ବାଦ୍ ପଡ଼ିବ ନାହିଁ କୌଣସି ଘର: ଜନଗଣନା ସର୍ଭେ ଆରମ୍ଭ
ମହାକାଳପଡ଼ା,୧୮ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ):ବହୁ ପ୍ରତୀକ୍ଷିତ ଭାରତୀୟ ଜନ ଗଣନା ସର୍ଭେ ୨୦/୨୬-୨୭ ଗୁରୁବାରଠାରୁ ଆରମ୍ଭ ହୋଇଛି। ପ୍ରତି ଘର ଜନଗଣନା ସର୍ଭେରେ ସାମିଲ ହେବେ। ସର୍ଭେ ସମ୍ପର୍କରେ କୌଣସି ଘର ବାଦ୍ ପଡ଼ିବ ନାହିଁ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି। ଏହି…
ଶିକ୍ଷା ବିଭାଗରେ ଅନିୟମିତତା: ସନ୍ଦେହ ଘେରରେ ଜିଲା ପ୍ରଶାସନ
ଦେବଗଡ଼,୧୮ା୪(ଶଶାଙ୍କ ଶେଖର ଝାଙ୍କର):ଦେବଗଡ଼ ଜିଲା ଶିକ୍ଷା ବିଭାଗରେ ଅନିୟମିତତା କରାଯାଇ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ଡେପୁଟେଶନ କରାଯାଇଥିବା ଜଣାପଡ଼ିବା ପରେ ୪୮ଜଣଙ୍କ ଡେପୁଟେଶନ ବାତିଲ କରାଯାଇଛି। ସେମାନଙ୍କୁ ମୂଳ ସ୍କୁଲକୁ ଫେରାଇ ଆଣିବା ଲାଗି ଜିଲାପାଳ ଶିକ୍ଷା ବିଭାଗକୁ ଚିଠି କରିଛନ୍ତି। ଯେଉଁ…
ପୁତୁରାର ଠେଙ୍ଗା ମାଡ଼ରେ ଖୁଡିଙ୍କ ଜୀବନ ଗଲା, ଜମି ବାଡ଼ି ବିବାଦକୁ ନେଇ…
ପାଟଣା,୧୮।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ରୁଢ଼ିଆପଡା ଖଡିବେଡା ସାହିରେ ଶୁକ୍ରବାର ଖୁଡିକୁ ଠେଙ୍ଗାରେ ପିଟିପିଟି ପୁତୁରା ହତ୍ୟା କରିଛନ୍ତି। ଜମିବାଡ଼ି ବିବାଦକୁ ନେଇ ଏଭଳି ହତ୍ୟାକାଣ୍ଡଘଟିଥିବା ପୋଲିସ ଅନୁମାନ କରୁଛି। ମୃତକ ହେଇଛନ୍ତି କୌଶଲ୍ୟା ମହାନ୍ତ। ମୃତଦେହ…
ବୀରମହାରାଜପୁରରେ ଗୁଳିକାଣ୍ଡ, ଯୁବକ ମୃତ: କୌଣସି କଥାକୁ ନେଇ ଯୁକ୍ତିତର୍କ ପରେ…
ସୋନପୁର,୧୮l୪(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟ ନିକଟରେ ଶୁକ୍ରବାର ରାତିରେ ଗୁଳିକାଣ୍ଡ ଘଟିଛି। ଏଥିଯୋଗୁ ବୀରମହାରାଜପୁର ଥାନା ଚମ୍ପାମାଳ ଗାଁର ରବି ମହାରଣାଙ୍କ ପୁଅ ବିକ୍ରମ ମହାରଣା ଓରଫ ବିକି(୨୪)ଙ୍କ ମୃତ୍ୟୁ ହୋଇଛି। ତାଙ୍କ ବେକରେ ଗୁଳିମାଡ ହୋଇଛି।…
ବରଗଡ଼ ଯାଉଥିବାବେଳେ ବସ୍ରେ ଟଳିପଡିଲେ ଯାତ୍ରୀ
ସମ୍ବଲପୁର/ବରଗଡ଼,୧୮ା୪(ପ୍ରମୋଦ ବହିଦାର/ପ୍ରେମାନନ୍ଦ ଖମାରୀ): ସମ୍ବଲପୁର ଅଇଁଠାପାଲି ବସଷ୍ଟାଣ୍ଡରେ ଗୁରୁବାର ସନ୍ଧ୍ୟାରେ ବସ୍ ଭିତରେ ଜଣେ ଯାତ୍ରୀଙ୍କ ମୃତ୍ୟୁ ଘଟିଛି। ମୃତ ଯାତ୍ରୀ ଜଣକ ହେଲେ ବରଗଡ଼ ଜିଲା ସୋହେଲା ଥାନା ଅନ୍ତର୍ଗତ କରଣ୍ଡୁଲା ଦାମପାଲି ଗ୍ରାମର କୁଳମଣି କୁମ୍ଭାର(୩୦)। ଗୁରୁବାର ସନ୍ଧ୍ୟାରେ…
ବିଦ୍ୟାଳୟ ଅଭିମୁଖେ ଯାଉଥିବାବେଳେ ବଡ଼ ଅଘଟଣ: ସ୍କୁଲ ଗାଡ଼ି ଓଲଟି ୧୦ ଛାତ୍ରୀଛାତ୍ର…
ଦିଗପହଣ୍ଡି/ଚିକିଟି,୧୮।୪(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ଗଡ଼ ଧାନଘର ଛକ ବିଦ୍ୟୁତ କାର୍ଯ୍ୟାଳୟ ନିକଟ ମୁଖ୍ୟରାସ୍ତାକଡରେ ଥିବା ଏକ ବିଦ୍ୟୁତ ଖୁଣ୍ଟକୁ ଧକ୍କା ଦେଇ ଶନିବାର ସକାଳେ ଏକ ସ୍କୁଲ ଗାଡ଼ି ଓଲଟି ପଡିଛି। ମା ’…
୭ ମାସ ହେଲା ତୁର୍କେଲ ପୋଲରେ ଯାତାୟାତ ବନ୍ଦ: କଂଗ୍ରେସ ପରେ ବିଜେଡିର ଆନ୍ଦୋଳନ ଚେତାବନୀ
ଭବାନୀପାଟଣା,୧୮ା୪(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ଅନ୍ତର୍ଗତ ତୁର୍କେଲ ତେଲନଦୀ ଉପରେ ପୋଲ ନିର୍ମାଣ ଦାବି ତେଜିବାରେ ଲାଗିଛି। କଂଗ୍ରେସ ପରେ ଏବେ ବିଜେଡି ଆନ୍ଦୋଳନକୁ ଓହ୍ଲାଇବା ପାଇଁ ସଜବାଜ ହେଉଛି। ଗତ ସେପ୍ଟେମ୍ବର ମାସରେ ପ୍ରବଳ ବର୍ଷା…
ଏହି କ୍ଷେତ୍ରରେ ନୂଆପଡ଼ା ଜିଲା ରାଜ୍ୟରେ ପ୍ରଥମ: ଚାରିଆଡ଼ୁ ପ୍ରଶଂସା
ନୂଆପଡ଼ା,୧୮ା୪ (ମକାରୁ ବେମାଲ):ନୂଆପଡ଼ା ଜିଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ଜିଲା ନଗର ଉନ୍ନୟନ ସଂସ୍ଥା (ଡୁଡା)ର ସମୀକ୍ଷା ବୈଠକ ଶୁକ୍ରବାର ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ୩ ଏନ୍ଏସି ନୂଆପଡ଼ା, ଖଡିଆଳ ଓ ଖରିଆର ରୋଡ୍ର କାର୍ଯ୍ୟାବଳୀ ସମୀକ୍ଷା…
ଏସ୍ସିବି ରୋଗୀଙ୍କ ଖାଦ୍ୟରୁ ବାହାରିଲା ବେଙ୍ଗ: ଭିଡିଓ ଭାଇରାଲ ପରେ ଚର୍ଚ୍ଚା ବଢ଼ିଲା
କଟକ,୧୮।୪(ଶିଳ୍ପା ପ୍ରିୟଦର୍ଶିନୀ):ଡାକ୍ତରଖାନାରେ ରୋଗୀଙ୍କୁ ଦିଆଯାଉଥିବା ଖାଦ୍ୟରୁ ବେଙ୍ଗ ବାହାରିବା ଘଟଣା ଏବେ ସାମ୍ନାକୁ ଆସିଛି। ତେବେ ଏହି ଖାଦ୍ୟ ଏସ୍ସିବି ମେଡିକାଲ ପରିସରରେ ଥିବା ଏକ କ୍ୟାଣ୍ଟିନର ବୋଲି କୁହାଯାଉଛି। ମେଡିକାଲରେ ଜଣେ ରୋଗୀଙ୍କ ଖାଦ୍ୟରେ ଥିବା ଆଚାରରୁ ବେଙ୍ଗ ବାହାରିଥିବାବେଳେ…
ନବଗଠିତ ଲୋଇସିଂହା ଏନଏସିରେ ଟେଣ୍ଡର ଫିକ୍ସିଂ ଅଭିଯୋଗ: ଲୁଚାଛପାରେ….
ଲୋଇସିଂହା,୧୮।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲାର ନବଗଠିତ ଲୋଇସିଂହା ଏନଏସିରେ ସଫେଇ କାମ ଓ ଉପକରଣ ଯୋଗାଣରେ ଟେଣ୍ଡର ଫିକ୍ସିଂ ହୋଇଥିବା ଅଭିଯୋଗ ହେଉଛି। ଗତ ଫେବୃୟାରୀ ୨୫ ତାରିଖରେ ଲୋଇସିଂହା ଏନଏସିର ଅସ୍ଥାୟୀ କାର୍ଯ୍ୟାଳୟକୁ ଆଭାସି ମାଧ୍ୟମରେ ସ୍ବାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ…
ଚାଷୀଙ୍କୁ ମିଳିନି ବୀମା କ୍ଷତିପୂରଣ: ଜିଲାପାଳଙ୍କୁ ଫେରାଦ
ବରଗଡ଼,୧୮।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଏଠାରେ ଧାନବିକ୍ରି ସମସ୍ୟା ସାଧାରଣରେ ପରିଣତ ହୋଇଥିବାବେଳେ ଅଦିନିଆଁ ବର୍ଷା, କରାମାଡ଼, ରୋଗପୋକ ଉପଦ୍ରବରୁ ଫସଲକ୍ଷତି ଚାଷୀଙ୍କ ଆର୍ଥିକ ମେରୁଦଣ୍ଡକୁ ଦୋହଲାଇ ଦେଉଛି। ଅନ୍ୟପଟେ ଜିଲାର ଚାଷୀମାନେ ଫସଲବୀମା କରିଥିଲେ ମଧ୍ୟ…
ବେଆଇନ ଚାଲାଣବେଳେ ମହୁଲ ବୋଝେଇ ପିକ୍ଅପ୍ ଜବତ: ଚାଳକ ଅଟକ
ଦେବଗଡ,୧୮ା୪(ଶଶାଙ୍କ ଶେଖର ଝାଙ୍କର): ଏକ ବୋଲେରୋ ପିକ୍ଅପ୍ ଯୋଗେ ବେଆଇନ ମହୁଲ ଚାଲାଣବେଳେ ଅବକାରୀ ବିଭାଗ ପକ୍ଷରୁ ଶୁକ୍ରବାର ଜବତ କରାଯିବା ସହ ଚାଳକଙ୍କୁ ଅଟକ ରଖାଯାଇଛି । ଅବକାରୀ ବିଭାଗ ପକ୍ଷରୁ ପ୍ରାପ୍ତ ସୂଚନା ଅନୁଯାୟୀ ଏକ ବେଆଇନ ମହୁଲ…

