ଆମ ଜିଲା ଖବର

୩୩୩ ଗର୍ଭବତୀଙ୍କୁ ସ୍ଥାନାନ୍ତର

ଛତ୍ରପୁର,୨୬।୯(ଡି.ଏନ୍‌.ଏ.): ସମ୍ଭାବ୍ୟ ଗୁଲାବକୁ ନେଇ ଗଞ୍ଜାମ ପ୍ରଶାସନ ପକ୍ଷରୁ ସତର୍କତା ମୂଳକ ପଦକ୍ଷେପ ନିଆଯାଇଛି। ଜିଲାରେ ୩୩୩ ଗର୍ଭବତୀ ମହିଳାଙ୍କୁ ଚିହ୍ନଟ କରି ସେମାନଙ୍କୁ ବିଭିନ୍ନ ଚିକିତ୍ସାଳୟ କିମ୍ବା ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରିବାକୁ କୁହାଯାଇଛି । ବିପଦପୂର୍ଣ୍ଣ ଅଞ୍ଚଳର ୧୦…

ଯୁବଚିତ୍ରକାରଙ୍କ କାନ୍‌ଭାସରେ ଅରିନ୍ଦମ ଦାସ

ପାଟଣା,୨୬।୯(ସ୍ବ. ପ୍ର.): କଟକ ମୁଣ୍ଡଳି ଜଳସ୍ରୋତରେ ଫସି ରହିଥିବା ହାତୀର ଖବର ସଂଗ୍ରହକୁ ଯାଇ ଖବର ପାଲଟି ଯାଇଥିବା ରିପୋର୍ଟର ଅରିନ୍ଦମ ଦାସଙ୍କ ମୃତ୍ୟୁ ସମସ୍ତଙ୍କୁ ମର୍ମାହତ କରିଦେଇଛି। ତେବେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବା ପାଇଁ କେନ୍ଦୁଝର ଜିଲା ପାଟଣା ବ୍ଲକ…

ମା’ ବାପାଙ୍କ କଥା ସହିପାରିଲେନି ପୁଅ, ଶେଷରେ …

ପାଟଣା,୨୬।୯(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇପଶି ପଞ୍ଚାୟତ ବଡ଼ଗମ୍ଭାରିଆ ହାଟ ନିକଟରେ ଥିବା ଏକ ଗଛରୁ ରବିବାର ସକାଳୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣକ ହେଉଛନ୍ତି ବଡ଼ ଗମ୍ଭାରିଆ ଗ୍ରାମର ଯୋଗେଶ୍ୱର ମହାନ୍ତଙ୍କ…

ଗଜପତିରେ ଧସିଲା ପାହାଡ଼

ପାରଳାଖେମୁଣ୍ଡି,୨୬।୯(ଡି.ଏନ୍‌.ଏ.): ଗଜପତି ଜିଲା ଗୁମ୍ମା ବ୍ଲକ ଅନ୍ତର୍ଗତ ନମାନଗଡ଼ ଓ ଅଜୟଗଡ଼ ରାସ୍ତାର ପାହାଡ ଧସିଥିବା ରବିବାର ଦେଖିବାକୁ ମିଳିଛି। ବର୍ଷା ଯୋଗୁ ଅତଡା ଖସିଥିବା ସୂଚନା ମିଳିଛି। ତେଣୁ ନମାନଗଡ଼ଠାରୁ ଅଜୟଗଡ ରାସ୍ତାଟି ସମ୍ପୂର୍ଣ୍ଣ ରୂପେ ଅବରୋଧ ହୋଇଯାଇଛି। ଜିଲା…

ହରିଦାସପୁର ରେଳଷ୍ଟେଶନରେ ଗଣଧାରଣା

ଚଣ୍ଡିଖୋଲ,୨୬।୯(ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅନ୍ତର୍ଗତ ହରିଦାସପୁର ରେଳଷ୍ଟେଶନରେ ରବିବାର ଏକ ଶାନ୍ତିପୂର୍ଣ୍ଣ ଗଣ ଧାରଣା ଦିଆଯାଇଛି। ଓଡ଼ିଶାର ସମସ୍ତ ରୁଟ୍‌ରେ ଦୀର୍ଘ ଦେଢ଼ ବର୍ଷ ଧରି ଲୋକାଲ ଟ୍ରେନ୍‌ ଚାଳାଚଳ ବନ୍ଦ ରହିଛି। ଏଥିରେ ନିର୍ଭରକରୁଥିବା ଦିନମଜୁରିଆ, ବେସରକାରୀ…

‘ଗୁଲାବ’କୁ ନେଇ ସତର୍କତା ଜାରି କଲା ପ୍ରଶାସନ: ସନ୍ଧ୍ୟା ସୁଦ୍ଧା ସୁରକ୍ଷିତ ସ୍ଥାନକୁ କରାଯିବ ସ୍ଥାନାନ୍ତର

ହିଞ୍ଜିଳିକାଟୁ,୨୬ା୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଓ ପୌର ପ୍ରଶାସନ ପକ୍ଷରୁ ସମ୍ଭାବ୍ୟ ବାତ୍ୟା ଗୁଲାବ ମୁକାବିଲା ନିମନ୍ତେ ସତର୍କତା ପ୍ରକାଶ ପାଇଛି। ରବିବାର ଛତ୍ରପୁର ଉପଜିଲାପାଳ ପ୍ରିୟରଞ୍ଜନ ପୃଷ୍ଟି, ବିଡିଓ ସୁବ୍ରତ କୁମାର ଜେନା, ତହସିଲଦାର ପ୍ରଭାତ କୁମାର ପରିଡ଼ା…

ଅରିନ୍ଦମଙ୍କ ପରିବାରକୁ ମିଳିଲା ମୁଖ୍ୟମନ୍ତ୍ରୀଙ୍କ ସହାୟତା ରାଶି

କେନ୍ଦୁଝର,୨୬।୯(ସ୍ବ.ପ୍ର.): କଟକ ମୁଣ୍ଡଳି ଜଳସ୍ରୋତରେ ଫସି ରହିଥିବା ହାତୀର ଖବର ସଂଗ୍ରହକୁ ଯାଇ ଖବର ପାଲଟି ଯାଇଥିବା ରିପୋର୍ଟର ଅରିନ୍ଦମ ଦାସଙ୍କ ମୃତ୍ୟୁ ସମସ୍ତଙ୍କୁ ମର୍ମାହତ କରିଦେଇଛି। ତେବେ ତାଙ୍କ ପରିବାରକୁ ରାଜ୍ୟ ସରକାରଙ୍କ ପକ୍ଷରୁ ୪ ଲକ୍ଷ ଟଙ୍କା କ୍ଷତିପୂରଣ…

ବ୍ରିଜ୍‌ ଉପରୁ ଖସିପଡ଼ିଲା କାର

ବାଙ୍କୀ,୨୬।୯(ଡି.ଏନ୍‌.ଏ.): କଟକ ଜିଲା ବାଙ୍କୀ ଥାନା ଅଞ୍ଚଳରେ ରବିବାର ସକାଳେ ଏକ କାର ନାଳରେ ବୁଡ଼ି ଯାଇଛି। ନାଳରେ ବନ୍ୟା ପାଣି ଥିବା ଯୋଗୁ କାରଟି ବୁଡ଼ି ଯାଇଛି। ତେବେ ଏଥିରେ ଥିବା ଦୁଇ ଜଣ ବ୍ୟକ୍ତି ଅଳ୍ପକେ ବର୍ତ୍ତି ଯାଇଥିଲେ।…

ଗଞ୍ଜାମର ବିଭିନ୍ନ ଅଞ୍ଚଳରେ ମୁତୟନ ହେଲେ ଏନ୍‌ଡିଆରଏଫ, ଓଡ୍ରାଫ ଟିମ୍‌

ଛତ୍ରପୁର,୨୬।୯(ଡି.ଏନ୍‌.ଏ.): ସମ୍ଭାବ୍ୟ ବାତ୍ୟା ଗୁଲାବ ପରିପ୍ରେକ୍ଷୀରେ ରାଜ୍ୟ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଏନ୍‌ଡିଆରଏଫ୍‌ ଓ ଓଡ୍ରାଫ ଟିମ୍‌ ଗଞ୍ଜାମ ଜିଲାରେ ପହଞ୍ଚିଥିଲେ। ପରେ ସେମାନଙ୍କୁ ପାତ୍ରପୁର, ସୋରଡା, ଆସିକା, ପୁରୁଷୋତ୍ତମପୁର, ଶେରଗଡ଼, ଗଞ୍ଜାମ, ଗୋପାଳପୁର ପ୍ରଭୃତି ଅଞ୍ଚଳରେ ମୃତୟନ କରାଯାଇଛି।…

ଋଣ ଶୁଝିବା ଚିନ୍ତାରେ ଚାଷୀ

ଖୋର୍ଦ୍ଧା ଅଫିସ,୨୬ା୯: ବନ୍ୟାଜଳରେ ଏକ ସପ୍ତାହ ଧରି ଜଳବନ୍ଦୀ ଜୀବନ ବିତାଇଥିବା ଗ୍ରାମବାସୀଙ୍କ ଏକର ଏକର ଖରିଫ ଧାନ ଫସଲ ନଷ୍ଟ ହୋଇଯାଇଛି। ଏଥିଯୋଗୁ ଖୋର୍ଦ୍ଧା ବ୍ଲକ ଓରବରସିଂ, ନରଣଗଡ଼ ଏବଂ ବ୍ରଜମୋହନପୁର ପଞ୍ଚାୟତର ୧୦ରୁ ଊର୍ଦ୍ଧ୍ୱ ଗ୍ରାମର ଅନେକ ଚାଷୀଙ୍କ…

ଜିରୋ କାଜୁଆଲିଟି ଉପରେ ଗଞ୍ଜାମ ଜିଲାପାଳଙ୍କ ଗୁରୁତ୍ୱାରୋପ

ଛତ୍ରପୁର,୨୬ା୯(ଡି.ଏନ୍‌.ଏ.): ସମ୍ଭାବ୍ୟ ବାତ୍ୟା ‘ଗୁଲାବ’କୁ ନେଇ ଗଞ୍ଜାମ ଜିଲାରେ ଦିନତମାମ ବର୍ଷା ହେବ। ସନ୍ଧ୍ୟାଠାରୁ ଅଧିକରୁ ଅଧିକ ବର୍ଷା ସହ ପବନର ବେଗ ବୃଦ୍ଧି ହୋଇ ରାତିରେ ସ୍ଥଳଭାଗ ଛୁଇଁବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ରବିବାର ପୂର୍ବାହ୍ନରେ ଗଞ୍ଜାମ…

ଯୋବ୍ରା ବ୍ୟାରେଜ୍‌ରେ ଏକ ହାତୀର ମୃତଦେହ ଠାବ

କଟକ ଅଫିସ, ୨୬।୯: କଟକ ଯୋବ୍ରା ବ୍ୟାରେଜରେ ଏକ ହାତୀର ମୃତଦେହ ରବିବାର ଠାବ କରାଯାଇଛି। ବ୍ୟାରେଜର ଗୋଟିଏ ଗେଟ ଦେଇ ପାଣି ଯାଉଥିବା ବେଳେ ସେଠାରେ ହାତୀଟିର ଗୋଡ଼ ଦେଖାଯାଉଛି। ତେବେ ଏହି ହାତୀଟି ଶୁକ୍ରବାର ମୁଣ୍ଡଳି ବ୍ରିଜ୍‌ ନିକଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?