ଆମ ଜିଲା ଖବର

ଚିଲିକାରେ ଅଘଟଣ, ବୁଲିବାକୁ ଯାଇଥିବା ବେଳେ ବୁଡ଼ି ପର୍ଯ୍ୟଟକଙ୍କ ମୃତ୍ୟୁ

ଖୋର୍ଦ୍ଧା,୨୧।୧୨: ସାତପଡ଼ା ବୁଲିବାକୁ ଯାଇ ଚିଲିକାରେ ବୁଡ଼ିଗଲେ ପର୍ଯ୍ୟଟକ । ଚିଲିକା ମୁହାଣ ମୁହଁରେ ଗାଧୋଉଥିବା ସମୟରେ ଭାସିଯାଇଥିଲେ । ତେବେ ଏହି ଅଘଟଣରେ ପର୍ଯ୍ୟଟକଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ଖବରପାଇ ଅଗ୍ନିଶମ ବିଭାଗ ପହଞ୍ଚି ବାଘମୁଣ୍ଡା କୂଳରୁ ମତଦେହ…

‘ପରବ’ର ଚତୁର୍ଥ ସନ୍ଧ୍ୟାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ପ୍ରକଳ୍ପ ଘୋଷଣା କରି…

କୋରାପୁଟ,୨୧ା୧୨(ଅମିତାଭ ବେହେରା): ଜାତୀୟସ୍ତରୀୟ ଆଦିବାସୀ ଲୋକ ମହୋତ୍ସବ ‘ପରବ’ ରବିବାର ଅନୁଷ୍ଠିତ ହେବାକୁ ଥିବା ଚତୁର୍ଥ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥିଭାବେ ଯୋଗ ଦେବେ। ଜିଲାର ବିକାଶ ପାଇଁ ପ୍ରାୟ ୫୫୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର…

ପ୍ରେମ ସମ୍ପର୍କକୁ ନେଇ ହତ୍ୟା ଅଭିଯୋଗ: ପୋଲିସ ଗାଡ଼ି ଅଟକାଇଲେ ଗାଁ ଲୋକେ, ଜିଲାପାଳ ନ ଆସିଲେ…

ବଲାଙ୍ଗୀର,୨୧ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ମାୟାବରା ଗାଁର ଏକ କୁକୁଡ଼ା ଫାର୍ମର ପଛପଟ ଏକ ଗଛରେ ଶୁକ୍ରବାର ଜଣେ ଯୁବକଙ୍କର ମୃତଦେହ ଝୁଲୁଥିବା ଦେଖିବାକୁ ମିଳିଥିଲା। ମୃତ ଯୁବକ ଜଣକ ହେଲେ ଉକ୍ତ ଗ୍ରାମର ଅକ୍ଷୟ ସୁନା…

ମହେନ୍ଦ୍ରଗିରିରେ ୨ ପର୍ଯ୍ୟଟକ ଭରା ଗାଡ଼ି ଦୁର୍ଘଟଣା: ଘାଟିରୁ ଖସି…

ଗଜପତି,୨୧ା୧୨(ଗିରିଧାରୀ ପରିଚ୍ଛା): ଢେଙ୍କାନାଳ ଓ କଟକ ଅଞ୍ଚଳରୁ ଭରା ପର୍ଯ୍ୟଟକ ଥିବା ଦୁଇ ଗାଡ଼ି ଆସି ପବିତ୍ର ମହେନ୍ଦ୍ରଗିରି ଭ୍ରମଣ କରିଥିଲେ। ତେବେ ମହେନ୍ଦ୍ର ଦର୍ଶନ ସାରି ଫେରିବା ଘାଟି ବାଟରେ ଓହ୍ଲାଉଥିବା ସମୟରେ କୌଣସି କାରଣରୁ ପ୍ରଥମ ଗାଡ଼ିଟି ଘାଟି…

ବାସୁଦେବପୁରରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବା- ଟ୍ରେଲର ମୁହାଁମୁହିଁ ଧକ୍କା

ବାସୁଦେବପୁର,୨୧।୧୨(କାଳୀପଦ ରାୟ): ବାସୁଦେବପୁର ବ୍ଲକ ଅଧୀନ ଜାମଝାଡି, ଧାମରା ରାସ୍ତାର ମାତାଜୀ ମଠ ଛକଠାରେ ଏକ ହାଇଓ୍ବା ଓ ଟ୍ରେଲର ମୁହାଁମୁହିଁ ଧକ୍କା ହୋଇଛନ୍ତି। ହାଇଓ୍ବାଟି ଜାମଝାରୁ ବାସୁଦେବପୁର ଆଡକୁ ଆସୁଥିବା ବେଳେ ଟ୍ରେଲର୍‌ଟି ଧାମରାରୁ ଜାମଝାଡି ଆଡକୁ ଯାଉଥିଲା। ସକାଳ…

ଥାନାରେ ଏତଲା ଦେଲେ ହ୍ୟୁମାନ ସାଗରଙ୍କ ମା, ମୋ’ ପୁଅକୁ…

କଟକ,୨୧ା୧୨: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଥାନାରେ ଏତଲା ଦିଆଯାଇଛି। ତେବେ କଟକ ମର୍କତ ନଗର ଥାନାରେ ଏତଲା ଦେଇଛନ୍ତି ହ୍ୟୁମାନଙ୍କ ମା’ ଶେଫାଳି ସୁନା। ସେ ଏତଲାରେ ଦର୍ଶାଇଛନ୍ତି ତାଙ୍କ ପୁଅକୁ ନିର୍ଯାତନା ଦିଆଯାଇଛି। ହ୍ୟୁମାନଙ୍କ ସନ୍ଦେହଜନକ…

ସାଜସଜ୍ଜା ଅନନ୍ୟ, ଅପେକ୍ଷାରେ ଅଭିନୟ

ବରଗଡ଼,୨୧।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା। ଆସନ୍ତା ୨୪ରୁ ଏହି ମହୋତ୍ସବ ଆରମ୍ଭ ହେବ। ୨୦୨୬ ଜାନୁଆରୀ ୩ ପର୍ଯ୍ୟନ୍ତ ଏହା ଚାଲିବ। ଏହି ମହୋତ୍ସବରେ ୧୧ଦିନ ବ୍ୟାପୀ ବରଗଡ଼ରେ ଚାଲିବ କଂସ ରାଜୁତି। ବରଗଡ଼ ସହର ମଥୁରାନଗରୀ…

ସରକାରୀ ଜମିରୁ ଧାନକଟାକୁ ନେଇ ଦୁଇ ଗୋଷ୍ଠୀ ବିବାଦ: ଲାଗୁ ହେଲା ୧୬୩ ଧାରା

ମହାକାଳପଡ଼ା,୨୧ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ପେଟଛେଲା ଗ୍ରାମ ଜଙ୍ଗଲ ଜମି ଧାନ କାଟିବା ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦ ଲାଗିଥିଲା। ଏହାକୁ ନେଇ ମହାକାଳପଡ଼ା ତହସିଲଦାର ରବି ନାରାୟଣ ଆଚାର୍ଯ୍ୟଙ୍କ ସମେତ…

ଘରେଥିଲେ ବୃଦ୍ଧ ହଠାତ୍‌ ଲାଗିଗଲା ନିଆଁ: ଶେଷରେ…

ବାରିପଦା, ୨୧।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ମୁଣ୍ଢାକଟା ପଞ୍ଚାୟତ ଜୁନା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଘରେ ନିଆଁ ଲାଗି ବୃଦ୍ଧ ଆନନ୍ଦ ସିଂ(୬୫) ଜୀବନ୍ତ ଦଗ୍ଧ ହୋଇଛନ୍ତି। ଯାହାକୁ ନେଇ ଅଞ୍ଚଳରେ…

ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ପାଇଁ ଜୋରଦାର ପ୍ରସ୍ତୁତି: ଅଣ୍ଟା ଭିଡିଲେଣି ବିଡିଓ, କହିଲେ ଏଥର ମଞ୍ଚ ଦୁଲୁକିବ…

ଦାରିଙ୍ଗବାଡି, ୨୧।୧୨ (ଅରୁଣ ସାହୁ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ଶୀତ ମହୋତ୍ସବକୁ ନେଇ ଜିଲା ତଥା ଜଲା ବାହାରେ ଉତ୍କଣ୍ଠା ବଢିଛି। ଶୀତ ମହୋତ୍ସବ ଦାରିଙ୍ଗବାଡି ଅଞ୍ଚଳବାସୀଙ୍କ ପାଇଁ ଏକ ଆବେଗଓ ଉତ୍କଣ୍ଠା। ୨୦୧୫ମସିହାରୁ ଆରମ୍ଭ ଗୋଇଥିବା ଏଇ ରାଜ୍ୟ ସ୍ତରୀୟ…

ବୃଦ୍ଧାବସ୍ଥାରେ ଜୀବନଟା କଷ୍ଟଦାୟକ: ନଞ୍ଜାଙ୍କୁ ମିଳୁଛି କମ ଭତ୍ତା, ଦୁଇଓଳା ଦୁଇମୁଠା ଖାଇବା…

ଦାରିଙ୍ଗବାଡି, ୨୧।୧୨ (ଅରୁଣ ସାହୁ): ବୟସ ଥିବା ସମୟରେ ଜୀବନଟା ସେତେଟା କଷ୍ଟ ଲାଗେନି କିନ୍ତୁ ବୃଦ୍ଧାବସ୍ଥା ଶରୀରକୁ ରୋଗକ୍ରାନ୍ତ କରିପକାଏ। ଏଭଳି କିଛି ଦୃଶ୍ୟ ଦେଖିବାକୁ ମିଳିଛି କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବାଡାବାଙ୍ଗା ପଞ୍ଚାୟତ କଲୋନୀ ସାହିର  ନଞ୍ଜା…

ବସ୍‌ଷ୍ଟାଣ୍ଡ ପାଇଁ ଗଛକଟା: ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ…

ବାରିପଦା, ୨୧।୧୧ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ପାଲବଣୀଠାରେ ଆନ୍ତଃରାଜ୍ୟ ବସ୍‌ଷ୍ଟାଣ୍ଡ ନିର୍ମାଣ ପାଇଁ ଚାଲିଥିବା ଗଛକଟାକୁ ତୀବ୍ର ବିରୋଧ କରାଯାଇଛି। ପରିବେଶବିତ୍‌ ଓ ଅଞ୍ଚଳବାସୀ ଅସନ୍ତୋଷ ବ୍ୟକ୍ତ କରିବା ସହ ଏହାକୁ ପରିବେଶଗତ ସଙ୍କଟର ସଙ୍କେତ ବୋଲି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri