ଆମ ଜିଲା ଖବର

ମଞ୍ଚାରେ ଶୋଇଥିଲେ ଯୁବକ, ରାତିରେ ଆସିିଲା ହାତୀ…

ଝୁମ୍ପୁରା/କେନ୍ଦୁଝର,୨୭।୯(ଡି.ଏନ.ଏ./ସ୍ବ.ପ୍ର.): କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକ ବାଲିବନ୍ଧ ବନାଞ୍ଚଳ ଅଧୀନ ଜଙ୍ଗଲ ପାର୍ଶ୍ୱ ଗ୍ରାମ ପୁରୁଣାପାଣିରେ ସୋମବାର ଭୋରରେ ହାତୀ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଚାମରା ମୁଣ୍ଡା। ସୂଚନା ଅନୁଯାୟୀ, ପୁରୁଣାପାଣି ଜଙ୍ଗଲରେ ୧୧ଟି ହାତୀ…

ପୁଅର ଅନୈତିକ ସମ୍ପର୍କ ନେଲା ମା’ଙ୍କ ଜୀବନ

ସୁନ୍ଦରଗଡ଼,୨୭।୯(ଡି.ଏନ୍‌.ଏ.): ସୁନ୍ଦରଗଡ଼ ସଦର ଥାନା ଅଧୀନ ବାଉରୀମୁଣ୍ଡା ଜୁନାଡିହି ଗ୍ରାମରେ ପ୍ରେମ ସମ୍ପର୍କକୁ କେନ୍ଦ୍ର କରି ରବିବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ପୁଅର ଅନୈତିକ ପ୍ରେମ ସମ୍ପର୍କ ପାଇଁ ମା’ ଜୀବନ ଯାଇଥିବା ବେଳେ ବାପା ଗୁରୁତର ଆହତ ହୋଇଛନ୍ତି।…

ଗଞ୍ଜାମ ବ୍ଲକ ସିପିଏମ୍‌ ପକ୍ଷରୁ ଜାତୀୟ ରାଜପଥ ବନ୍ଦ

ଗଞ୍ଜାମ,୨୭।୯(ଡିଏନ୍‌.ଏ.): ଗଞ୍ଜାମରେ ଭାରତ ବନ୍ଦପ୍ରଭାବ ଦେଖିବାକୁ ମିଳିଛି। ସୋମବାର ସକାଳୁ ଗଞ୍ଜାମ ବ୍ଲକ ସିପିଏମ୍‌ ପକ୍ଷରୁ ସରପଞ୍ଚ ଦିଲ୍ଲୀପ କୁମାର ଛୋଟରାୟଙ୍କ ନେତୃତ୍ୱରେ ୧୬ ନମ୍ବର ଜାତୀୟ ରାଜପଥ ଅବରୋଧ କରାଯାଇଥିଲା ।ଫଳରେ ଉଭୟ ପାର୍ଶରେ ଶହ ଶହ ଗାଡିମୋଟର ଅଟକି…

ସମୂଦ୍ରକୂଳରେ ଭାସୁଥିଲା ମୃତଦେହ, ଦେଖିଲେ ମତ୍ସ୍ୟଜୀବୀ

ଗଞ୍ଜାମ,୨୭।୯(ଡିଏନ୍‌.ଏ.): ଗଞ୍ଜାମ ଥାନା ନୂଆଗାଁସ୍ଥିତ ସମୁଦ୍ର କୂଳରେ ଜଣେ ବ୍ୟକ୍ତିଙ୍କ ମୃତଦେହ ସୋମବାର ଭାସୁଥିବା ଦେଖିବାକୁ ମିଳିଛି । ତେବେ ତାଙ୍କ ପରିଚୟ ମିଳିପାରି ନାହିଁ। ଏହା ଦେଖିବା ପରେ ସ୍ଥାନୀୟ ମସ୍ୟଜୀବୀ ଗଞ୍ଜାମ ଥାନାକୁ ଖବର ଦେଇଥିଲେ । ଖବର…

କୃଷି ଆଇନକୁ ବିରୋଧ: କଂଗ୍ରେସର ରାଜପଥ ଅବରୋଧ

ପାଟଣା,୨୭।୯(ସ୍ବ.ପ୍ର.): କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରଣୀତ ନୂଆ କୃଷି ଆଇନ ପ୍ରତ୍ୟାହାର ଦାବିରେ ସଂଯୁକ୍ତ କୃଷକ ମୋର୍ଚ୍ଚା ସାରା ଦେଶରେ ସୋମବାର ୧୦ ଘଣ୍ଟିଆ ଭାରତ ବନ୍ଦ ଡାକରା ଦେଇଥିଲେ। ତେବେ ଏହାକୁ କଂଗ୍ରେସ, ବାମଦଳ ସହ ବିଭିନ୍ନ କୃଷକ ସଂଗଠନ…

ବୁଗୁଡ଼ାରେ ଭାରତ ବନ୍ଦର ପ୍ରଭାବ

ବୁଗୁଡ଼ା,୨୭।୯(ଡି.ଏନ୍‌.ଏ.): କେନ୍ଦ୍ର ସରକାରଙ୍କ କୃଷି ଆଇନକୁ ପ୍ରତ୍ୟାହାର ଦାବିରେ କୃଷକ ସଂଗଠନ ପକ୍ଷରୁ ସୋମବାର ଭାରତ ବନ୍ଦ ଡାକରା ଦିଆଯାଇଥିଲା। ଗଞ୍ଜାମ ଜିଲା ବୁଗୁଡ଼ାରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଅଞ୍ଚଳର ସମସ୍ତ ଶିକ୍ଷାନୁଷ୍ଠାନ ଓ ସରକାରୀ କାର୍ଯ୍ୟାଳୟ ସାଙ୍ଗକୁ ବସ…

ଭାରତ ବନ୍ଦର ପ୍ରଭାବ: ଯାନବାହନ ଚଳାଚଳ ବନ୍ଦ

ବାଲେଶ୍ୱର ଅଫିସ,୨୭।୯: ବାଲେଶ୍ୱର ଜିଲାର ବିଭିନ୍ନ ସ୍ଥାନରେ ସଂଯୁକ୍ତ କୃଷକ ମୋର୍ଚ୍ଚା ପକ୍ଷରୁ ସୋମବାର ୧୦ ଘଣ୍ଟିଆ ଭାରତ ବନ୍ଦର ପ୍ରଭାବ ଦେଖିବାକୁ ମିଳିଛି। ସରକାରୀ ଓ ବେସରକାରୀ ଅଫିସ ସମେତ ଯାନବାହନ ଚଳାଚଳ ବନ୍ଦ ରହିଛି। କେନ୍ଦ୍ର ସରକାରଙ୍କ ଦ୍ୱାରା…

ବଲାଙ୍ଗିରରେ ଭାରତ ବନ୍ଦ ପ୍ରଭାବ

ବଲାଙ୍ଗିର ଅଫିସ,୨୭।୯: ସଂଯୁକ୍ତ କୃଷକ ମୋର୍ଚ୍ଚା ପକ୍ଷରୁ ଦିଆଯାଇଥିବା ଭାରତ ବନ୍ଦ ପରିପ୍ରେକ୍ଷୀରେ ସୋମବାର ସକାଳୁ ବଲାଙ୍ଗିର ଜିଲାରେ ବନ୍ଦ ପାଳନ ଜୋରଦାର କରାଯାଇଛି । ମିଳିତ ଚାଷୀ ସଙ୍ଗଠନ ବଲାଙ୍ଗିର ପକ୍ଷରୁ ପ୍ରଥମେ ସକାଳେ ପ୍ରଧାନ ଡାକଘର ସମ୍ମୁଖରେ ପିକେଟିଂ…

ଦାରିଙ୍ଗବାଡ଼ିରେ ଭାରତ ବନ୍ଦର ପ୍ରଭାବ

ଦାରିଙ୍ଗବାଡ଼ି,୨୭ା୯(ଡି.ଏନ୍‌.ଏ.): କୃଷି ଆଇନ ପ୍ରତ୍ୟାହାର ଦାବିରେ ଅଖିଳଭାରତ କଂଗ୍ରେସ କମିଟି ପକ୍ଷରୁ ଭାରତ ବନ୍ଦ ଡାକରା ଦିଆଯାଇଛି। ଏହାର ପ୍ରଭାବ ଦାରିଙ୍ଗବାଡ଼ିରେ ଦେଖିବାକୁ ମିଳିଛି। ବ୍ଲକ କଂଗ୍ରେସ ପକ୍ଷରୁ ଦାରିଙ୍ଗବାଡ଼ିଠାରେ ପିକେଟିଂ କରି ବନ୍ଦରେ ସମର୍ଥନ ଜଣାଇବାକୁ ବଣିକ ସଂଘ ସମେତ…

ଗାଜଲବାଡ଼ି ଘାଟି ରାସ୍ତା ସିଲ୍‌ ଖୋଲିଲା ପ୍ରଶାସନ

ଦାରିଙ୍ଗବାଡ଼ି,୨୭ା୯(ଡି.ଏନ୍‌.ଏ.): କନ୍ଧମାଳ ଏବଂ ଗଞ୍ଜାମ ଜିଲାକୁ ସଂଯୋଗ କରୁଥିବା ଗାଜଲବାଡ଼ି ଘାଟିରାସ୍ତାକୁ ଜିଲା ପ୍ରଶାସନ ପକ୍ଷରୁ ରବିବାର ସିଲ୍‌ କରାଯାଇଥିଲା ଯାହା ସୋମବାର ସକାଳୁ ସିଲ୍‌ ହଟାଯାଇଥିବା ଦାରିଙ୍ଗବାଡି ଆଇଆଇସି କୌଶିକ ମାଝି କହିଛନ୍ତି । ବାତ୍ୟା ଗୁଲାବ ଯୋଗୁ ଗାଜଲବାଡ଼ି…

କୃଷି ଆଇନକୁ ବିରୋଧ

ବରଗଡ଼ ଅଫିସ,୨୭ା୯: ସଂଯୁକ୍ତ କୃଷକ ମୋର୍ଚ୍ଚା ଆହ୍ବାନକ୍ରମେ କେନ୍ଦ୍ର ସରକାରଙ୍କ ୩ ନୂଆ କୃଷି ଆଇନ ବିରୋଧରେ ସୋମବାର ଦିଆଯାଇଥିବା ଭାରତ ବନ୍ଦ ଡାକରାକୁ ବରଗଡ଼ ସ୍ବତଃସ୍ଫୁର୍ତ୍ତ ସମର୍ଥନ ମିଳିଛି। ସକାଳୁ ଦୋକାନ, ବଜାର ବନ୍ଦ ରହିଥିବା ବେଳେ ବରଗଡ଼ ଗାନ୍ଧୀଛକ…

ଆକର୍ଷଣ ସାଜିବ ଆସନ୍ତା ଋତୁ

ଅନୁଗୋଳ ଅଫିସ, ୨୭ା୯: ଖଣିଜରେ ଭରପୂର ଅନୁଗୋଳ ପ୍ରାକୃତିକ ସୌନ୍ଦର୍ଯ୍ୟରେ ମଧ୍ୟ ସମୃଦ୍ଧ। ସାତକୋଶିଆର ସବୁଜିମା ହେଉ କି ଟିକରପଡ଼ାର ମହାନଦୀ ଗଣ୍ଡ ଅବା ପାଲଲହଡ଼ାର ସାନଚିଲିକା, ପର୍ଯ୍ୟଟକଙ୍କୁ ଏହା ସର୍ବଦା ଆକୃଷ୍ଟ କରିଆସିଛି। ହେଲେ ଜିଲାର ଆହୁରି ଅନେକ ପର୍ଯ୍ୟଟନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?