ଆମ ଜିଲା ଖବର

ଇକ୍‌ମୋ ଚିକିତ୍ସାଧୀନ ଅବସ୍ଥାରେ ଏସ୍‌ସିବିରେ ଆଉ ଜଣଙ୍କର ମୃତ୍ୟୁ

କଟକ ଅଫିସ, ୧।୧୦: ଏସ୍‌ସିବି ମେଡିକାଲର ଇକ୍‌ମୋ ୟୁନିଟ୍‌ରେ ଚିକିତ୍ସାଧୀନ ଥିବା ଆଉ ଜଣେ ରୋଗୀଙ୍କର ଶୁକ୍ରବାର ମୃତ୍ୟୁ ଘଟିଛି। ମୃତ ଯୁବକ ଜଣକ ହୃଦ୍‌ଘାତରେ ଶିକାର ହେବା ପରେ ଇକ୍‌ମୋ ୟୁନିଟ୍‌ରେ ଭର୍ତ୍ତି ହୋଇଥିଲେ। ତେବେ ସକାଳେ ତାଙ୍କର ମୃତ୍ୟୁ…

ଖରସ୍ରୋତାରୁ ଭଦ୍ରକକୁ ପାଣି ଦେବା ବିବାଦ: ଠିକାସଂସ୍ଥା ନାଁରେ ପମ୍ପ ହାଉସ ଜମି

କେନ୍ଦ୍ରାପଡ଼ା ଅଫିସ,୧।୧୦: ଖରସ୍ରୋତା ନଦୀରୁ ଭଦ୍ରକକୁ ପାଣି ଦେବା ବିବାଦ ପ୍ରତିଦିନ ନୂଆ ପ୍ରଶ୍ନ ସୃଷ୍ଟି କରୁଛି। ରାଜ୍ୟ ସରକାରଙ୍କ ବସୁଧା ଯୋଜନାରେ ୮୯୨ କୋଟି ବ୍ୟୟ ଅଟକଳରେ ନିର୍ମାଣାଧୀନ ଏହି ମେଗା ପାନୀୟ ଜଳ ପ୍ରକଳ୍ପର ପମ୍ପ ହାଉସ ଜମି…

ଆର୍ଥିକ ସହାୟତା ଆବଶ୍ୟକ ନାହିଁ, ପରିବାର ଚଳାଇବାରେ ଆମେ ସକ୍ଷମ: ଅରିନ୍ଦମଙ୍କ ଭଉଣୀ

ପାଟଣା,୧ା୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ରାଜନଗର ପଞ୍ଚାୟତ ରାଇକଳା ଗ୍ରାମର ଯୁବ ରିପୋର୍ଟର ଅରିନ୍ଦମଙ୍କ ମୃତ୍ୟୁ ପରେ କକା ଧରଣୀଧର ଦାସ, ମା’ କୁନି ଦାସ, ସ୍ତ୍ରୀ ସମୀକ୍ଷା ବେହେରା ଓ ଅଢ଼େଇବର୍ଷର ପୁଅ ସାନଭିକ୍‌, ଭଉଣୀ ଝରଣା ଦାସ…

୨୦ରୁ ରେଭେନ୍‌ଶାରେ ବିଜ୍ଞାନ ଓ ପରିବେଶ କଂଗ୍ରେସ

ଭୁବନେଶ୍ୱର,୧।୧୦ (ବ୍ୟୁରୋ): ରେଭେନ୍‌ଶା ବିଶ୍ୱବିଦ୍ୟାଳୟରେ ଆସନ୍ତା ୨୦ ତାରିଖରୁ ଦୁଇଦିନିଆ ୨୨ତମ ଓଡ଼ିଶା ବିଜ୍ଞାନ ଓ ପରିବେଶ କଂଗ୍ରେସ ଅନୁଷ୍ଠିତ ହେବ। ବିଶ୍ୱବିଦ୍ୟାଳୟ ଏବଂ ଓଡ଼ିଶା ପରିବେଶ ସମିତି ପକ୍ଷରୁ ଏହି ସମ୍ମିଳନୀ ଆୟୋଜନ ହେଉଥିବାବେଳେ ବିଷୟବସ୍ତୁ ରହିଛି ‘ସାମ୍ପ୍ରତିକ ଆହ୍ବାନଗୁଡ଼ିକୁ…

ବକ୍ସିଙ୍କ ନାଁରେ ନଗର, ପ୍ରତିମୂର୍ତ୍ତି ନାହିଁ

ଖୋର୍ଦ୍ଧା ଅଫିସ,୧ା୧୦: ସ୍ବାଧୀନୋତ୍ତର ଭାରତରେ ପାଇକ ବିଦ୍ରୋହକୁ ପ୍ରଥମ ସ୍ବାଧୀନତା ସଂଗ୍ରାମର ମାନ୍ୟତା ମିଳିଛି। ଆଜାଦିକା ଅମୃତ ମହୋତ୍ସବ ଉପଲକ୍ଷେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ପାଇକ ବୀରଙ୍କ ବୀରତ୍ୱ ଗାଥାକୁ ମନେ ପକାଇବା ପାଇଁ ସରକାରଙ୍କ ବିଭିନ୍ନ ବିଭାଗ…

ଆନ୍ଧ୍ର ଲିଭାଇଥିବା ନାମଫଳକ ଲେଖିଲା ଜିଲା ପ୍ରଶାସନ

ପଟ୍ଟାଙ୍ଗୀ,୧।୧୦(ଡି.ଏନ.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ଅନ୍ତର୍ଗତ ତଥା ଆନ୍ଧ୍ର ସୀମାନ୍ତ କୋଟିଆ ପଞ୍ଚାୟତର ଦୁଇଟି ସ୍ଥାନରେ ଓଡ଼ିଶା ସରକାରଙ୍କ ରହିଥିବା ଓଡ଼ିଆ ନାମଫଳକକୁ ଆନ୍ଧ୍ର ମଙ୍ଗଳବାର ଲିଭାଇ ଦେଇଥିଲା। ଏ ସମ୍ପର୍କରେ ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ ଏହାକୁ…

ପରକୀୟା ପ୍ରୀତିରୁ ହୋଇଥିଲା ହତ୍ୟା: ନୟାଗଡ଼ରୁ ଅଭିଯୁକ୍ତ ପ୍ରେମିକ ଗିରଫ

ଭୁବନେଶ୍ୱର,୧।୧୦(ବ୍ୟୁରୋ): ଭରତପୁର ଥାନା ଅନ୍ତର୍ଗତ ରୁଚିକା ମାର୍କେଟ ମହାବୀର ବସ୍ତିର ଏକ ବନ୍ଦ ଘରୁ ଗତ ୭ ତାରିଖରେ ଜଣେ ମହିଳାଙ୍କ ଗଳିତ ମୃତଦେହକୁ ପୋଲିସ ଜବତ କରିଥିଲା। ମୃତା ଜଣକ ନୟାଗଡ଼ର ବୋହୂ ତଥା ବୋଲଗଡ଼ର ଝିଅ ସନ୍ଧ୍ୟାରାଣୀ ସେଠୀ…

ରାଜକନିକା ପୁଅର କଳାକୃତି ଆଇଏମ୍‌ଏରେ ସ୍ଥାନ ପାଇଲା

ରାଜକନିକା,୧ା୧୦(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ନହୁଣି ଗ୍ରାମର ତ୍ରିଲୋଚନ ବେହେରାଙ୍କ ବିରଳ କଳାକୃତି ଡେରାଡୁନସ୍ଥିତ ଇଣ୍ଡିଆନ୍‌ ମିଲିଟାରୀ ଏକାଡେମୀ (ଆଇଏମ୍‌ଏ)ରେ ସ୍ଥାନ ପାଇଛି। ନହୁଣି ଗ୍ରାମ ବ୍ରାହ୍ମଣ ଶାସନର ତ୍ରିଲୋଚନ ଗରିବ କୁମ୍ଭାର ପରିବାରରେ ଜନ୍ମ ହୋଇଥିଲେ ମଧ୍ୟ ତାଙ୍କ…

ବିଦ୍ୟୁତ୍‌ ବିଲ୍‌ ନାହିଁ: ଆବାସ ତାଲିକାରୁ ନାମ ବାଦ୍‌

ରଘୁନାଥପୁର,୧ା୧୦(ଡି.ଏନ୍‌.ଏ.): ଜଗତ୍‌ସିଂହପୁର ଜିଲା ରଘୁନାଥପୁର ବ୍ଲକ ପୁରଣାବସନ୍ତ ପଞ୍ଚାୟତର ବହୁ ଯୋଗ୍ୟ ହିତାଧିକାରୀ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ପକ୍କାଘର ପାଇନାହାନ୍ତି। ଏଥିସହ ତାଲିକାରେ ସାମିଲ ହୋଇଥିବା କେତେଜଣ ହିତାଧିକାରୀଙ୍କ ନାଁ କାଟି ଦିଆଯାଇଛି। ଏହି ପଞ୍ଚାୟତର ଦେଉଳିସାହି ଗାଁରେ ୨ ଯୋଗ୍ୟ…

ବନ୍ୟା ପରେ ବିଶୁଦ୍ଧ ପାଣି ମିଳୁନି

ବରୀ,୧।୧୦(ଡି.ଏନ.ଏ.): ସରକାର ବିଶୁଦ୍ଧ ପାନୀୟ ଜଳ ଯୋଗାଣକୁ ଗୁରୁତ୍ୱ ଦେଉଛନ୍ତି। ଏଥିପାଇଁ ପ୍ରତିବର୍ଷ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଖର୍ଚ୍ଚ କରାଯାଉଛି। କିନ୍ତୁ ଚଳିତ ବନ୍ୟା ପରେ ବରୀ ବ୍ଲକ୍‌ର ସାହୁପଡ଼ା, ଧାରପୁର, ଇଶାଣପୁର, ବାଲିଆ, ଉଦୟନାଥପୁର, ଭଅଁରା, କଳାମାଟିଆ, ଅନ୍ୟାସୀପୁର, ବାଲିବିଲି…

କାରଖାନା ଛାଡୁଛି ବିଷାକ୍ତ ପାଣି: ପ୍ରଦୂଷିତ ଜଳ ଯୋଗୁ ଫସଲ ନଷ୍ଟ

ଯାଜପୁର ଅଫିସ,୧ା୧୦: ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳରେ ପାରିପାର୍ଶ୍ୱିକ ବାୟୁର ମାନ ମାପିବା ପାଇଁ ସ୍ଥାପିତ ପରୀକ୍ଷଣ ଯନ୍ତ୍ର ଏମ୍ବିଏଣ୍ଟ ଏୟାର କ୍ବାଲିଟି ମନିଟରିଂ ଷ୍ଟାଟସ (ଏଏକ୍ୟୁଏମ୍‌ଏସ୍‌) ୩ ରୁ ୨ଟି ଅଚଳ ରହିଛି। ଏଥିଯୋଗୁ ବାୟୁ ପ୍ରଦୂଷଣ ତଥ୍ୟ ଲୁଚି…

ବ୍ରାହ୍ମଣୀରେ ବୁଡ଼ିବ ‘କଙ୍କା’

ଗଁଦିଆ, ୧ା୧୦ ଜନବସତିକୁ ଗିଳିବାକୁ ଜିଭ ବଢ଼ାଇଛି ବ୍ରାହ୍ମଣୀ। ବର୍ଷକୁ ବର୍ଷ କୂଳ ଖାଇ ମାଡ଼ି ଆସୁଛି ଆଗକୁ। ଅନ୍ୟପଟେ ନଦୀରୁ ବାହାରିଥିବା ଶାଖା ନାଳ ତିନି ପଟୁ ଘେରାବନ୍ଦୀ କରି ରଖିଛି ସମ୍ପୂର୍ଣ୍ଣ ଗ୍ରାମକୁ। ଫଳରେ ଶିଳ୍ପସମୃଦ୍ଧ ଢେଙ୍କାନାଳ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?