ଭାଙ୍ଗିଲା ବହୁବର୍ଷର ପରମ୍ପରା: ଏଥର ହେବନି ବରଗଡ଼ ଧନୁଯାତ୍ରା
ବରଗଡ଼ ଅଫିସ,୧୩।୧୨: ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ପାଇଁ ଜିଲାର ଏକ ସ୍ବତନ୍ତ୍ର ପରିଚୟ ରହିଛି। ଆସନ୍ତା ୨୦୨୧ ମସିହା ଜାନୁଆରୀ ୧୮ତାରିଖରୁ ୭୨ତମ ବରଗଡ଼ ଧନୁଯାତ୍ରା ମହୋତ୍ସବ ହେବାକୁ ଥିଲା। ତେବେ ମହାମାରୀ କରୋନା(କୋଭିଡ-୧୯) ସଂକ୍ରମଣ ତଥା…
ଉପଭୋକ୍ତାଙ୍କୁ ଲୁଟୁଛନ୍ତି ବିଦ୍ୟୁତ୍ କର୍ମଚାରୀ
ଖୋର୍ଦ୍ଧା ଅଫିସ,୧୩ା୧୨: ଖୋର୍ଦ୍ଧା ବିଦ୍ୟୁତ୍ ସବ୍ଡିଭିଜନ ଅଧୀନରେ କାର୍ଯ୍ୟରତ ଜଣେ କର୍ମଚାରୀ ଉପଭୋକ୍ତାଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟ୍ କରିଥିବା ଅଭିଯୋଗ ଆସିଛି। ଉକ୍ତ କର୍ମଚାରୀ ଜଣଙ୍କ ଗରିବ, ଦିନ ମଜୁରିଆଙ୍କଠାରୁ ମିଟର ବସାଇବା ଲାଗି ଟଙ୍କା ଆଦାୟ କରିବା ସହ…
ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ସତ୍ତ୍ୱେ ମିଳୁନି ସହାୟତା
ଖୋର୍ଦ୍ଧା ଅଫିସ,୧୩ା୧୨: ଗରିବ ଲୋକଙ୍କ ଚିକିତ୍ସା ସୁବିଧା ନିମନ୍ତେ ରାଜ୍ୟ ସରକାର ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡ (ସିଏମ୍ଆର୍ଏଫ୍) ବ୍ୟବସ୍ଥା କରିଛନ୍ତି। ତେବେ ଏହି ଯୋଜନା ଖୋର୍ଦ୍ଧା ଜିଲାରେ ଫେଲ୍ ମାରିଛି। ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ସତ୍ତ୍ୱେ ସ୍ଥାନୀୟ ପ୍ରଶାସନର ଅବହେଳା ଯୋଗୁ ଜଣେ…
ଟୋଲ୍ଗେଟ୍ରେ ବିନା ଶୁଳ୍କରେ ଗାଡି ଛାଡିଲେ
ଚୌଦ୍ୱାର/କଟକ ସଦର, ୧୩ା୧୨(ଡି.ଏନ୍.ଏ.): କେନ୍ଦ୍ରର ୩ ବିବାଦୀୟ କୃଷି ଆଇନ ପ୍ରତ୍ୟାହାର ଦାବିରେ ଚାଲିଥିବା ଚାଷୀ ଆନ୍ଦୋଳନକୁ ସମର୍ଥନ ଜଣାଇ ନିଖିଳ ଭାରତ କୃଷକ ସଂଘର୍ଷ ସମନ୍ବୟ ସମିତି, କୃଷକ ମୋର୍ଚ୍ଚା କଟକ ଜିଲା କମିଟି ଓ ଅନ୍ୟ ସଙ୍ଗଠନ ପକ୍ଷରୁ…
ଚାଷୀଙ୍କୁ ମିଲର୍ସଙ୍କ ମାଡ଼
ସମ୍ବଲପୁର,୧୩ା୧୨(ବ୍ୟୁରୋ): ଧାନ କଟନୀଛଟନୀକୁ ବିରୋଧ କରିବାରୁ ଟାମ୍ପରକେଲା (ଅଇଁଲାମାଲ) ଗ୍ରାମର ଚାଷୀ ବିଭୂତି ପ୍ରଧାନଙ୍କୁ ଜଣେ ମିଲର୍ସ ଶନିବାର ମାଡ଼ ମାରିଛନ୍ତି। ଏନେଇ ବିଭୂତି ସମ୍ବଲପୁର ସହର ବୈଜାମୁଣ୍ଡାସ୍ଥିତ ସମଲେଶ୍ୱରୀ ଉଦ୍ୟୋଗ ମିଲର୍ସଙ୍କ ବିରୋଧରେ ବୁର୍ଲା ଥାନା ଗୋଶାଳା ଫାଣ୍ଡିରେ ଅଭିଯୋଗ…
ଉଜୁଡ଼ିବ ହାତୀ କରିଡର ବେଲଡୁଙ୍ଗୁରି
ସମ୍ବଲପୁର,୧୩ା୧୨(ବ୍ୟୁରୋ): ସମ୍ବଲପୁର ବନଖଣ୍ଡ ପଡିଆବାହାଲ ରେଞ୍ଜ ଅଞ୍ଚଳରେ ଇଡ୍କୋ ପକ୍ଷରୁ ୫୦୦ ଏକର ଜମି ଅଧିଗ୍ରହଣ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି ଜମିରେ ଏକ କମ୍ପାନୀ ସୋଲାର ପ୍ରକଳ୍ପ କରିବାକୁ ଯୋଜନା କରିଥିବା ଜଣାପଡିଛି। ଏହା ଦ୍ୱାରା ହାତୀ କରିଡର୍…
ଠକେଇର ଶିକାର ହୋଇଥିଲେ ରିପୋର୍ଟ କର
କଟକ ଅଫିସ,୧୩ା୧୨: ଆକାଶ ପାଠକ ନିଜକୁ ଟାଟା ମୋଟର୍ସର ଏମ୍ଡି ପରିଚୟ ଦେଇ ଚାକିରି କରାଇ ଦେବାକୁ କହି ବହୁ ଯବତୀଯୁବକଙ୍କଠାରୁ ବହୁ କୋଟି ଟଙ୍କା ଠକି ନେଇଛନ୍ତି। ଏହି ଠକେଇରେ ଗୋପାଳପୁର ବିଧାୟକଙ୍କ ସହଯୋଗ କରିଛନ୍ତି। ଏ ନେଇ ୬ଜଣ…
ସ୍ବାମୀଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ ଆଣିଲେ ସ୍ତ୍ରୀ
ଜଗତ୍ସିଂହପୁର ଅଫିସ,୧୩ା୧୨: ସ୍ବାମୀ ଯୌନ ନିର୍ଯାତନା ଦେଉଛନ୍ତି ବୋଲି ଜଗତ୍ସିଂହପୁର ଥାନାରେ ଶନିବାର ଜଣେ ମହିଳା ଅଭିଯୋଗ କରିଛନ୍ତି। ଏହାକୁ ଭିତ୍ତିକରି ଥାନାରେ ମାମଲା (ନଂ.୪୭୦/୨୦) ରୁଜୁ ହୋଇଛିି। ପୋଲିସ ତଦନ୍ତ ଆରମ୍ଭ କରିଛି। ସମ୍ପୃକ୍ତ ମହିଳାଙ୍କ ଅଭିଯୋଗ ଅନୁଯାୟୀ, ଜଗତ୍ସିଂହପୁର…
ମାଫିଆଙ୍କ କବ୍ଜାରେ ରତ୍ନପଥର ଖଣି
ବିଷମକଟକ/କୋରାପୁଟ,୧୩ା୧୨(ସ୍ବ.ପ୍ର.): ରାୟଗଡ଼ା ଜିଲାରୁ ଅବାଧରେ ବାହାର ରାଜ୍ୟକୁ ରତ୍ନପଥର ଚାଲାଣ କରାଯାଉଛି। ଦୀର୍ଘ ବର୍ଷ ଧରି ମାଫିଆମାନେ ଏହି କାରବାର ଚଳାଇଥିଲେ ମଧ୍ୟ ଏଥିରେ ଲଗାମ ଲାଗିପାରୁନାହିଁ। ସୋମବାର କ୍ରାଇମ୍ବ୍ରାଞ୍ଚ ଏସ୍ଟିଏଫ୍ ରାୟଗଡ଼ା ସହରରୁ ଅମ୍ବାଦଳା ଥାନା ଅଧୀନ ବିଜାବନ୍ଦାଳି ଗ୍ରାମର…
ଶୋଇଥିବା ବେଳେ ଘରେ ପଶିଲା ମହୁଲ ବୋଝେଇ ଟ୍ରକ: ଗୋଟିଏ ପରିବାରର ୨ ଗୁରୁତର
କେନ୍ଦୁଝର,୧୩।୧୨ (ସ୍ବ.ପ୍ର.): କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ଜୁଡ଼ିଆ ଘାଟି ନିକଟ ଷଠି ଘରସାହିରେ ଏକ ମହୁଲ ବୋଝେଇ ଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ଭୋର ପ୍ରାୟ ୪ଟାରେ ଟ୍ରକ୍ଟି ମହେଶ୍ୱର ପାତ୍ରଙ୍କ ଘର ଭିତରେ ପଶିଯିବାରୁ ତାଙ୍କ ସ୍ତ୍ରୀ ଓ ନଅ…
ଚିତ୍ରକୋଣ୍ଡାରେ ଫୁଟିଲା ଗୁଳି: ଟଳିଲେ ୨ ମାଓବାଦୀ
ମାଲକାନଗିରି/ଚିତ୍ରକୋଣ୍ଡା,୧୩।୧୨(ଡି.ଏନ୍.ଏ):ପୁଣି ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳରେ ଫୁଟିଲା ଗୁଳି। ସିଙ୍ଗାରାମଠାରେ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ଘଟି ରବିବାର ଦୁଇ ମାଓବାଦୀଙ୍କ ମୃତ୍ୟୁ ଘଟିଛି। ମୃତ ଦୁଇ ମାଓବାଦୀଙ୍କ ମଧ୍ୟରୁ ଜଣେ ଦୁର୍ଦ୍ଦାନ୍ତ ତଥା ଏରିଆ କମିଟି ମେମ୍ବର…
ପାଣି ପାଇଁ ହଟହଟା ଖୋଲାଗଡ଼ ଗ୍ରାମବାସୀ
ଖପ୍ରାଖୋଲ, ୧୩ା୧୨(ଡି.ଏନ୍.ଏ.) ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ବାଘମୁଣ୍ଡ ପଞ୍ଚାୟତ ଅନ୍ତର୍ଗତ ଖୋଲାଗଡ ଗାଁରେ ଦେଖାଦେଇଛି ପାନୀୟ ଜଳ ସମସ୍ୟା। ଗାଁରେ ଥିବା ୪ଟି ନଅକୂପରୁ ତିନୋଟି ଦୁଇମାସ ହେଲା ଅଚଳ ହୋଇପଡିଛି। ଅନ୍ୟ ନଳକୂପରେ ସୋଲାର ପମ୍ପ ଲଗାଯାଇଥିଲେ ବି…
Archives


