ଦୁବାଇରୁ ଆସୁଥିଲା ଟଙ୍କା
କଟକ ଅଫିସ,୨୧।୯: ବାଲେଶ୍ୱର ଚାନ୍ଦିପୁରରୁ ଆଇଟିଆର ତଥ୍ୟ ଲିକ ମାମଲାରେ ୫ ଜଣ ଗିରଫ ହୋଇଥିଲେ। ତେବେ ସେମାନଙ୍କଠାରୁ ପ୍ରତିଦିନ ସାଂଘାତିକ ତଥ୍ୟ ସାମ୍ନାକୁ ଆସୁଛି। ଗିରଫ ଅଭିଯୁକ୍ତଙ୍କ ଭିତରୁ ଜଣଙ୍କ ଆକାଉଣ୍ଟକୁ ଦୁବାଇରୁ ଟଙ୍କା ଆସିଛି। ୨ଟି କିସ୍ତିରେ ମୋଟ…
ମଝି ରାସ୍ତାରେ ମହିଳାଙ୍କ ଚୁଟି ଧରି ନିସ୍ତୁକ ପିଟିଲେ: ମୁହଁରେ କଳା ବୋଳି ଲଣ୍ଡା କରିଦେଲେ
ପଟ୍ଟାମୁଣ୍ଡାଇ,୨୧।୯(ସ୍ବ.ପ୍ର.): ଲୋନ୍ କରାଇ ଦେବାକୁ କହି ଟଙ୍କା ନେଉଥିଲେ ମହିଳା। ପରେ ରାସ୍ତା ମଝିରେ ନିସ୍ତୁକ ପିଟିଲେ ଏକାଧିକ ମହିଳା। ଏମିତି କି ତାଙ୍କ ମୁହଁରେ କଳା ବୋଳିବା ସହିତ ଲଣ୍ଡା କରି ଦେଇଛନ୍ତି। ଏମିତି ଏକ ଘଟଣା ଘଟିଛି କେନ୍ଦ୍ରାପଡ଼ା…
ଭିଜିଲାନ୍ସ ଜାଲରେ ବିଦ୍ୟୁତ ବିଭାଗର ଡେପୁଟି ମ୍ୟାନେଜର
କେନ୍ଦୁଝର,୨୧।୯(ସ୍ବ.ପ୍ର.): ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ କେନ୍ଦୁଝର ବିଦ୍ୟୁତ ବିଭାଗର ଡେପୁଟି ମ୍ୟାନେଜର ମହେଶ୍ୱର ସେଠୀଙ୍କ ଘରେ ମଙ୍ଗଳବାର ଭିଜିଲାନ୍ସ ଚଢାଉ ହୋଇଛି। ଏକ ସାଙ୍ଗରେ ତାଙ୍କର ଘଟଗାଁ, ରିମୁଳି ଓ କେନ୍ଦୁଝର ସ୍ପଞ୍ଜ କଲୋନୀସ୍ଥିତ ଘରେ ଭିଜିଲାନ୍ସ ଚଢ଼ାଉ…
ଚାଷ ଜମିରେ ଥିବା ବେଳେ ବାଜିଲା ଗୁଳି
ଭଞ୍ଜନଗର,୨୧।୯(ଡି.ଏନ୍.ଏ.): ଗଞ୍ଜାମ ଜିଲା ଭଞ୍ଜନଗର ଥାନା କୁଟୁଣୁକୁମ୍ପା ଗାଁରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ଚାଷ ଜମିରେ ଥିବା ବେଳେ ଜଣଙ୍କୁ ଗୁଳିମାଡ଼ ହୋଇଛି। ସେ ହେଲେ ଶିବରାମ ନାୟକ। ଗୁରୁତର ଅବସ୍ଥାରେ ତାଙ୍କୁ ବ୍ରହ୍ମପୁର ମେଡିକାଲରେ ଭର୍ତ୍ତି କରାଯାଇଛି।…
ଜନ୍ମମାଟିରେ ପହଞ୍ଚିଲେ ସୁନାପୁଅ
ଅତାବିରା,୨୧।୯(ଡି.ଏନ.ଏ.)- ଟୋକିଓ ପାରାଲିମ୍ପିକ୍ସରେ ସ୍ବର୍ଣ୍ଣ ପଦକ ବିଜେତା ପ୍ରମୋଦ ଭଗତ ମଙ୍ଗଳବାର ନିଜ ମାଟି ବରଗଡ ଜିଲା ଅତାବିରାରେ ପହଞ୍ଚିଛନ୍ତି। ତାଙ୍କୁ ଗୋଡ଼ଭଗା କ୍ୟାମ୍ପରୁ ସ୍ବାଗତ କରାଯାଇଥିଲା। ଏକ ଭବ୍ୟ ଶୋଭାଯାତ୍ରାରେ ଅତାବିରା ଅଣାଯାଇ ସୁନାପୁଅ ପ୍ରମୋଦଙ୍କୁ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ…
ବିପଦକୁ ଡାକୁଛି ମୁକୁଳା ଡ୍ରେନ୍
କଟକ ଅଫିସ,୨୧ା୯:ରୌପ୍ୟ ନଗରୀ କଟକରେ ବର୍ଷା ହେଲେ ପରିସ୍ଥିତି ଜଟିଳ ହୋଇପଡୁଛି। ଅନେକ ସ୍ଥାନରେ ଜଳବନ୍ଦୀ ସମସ୍ୟା ସୃଷ୍ଟି ହେବା ସହ ଡ୍ରେନର ଉଦ୍ବୃତ୍ତ ପାଣି ରାସ୍ତାରେ ଲହଡ଼ି ମାରୁଛି। ସହରର ବିଭିନ୍ନ ସ୍ଥାନରେ ଡ୍ରେନ୍ ସବୁ ମୁକୁଳା ପଡ଼ିଥିବାବେଳେ ପ୍ରବଳ…
ନୂଆ ଲୋଗୋରେ ପକ୍ଷୀ, ନାଲି କଙ୍କଡ଼ା ଉଭାନ୍
କେନ୍ଦ୍ରାପଡ଼ା ଅଫିସ,୨୧ା୯:କେନ୍ଦ୍ରାପଡ଼ା ବନ ବିଭାଗ ପକ୍ଷରୁ ଜାତୀୟ ଉଦ୍ୟାନ ଭିତରକନିକାର ଦୁଇଟି ନୂଆ ଲୋଗୋ ଉନ୍ମୋଚିତ ହୋଇଛି। ପ୍ରଥମ ଲୋଗୋରେ ବିରଳ ଅଲିଭ ରିଡ୍ଲେ କଇଁଛ ସ୍ଥାନ ପାଇ ନ ଥିବାରୁ ବିବାଦ ଆରମ୍ଭ ହୋଇଥିଲା। ସୋମବାର ଦ୍ୱିତୀୟ ଲୋଗୋ ଉନ୍ମୋଚିତ…
ପୁରୁଣା କାନ୍ଥରେ ନୂଆ ସ୍ମାର୍ଟ କ୍ଲାସ୍ରୁମ୍
ଯାଜପୁର ଅଫିସ,୨୧ା୯:ଯାଜପୁର ଜିଲାରେ ଓଡ଼ିଶା ମିନେରାଲ ବିୟରିଂ ଏରିଆ ଡେଭଲପମେଣ୍ଟ କର୍ପୋରେଶନ (ଓଏମ୍ବିଏଡିସି) ପାଣ୍ଠିରେ ଖର୍ଚ୍ଚ ହେଉଥିବା ମୋ ସ୍କୁଲ ଅଭିଯାନରେ ବ୍ୟାପକ ଅନିୟମିତତା ହେଉଥିବା ଅଭିଯୋଗ ହୋଇଛି। ଏହି ଯୋଜନାରେ ଜିଲାର ବ୍ୟାସନଗର ପୌର ପରିଷଦର ଶଶିଭୂଷଣ ବାଳିକା ବିଦ୍ୟାଳୟରେ…
ଅବାଧ, ନିରପେକ୍ଷ କରିବାକୁ ନିର୍ଦ୍ଦେଶ
କଟକ ଅଫିସ,୨୧ା୯:ଚଳିତ ମାସ ୩୦ ତାରିଖରେ ପିପିଲି ବିଧାନସଭା ନିର୍ବାଚନମଣ୍ଡଳୀରେ ଉପନିର୍ବାଚନ ହେବାକୁ ଯାଉଛି। ଏ ନେଇ ସୋମବାର ରାଜ୍ୟ ପୋଲିସ ମୁଖ୍ୟ କାର୍ଯ୍ୟାଳୟରେ ଭିଡିଓ କନ୍ଫରେନ୍ସ ମାଧ୍ୟମରେ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଅଭୟ ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ ଆଲୋଚନା…
ଚିଠି କରି ଚୁପ୍
ଅନୁଗୋଳ ଅଫିସ, ୨୧ା୯ ମାସକୁ ମାସ ଟଙ୍କା ନେଉଛି ଠିକା ସଂସ୍ଥା। କିନ୍ତୁ ଠିକ୍ ଭାବେ କରୁନି ସଫେଇ କାର୍ଯ୍ୟ। ଫଳରେ ସହରରୁ ହଟୁନି ଅଳିଆ। ଚାରିଆଡ଼େ ଗଦା ଗଦା ଆବର୍ଜନା ଦେଖି ଅସନ୍ତୋଷ ପ୍ରକାଶ କରୁଛନ୍ତି ସହରବାସୀ। ଅଭିଯୋଗ ନେଇ…
ସଫେଇ କର୍ମଚାରୀଙ୍କୁ ହାଣିଦେଲେ
ବାଲେଶ୍ୱର ଅଫିସ, ୨୧ା୯: ବାଲେଶ୍ୱର ମ୍ୟୁନିସିପାଲିଟିରେ ସଫେଇ ଟେଣ୍ଡରକୁ ନେଇ ନୂଆ ଓ ପୁରୁଣା ଠିକାଦାରଙ୍କ ମଧ୍ୟରେ ଚାଲିଥିବା ବିବାଦ ସୋମବାର ଉଗ୍ରରୂପ ଧାରଣ କରିଛି। ରାତିରେ ବାରବାଟୀ ମଣ୍ଡଳ ବଜାର ନିକଟରେ କେତେଜଣ ଯୁବକ ତେଲେଙ୍ଗା କଟୁରୀରେ ସନୁ ବେହେରା…
ଅଧାବାଟରେ ଖରାପ ହୋଇଗଲା ୧୦୮ ଆମ୍ବୁଲାନ୍ସ
ଛେଣ୍ଡିପଦା,୨୧।୯(ସ୍ବ.ପ୍ର.): ରୋଗୀଙ୍କୁ ନେଇ ଯାଉଥିବା ଆମ୍ବୁଲାନ୍ସ ଅଧା ବାଟରେ ଖରାପ ହୋଇଗଲା। ଫଳରେ ଆମ୍ବୁଲାନ୍ସ ଭିତରେ ଦୀର୍ଘସମୟ ଧରି ଛଟପଟ ହେଲେ ରୋଗୀ। ସରକରୀ ଆମ୍ବୁଲାନ୍ସ ନ ଆସିବାରୁ ଶେଷରେ ରୋଗୀଙ୍କ ସମ୍ପର୍କୀୟମାନେ ଏକ ଅଟୋ ଯୋଗେ ଗୁରୁତର ରୋଗୀଙ୍କୁ ଡାକ୍ତରଖାନାରେ…

