କ୍ଷତିପୂରଣ ଦାବିରେ ଚାଷୀଙ୍କ ଧାରଣା
କଣ୍ଟାପଡା,୧୮।୯(ଡି.ଏନ.ଏ.): ଲଘୁଚାପ ବର୍ଷାରେ ହୋଇଥିବା ଫସଲହାନୀ ଜନିତ କ୍ଷତିପୂରଣ ଦାବିରେ କଣ୍ଟାପଡା ବ୍ଲକ ଅଞ୍ଚଳର କେତେଜଣ ଚାଷୀ ସ୍ଥାନୀୟ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ଶୁକ୍ରବାର ଧାରଣାରେ ବସିଥିଲେ। କଟକ ସଦର ଉପଜିଲାପାଳ ପ୍ରତାପ ବେଉରା ଅପରାହ୍ନରେ ପହଞ୍ଚି ଧାରଣାରତ ଚାଷୀଙ୍କ ସହ…
ଭିନ୍ନ ମତ ରଖିଲେ ପୂଜା କମିଟି ସଦସ୍ୟ
କଟକ ଅଫିସ, ୧୮।୯: ମୂର୍ତ୍ତି ଉଚ୍ଚତା ବୃଦ୍ଧି ଓ ପରଦା ଆଢୁଆଳରେ ପୂଜା କରିବା ପ୍ରସଙ୍ଗକୁ ନେଇ ଶୁକ୍ରବାର ସ୍ଥାନୀୟ ଦେଉଳସାହିସ୍ଥିତ ମୋନାଲିସା ପ୍ୟାଲେସ୍ରେ କଟକ ମହାନଗର ଓ ପୂର୍ବାଞ୍ଚଳ ଶାନ୍ତି ପକ୍ଷରୁ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ବିଭିନ୍ନ ପୂଜାକମିଟି…
ଟ୍ରଲିରେ ବୁହାହେଲା ଯୁବକଙ୍କ ମୃତଦେହ
ବରୀ,୧୮।୯(ଡି.ଏନ.ଏ.): ରାଜ୍ୟ ସରକାର ଲୋକଙ୍କ ପାଇଁ ଜନ୍ମଠାରୁ ମୃତ୍ୟୁ ପର୍ଯ୍ୟନ୍ତ ଯୋଜନା କରିଛନ୍ତି। କିନ୍ତୁ ଏହା ସତ୍ତ୍ୱେ ଏହି ଯୋଜନା ଅନେକ ସ୍ଥାନରେ ପହଞ୍ଚତ୍ ପାରୁନାହିଁ। ଯାହାର ଏକ ଉଦାହରଣ ଶୁକ୍ରବାର ଦେଖିବାକୁ ମିଳିଛି ଯାଜପୁର ଜିଲାର ବରୀ ବ୍ଲକ ଅଞ୍ଚଳରେ।…
ମେଢ଼ ଖୋଜୁଛି ମଣ୍ଡପ
ବଅଁରପାଳ,୧୮ା୯(ଡି.ଏନ.ଏ.) ପୂଜା ପାଇଲେ ଦେବଶିଳ୍ପୀ। ରୀନିନୀତି ଅନୁଯାୟୀ କରାଗଲା ଆବାହନ। ହେଲେ ନା’ ଦୂରକୁ ଶୁଭିଲା ପଣ୍ଡିତଙ୍କ ମନ୍ତ୍ରପାଠ ନା’ ଉତ୍ସବମୁଖର ହେଲା ନାଲ୍କୋନଗର। ପୂଜା କେଉଁଠି ହେଲା, କେମିତି ହେଲା, ତାହା ଜାଣିପାରିଲେନି ଅଞ୍ଚଳବାସୀ। କୋଭିଡ୍ କାଳ ହୋଇ ନ…
ଲଗାଣ ବର୍ଷା: ୨୫ ଗାଁ ପାଣିଘେରରେ
ଆରଡ଼ି,୧୭।୯(ଡି.ଏନ.ଏ.): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ବୈତରଣୀ ନଦୀରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଫଳରେ ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ଓଳଗ, ସୁନ୍ଦରପୁର, ଆରଡ଼ି, ନାନ୍ଦପୁର ଆଦି ପଞ୍ଚାୟତର ୨୫ ଗାଁ ପ୍ରଭାବିତ ହୋଇଛି। ଓଳଗ ପଞ୍ଚାୟତର…
ନିଶା ଖାଇ ହଇରାଣ କରୁଥିଲେ, ମାରିକି ପୋତିଦେଲେ ବାପା
ଫୁଲବାଣୀ ଅଫିସ,/ବାଲିଗୁଡ଼ା(ଡି.ଏନ୍.ଏ.)୧୭।୯: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅଞ୍ଚଳରେ ୨ଟି ହତ୍ୟାକାଣ୍ଡ ଘଟିଛି। ଗୁରୁବାର ରେବିଙ୍ଗିଆ ଗ୍ରାମର ବ୍ୟବସାୟୀ ନବଘନ ସାହୁଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା। ଏହି ଘଟଣାରେ ଅଭିଯୁକ୍ତ ତାଙ୍କ ପଡ଼ୋଶୀ ଭୀମ ବେହେରାଙ୍କୁ ଶୁକ୍ରବାର ଗିରଫ କରାଯାଇଛି।…
ସ୍କୁଲ ଅନୁଦାନ ଟଙ୍କା ଖାଇଗଲେ ପ୍ରଧାନ ଶିକ୍ଷକ
କୋକସରା,୧୭।୦୯(ଡି.ଏନ.ଏ):କଳାହାଣ୍ଡି ଜିଲା କୋକସରା ବ୍ଲକ ତୁନଗାଁ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଉନ୍ନତିକରଣ ପାଇଁ ୨୦୧୯ରେ ୭୦ ହଜାର ଟଙ୍କା ଅନୁଦାନ ଆସିଥିଲା। ଅନୁଦାନରୁ ସ୍କୁଲର ମରାମତି, ଶୌଚାଳୟ ନିର୍ମାଣ ପାଇଁ ଟଙ୍କା ଖର୍ଚ୍ଚ କରିବାକୁ ୨୬/୦୮/୨୦୧୯ ରେ ବିଦ୍ୟାଳୟ ପରିଚାଳନା…
ନଦୀରେ ବୁଡ଼ିଗଲେ ୨ ଭାଇ
ଡେଲାଙ୍ଗ,୧୭।୯(ଡି.ଏନ୍.ଏ.): ପୁରୀ ଜିଲା ଡେଲାଙ୍ଗ ବ୍ଲକରେ ଶୁକ୍ରବାର ଏକ ଦୁଃଖଦ ଘଟଣା ଘଟିଛି। ଧାନକେରା ପଞ୍ଚାୟତ ନାଗଣ ଗ୍ରାମ ନିକଟ ଲୁଣା ନଦୀରେ ୨ ଶିଶୁପୁତ୍ର ବୁଡ଼ି ପ୍ରାଣ ହରାଇଛନ୍ତି। ସେମାନେ ହେଲେ ନାଗଣ ଗ୍ରାମର ସଦାଶିବ ପ୍ରଧାନଙ୍କ ବଡ଼ପୁଅ ସତ୍ୟଜିତ…
ଜ୍ୱାଇଁ ମୋ’ ଝିଅକୁ ମାରିଦେଲେ
କବିସୂର୍ଯ୍ୟନଗର,୧୭ା୯(ଡି.ଏନ.ଏ.): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଗୁଡିଆଳି ଗ୍ରାମର ଏସ.ମହେନ୍ଦ୍ର ରେଡ୍ଡୀଙ୍କ ସ୍ତ୍ରୀ ରଙ୍ଗବତୀ (୨୦)ଙ୍କ ଝୁଲନ୍ତା ମୃତଦେହ ଶୁକ୍ରବାର ପୋଲିସ ଜବତ କରିଛି। ଝାଡ଼ବାଇ ଗ୍ରାମର ରଙ୍ଗବତୀଙ୍କ ଗୁଡ଼ିଆଳିର ମହେନ୍ଦ୍ରଙ୍କ ସହ ବିବାହ ହୋଇଥିଲା। ପାରିବାରିକ କଳହକୁ କେନ୍ଦ୍ର କରି…
ଜେଲ ଗଲେ ଇଞ୍ଜିନିୟର
ବ୍ରହ୍ମପୁର ଅଫିସ,୧୭।୯: ଗଞ୍ଜାମ ଜିଲା ଆସିକା ସ୍ଥିତ ଉଠା ଜଳସେଚନ ଉପବିଭାଜନର ସହକାରୀ ଯନ୍ତ୍ରୀ (ବୈଦ୍ୟୁତିକ) ଈଶ୍ୱର ଦାସଙ୍କୁ ବ୍ରହ୍ମପୁର ଭିଜିଲାନ୍ସ ଗୁରୁବାର ଗିରଫ କରିଥିଲା। ମାମଲା ନଂ.୧୪/୨୧ରେ ତାଙ୍କୁ ଶୁକ୍ରବାର କୋର୍ଟ ଚାଲାଣ କରାଯାଇଥିବା ଏସ୍ପିଙ୍କ ଦାୟିତ୍ୱରେ ଥିବା ଡିଏସପି…
ଗାଧୋଇବାକୁ ଯାଇଥିବା ୨ ମହିଳାଙ୍କ ଉପରେ ମାଡ଼ିଗଲା ଅଚିହ୍ନା ଗାଡ଼ି: ରାସ୍ତାରେ ଟାୟାର ଜାଳି ବିକ୍ଷୋଭ
ଦିଗପହଣ୍ଡି,୧୭।୯(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ. ରାଜ୍ୟ ରାଜପଥ ଗୋକର୍ଣ୍ଣପୁର ଗ୍ରାମ ମୁଖ୍ୟରାସ୍ତାରେ ଶୁକ୍ରବାର ଦୁର୍ଘଟଣା ଘଟିଛି। କୌଣସି ଗାଡି ମାଡ଼ିଯିବାରୁ ଘଟଣାସ୍ଥଳରେ ୨ ଜଣ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ବୟ ହେଲେ ଗୋକର୍ଣ୍ଣ ପୁର ଗ୍ରାମର ତମାଳ…
ବାରମ୍ବାର କରୁଥିଲେ ପ୍ରେମ ନିବେଦନ, ଅନ୍ୟତ୍ର ବିବାହ କରିବାରୁ ପ୍ରେମିକାର ସ୍ବାମୀଙ୍କୁ କଲେ ଏମିତି …
ରାୟଗଡ଼/ଗଜପତି(ଡି.ଏନ୍.ଏ.),୧୭।୯: ଗଜପତି ଜିଲା ରାୟଗଡ ଥାନା ଅନ୍ତର୍ଗତ ଜିରାଙ୍ଗ ହାଟରେ ଶୁକ୍ରବାର ଅଘଟଣ ଘଟିଛି। ଜନଗହଳି ପୂର୍ଣ୍ଣ ହାଟରେ ଜଣେ ଯୁବକଙ୍କୁ ଛୁରାମାଡ଼ ହୋଇଛି। ଗୁରୁତର ଅବସ୍ଥାରେ ଆହତ ଯୁବକଙ୍କୁ ଚିକିତ୍ସା ପାଇଁ ପାରଳାଖେମୁଣ୍ଡି ମୂଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ…

