ଖଟିଆରେ ବୃଦ୍ଧାଙ୍କୁ ଟାଣି ଟାଣି ବ୍ୟାଙ୍କ ନେବା ଘଟଣା: ଉତ୍କଳ ଗ୍ରାମ୍ୟ ବ୍ୟାଙ୍କ ବରଗାଁ ମ୍ୟାନେଜର ନିଳମ୍ବିତ
ନୂଆପଡ଼ା ଅଫିସ,୧୫ା୬-ନୂଆପଡା ଜିଲା ଖଡିଆଳ ବ୍ଲକ ବରଗାଁ ରାସ୍ତାରେ ଜନଧନ ଆକାଉଣ୍ଟରୁ ଟଙ୍କା ଉଠାଇବାକୁ ଜଣେ ଶତାୟୁ ମହିଳାଙ୍କୁ ଖଟିଆରେ ଶୁଆଇ ଟାଣି ଟାଣି ବ୍ୟାଙ୍କ ସମ୍ମୁଖକୁ ଅଣାଯିବା ଘଟଣାରେ ସୋମବାର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଏହି ଘଟଣାରେ ଉତ୍କଳ...
ବିପଦସଙ୍କୁଳ ଅବସ୍ଥାରେ ରହିଛି ବିଦ୍ୟୁତ୍ ଖୁଣ୍ଟ
ସମ୍ବଲପୁର, ୧୫।୬ (ବ୍ୟୁରୋ): ସମ୍ବଲପୁର ମହାନଗର ନିଗମ ଅନ୍ତର୍ଗତ ଦଲେଇପଡା ପୋଲିସ କ୍ଲବ ଗଳିରେ ଥିବା ବିଦ୍ୟୁତ୍ ଖୁଣ୍ଟ ବିପଦସଙ୍କୁଳ ଅବସ୍ଥାରେ ରହିଛି। ଖୁଣ୍ଟର ତଳ ଅଂଶ ୮୦ ପ୍ରତିଶତ କଳଙ୍କି ଲାଗି ନଷ୍ଟ ହୋଇଯାଇଛି। କୌଣସି ସମୟରେ ଏହା...
ଗ୍ରାମ୍ୟ ଜଙ୍ଗଲରୁ ଅବାଧ ମୋରମ ଚାଲାଣ, ଧ୍ୱଂସ ହେଉଛି ଜଙ୍ଗଲ
ବୌଦ୍ଧ, ୧୫ା୬(ସ୍ବ.ପ୍ର.): ବୌଦ୍ଧ ଜିଲା ବଘିଆପଡା ଗଉଡଦେଇ ଗ୍ରାମ୍ୟ ଜଙ୍ଗଲରୁ ଅବାଧରେ ମୋରମ ଚାଲାଣ ହେଉଛି। ଏଥିଯୋଗୁ ଉକ୍ତ ଜଙ୍ଗଲରେ ଥିବା ସବୁଜ ବନାନୀ ଧ୍ୱଂସ ହେବାରେ ଲାଗିଛି। ବନବିଭାଗ ପକ୍ଷରୁ ଉକ୍ତ ଜଙ୍ଗଲର ସୁରକ୍ଷା ପାଇଁ ଅର୍ଥ ଖର୍ଚ୍ଚ...
ରାୟଗଡାରେ ଡବଲ ମର୍ଡର
ରାୟଗଡା ଅଫିସ, ୧୫।୬- ରାୟଗଡା ଜିଲା ଶେଷଖାଲ ଥାନା ଅନ୍ତର୍ଗତ ବଡକସାପାଡୁ ଗ୍ରାମରେ ସୋମବାର ଡବଲ ମର୍ଡର ହୋଇଛି। ଗୁଣିଗାରେଡିକୁ ସନ୍ଦେହ କରି ଏପରି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ଗ୍ରାମର ପ୍ରେମାନନ୍ଦ ମାଣ୍ଡାଙ୍ଗି ସେହି ଗ୍ରାମର ୨...
ଗୁଣିଗାରେଡ଼ି ସନ୍ଦେହରେ ବାପଝିଅଙ୍କୁ ଆକ୍ରମଣ: ଗଛରେ ବାନ୍ଧି ଗୋବରପାଣି ପିଆଇଲେ
ସଜନାଗଡ଼, ୧୫।୬(ଡି.ଏନ.ଏ.)-ବିଜ୍ଞାନ ଯେତେ ଅଗ୍ରଗତି କଲେ ମଧ୍ୟ ଏବେବି ଲୋକଙ୍କ ମନରେ ଅନ୍ଧବିଶ୍ୱାସ ବସା ବାନ୍ଧି ରହିଛି। ଏହାକୁ ପାଥେୟ କରି ସମାଜରେ ବିଭିନ୍ନ ଅଭାବନୀୟ ଘଟଣା ଘଟୁଥିବା ନଜରକୁ ଆସୁଛି। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ବାଲେଶ୍ୱର...
ଟ୍ରଲର ଧକ୍କାରେ ୨ ମୃତ, ୩ ଆହତ: କ୍ଷତିପୂରଣ ଦାବିରେ ରାସ୍ତାରୋକୋ
କଳିଙ୍ଗନଗର,୧୫ା୬(ଡି.ଏନ.ଏ.)-କଳିଙ୍ଗନଗର ବିଜୁ ପଟ୍ଟନାୟକ ମାର୍ଗ ମାନତିରା ସାଇଜର ଲଜିଷ୍ଟିକ ପାର୍କ ନିକଟରେ ସୋମବାର ଅପରାହ୍ନରେ ଏକ ଟ୍ରଲର ଧକ୍କାରେ ୨ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୩ଜଣ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ଟାଟା ମେଡିକାଲ ଓ କଟକର ଏକ ଘରୋଇ ଡାକ୍ତରଖାନାରେ...
ଅସ୍ତ୍ରୋପଚାରରେ ତ୍ରୁଟି ଯୋଗୁ ଯୁବତୀଙ୍କ ମୃତ୍ୟୁ ଅଭିଯୋଗ: ମୃତଦେହ ରଖି ପରିବାର ପକ୍ଷରୁ ଧାରଣା
ସୋର, ୧୫।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ସୋର ମ୍ୟୁନିସିପାଲିଟି ଅନ୍ତର୍ଗତ ୧୬ନଂ. ଜାତୀୟ ରାଜପଥ ଉତ୍ତରେଶ୍ୱରଠାରେ ଥିବା ଏକ ଘରୋଇ ନର୍ସିଂହୋମ୍ରେ ଅସ୍ତ୍ରୋପଚାରରେ ତ୍ରୁଟି ଯୋଗୁ ଜଣେ ଯୁବତୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଏହାକୁ କେନ୍ଦ୍ର କରି ଉତ୍ତେଜନା ପ୍ରକାଶ ପାଇଛି।...
ଦୁଇ ନେତାଙ୍କୁ ମାରଣାସ୍ତ୍ରରେ ଆକ୍ରମଣ : ୬ଜଣଙ୍କ ନାଁରେ ମାମଲା ରୁଜୁ
ବାଲେଶ୍ୱର ଅଫିସ, ୧୫।୬-ବାଲେଶ୍ୱର ଜିଲା ଜଳେଶ୍ୱର ସହରର ପଞ୍ଚୁଘଣ୍ଟା ଗ୍ରାମ ନିକଟରେ ଥିବା ଶିବ ମନ୍ଦିର ନିକଟରେ ରବିବାର ରାତିରେ ଭାଜପାର ରାଷ୍ଟ୍ରୀୟ ପରିଷଦ ସଭ୍ୟ ସମୀର ପାତ୍ର ଓ ଜଳେଶ୍ୱର କୃଷକ ସଙ୍ଗଠନ ସମ୍ପାଦକ ସୁବ୍ରତ ବେରାଙ୍କୁ ମାରଣାସ୍ତ୍ରରେ...
ନକଟିଗୁଡାରେ ବିପିଏଲ ଲାଇଟର ଶୁଭାରମ୍ଭ: ଉପକୃତ ହେବେ ୧୧୬ ପରିବାର
ଜୁନାଗଡ,୧୫।୬(ଡି.ଏନ୍.ଏ)-କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ନକଟିଗୁଡା ପଞ୍ଚାୟତରେ ସୋମବାର ବିପିଏଲ ଲାଇଟର ଶୁଭାରମ୍ଭ ହୋଇଯାଇଛି। ମୁଖ୍ୟଅତିଥି ଭାବେ ଜୁନାଗଡ ବିଧାୟକ ତଥା ଶକ୍ତିମନ୍ତ୍ରୀ କ୍ୟାପ୍ଟେନ ଦିବ୍ୟଶଙ୍କର ମିଶ୍ର ଯୋଗଦେଇ ଏହାକୁ ଉଦ୍ଘାଟନ କରିଥିଲେ। ଗ୍ରାମରେ ୬ଟି ଟ୍ରାନ୍ସଫର୍ମର ଲଗାଯାଇ ୧୧୬...
ଗୁରୁବେଡା ଜଙ୍ଗଲରେ ହାତୀ ମୃତ୍ୟୁ ଘଟଣା: ତଦନ୍ତ କଲେ ଆଡିସନାଲ ପିସିସିଏଫ
କେନ୍ଦୁଝର, ଯୋଡା ୧୫।୬(ସ୍ବ.ପ୍ର.)/(ଡି.ଏନ.ଏ.)-କେନ୍ଦୁଝର ଜିଲା ଚମ୍ପୁଆ ରେଞ୍ଜ ଯୋଡା ସେକ୍ସନର ଗୁରୁବେଡା ଗ୍ରାମ ପାଖ ବୈତରଣୀ (ଖ) ସଂରକ୍ଷିତ ଜଙ୍ଗଲରେ ରବିବାର ୨ହାତୀଙ୍କ ମୃତଦେହ ଠାବ କରାଯାଇଥିଲା। ସୋମବାର ପୂର୍ବାହ୍ନରେ ବନବିଭାଗର ଆଡିସନାଲ ପିସିସିଏଫ (ଓଇଲ୍ଡ ଲାଇଫ ) ଶଶୀ...
ପ୍ରେମୀ ଯୁଗଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ବହଳଦା,୧୫।୬((ଡି.ଏନ୍.ଏ): ରଜ ନେଇ ସମସ୍ତେ ବ୍ୟସ୍ତ ଥିବାବେଳେ ମୟୂରଭଞ୍ଜ ଜିଲା ସୀମାନ୍ତ ତିରିଙ୍ଗ ଥାନା ଅନ୍ତର୍ଗତ ଗୀତିଲତା ଗାଁ ମୁଣ୍ଡ ଏକ ଗଛରୁ ପୋଲିସ ସୋମବାର ପ୍ରେମୀ ଯୁଗଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରିଛି। ମୃତକଦ୍ୱୟ ରାମେଶ୍ବର ପାତ୍ର (୨୪)...
ଅମାନିଆଙ୍କଠୁ ତଣ୍ଡ ଆଦାୟକଲା ଚୌଦ୍ୱାର ପୋଲିସ
ଚୌଦ୍ୱାର,୧୫।୬(ଡି.ଏନ୍.ଏ): କଟକ ଜିଲା ଚୌଦ୍ୱାର ସହରରେ ଶନିବାର ଓ ରବିବାର ଦୁଇଦିନ ଶଟ୍ଡାଉନ ଥିବାବେଳେ ସୋମବାର ସକାଳୁ ସହର ସ୍ବାଭାବିକ ହୋଇଥିଲା। ଅପରପକ୍ଷେ ଦୁଇଦିନ ହେବ ଲଘୁଚାପ ଜନିତ ବର୍ଷା ଲାଗି ରହିଛି । ଏ ନେଇ ଓଡ଼ିଶାର ଗଣପର୍ବ...
Archives


