ଆମ ଜିଲା ଖବର

ମଦ ରନ୍ଧାବେଳେ ପୋଲିସର ଚଢାଉ

ଶଙ୍କରାଖୋଲ,୧୬ା୬(ଡି.ଏନ୍‌.ଏ.)- ଟିକାବାଲି ଥାନା ଅଞ୍ଚଳ ବାଞ୍ଜାମାହା ଗ୍ରାମ ସଂଲଗ୍ନ ଜଙ୍ଗଲରେ ମଙ୍ଗଳବାର ଥାନା ଅଧିକାରୀ ରେବତୀ ଶବରଙ୍କ ନେତୃତ୍ୱରେ ପୋଲିସ ଟିମ୍‌ ଚଢାଉ କରିଥିଲା। ଜଙ୍ଗଲରେ ଥିବା ଏକ ନାଳ ନିକଟରେ ଦେଶୀ ମହୁଲି ମଦ ରନ୍ଧାଯାଉଥିବାବେଳେ ପୋଲିସକୁ ଦେଖି...

ରାଉରକେଲା ଏସ୍‌ପିଙ୍କ ନାମରେ ଫେସବୁକ୍‌ରେ ଫେକ୍‌ ଆଇଡି ଖୋଲି ବନ୍ଧା ହେଲେ ନାବାଳକ

ରାଉରକେଲା ଅଫିସ,୧୬।୬: ରାଉରକେଲା ଏସ୍‌ପି କେ.ଶିବା ସୁବ୍ରମଣୀଙ୍କ ନାମରେ ଫେସ୍‌ବୁକରେ ଫେକ୍‌ ଆଇଡି ଖୋଲି ଲୋକଙ୍କୁ ବ୍ଲାକମେଲିଂ କରିବା ଜଣେ ନାବାଳକଙ୍କୁ ମହଙ୍ଗା ପଡ଼ିଛି। ଏହି ଘଟଣାରେ ସମ୍ପୃକ୍ତ ନାବାଳକଙ୍କୁ ମଙ୍ଗଳବାର ଉଦିତନଗର ପୁଲିସ ଗିରଫ କରିଛି। ଗିରଫ ନାବାଳକଙ୍କ...

ମନ୍ତ୍ରୀଙ୍କ ହସ୍ତକ୍ଷେପ ପରେ ଧାନ ଉଠିଲା

ଜୁନାଗଡ,୧୬।୬(ଡି.ଏନ୍‌.ଏ)-କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ବାଲିଛଡା ମଣ୍ଡିରେ ଗତ ୨ଦିନ ହେଲା ମିଲର୍ସଙ୍କ ଅବହେଳା ଯୋଗୁ ଟ୍ରକ ଆସୁ ନ ଥିବାରୁ ମଣ୍ଡିରୁ ଧାନ ଉଠୁ ନ ଥିଲା। ଏହାକୁ ନେଇଁ ସ୍ଥାନୀୟ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଥିଲା। ଘଟଣା...

କେନ୍ଦ୍ରାପଡାରେ ୯ କରୋନା ଆକ୍ରାନ୍ତ ଚିହ୍ନଟ

କେନ୍ଦ୍ରାପଡା ଅଫିସ, ୧୬।୬- କେନ୍ଦ୍ରାପଡା ଜିଲାରେ ମଙ୍ଗଳବାର ୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ଏବେ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮୫ରେ ପହଞ୍ଚିଛିା ଆକ୍ରାନ୍ତଙ୍କ ମଧ୍ୟରୁ ୩ ଜଣ ନିକଟରେ ସଂଗରୋଧ କେନ୍ଦ୍ରରୁ ଯାଇ ନିଜ ଘରେ...

ରଥଯାତ୍ରା ହେଲେ କରୋନା ଭୟ ଦୂର ହୋଇଯିବ

ପୁରୀ ଅଫିସ, ୧୬।୬: ଚଳିତ ବର୍ଷ କରୋନା ପାଇଁ ରଥଯାତ୍ରା ହେବ କି ନାହିଁ ସେ ନେଇ କିଛି ସ୍ପଷ୍ଟ ହୋଇ ନାହିଁ। ସମସ୍ତେ ମହାପ୍ରଭୁଙ୍କ ରଥଯାତ୍ରାକୁ ନେଇ ଦ୍ୱନ୍ଦ୍ୱରେ ରହିଛନ୍ତି। ରଥଯାତ୍ରାକୁ ନେଇ ଏଭଳି ଆଶା ଆଶଙ୍କା ଲାଗି...

ନିମାପଡ଼ାକୁ ଛୁଇଁଲା କରୋନା: ୬ ପଜିଟିଭ ଚିହ୍ନଟ

ନିମାପଡ଼ା, ୧୬।୬(ଡି.ଏନ୍‌.ଏ.): ପୁରୀ ଜିଲାରେ କରୋନା ପଜିଟିଭଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ଜିଲାରୁ ୧୫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ତେବେ ପ୍ରଥମ ଥର ପାଇଁ ନିମାପଡ଼ାକୁ କରୋନା ଛୁଇଁଛି। ନିମାପଡ଼ା ବ୍ଲକରୁ ୬...

ନାବାଳିକା ବଳାତ୍କାର ଘଟଣା: ଅଭିଯୁକ୍ତ ପଡୋଶୀ ଯୁବକ ଗିରଫ

ଚାନ୍ଦବାଲି,୧୬।୬(ଡି.ଏନ.ଏ.)-ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନସ୍ଥ ଚଡଦିଆ ଗ୍ରାମ ପଞ୍ଚାୟତର ଚଡଦିଆ ଗାଁର ଜଣେ ୫ ବର୍ଷର ନାବାଳିକା ବଳାତ୍କାର ଅଭିଯୋଗରେ ପଡୋଶୀ ଘରର ଜଣେ ଯୁବକକୁ ବାଂଶଡା ପୋଲିସ ଗିରଫ କରି ସୋମବାର କୋର୍ଟଚାଲାଣ କରିଛି। ଅଭିଯୁକ୍ତ ଜଣଙ୍କ...

ସଙ୍ଗରୋଧ କେନ୍ଦ୍ରରୁ ଚୋରି ଘଟଣା:୨ ଅଟକ, ଚୋରି ସାମଗ୍ରୀ ଜବତ

ଭଦ୍ରକ ଅଫିସ/ପଦ୍ମପୁର,୧୬।୬(ଡି.ଏନ୍‌.ଏ.): ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନ ଗୋରାମାଟି ପଞ୍ଚାୟତର ତୋରଣପଦା ସଙ୍ଗରୋଧ କେନ୍ଦ୍ରରୁ ଗତ ୫ ତାରିଖରେ ଚୋରି ହୋଇଥିଲା। ଏହି ଘଟଣାରେ ମଙ୍ଗଳବାର ଗ୍ରାମାଞ୍ଚଳ ଥାନା ଅଧିକାରୀ ଓ ସାବରଙ୍ଗ ଫାଣ୍ଡି ଅଧିକାରୀ ସମ୍ପକ୍ତ ୨ ଜଣଙ୍କୁ...

ଯୋଡ଼ା ଏଫ୍‌ଏପି କଲୋନୀରେ ଜଣେ କରୋନା ପଜିଟିଭ୍‌ ଚିହ୍ନଟ: ଉକ୍ତ ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା

କେନ୍ଦୁଝର/ଯୋଡ଼ା,୧୬।୬ (ସ୍ବ.ପ୍ର./ ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ସହର ମଧ୍ୟ ଭାଗରେ ଥିବା ଫେରୋ ଆଲଏଜ ପ୍ଲାଣ୍ଟ(ଏଫ୍‌ଏପି) କଲୋନୀରେ ମଙ୍ଗଳବାର ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସୁରକ୍ଷା ବ୍ୟବସ୍ଥାକୁ କଡାକଡ଼ି କରାଯାଇ ଉକ୍ତ ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ ଘୋଷଣା...

ଛତ୍ରପୁରରେ କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ୧୦ ଏକର ଜମି ଲିଜ୍‌ ମଞ୍ଜୁର କଲେ ସରକାର

ଛତ୍ରପୁର,୧୬।୬(ଡି.ଏନ.ଏ)-ଗଞ୍ଜାମ ଜ଼ିଲା ଛତ୍ରପୁର ତହସିଲ ଅଧୀନ ଆର୍ଯ୍ୟପଲି ମୋଜାରେ କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ୧୦ ଏକର ଜମି ଲିଜ୍‌ ମଞ୍ଜୁୁର କରାଯାଇଛି। ରାଜ୍ୟ ସରକାରଙ୍କ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଏହି ଲିଜ ନୂଆଦିଲ୍ଲୀ ସ୍ଥିତ କେନ୍ଦ୍ରୀୟ...

ଛତ୍ରପୁର ସହର ପ୍ରବେଶ ପଥ ସିଲ୍‌ : ୬ ପଞ୍ଚାୟତକୁ ଯାଇପାରୁନି ଆମ୍ବୁଲାନ୍ସ

ଛତ୍ରପୁର,୧୬।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସଦରମହକୁମା ଛତ୍ରପୁର ସହରର ପ୍ରବେଶ ପଥଗୁଡିକୁ ବ୍ୟାରିକେଟ କରି ସିଲ୍‌ କରି ଦିଆଯାଇଛି। କେତେକ ଅମାନିଆ ନିୟମ ଉଲ୍ଲଂଘନ କରି ଗାଡ଼ିଧରି ଛତ୍ରପୁର ସହରକୁ ଆସୁଛନ୍ତି। ଏଥିଲାଗି ଛତ୍ରପୁର ଏନ୍‌ଏସି କର୍ତ୍ତୃପକ୍ଷଙ୍କ ପକ୍ଷରୁ କଡ଼ା ପଦକ୍ଷେପ...

କେନ୍ଦୁଝର ଜିଲାରେ ଆଉ ୫ ଜଣ କରୋନା ପଜିଟିଭ୍‌ ଚିହ୍ନଟ

କେନ୍ଦୁଝର,୧୬।୬(ସ୍ବ.ପ୍ର.): କେନ୍ଦୁଝରରେ ମଙ୍ଗଳବାର ଆଉ ୫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୭୫ରେ ପହଞ୍ଚିଛି। ଚିହ୍ନଟ ୫ ଆକ୍ରାନ୍ତ ସଙ୍ଗରୋଧ କେନ୍ଦ୍ରରେ ଥିଲେ। ସେମାନଙ୍କ ମଧ୍ୟରୁ ସଦର ବ୍ଲକ ଗୋପାଳପୁର ଅସ୍ଥାୟୀ ସ୍ବାସ୍ଥ୍ୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri