଣ

ରସୁଲପୁର, ୨।୧୦(ଡି.ଏନ.ଏ.): ରସୁଲପୁର ବ୍ଲକ ଅଞ୍ଚଳରେ ୪୦ରୁ ଊର୍ଦ୍ଧ୍ୱ ଜନସେବା, ମୋ ସେବା ଓ ଆଧାର କେନ୍ଦ୍ର ରହିଛି। ମାତ୍ର ଏସବୁ ସେବାକେନ୍ଦ୍ରଗୁଡ଼ିକ ମଧ୍ୟରୁ ଅନେକ କେନ୍ଦ୍ରରେ ଲୋକଙ୍କୁ ଶୋଷଣ କରାଯାଉଛି। ଧାର୍ଯ୍ୟ ମୂଲ୍ୟଠାରୁ ଏମାନେ ଅଧିକ ଟଙ୍କା ଆଦାୟ କରୁଛନ୍ତି।…

କୋରାପୁଟ୍‌ କଫି କାଫେ ଉଦ୍‌ଘାଟିତ

ଭୁବନେଶ୍ୱର(ବ୍ୟୁରୋ)/ କୋରାପୁଟ (ସ୍ବ.ପ୍ର.), ୨।୧୦: ଅନ୍ତର୍ଜାତୀୟ କଫି ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋରାପୁଟରେ ‘କୋରାପୁଟ କଫି କାଫେ’ର ଉଦ୍‌ଘାଟନ କରିବା ସହ www.koraputcoffee.org ନାମକ ଏକ ଇ-କମର୍ସ ପ୍ଲାଟ୍‌ଫର୍ମର ଶୁଭାରମ୍ଭ କରିଛନ୍ତି। ଏହିଭଳି ଅନେକ କଫି କାଫେ ଭାରତର…

ଓଏସ୍‌ଏସ୍‌ଟିଇଟି ପରୀକ୍ଷାରେ ତ୍ରୁଟି ଅଭିଯୋଗ

କଟକ ଅଫିସ, ୨।୧୦: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ କରାଯାଇଥିବା ଓଡ଼ିଶା ସେକେଣ୍ଡାରୀ ସ୍କୁଲ ଟିଚର ଏଲିଜିବିଲିଟି ଟେଷ୍ଟ (ଓଏସ୍‌ଏସ୍‌ଟିଇଟି)ରେ ତ୍ରୁଟି ହୋଇଥିବା ଛାତ୍ରୀଛାତ୍ରମାନେ ଅଭିଯୋଗ କରିଛନ୍ତି। ଏନେଇ ସେମାନେ ଏବିଭିପି ସହଯୋଗରେ ଶୁକ୍ରବାର ବୋର୍ଡ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?