ଆମ ଜିଲା ଖବର

‘ସଫଳତା ପାଇବାରେ ଖବରକାଗଜ ସହାୟ ହୋଇଛି’

ବଡ଼ବିଲ, ୨୬।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡବିଲ ପୌରାଞ୍ଚଳରେ ରହୁଥିବା ୟଶ୍‌ ଜାଲୁକା କେନ୍ଦ୍ରୀୟ ଲୋକସେବା ଆୟୋଗ( ୟପିଏସ୍‌ସି) ଦ୍ୱାରା ପରିଚାଳିତ ପରୀକ୍ଷା-୨୦୨୦ରେ ଦେଶରେ ୪ର୍ଥ ସ୍ଥାନ ହାସଲ କରିଛନ୍ତି। ଏବେ ବିଭିନ୍ନ ମହଲରୁ ତାଙ୍କ ନିକଟକୁ ଶୁଭେଚ୍ଛାର ସୁଅ ଛୁଟିଛି। ତେବେ…

ବିଦେଶରେ ଚାକିରି ନାମରେ ଲକ୍ଷାଧିକ ଟଙ୍କାର ଠକେଇ: ୩ ଜଣଙ୍କୁ ବାନ୍ଧିଲା ପୋଲିସ

ହିଞ୍ଜିଳିକାଟୁ,୨୫ା୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ପାଟଣା ସାହିରେ ‘ଆରାଉଣ୍ଡ ଦ ଓ୍ବାଲର୍‌ଡ’ ଏଜେନ୍ସି ନାମକ ଏକ ସଂସ୍ଥା ବିଭିନ୍ନ ଜିଲାର ବହୁ ଯୁବତୀ, ଯୁବକଙ୍କୁ ବିଦେଶରେ ଚାକିରି ଦେବା ଆଳରେ ଲକ୍ଷାଧିକ ଟଙ୍କା ହଡ଼ପ କରିଥିଲା। ଠକ ସଂସ୍ଥାର ମୁଖ୍ୟ ଓ…

ପୋଲିସ ହେପାଜତରେ ଥିବା ଯୁବକଙ୍କ ମୃତ୍ୟୁ ନେଇ ଉତ୍ତେଜନା

ବରଗଡ଼ ଅଫିସ,୨୫ା୯(.): ପୋଲିସ ଉଠାଇ ନେଇଥିବା ଯୁବକଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ସୃଷ୍ଟି ହୋଇଛି। ପୋଲିସ ତାଙ୍କୁ ପିଟି ପିଟି ମାରି ଦେଇଥିବା ଅଭିଯୋଗ କରିଛନ୍ତି ପରିବାର ଲୋକେ। ମୃତଦେହ ଧରି ଏସ୍‌ପି ଅଫିସ ଆସୁଥିବା ବେଳେ ପୋଲିସ ସହ ଧସ୍ତାଧସ୍ତି…

ସନ୍ଧ୍ୟାରେ ଲ୍ୟାଣ୍ଡଫଲ କରିବ ‘ଗୁଲାବ୍‌’

ଭୁବନେଶ୍ୱର,୨୫।୯(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତଟି ଶନିବାର ସନ୍ଧ୍ୟାରେ ବାତ୍ୟାରେ ପରିଣତ ହୋଇପାରେ। ଆଉ ରବିବାର ସନ୍ଧ୍ୟାରେ ଏହା ଓ ଗୋପାଳପୁର ଓ ଆନ୍ଧ୍ର ପ୍ରଦେଶର କଳିଙ୍ଗପଟ୍ଟନମ ମଧ୍ୟରେ ଲ୍ୟାଣ୍ଡଫଲ କରିପାରେ। ଏ ନେଇ ଭାରତୀୟ ପାଣିପାଗ ବିଭାଗ ଆଇଏମ୍‌ଡି…

ମିଳିଲା ଓଡ୍ରାଫ କର୍ମଚାରୀ ସୀତାରାମଙ୍କ ମୃତଦେହ

କଟକ ଅଫିସ,୨୫।୯: କଟକ ମୁଣ୍ଡଳିରେ ଶୁକ୍ରବାର ରବର ବୋଟ ଓଲଟି ପଡ଼ିଥିଲା। ପରେ ସମସ୍ତଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲ ନିଆଯାଇଥିଲା। ହେଲେ ଓଡ୍ରାଫ୍‌ କର୍ମଚାରୀ ସୀତାରାମ ମୁର୍ମୁ ନିଖୋଜ ଥିଲେ। ତାଙ୍କ ମୃତଦେହ ଶନିବାର ଉଦ୍ଧାର କରାଯାଇଛି। କଖଡ଼ି ମହାଳପଡ଼ା ଗୁମେଇ…

ଆଇସିୟୁରେ ଥାଇ ଅରିନ୍ଦମଙ୍କୁ ଖୋଜୁଛନ୍ତି ପ୍ରଭାତ : ଭାଇ କେମିତି ଅଛି…

କଟକ ଅଫିସ,୨୫।୯: କଟକ ମୁଣ୍ଡଳି ଜଳ ସ୍ରୋତରେ ଫସି ରହିଥିବା ହାତୀକୁ ଉଦ୍ଧାର କରିବାକୁ ଯାଇଥିବା ଓଡ୍ରାଫ ଟିମ୍‌ଙ୍କ ସହିତ ଖବର ସଂଗ୍ରହ ପାଇଁ ଓଟିଭି ରିପୋଟର ଅରିନ୍ଦମ ଦାସ ଓ ତାଙ୍କ ସହଯୋଗୀ କ୍ୟାମେରା ମ୍ୟାନ୍‌ ପ୍ରଭାତ ସିହ୍ନା ଯାଇଥିଲେ।…

ଗୁଳିମାଡ଼ରେ ସମିତିସଭ୍ୟଙ୍କ ଜୀବନ ଗଲା: ୬ ଅଟକ

କାମାକ୍ଷାନଗର,୨୫ା୯(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ ତୁମୁସିଙ୍ଗା ଥାନା ବାରୁଆଁ ପଞ୍ଚାୟତର ସମିତିସଭ୍ୟ ଦୀପକ ମାହୁନ୍ତ ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ମୃତ୍ୟୁ ଘଟିଛି। ମୃତ୍ୟୁର କାରଣ ଅସ୍ପଷ୍ଟ ଥିଲେ ବି ବ୍ୟବସାୟିକ ଶତ୍ରୁତାରୁ ତାଙ୍କୁ କେହି ହତ୍ୟା କରିଥିବା ସନ୍ଦେହ କରାଯାଉଛି। ତେବେ…

ଧବଳେଶ୍ୱରରୁ ମିଳିଥିବା ମୃତଦେହ ସୀତାରାମଙ୍କର ନୁହେଁ: ଏସ୍‌ଆର୍‌ସି

କଟକ ଅଫିସ,୨୫।୯: କଟକ ମୁଣ୍ଡୁଳି ଜଳ ସ୍ରୋତରେ ନିଖୋଜ ଥିବା ଓଡ୍ରାଫ କର୍ମଚାରୀ ସୀତାରାମ ମୁର୍ମୁଙ୍କ ମୃତଦେହ ଶନିବାର ଧବଳେଶ୍ୱରରୁ ଉଦ୍ଧାର ହୋଇଥିବା ନେଇ ଏସ୍‌ଆରସି ପ୍ରଦୀପ ଜେନା ସୂଚନା ଦେଇଥିଲେ। ସେ ଏହାର ଅଳ୍ପ ସମୟ ପରେ ପୁଣି ଏକ…

ମୁଣ୍ଡଳିରେ ଫସିଥିବା ଦନ୍ତାର ପତ୍ତା ମିଳୁନି

କଟକ ଅଫିସ/ବାରଙ୍ଗ(ଡି.ଏନ୍‌.ଏ.),୨୪।୯: ମହାନଦୀର ମୁଣ୍ଡଳି ବ୍ରିଜ ନିକଟରେ ଫସି ରହିଥିବା ହାତୀର ପତ୍ତା ମିଳୁନାହିଁ। ତେବେ ଶୁକ୍ରବାର ବିଳମ୍ବିତ ରାତିରେ ହାତୀଟି ମହାନଦୀ ତଳଆଡକୁ ଭାସିଯାଇଥିବା ଆଠଗଡ଼ ରେଞ୍ଜର କହିଛନ୍ତି। ଏପରିସ୍ଥଳେ ହାତୀଟି ଜୀବିତ ନା ମୃତ ତାହାକୁ ନେଇ ଉଠିଛି…

ବିବାହିତ ସତ୍ତ୍ୱେ ପ୍ରେମିକଙ୍କ ସହ ହୋଇଯାଇଥିଲେ ଫେରାର; ବବୁଲ ଗଛରେ ଝୁଲୁଛି ମୃତଦେହ

ଚନ୍ଦାହାଣ୍ଡି,୨୫।୯(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ଥାନା ଅଧୀନସ୍ଥ ଶରଧାପୁର ଗ୍ରାମର ଅଳ୍ପ ଦୂରରେ ଥିବା ଏକ ବବୁଲ ଗଛରେ ସେହି ଗ୍ରାମର ପ୍ରେମୀଯୁଗଳ ବେକରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ଶନିବାର ଦେଖିବାକୁ ମିଳିଛି। ସୂଚନାନୁଯାୟୀ, ଶରଧାପୁର ଗ୍ରାମର ଜନୈକା ଯୁବତୀ…

ଶ୍ରୀଜିଉଙ୍କ ଦର୍ଶନ କଲେ ସିଜେଆଇ

ପୁରୀ ଅଫିସ,୨୫।୯: ପୁରୀ ଗସ୍ତରେ ଆସିଥିବା ସୁପ୍ରିମ୍‌କୋର୍ଟର ପ୍ରଧାନ ବିଚାରପତି ଏନ୍‌.ଭି.ରମନା ଶନିବାର ସକାଳେ ଶ୍ରୀଜିଉଙ୍କ ଦର୍ଶନ କରିଛନ୍ତି। ସେ ସିଂହଦ୍ୱାର ନିକଟରେ ପହଞ୍ଚିବା ପରେ ୫ଟି ସଚିବ ଭି.କେ.ପାଣ୍ଡିଆନ୍‌, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର, ଜିଲାପାଳ ସମର୍ଥ ବର୍ମା…

ଆସୁଛି ବାତ୍ୟା: ସତର୍କ କରାଇଲେ ଗଞ୍ଜାମ ଜିଲାପାଳ

ଭୁବନେଶ୍ୱର,୨୫ା୯(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟାକୁ ନେଇ ସତର୍କ କରାଇଛନ୍ତି ଗଞ୍ଜାମ ଓ ଗଜପତି ଜିଲା ପ୍ରଶାସନ। ବାତ୍ୟା ଗୋପାଳପୁର ଓ ବିଶାଖାପାଟଣା ମଝି ପୂର୍ବ କଳିଙ୍ଗପଟନମ୍‌ ଦେଇ ଲ୍ୟାଣ୍ଡଫଲ୍‌ କରିବାର ସମ୍ଭାବନା ଥିବାରୁ ଏବେଠାରୁ ସତର୍କ ହୋଇଛି ଜିଲା ପ୍ରଶାସନ। ବାତ୍ୟା ପ୍ରଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?