ଆମ ଜିଲା ଖବର

ସଙ୍ଗରୋଧ କେନ୍ଦ୍ରରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିଲେ ଅନ୍ତେବାସୀ

ବୁଗୁଡ଼ା,୨୧ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ ଅନ୍ତର୍ଗତ ତାଳଶାକର ମହାମାୟୀ ଉଚ୍ଚ ବିଦ୍ୟାଳୟ ସଙ୍ଗରୋଧ କେନ୍ଦ୍ରରେ ରବିବାର ବିଶ୍ୱ ଯୋଗ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଉକ୍ତ ବିଦ୍ୟାଳୟର କ୍ରୀଡ଼ା ଶିକ୍ଷକ ବି.ଗୋପାଳ ଚନ୍ଦ୍ର ପାତ୍ର ଯୋଗାଶନ ଦ୍ବାରା...

ଗଞ୍ଜାମରେ କରୋନା ନେଲା ଆଉ ଏକ ମୁଣ୍ଡ: ମୃତ୍ୟୁ ସଂଖ୍ୟା ୭କୁ ବୃଦ୍ଧି

ଛତ୍ରପୁର,୨୧।୬(ଡି.ଏନ୍‌.ଏ): ଗଞ୍ଜାମ ଜିଲାରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ମୃତକ ଜଣକ ୪୯ ବର୍ଷୀୟ ବ୍ୟକ୍ତି । ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ତାଙ୍କର ମୃତ୍ୟୁ ଘଟିଥିବା ନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ରବିବାର ଟୁଇଟ...

ବିଡିଓ, ତହସିଲଦାର, ଏସ୍‌ଡିପିଓଙ୍କ ମିଳିତ ଚଢ଼ାଉ: ଅମାନିଆଙ୍କଠାରୁ ତଣ୍ଡ ଆଦାୟ

ଶେରଗଡ,୨୧।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ଚାରି ଛକରେ ରବିବାର ବିଡିଓ, ତହସିଲଦାର ଓ ଆସିକା ଏସ୍‌ଡିପିଓ ମିଳିତ ମିଳିତ ଚଢ଼ାଉ କରିଛନ୍ତି। ଚଢ଼ାଉରେ ଅମାନିଆଙ୍କଠାରୁ ତଣ୍ଡ ଆଦାୟ ହୋଇଛି। ଅମାନିଆ ଗାଡି ଚାଳକ, ବିନା ମାସ୍କଧାରୀଙ୍କଠାରୁ ୫,୦୦୦ ଟଙ୍କାରୁ ଅଧିକ...

ପରିତ୍ୟକ୍ତ କୂଅ ଭିତରୁ ବଜ୍ରକାପ୍ତା ଉଦ୍ଧାର

ଆଠଗଡ଼ ,୨୧।୬(ସ୍ବ.ପ୍ର.): କଟକ ଜିଲା ଆଠଗଡ଼ ଥାନା ଅନ୍ତର୍ଗତ ସମସରପୁର ପଞ୍ଚାୟତ ଅଧୀନସ୍ଥ ଆଙ୍କୁଲା ଗ୍ରାମର ଏକ ପରିତ୍ୟକ୍ତ କୂଅ ମଧ୍ୟରୁ ରବିବାର ଏକ ବଜ୍ରକାପ୍ତା ଉଦ୍ଧାର କରାଯାଇଛି । ଗ୍ରାମର ଜନୈକ ବ୍ୟକ୍ତିଙ୍କ ବିଲରେ ଥିବା ଏକ କୂଅ...

କେନ୍ଦ୍ରାପଡ଼ା ଜିଲାରେ କରୋନା ପଜିଟିଭ୍‌ ସଂଖ୍ୟା ୨୦୦ ଟପିଲା: ୨୦ ଦିନରେ ୧୦୦ ଆକ୍ରାନ୍ତ ଚିହ୍ନଟ

କେନ୍ଦ୍ରାପଡା ଅଫିସ,୨୧ା୬: କେନ୍ଦ୍ରାପଡା ଜିଲାରେ ରବିବାର ୫ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୦୩ରେ ପହଞ୍ଚିଛି। ଅପ୍ରେଲ ୭ରେ ଜିଲାରେ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ପ୍ରଥମ ୧୦୦ ଟପିବା...

ସୁପ୍ରିମକୋର୍ଟଙ୍କ ରାୟ ନେଇ ଶଙ୍କରାଚାର୍ଯ୍ୟଙ୍କ ଉଦ୍‌ବେଗ: ‘ରଥଯାତ୍ରା ବନ୍ଦ ପାଇଁ ଏହା ସୁଚିନ୍ତିତ ଯୋଜନା’

ପୁରୀ ଅଫିସ, ୨୧।୬: ଚଳିତ ବର୍ଷ ବଡ଼ଦାଣ୍ଡରେ ଗଡ଼ି ପାରିବନି ମହାପ୍ରଭୁଙ୍କ ରଥ। ମହାମାରୀ କରୋନା ସଂକ୍ରମଣକୁ ନେଇ ରଥଯାତ୍ରା ବନ୍ଦ କରିବା ଲାଗି ସୁପ୍ରିମକୋର୍ଟ ରାୟ ଦେଇଛନ୍ତି। ସର୍ବୋଚ୍ଚ ନ୍ୟାୟାଳୟଙ୍କ ଏହି ନ୍ୟାୟକୁ ନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି...

ଖୋର୍ଦ୍ଧାରୁ ୭ କରୋନା ପଜିଟିଭ ଚିହ୍ନଟ: ଆକ୍ରାନ୍ତମାନେ ବାଲୁଗାଁ, ବୋଲଗଡ଼, ବାଲିପାଟଣା, ଜଟଣୀ ବ୍ଲକର

ଖୋର୍ଦ୍ଧା ଅଫିସ,୨୧।୬ : ଖୋର୍ଦ୍ଧା ଉପଖଣ୍ଡରେ ରବିବାର ପୁଣି ୭କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ବାଲୁଗାଁ, ବୋଲଗଡ଼, ବାଲିପାଟଣା ଓ ଜଟଣୀ ବ୍ଲକରୁ ଏହି ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ବାଲୁଗାଁରୁ ୪ଜଣ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ...

ପୁରୀରୁ ୩ କରୋନା ପଜିଟିଭ୍‌ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୧୪କୁ ବୃଦ୍ଧି

ପୁରୀ ଅଫିସ,୨୧।୬: ପୁରୀ ଜିଲାରୁ ରବିବାର ୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୩ ଆକ୍ରାନ୍ତଙ୍କୁ ମିଶାଇ ଜିଲାର ମୋଟ ପଜିଟିଭ୍‌ ସଂଖ୍ୟା ୨୧୪ରେ ପହଞ୍ଚିଛି। ଏମାନଙ୍କ ମଧ୍ୟରୁ ୧୧୫ ଜଣ ସୁସ୍ଥ ହୋଇଥିଲା ବେଳେ...

ସୂର୍କାବାଡ଼ି ପଞ୍ଚାୟତରେ ୩ କରୋନା ପଜିଟିଭ୍‌ ଚିହ୍ନଟ: ୩ ଗାଁକୁ ଶଟ୍‌ଡାଉନ୍‌ ଘୋଷଣା କଲେ ସରପଞ୍ଚ; ୯୬ ଘଣ୍ଟା ରହିବ ବଳବତ୍ତର

ନୟାଗଡ଼ ଅଫିସ/ରଣପୁର,୨୧।୬(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ବ୍ଲକର ସୂର୍କାବାଡ଼ି ପଞ୍ଚାୟତରୁ ରବିବାର ୩ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଗୋଷ୍ଠୀ ସଂକ୍ରମଣଙ୍କୁ ଦୃଷ୍ଟିରେ ରଖି ସୂର୍କାବାଡ଼ି, ଠଣାପଲି ଓ ଠଣାପଲିପାଟଣା ଆଦି ୩ ଗାଁକୁ ଶଟ୍‌ଡାଉନ୍‌ ଘୋଷଣା କରାଯାଇଛି।...

ସାବୁନ କାରିଗର ସତ୍ୟବ୍ରତ: ପ୍ରସ୍ତୁତ କରୁଛନ୍ତି ଦେବଦେବୀ, ପଶୁପକ୍ଷୀଙ୍କ କଳାକୃତି

ଖୋର୍ଦ୍ଧା ଅଫିସ,୨୧ା୬: ଶରୀରର ସୌନ୍ଦର୍ଯ୍ୟ ଲାଗି ଆମେ ଭଳିକି ଭଳି ସାବୁନ ବ୍ୟବହାର କରିଥାଉ। ତେବେ ସାବୁନର ବ୍ୟବହାର କରାଯାଇ ଅତି ସୁନ୍ଦର ନିଖୁଣ କାରୁକାର୍ଯ୍ୟ କରାଯାଇପାରେ, ଏହା ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ଏହାକୁ ପ୍ରମାଣ କରି ଦେଖାଇଛନ୍ତି...

ବରଗଡ଼ରେ ବୃଦ୍ଧି ପାଇବାରେ ଲାଗିଛି କରୋନା ସଂକ୍ରମଣ: ପଦ୍ମପୁର ପୌରାଞ୍ଚଳକୁ ବୁଧବାର ଯାଏ ସଟ୍‌ଡାଉନ୍‌ ଘୋଷଣା

ବରଗଡ଼ ଅଫିସ,୨୧।୬- ବରଗଡ଼ ଜିଲାରେ ଘାତକ କରୋନା (କୋଭିଡ-୧୯) ସଂକ୍ରମଣ ବଢିବାରେ ଲାଗିଛି। ଏହି ସଂକ୍ରମଣକୁ ପ୍ରତିହତ କରିବା ପାଇଁ ପ୍ରଶାସନ ପକ୍ଷରୁ ଜିଲାର ପଦ୍ମପୁର ପୌରାଞ୍ଚଳକୁ ରବିବାର ଦିନ ୧ଟାରୁ ସଟ୍‌ଡାଉନ ଘୋଷଣା ଘୋଷଣା କରାଯାଇଛି। ଆସନ୍ତା ୨୪...

ଫାଦର୍ସ ଡେ’ରେ ବାପାଙ୍କ ମାର୍ଗଦର୍ଶନକୁ ମନେପକାଇଲେ ଗଞ୍ଜାମ ଜ଼ିଲାପାଳ

ଛତ୍ରପୁର, ୨୧।୬(ଡି.ଏନ୍‌.ଏ.)- ରବିବାର ଫାଦର୍ସ ଡେ’ ଅର୍ଥାତ୍‌ ପିତୃ ଦିବସ। ଏହି ଦିବସରେ ବାପା ଦେଇଥିବା ମାର୍ଗ ଦର୍ଶନ ଓ ଉପଦେଶକୁ ଗଞ୍ଜାମ ଜ଼ିଲାପାଳ ବିଜୟ ଅମୃତା କୁଲାଙ୍ଗେ ମନେ ପକାଇ ଟୁଇଟ କରିଛନ୍ତି। ଆନା ସବୁବେଳେ ଆବଶ୍ୟକୀୟ ଓ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri