ଆମ ଜିଲା ଖବର

ଜେଲ ଗଲେ କୋଟିପତି ଏସ୍‌ଡିଓ

କେନ୍ଦୁଝର,୨୨।୯(ଡି.ଏନ.ଏ./ସ୍ବ.ପ୍ର.): ଶେଷରେ ଭିଜିଲାନ୍ସ ହାତରେ ବନ୍ଧା ହୋଇଛନ୍ତି ବିଦ୍ୟୁତ୍‌ ବିଭାଗର କୋଟିପତି ଏସ୍‌ଡିଓ ମହେଶ୍ୱର ସେଠୀ। ମଙ୍ଗଳବାର ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ୍‌ ତାଙ୍କ କେନ୍ଦୁଝର ସ୍ପଞ୍ଜ କଲୋନୀ ଘର ସମେତ ୫ଟି ସ୍ଥାନରେ ଚଢ଼ାଉ କରି…

ସ୍ତ୍ରୀଙ୍କୁ ପିଟି ପିଟି ମାରିଦେଲେ

କପ୍ତିପଦା,୨୨।୯(ଡି.ଏନ.ଏ.): ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ଅଧୀନ ପେଡାଗଡି ପଞ୍ଚାୟତ କରପଦା ଗ୍ରାମରେ ସ୍ତ୍ରୀଙ୍କୁ ପିଟି ପିଟି ହତ୍ୟା କରିଥିବା ଅଭିଯୋଗ ହୋଇଛି। ହତ୍ୟା ଅଭିଯୋଗରେ ପୋଲିସ ସ୍ବାମୀ କାହ୍ନୁ ହାଁସଦାଙ୍କୁ ଗିରଫ କରିଛି। ମୃତ ମହିଳା ହେଲେ ଫୁଲ ହାଁସଦା।…

୨. ୮୦ ଲକ୍ଷ ଟଙ୍କାର ହିସାବ ଦେଇପାରିଲେନି ଆଇଆଇସି

ଏମ୍‌ଭି ୭୯,(ଡି.ଏନ.ଏ.): ଭିଜିଲାନ୍ସ ଜାଲରେ ପଡିଛନ୍ତି ମାଲକାନଗିରି ଜିଲା କାଲିମେଳା ବ୍ଳକ ମୋଟୁ ଥାନା ଆଇଆଇସି ସୁଶାନ୍ତ ସାହୁ। ସେ ମୋଟୁରୁ ନିଜ ଘର କଟକ ଜିଲା ଫୁଲନଖରା ଯାଉଥିବା ସମୟରେ ଖୋର୍ଦ୍ଧା ନିକଟରେ ତାଙ୍କୁ ଭିଜିଲାନ୍ସ ଧରିଛି। ସେ ୨…

କାଳ ହେଲା ଛାତ ଉପରେ ସ୍କିପିଂ ଖେଳିବା

ବ୍ରହ୍ମପୁର ଅଫିସ,୨୨ା୯: ଛାତ ଉପରେ ସାଙ୍ଗମାନଙ୍କ ସହ ସ୍କିପିଂ ଖେଳୁଥିଲେ ୯ ବର୍ଷର କୁନି ଝିଅ। ଅସାବଧାନତା କାରଣରୁ ଛାତରୁ ଖସିପଡିଥିଲେ। ସେତିକିବେଳେ ସେ ଖେଳୁଥିବା ଓଢଣୀ ବେକ୍‌ରେ ଗୁଡାଇ ହୋଇଯିବାରୁ ତାଙ୍କର ମୃତ୍ୟୁ ଘଟିଥିଲା। ସେ ହେଲେ ପୋଲସରା ଥାନା…

ବଲାଙ୍ଗୀରରେ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ; ୨୦୦ କୋଟି ଟଙ୍କାର ପ୍ରକଳ୍ପ ଲୋକାର୍ପିତ

ଭୁବନେଶ୍ୱର(ବ୍ୟୁରୋ)/ବଲାଙ୍ଗୀର ଅଫିସ,୨୨।୯: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ବଲାଙ୍ଗିର ଜିଲା ଗସ୍ତ କରି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନ କରିଛନ୍ତି। ସେ ଟିଟିଲାଗଡ, ପାଟଣାଗଡ ଓ ବଲାଙ୍ଗିର ଟାଉନ ଗସ୍ତ କରି ସ୍ମାର୍ଟ କାର୍ଡ ବଣ୍ଟନ…

ନାବାଳକଙ୍କ ବିରୋଧରେ ବଳାତ୍କାର ଅଭିଯୋଗ ଆଣିଲେ ଯୁବତୀ

ଆର୍‌.ଉଦୟଗିରି,୨୨ା୯(ଡି.ଏନ୍‌.ଏ.): ଗଜପତି ଜିଲା ମୋହନା ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ ଏକ ମାମଲା ନଂ.୧୭୮/୨୧ରେ ମାମଲା ରୁଜୁ କରିଛି। ପୋଲିସ ଘଟଣାରେ ସମ୍ପୃକ୍ତ ନାବାଳକଙ୍କୁ ଧରି ବ୍ରହ୍ମପୁରସ୍ଥିତ ବାଳ ସୁଧାର ଗୃହକୁ ପଠାଯାଇଥିବା…

ଜଳଖିଆ ଦୋକାନରେ ଚଢ଼ାଉ, ଜରିମାନା ଆଦାୟ

ନିଶ୍ଚିନ୍ତକୋଇଲି,୨୨ା୯(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ଫୁଡ୍‌, ଡ୍ରଗ୍ସ ଓ ଅବକାରୀ ବିଭାଗ ପକ୍ଷରୁ ମିଳିତ ଭାବେ ବିଭିନ୍ନ ଜଳଖିଆ,ପାନ ଦୋକାନ ଉପରେ ଚଢ଼ାଉ ସହ ଜରିମାନା ଆଦାୟ କରାଯାଇଛି। କଟକ ଫୁଡ୍‌ ଇନ୍ସପେକ୍ଟର ରାକେଶ ସାହୁ,ଡ୍ରଗ୍ସ ଇନ୍ସପେକ୍ଟର ସୁଶୀଲ ସାହୁ, ମଙ୍ଗଳ…

ରାସ୍ତା ପାଲଟିଛି ମରଣଯନ୍ତା

ପୁରୁଷୋତ୍ତମପୁର,୨୨।୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ସହର ଓ କୋଦଳା ସହରକୁ ସଂଯୋଗ କରୁଥିବା ରାସ୍ତା ମରଣଯନ୍ତା ପାଲଟିଛି । ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧିନରେ ଥିବା ୧୫ କି.ମି. ବିଶିଷ୍ଟ ଏହି ଆଛୁଲି-ସମା-ଚିଙ୍ଗୁଡିଘାଇ ମୁଖ୍ୟ ରାସ୍ତାଟି ଭାଙ୍ଗି ବିଭିନ୍ନ ସ୍ଥାନରେ ଖାଲଖମା…

ଗୋଟିଏ ପରିବାରର ମା’-ଝିଅଙ୍କ ସମେତ ୩ ଜଣଙ୍କୁ ହତ୍ୟା, ବେକରେ ରହିଛି ନଖ ଚିହ୍ନ

ଝାରସୁଗୁଡ଼ା ଅଫିସ,୨୨ା୯: ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଥାନା ଅନ୍ତର୍ଗତ ଗଙ୍ଗାନଗର ଫାଟକପଡ଼ା ଏକ ଅଭାବନୀୟ ଘଟଣା ଘଟିଛି। ଗୋଟିଏ ପରିବାରର ମା-ଝିଅଙ୍କ ସମେତ ୩ ଜଣଙ୍କୁ ହତ୍ୟା କରାଯାଇଛି। ମୃତକଙ୍କ ମଧ୍ୟରେ ନାରାୟଣ ପୋଦାରଙ୍କ ସ୍ତ୍ରୀ ସୋନି ପୋଦାର(୩୦),ବଡ ଝିଅ ରାଧିକା(୫)…

ଶୌଚ ହେବାକୁ ଯାଇ ଆଉ ଫେରିଲେନି ଢାବା କର୍ମଚାରୀ

ପାଟଣା,୨୨।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ୪୯ ନମ୍ବର ମୁମ୍ବାଇ- କୋଲକାତା ଜାତୀୟ ରାଜପଥର ହାତିବାରୀ ନିକଟରେ ବୁଧବାର ଅଜଣା ଟ୍ରକ୍‌ ଧକ୍କାରେ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଉଛନ୍ତି ତୁରୁମୁଙ୍ଗା ଥାନା ଯାମଦା ଗ୍ରାମର…

ଜଳକା ନଦୀରେ ବନ୍ୟା: ସରକାରୀ କାର୍ଯ୍ୟାଳୟରେ ପଶିଲା ପାଣି

ବସ୍ତା,୨୨।୯(ଡି.ଏନ୍‌.ଏ): ବାଲେଶ୍ୱର ଜିଲା ବସ୍ତା ଦେଇ ପ୍ରବାହିତ ଜଳକା ନଦୀରେ ଭୀଷଣ ବନ୍ୟା ଜଳ ପ୍ରବାହିତ ହେଉଛି। ଏ ନେଇ ବନ୍ୟା ଜଳ ବସ୍ତା ଥାନା, ଏସ୍‌ଡିପିଓ ଅଫିସ, ତହସିଲ ଅଫିସ ଜଳମଗ୍ନ ହୋଇଛି। ଏ ସମସ୍ତ କାର୍ଯ୍ୟାଳୟରେ ପାଣି ପଶିଯାଇଛି।…

କର୍କଟରୁ ସୁସ୍ଥ ହୋଇ ପ୍ରେରଣା ଦେଉଛନ୍ତି ସ୍ବାଗତିକା

ଆଜି ଓ୍ବାର୍ଲଡ ରୋଜ୍‌ ଡେ’। ଏହି ଦିନଟିକୁ କର୍କଟ ରୋଗ ସହ ଲଢ଼େଇ କରୁଥିବା ଲୋକଙ୍କ ମଧ୍ୟରେ ଆଶା ଓ ଖୁସି ଭରିଦେବାକୁ ଉତ୍ସର୍ଗ କରାଯାଇଛି। ଅଧିକାଂଶ କର୍କଟ ଚିକିତ୍ସା ରୋଗୀଙ୍କ ଶରୀର ଓ ମାନସିକତାକୁ ଗଭୀର ଭାବେ ପ୍ରଭାବିତ କରିଥାଏ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?