ଆମ ଜିଲା ଖବର

ଦୁଇ ସପ୍ତାହରେ ଓଡ଼ିଶାରେ ତିଆରି ହେଲା ଅତ୍ୟାଧୁନିକ ହସ୍ପିଟାଲ

ଚିତ୍ରକୋଣ୍ଡା,୩୦ା୧୧(ଡି.ଏନ.ଏ.): ଗୁରୁପ୍ରିୟା ସେତୁ ନିର୍ମାଣ ପରେ ବଦଳି ଯାଇଛି ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ସ୍ବାଭିମାନ ଅଞ୍ଚଳର ମାନଚିତ୍ର। ଦ୍ରୁତ ଗତିରେ ଏଠାରେ ହେଉଛି ବିକାଶମୂଳକ କାର୍ଯ୍ୟ l ସ୍ବାଭିମାନ ଅଞ୍ଚଳର ଜନସାଧାରଣଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ବଡପଡା…

ପାହାଡ଼ିଆ ରାସ୍ତାରେ ୮କି.ମି. ଚାଲିଲେ ଗର୍ଭବତୀ

ମାଲକାନଗିରି/କୁଡୁମୁଲୁଗୁମ୍ମା,୨୯ା୧୧(ଡି.ଏନ୍‌.ଏ.): ଜନନୀ ସୁରକ୍ଷା ନେଇ ସରକାରୀ ତହବିଲରୁ ବହୁ ଅର୍ଥ ବ୍ୟୟ ହେଉଛି। ମାତ୍ର ଏବେ ମଧ୍ୟ ମାଲକାନଗିରି ଜିଲାର ଉପାନ୍ତ ଅଞ୍ଚଳରେ ଜନନୀ ଯନ୍ତ୍ରଣାର ଦୁଃଖ କମିନାହିଁ। କେଉଁଠି ରାସ୍ତା ଥାଇ ଠିକ୍‌ ସମୟରେ ଆମ୍ବୁଲାନ୍ସ ପହଞ୍ଚତ୍ପାରୁ ନାହିଁ ତ…

ବେକାରୀ ଯୁବତୀ, ଯୁବକଙ୍କୁ ଆହ୍ବାନ ଦେଲେ ମାଓବାଦୀ

ରାୟଗଡ଼ା ଅଫିସ,୨୯ା୧୧: ରାୟଗଡ଼ା ଜିଲା ନିୟମଗିରି ପାଦଦେଶ ତଥା କଲ୍ୟାଣସିଂହପୁର ବ୍ଲକ ପାର୍ସାଲି ପଞ୍ଚାୟତର ବିଭିନ୍ନ ସ୍ଥାନରେ ମାଓବାଦୀମାନେ ବ୍ୟାନର ଓ ପୋଷ୍ଟର ଲଗାଇଛନ୍ତି। ଡିସେମ୍ବର ୨ରୁ ୮ ପର୍ଯ୍ୟନ୍ତ ପିଏଲ୍‌ଜିଏ(ପିପୁଲ୍‌ସ ଲିବରେସନ ଗରିଲା ଆର୍ମୀ) ସପ୍ତାହ ପାଳନ କରାଯିବ ବୋଲି…

ସ୍ମାର୍ଟ ହେଲ୍‌ଥ କାର୍ଡ ଖାଲି ମନ୍ତ୍ରୀ ବାଣ୍ଟିବେ, ଆଉ ଆମେ..

ଉମରକୋଟ, ୨୯।୧୧(ସ୍ବ.ପ୍ର.): ସ୍ମାର୍ଟ ହେଲ୍‌ଥ କାର୍ଡ ଖାଲି ମନ୍ତ୍ରୀ ବାଣ୍ଟିବେ, ଆମେ କ’ଣ ଲୋକ ପ୍ରତିନିଧି ନୁହଁ। ଦିନ ରାତି ଲୋକଙ୍କ ପାଇଁ ଖଟୁଛୁ। ମନ୍ତ୍ରୀ ଦିନକ ପାଇଁ ଆସିଛନ୍ତି ଚାଲିଯିବେ ବୋଲି କ୍ରୀଡା ମନ୍ତ୍ରୀ ତୁଷାରକାନ୍ତ ବେହେରାଙ୍କ ଆଗରେ ମଞ୍ଚ…

ହଇରାଣ କରୁଥିବାରୁ ଗ୍ରାମ୍ୟ ସଭାପତିଙ୍କୁ ହତ୍ୟା କରିଛି

ଗଞ୍ଜାମ,୨୯ା୧୧(ଡି.ଏନ.ଏ.): ଗଞ୍ଜାମ ବ୍ଲକ ରମ୍ଭା ଥାନା ଅଧୀନ ପୋଇରାଶି ପଞ୍ଚାୟତ କଣ୍ଟିଆପଲ୍ଲୀ ଗ୍ରାମ୍ୟ ସଭାପତି କେ.ଗୋବିନ୍ଦ ରେଡ୍ଡୀ ହତ୍ୟା ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କରି ସୋମବାର କୋର୍ଟ ଚାଲାଣ କରିଛି। ସେମାନେ ହେଲେ କଣ୍ଟିଆପଲ୍ଲୀ ଗ୍ରାମର କେ.ମୁରଲୀ ରେଡ୍ଡୀ,…

ଖସିଲା ପାରଦ, ବଢ଼ିଲା ଶୀତ

କେନ୍ଦୁଝର,୨୯ା୧୧(ସ୍ବ.ପ୍ର.): ବିଳମ୍ବରେ ହେଉ ପଛେ କେନ୍ଦୁଝର ଜିଲାରେ ଶୀତ ଆସିଛି। ଧିରେ ଧିରେ ଜଲାରେ ଶୀତର ପ୍ରକୋପ ବୃଦ୍ଧି ପାଇବାରେ ଲାଗିଛି। ସୋମବାର ସକାଳେ ତାପମାତ୍ରା ୧୩ ଡିଗ୍ରୀ ତଳକୁ ଖସିଛି। ଯାହାକି ଚଳିତ ବର୍ଷର ସର୍ବନିମ୍ନ ବୋଲି ଜଣାପଡ଼ିଛି। ତାପମାତ୍ରା…

୨ କୋଟି ଟଙ୍କାର ଅତ୍ୟାଧୁନିକ ଭ୍ରାମ୍ୟମାଣ ମେଡିକାଲ, ଏଥିରେ ରହିଛି ଏସବୁ ସୁବିଧା

ଚିତ୍ରକୋଣ୍ଡା,୨୯ା୧୧(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ମାତ୍ର ଅଞ୍ଚଳ ବଡ଼ପଡ଼ାଠାରେ ଆମେରିକାନ ଇଣ୍ଡିଆନ ଫାଉଣ୍ଡେଶନ ପକ୍ଷରୁ ଚେନ୍ନାଇ ଆଇଆଇଟି ଦ୍ୱାରା ମାଷ୍ଟର କାର୍ଡ ସଂସ୍ଥା ସହାୟତାରେ ଏକ ପୋଟେବୁଲ ହେଲ୍‌ଥ କେୟାର ୟୁନିଟ୍‌ ନିର୍ମାଣ କରାଯାଇଛି ଯାହାକି ମାତ୍ର ଦୁଇ ସପ୍ତାହ…

ହାତୀ ଆକ୍ରମଣରେ ଜଣଙ୍କ ଜୀବନ ଗଲା

ଲୋଇସିଂହା,୨୯।୧୧(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ଭାଲୁପାଲି ଗ୍ରାମରେ ହାତୀ ଆକ୍ରମଣରେ ଜଣେ ଚାଷୀଙ୍କ ସୋମବାର ସକାଳେ ମୃତ୍ୟୁ ଘଟଛି l ମୃତ ଚାଷୀ ଜଣଙ୍କ ହେଲେ ଗୋପାଳ ପୋଢ଼(୪୮)l ଏହି ଘଟଣାକୁ ନେଇ ଘଟଣାସ୍ଥଳରେ ଚାପା ଉତ୍ତେଜନା ପ୍ରକାଶ…

ଆଉ ଜଣେ କୋଟିପତି କନଷ୍ଟେବଳଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବ୍ରହ୍ମପୁର ଅଫିସ,୨୯ା୧୧: ପୁଣି ଥରେ ଖାକିରେ ଦାଗ ଲାଗିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବ୍ରହ୍ମପୁର ପୋଲିସ ଜିଲାରେ କାର୍ଯ୍ୟରତ କନଷ୍ଟେବଳ ସୁଦର୍ଶନ ପ୍ରଧାନଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ହୋଇଛି। ଭିଜିଲାନ୍ସ ଟିମ୍‌ ସୁଦର୍ଶନଙ୍କ ବ୍ରହ୍ମପୁର ଶକ୍ତିନଗରସ୍ଥିତ ୩…

ସଂସଦ ଭବନ ସମ୍ମୁଖରେ ଧାରଣା ଦେବେ ପିହୁଙ୍କ ମା’

ବିଞ୍ଝାରପୁର,୨୯ା୧୧(ଡି.ଏନ.ଏ.): ବହୁଚର୍ଚ୍ଚିତ ଶିଶୁକନ୍ୟା ଶୁଭଲକ୍ଷ୍ମୀ ନାୟକ ଓରଫ୍‌ ପିହୁ ନିଖୋଜ ଘଟଣାକୁ ଇତି ମଧ୍ୟରେ ୧୫ ମାସ ବିତିଲାଣି। ହେଲେ ଏ ପର୍ଯ୍ୟନ୍ତ ପୋଲିସ ତାଙ୍କ ପତ୍ତା ପାଇ ପାରୁନାହିଁି। ଏହାକୁ ନେଇ ପିହୁଙ୍କ ମା’ ମୋନାଲିସା ନାୟକ କ୍ଷୋଭ ପ୍ରକାଶ…

ମିଳିଲା ଖୋକା, ମାନୁନି ପୋଲିସ

ଢେଙ୍କାନାଳ ଅଫିସ, ୨୯ା୧୧-ଡ୍ରଗ୍ସ ସେବନକୁ ବିରୋଧ କରିବାରୁ ଢେଙ୍କାନାଳ ପୌରାଞ୍ଚଳ ୨୧ନଂ. ଓ୍ବାର୍ଡ ଅଧୀନ ରେଳଷ୍ଟେଶନ ନିକଟରେ ଥିବା ସଞ୍ଜୟ କୁଷ୍ଠ ରୋଗୀ କଲୋନୀରେ ଶନିବାର ଅପରାହ୍ନରେ ଅସାମାଜିକ ଘଟାଇଥିଲେ ଉନ୍ମତ୍ତକାଣ୍ଡ। ଅଭିଯୁକ୍ତମାନେ ୩ ରାଉଣ୍ଡ ଫାଙ୍କା ଗୁଳିଚାଳନା କରିବା ସହିତ…

ଟ୍ରକ୍‌ ଚାଳକଙ୍କୁ ତହସିଲଦାରଙ୍କ ମାଡ଼ ଅଭିଯୋଗ

ଧର୍ମଶାଳା/ଚଢ଼େଇଧରା/ଜେନାପୁର,୨୯ା୧୧(ଡି.ଏନ.ଏ.): ଯାଜପୁର ଜିଲା ଧର୍ମଶାଳା ତହସିଲ ଅଧୀନ ଚଢ଼େଇଧରା ଉପରଛକଠାରେ ରବିବାର କଳାପଥର ପରିବହନକୁ ନେଇ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇଛି। କଳାପଥର ବୋଝେଇ ଗାଡ଼ି ଚେକିଂ ବେଳେ ତହସିଲଦାର ଜଣେ ଚାଳକଙ୍କୁ ମାଡ଼ ମାରିଥିବା ଅଭିଯୋଗରେ ଚାଳକ ସଂଘ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?